ମେଟ୍ରୋ

ବାପ, ପୁଅଙ୍କ ସମେତ ୩ଜଣଙ୍କୁ ଉଠାଇନେଲା ପୋଲିସ

ଭୁବନେଶ୍ୱର,୬।୧୦(ବ୍ୟୁରୋ)/ ପୁରୁଣା ଭୁବନେଶ୍ୱର: ଭୁବନେଶ୍ୱର ସାମନ୍ତରାପୁର ଛକ ଜାତୀୟ ରାଜପଥରେ ମିଠା ଦୋକାନୀ ପ୍ରଭାକର ବେହେରା ଓରଫ ଜମ୍ବୁଙ୍କୁ ରବିବାର ଅପରାହ୍ନରେ ହତ୍ୟା କରିଥିଲେ ଦୁର୍ବୃତ୍ତ। ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ଲାଗି ରହିଥିବାବେଳେ ସୋମବାର ପୁଣି…

ଯୁକ୍ତ୨ ଦ୍ୱିତୀୟ କଟ୍‌ ଅଫ୍‌ ମାର୍କ ପ୍ରକାଶ

ଭୁବନେଶ୍ୱର, ୬।୧୦(ବ୍ୟୁରୋ): ଯୁକ୍ତ୨ ନାମଲେଖା ପାଇଁ ଦ୍ୱିତୀୟ କଟ୍‌ ଅଫ୍‌ ମାର୍କ ତାଲିକା ସୋମବାର ପ୍ରକାଶ ପାଇଛି। କଳାରେ ବିଜେବି, ବିଜ୍ଞାନରେ ରେଭେନ୍‌ଶା, ବାଣିଜ୍ୟରେ ବ୍ୟାସନଗର ଉଚ୍ଚ ମାଧ୍ୟମିକ ସ୍କୁଲ ପ୍ରଥମ ସ୍ଥାନରେ ରହିଛନ୍ତି। କଳାରେ ବିଜେବି ଉଚ୍ଚ ମାଧ୍ୟମିକ ସ୍କୁଲ…

ଓଜେଇଇ ପାଇଁ ଏସ୍‌ଓପି ଜାରି

ଭୁବନେଶ୍ୱର, ୬।୧୦(ବ୍ୟୁରୋ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ଆସନ୍ତା ୧୨ ତାରିଖରୁ ଆରମ୍ଭ ହେବ। ୧୯ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ପରୀକ୍ଷା ୩ଟି ସିଫ୍ଟରେ ହେବ। ତେବେ କରୋନା ମହାମାରୀ ସମୟରେ ପରୀକ୍ଷାର ସୁପରିଚାଳନା ପାଇଁ ଏସ୍‌ଓପି…

ଲକ୍ଷଣହୀନ, ଗର୍ଭବତୀ, ଶିଶୁଙ୍କ ପାଇଁ ବାରଣ

ଭୁବନେଶ୍ୱର, ୬।୧୦(ବ୍ୟୁରୋ): ହୋମ୍‌ ଆଇସୋଲେଶନରେ ରହୁଥିବା କରୋନା ଆକ୍ରାନ୍ତ କିପରି ଫାଭିପିରାଭିର ଔଷଧ ଖାଇବେ, ସେନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ବାସ୍ଥ୍ୟ ବିଶେଷଜ୍ଞମାନେ ଆବଶ୍ୟକ ପରାମର୍ଶ ଦେଇଛନ୍ତି। ସୋମବାର ଆୟୋଜିତ ଖବରଦାତା ସମ୍ମିଳନୀରେ କଟକ ଏସ୍‌ସିବିର ମେଡିସିନ ବିଭାଗ ମୁଖ୍ୟ ଡା.…

୧୩ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୬।୧୦(ବ୍ୟୁରୋ): ଉତ୍ତର ପଶ୍ଚିମ ବଙ୍ଗୋପସାଗର ଏବଂ ଓଡିଶା ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ଏବଂ ଏହାକୁ ଲାଗି ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଯୋଗୁ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୩ ଜିଲା ଗଜପତି, ଗଞ୍ଜାମ,…

ଋଣ ଶୁଝିବାକୁ ବ୍ୟାଙ୍କ ଲୁଟ୍‌

ଭୁବନେଶ୍ୱର,୬।୧୦ (ବ୍ୟୁରୋ): ରାଜଧାନୀ ଉପକଣ୍ଠ ନନ୍ଦନବିହାର ଓ ବରିମୁଣ୍ଡା ବ୍ୟାଙ୍କ୍‌ ଲୁଟ୍‌ ଘଟଣା ପର୍ଦ୍ଦାଫାଶ କରିଛି କମିଶନରେଟ ପୋଲିସ। ଏହି ଦୁଇ ଘଟଣାରେ ଜଣେ ହିଁ ସମ୍ପୃକ୍ତ ଥିବା ଜଣାପଡିଛି। ସେ ହେଲେ ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ଟାଙ୍ଗୀବନ୍ତ ଗଁାର ଶିକ୍ଷିତ…

