ଖରିଫ୍ରେ ଚାଷୀଙ୍କୁ ଉନ୍ନତ ମାନର ବିହନ ଯୋଗାଇବାକୁ ମନ୍ତ୍ରୀଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର, ୧୫।୫(ବ୍ୟୁରୋ): କରୋନା ଓ ଲକ୍ଡାଉନ୍ ପାଇଁ କୃଷି କାର୍ଯ୍ୟ ପ୍ରଭାତିତ ହୋଇଛି। ତେଣୁ ଚଳିତ ଖରିଫ୍ରେ ଚାଷୀମାନଙ୍କୁ ସୁବିଧାରେ ଅଧିକ ଉତ୍ପାଦନକ୍ଷମ ଓ ଉନ୍ନତ ମାନର ବିହନ ଯୋଗାଇ ଦେବା ପାଇଁ ଓଡ଼ିଶା ରାଜ୍ୟ ବିହନ ନିଗମକୁ କୃଷି...
ପ୍ରଥମରୁ ଅଷ୍ଟମ ସବୁ ପିଲା ପାସ
ଭୁବନେଶ୍ୱର,୧୫।୫(ବ୍ୟୁରୋ)- ଚଳିତ ବର୍ଷ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପଢୁଥିବା ସବୁ ପିଲା ପାସ। କରୋନା ମୁକାବିଲା ସ୍ଥିତିକୁ ନେଇ ଶୁକ୍ରବାର ରାଜ୍ୟ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏପରି ବିଜ୍ଞପ୍ତି ପ୍ରକାଶ ପାଇଛି। ସେହିପରି ନବମରୁ ଦଶମ...
ମୁଖ୍ୟମନ୍ତ୍ରୀଙ୍କୁ ବିରୋଧୀ ଦଳ ନେତାଙ୍କ ଚିଠି: ‘ପଞ୍ଚାୟତର ସବୁ କର୍ମଚାରୀଙ୍କ ଲାଗି ସ୍ବାସ୍ଥ୍ୟବୀମା କରାଯାଉ’
ଭୁବନେଶ୍ୱର, ୧୫।୫(ବ୍ୟୁରୋ): କେବଳ ସ୍ବାସ୍ଥ୍ୟକର୍ମୀ କିମ୍ବା ସରପଞ୍ଚ ନୁହନ୍ତି ବରଂ ପଞ୍ଚାୟତସ୍ତରରେ କାର୍ଯ୍ୟରତ ଥିବା ସମସ୍ତ କର୍ମଚାରୀମାନଙ୍କୁ ସ୍ବାସ୍ଥ୍ୟ ବୀମା ପ୍ରଦାନ କରାଯାଉ। ଏହାଦ୍ୱାରା ସ୍ଥାୟୀ ନିଯୁକ୍ତି ପାଇ ନ ଥିବା ଏବଂ ସ୍ବଳ୍ପ ଦରମାରେ ଏଭଳି ଘଡିସନ୍ଧି ମୁହୂର୍ତ୍ତରେ...
ସମସ୍ତ ୨୦ କରୋନା ଆକ୍ରାନ୍ତ ଶିଶୁ ସୁସ୍ଥ: ବାଗଚୀ
ଭୁବନେଶ୍ୱର,୧୫।୫(ବ୍ୟୁରୋ)-ଗତ ୨୦ ଦିନ ମଧ୍ୟରେ ୨୦ ଜଣ ଶିଶୁ ମହାମାରୀ କରୋନା ଭାଇରସରେ ଆକ୍ରାନ୍ତ ହୋଇଥିଲେ। ବର୍ତ୍ତମାନ ଏମାନେ ସଂପୂର୍ଣ୍ଣ ଭାବେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ବୋଲି ଶୁକ୍ରବାର ସ୍ଥାନୀୟ ଗୀତ ଗୋବିନ୍ଦ ସଦନରେ ରାଜ୍ୟ କୋଭିଡ-୧୯ ମୁଖ୍ୟ...
ଚାଲି ଚାଲି ଯାଅନି, ନିକଟସ୍ଥ ଥାନାକୁ ଜଣାଅ: ଡିଜିପି
ଭୁବନେଶ୍ୱର,୧୫।୫(ବ୍ୟୁରୋ)-କରୋନା ମୁକାବିଲା ପାଇଁ ଦେଶରେ ଲକଡାଉନ ଜାରି ରହିଛି। ଏପରିସ୍ଥିତିରେ ସାରା ଦେଶରେ ବହୁ ଶ୍ରମିକ ଚାଲିଚାଲି ଗୋଟିଏ ରାଜ୍ୟରୁ ଅନ୍ୟ ରାଜ୍ୟକୁ ଚାଲିଚାଲି ଯାଉଥିବା ଦେଖିବାକୁ ମିଳୁଛି। ଏ ନେଇ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି...
ବିମାନ, ଟ୍ରେନ୍ରୁ ଏକାଥରକେ ଓହ୍ଲାଇବେନି ଯାତ୍ରୀ
ଭୁବନେଶ୍ୱର,୧୫।୫(ବ୍ୟୁରୋ): ରେଳ ବା ବିମାନ ଯୋଗେ ଫେରୁଥିବା ଲୋକଙ୍କ ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ସେମାନଙ୍କ ପାଇଁ ବିମାନ ବନ୍ଦରରେ ୨ଟି ଓ ଭୁବନେଶ୍ୱର ରେଳ ଷ୍ଟେଶନରେ ୭ଟି ପଞ୍ଜୀକରଣ କାଉଣ୍ଟର କରାଯାଇଛି।...