ଶିବାଶିଷ ରାଉତ ଓଡ଼ିଶା ଟପ୍ପର

ଭୁବନେଶ୍ୱର, ୬।୧୦(ବ୍ୟୁରୋ): ଜେଇଇ ଆଡଭାନ୍ସଡ ୨୦୨୦ର ଫଳାଫଳ ସୋମବାର ଆଇଆଇଟି-ଦିଲ୍ଲୀ ପକ୍ଷରୁ ଘୋଷଣା କରାଯାଇଛି। ସାରା ଦେଶରେ ପ୍ରାୟ ୧.୫ ଲକ୍ଷ ଛାତ୍ରୀଛାତ୍ର ଏହି ପରୀକ୍ଷା ଦେଇଥିବାବେଳେ ୪୩,୨୦୪ଜଣ ପାସ୍‌ କରିଛନ୍ତି। କମନ୍‌ ର଼୍ୟାଙ୍କ୍‌ ଲିଷ୍ଟ (ସିଆର୍‌ଏଲ୍‌)ରେ ଚିରାଗ ଫାଲୋର ୩୯୬…

ଏମ୍‌ଏସ୍‌ପି ଚାଷୀଙ୍କ ଆଇନଗତ ଅଧିକାର: ନରସିଂହ

ଭୁବନେଶ୍ୱର,୬।୧୦(ବ୍ୟୁରୋ): କୃଷି ଆଇନକୁ ନେଇ ଭାଜପା ଓ ବିଜେଡିକୁ ସମାନଭାବେ ସମାଲୋଚନା କରିଛି କଂଗ୍ରେସ। ବିଧାନସଭାରେ କୃଷି ଆଇନକୁ ଦୃଢ଼ ବିରୋଧ କରି ଭାଜପା ଉପରେ ବର୍ଷିଛନ୍ତି କଂଗ୍ରେସର ବରିଷ୍ଠ ନେତା ନରସିଂହ ମିଶ୍ର। କୃଷି ଓ କୃଷକଙ୍କ ସମସ୍ୟା ସମ୍ପର୍କିତ…

ଖଣି ଦୁର୍ନୀତି: ଘେରିଲେ ବିରୋଧୀ

ଭୁବନେଶ୍ୱର,୬।୧୦(ବ୍ୟୁରୋ): ଖଣି ଦୁର୍ନୀତି ପ୍ରସଙ୍ଗକୁ ନେଇ ବିରୋଧୀ ପୁଣି ସରକାରଙ୍କୁ ଘେରିଛନ୍ତି। ଖଣି ମାଫିଆ ଓ ଅଫିସର ଲକ୍ଷେ କୋଟି ଟଙ୍କା ଲୁଟି ନେଇଛନ୍ତି। ସରକାର ଜାଣିଶୁଣି କୋଟି କୋଟି ଟଙ୍କା ରାଜସ୍ବ ହରାଇଛନ୍ତି। କରୋନା ମହାମାରୀ ବେଳେ ରାଜ୍ୟର ଆର୍ଥିକ…

ରାଜ୍ୟରେ ସୁସ୍ଥ ହେଲେ ଆଉ ୪୦୯୮ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୫।୧୦(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୪୦୯୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୭୦୪ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୩୮୬, ବାଲେଶ୍ୱରରୁ ୩୩୬, ନୂଆପଡାରୁ ୨୦୯, ଅନୁଗୋଳରୁ ୧୬୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି ମୟୁରଭଞ୍ଜରୁ…

ଘରେ ଥିବା କୋଭିଡ-୧୯ ରୋଗୀଙ୍କୁ ଏହି ମେଡିସିନ ଖାଇବାକୁ ପରାମର୍ଶ

ଭୁବନେଶ୍ୱର,୫ା୧୦(ବ୍ୟୁରୋ)-ରାଜ୍ୟରେ କୋଭିଡ-୧୯ ମହାମାରୀ ସଂକ୍ରାମକ ରୂପ ଧାରଣ କରିଛି। ୮୦ ପ୍ରତିଶତ ଆଂଶିକ ଲକ୍ଷଣ ଥିବା କୋଭିଡ ସଂକ୍ରମିତଙ୍କୁ ନିଜ ଘରେ ସଙ୍ଗରୋଧରେ ରହିବାକୁ ପସନ୍ଦ କରୁଛନ୍ତି। ଏପରି ସ୍ଥଳେ ସେହି ରୋଗୀମାନଙ୍କୁ ରୋଗ ପ୍ରତିରୋଧ ପାଇଁ ଫାବିପିରାଭିର ଟାବଲେଟ ଖାଇବାକୁ…

ଭୁବନେଶ୍ୱରରୁ ଆଜି ୩୧୯ ପଜିଟିଭ ଚିହ୍ନଟ: ସେଥିରୁ ଲୋକାଲ କେସ୍‌ ୨୨୭

ଭୁବନେଶ୍ୱର,୫।୧୦(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୧୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୯୨ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୨୭ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୧୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?