CORONAVIRUS UPDATE: ରାଜ୍ୟରେ ଆଉ ୮ ଆକ୍ରାନ୍ତ ସୁସ୍ଥ, ମୋଟ ଆରୋଗ୍ୟ ସଂଖ୍ୟା ୧୬୬କୁ ବୃଦ୍ଧି
ଭୁବନେଶ୍ୱର,୧୫।୫(ବ୍ୟୁରୋ): ରାଜ୍ୟରେ ଆଉ ୮ କରୋନା ଆକ୍ରାନ୍ତ ଶୁକ୍ରବାର ସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଯାଜପୁରର ୪ଜଣ, ଭଦ୍ରକରୁ ୨ ଏବଂ ବାଲେଶ୍ୱର ଓ କେନ୍ଦୁଝର ଜିଲାର ଜଣେ ଲେଖାଏ ଥିବା ଜଣାପଡ଼ିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୬୬ଜଣ...
CORONAVIRUS UPDATE: ରାଜ୍ୟରେ ଆଉ ୪୮ ପଜିଟିଭ୍ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୬୭୨ରେ ପହଞ୍ଚିଲା
ଭୁବନେଶ୍ୱର,୧୫ା୫(ବ୍ୟୁରୋ) : ଶୁକ୍ରବାର ରାଜ୍ୟରେ ପୁଣି ୪୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୬୭୨ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆକ୍ରାନ୍ତଙ୍କ ମଧ୍ୟରୁ...
ଜୁନ୍ ୩୦ ପର୍ଯ୍ୟନ୍ତ ଟ୍ରେନ୍ ସେବା ବନ୍ଦ
ଭୁବନେଶ୍ୱର,୧୫।୫(ବ୍ୟୁରୋ):ଦେଶବ୍ୟାପୀ ଲକ୍ଡାଉନ ଯୋଗୁ ଦୀର୍ଘ ଦେଢ଼ମାସରୁୁ ଊର୍ଦ୍ଧ୍ୱ ହେବ ରେଳ ସେବା ବନ୍ଦ ରହିଛି। କେବଳ ବିଭିନ୍ନ ରାଜ୍ୟରେ ଫସି ରହିଥିବା ଲୋକଙ୍କୁ ନେବା ଆଣିବା କରିବା ପାଇଁ ଭାରତୀୟ ରେଳପଥ ପକ୍ଷରୁ ୧୫ ଯୋଡ଼ା ସ୍ବତନ୍ତ୍ର ଟ୍ରେନ୍ ଏବଂ...
ସିବିଏସ୍ଇ ୯ମ, ଏକାଦଶ ଛାତ୍ରୀଛାତ୍ରଙ୍କୁ ମିଳିଲା ସୁଯୋଗ: ବିଫଳ ଛାତ୍ରୀଛାତ୍ର ଦେଇପାରିବେ ପରୀକ୍ଷା
ଭୁବନେଶ୍ୱର,୧୫।୫(ବ୍ୟୁରୋ): ସେଣ୍ଟ୍ରାଲ୍ ବୋର୍ଡ ଅଫ୍ ସେକେଣ୍ଡାରି ଏଜୁକେଶନ (ସିବିଏସ୍ଇ) ନବମ ଓ ଏକାଦଶ ପରୀକ୍ଷାରେ ଫେଲ୍ କିମ୍ବା ବଞ୍ଚତ୍ତ ହୋଇଥିବା ଛାତ୍ରୀଛାତ୍ରମାନେ ଆଉଥରେ ପରୀକ୍ଷା ଦେବାର ସୁଯୋଗ ପାଇବେ। ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବାପାଇଁ ବୋର୍ଡ ପକ୍ଷରୁ ଶେଷଥର ଏହି ସୁଯୋଗ...
ବଦଳିଲା ଆଇନଜୀବୀଙ୍କ ଡ୍ରେସ୍କୋଡ୍: କଳାକୋଟ୍, ଗାଉନ୍ ମନା
କଟକ ଅଫିସ୍,୧୫। ୫: କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ବିଭିନ୍ନ ସ୍ତରରେ ଉଦ୍ୟମ କରାଯାଉଛି। ଏହି କ୍ରମରେ ରାଜ୍ୟରେ ଆଇନ୍ଜୀବୀଙ୍କ ଡ୍ରେସ୍କୋଡ଼୍ ବଦଳାଇବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ଗୁରୁବାର ଏ ନେଇ ବିଧିବଦ୍ଧ ଭାବେ ସର୍କୁଲାର୍ ଜାରି...
ଶ୍ରମିକଙ୍କୁ ମାଗଣାରେ ଖାଇବାକୁ ଦେବେ ମନ୍ଦିର
ଭୁବନେଶ୍ୱର,୧୫।୫(ବ୍ୟୁରୋ): ଲକ୍ଡାଉନ୍ କଟକଣା କୋହଳ ହେବା ପରେ ବିଭିନ୍ନ ରାଜ୍ୟରେ କାମ କରୁଥିବା ଓଡ଼ିଆ ଶ୍ରମିକମାନେ ନିଜ ଘରକୁ ଫେରୁଛନ୍ତି। ଅଧିକାଂଶ ପ୍ରବାସୀ ବହୁ ଦୂରରୁ ଚାଲି ଚାଲି କିମ୍ବା ସାଇକେଲରେ ଓଡ଼ିଶା ଆସୁଛନ୍ତି। ସେହିଭଳି ଓଡ଼ିଶାରେ ଫସି ରହିଥିବା...
Archives


