ମେଟ୍ରୋ

ଆସୁଛି ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର,୪ା୧୦(ବ୍ୟୁରୋ.): ଆସନ୍ତା ୯ ତାରିଖରୁ ଉତ୍ତର ଆଣ୍ଡାମାନ ଏବଂ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର ପଶ୍ଚିମ ଆନ୍ଧ୍ର ଓ ଓଡ଼ିଶା ଉପକୂଳରେ ଏହା ଘନୀଭୂତ ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଭାଗ…

୩ ଘଣ୍ଟା ବର୍ଷାରେ ଜଳାର୍ଣ୍ଣବ ଭୁବନେଶ୍ୱର

ଭୁବନେଶ୍ୱର,୪।୧୦(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେଉଛି। ହେଲେ ଶନିବାର ରାଜଧାନୀ ଭୁବନେଶ୍ୱରରେ ଅପରାହ୍ନ ୧ଟାଠାରୁ ୪ଟା ପର୍ଯ୍ୟନ୍ତ ଘଡ଼ଘଡି ସହ ପ୍ରବଳ ବର୍ଷା ହୋଇଥିଲା। ଏହି ୩ ଘଣ୍ଟାର ବର୍ଷାରେ ଭୁବନେଶ୍ୱରବାସୀ ଅସ୍ତବ୍ୟସ୍ତ…

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସ୍ବର୍ଗଦ୍ୱାରରେ ପ୍ରଦୀପ ମହାରଥୀଙ୍କ ଶେଷକୃତ୍ୟ ସମ୍ପନ୍ନ

ଭୁବନେଶ୍ୱର,୪ା୧୦(ବ୍ୟୁରୋ): ପୁରୀ ସ୍ବର୍ଗଦ୍ୱାରରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ତାଙ୍କ ପୁଅ ରୁଦ୍ର ମହାରଥୀ ମୁଖାଗ୍ନି ଦେଇଥିଲେ। ସ୍ବର୍ଗଦ୍ୱାରରେ ମହାରଥୀଙ୍କ ଆତ୍ମୀୟ ସ୍ବଜନ, ରାଜନେତା, ଶୁଭେଚ୍ଛୁ ଉପସ୍ଥିତ ଥିଲେ।

‘ଘରୋଇ ଶିକ୍ଷାନୁଷ୍ଠାନ ସରକାରଙ୍କୁ ମାନୁନାହାନ୍ତି’

ଭୁବନେଶ୍ୱର, ୪।୧୦(ବ୍ୟୁରୋ): ଘରୋଇ ସ୍କୁଲ ଏବଂ କଲେଜଗୁଡ଼ିକ ରାଜ୍ୟ ସରକାରଙ୍କୁ ଭ୍ରୂକ୍ଷେପ କରୁନାହାନ୍ତି। କରୋନା ପରିସ୍ଥିତିରେ ଯେତେବେଳେ ଲୋକେ ରୋଜଗାର ହରାଇଛନ୍ତି ଏବଂ ବଞ୍ଚିବାକୁ ସଂଗ୍ରାମ କରୁଛନ୍ତି ସେତେବେଳେ ଘରୋଇ ସ୍କୁଲ ଓ କଲେଜ ଛାତ୍ରୀଛାତ୍ର ଏବଂ ଅଭିଭାବକଙ୍କ ତଣ୍ଟିଚିପି ଅର୍ଥ…

ଜୟଦେବ ଯେନାଙ୍କୁ କରୋନା

ଭୁବନେଶ୍ୱର,୪।୧୦(ବ୍ୟୁରୋ): ପୂର୍ବତନ ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ଜୟଦେବ ଯେନା କରୋନାରେ ସଂକ୍ରମିତ ହୋଇଛନ୍ତି। କୋଭିଡ-୧୯ ପରୀକ୍ଷାରେ ତାଙ୍କର ପଜିଟିଭ୍‌ ଆସିଛି। ଏନେଇ ଦଳୀୟ କାର୍ଯ୍ୟାଳୟ ତରଫରୁ ସୂଚନା ଦିଆଯାଇଛି। ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିବିଶେଷ ନିଜକୁ ଆଇସୋଲେଟ ହେବାକୁ ସେ…

କୋଟିଏ ଟଙ୍କାର ଡ୍ରଗ୍ସ ଜବତ

ଭୁବନେଶ୍ୱର, ୪।୧୦ (ବ୍ୟୁରୋ)/ ବାଲିଅନ୍ତା (ଡି.ଏନ୍‌.ଏ.): ଓଡ଼ିଶା ଏବେ ଡ୍ରଗ୍ସ କାରବାରର ହବ୍‌ ପାଲଟିଛି। କେତେବେଳେ ରାଜ୍ୟରୁ ବାହାରକୁ ଗଞ୍ଜେଇ ଚୋରା ଚାଲାଣ ହେଉଛି ତ ପୁଣି ଆଉ କେତେବେଳେ ବାହାର ଦେଶରୁ ବ୍ରାଉନସୁଗାର ଓ ଅନ୍ୟ ନିଶାଦ୍ରବ୍ୟ ରାଜ୍ୟକୁ ଆସୁଛି।…

ମାଓବାଦୀ ଦମନ ପାଇଁ ନୂଆ ରଣନୀତି

ଭୁବନେଶ୍ୱର,୪।୧୦ (ବ୍ୟୁରୋ): ମାଓବାଦୀଙ୍କୁ ନିପାତ କରିବା ପାଇଁ ପ୍ରସ୍ତୁତ ହେଉଛି ନୂଆ ରଣନୀତି। ଏଥିପାଇଁ ଆବଶ୍ୟକ ସମସ୍ତ ସହଯୋଗ କେନ୍ଦ୍ର ସରକାର ଯୋଗାଇ ଦେବେ। ଶନିବାର ଭୁବନେଶ୍ୱରଠାରେ ଓଡ଼ିଶାର ମାଓବାଦୀ ମୁକାବିଲା ରଣନୀତିର ସମୀକ୍ଷା କରିବାବେଳେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ବରିଷ୍ଠ ସୁରକ୍ଷା…

ଏମ୍‌ଏସ୍‌ପି ବନ୍ଦ ପ୍ରଶ୍ନ ଉଠୁନି: ଧର୍ମେନ୍ଦ୍ର

ଭୁବନେଶ୍ୱର,୪।୧୦(ବ୍ୟୁରୋ): କେନ୍ଦ୍ରରେ ଏନ୍‌ଡିଏ ସରକାର ଥିବା ପର୍ଯ୍ୟନ୍ତ ସର୍ବନିମ୍ନ ସହାୟକ ମୂଲ୍ୟ(ଏମ୍‌ଏସ୍‌ପି) ବନ୍ଦ ହେବା ପ୍ରଶ୍ନ ଉଠୁନାହିଁ। ଏନେଇ ଅପପ୍ରଚାର ହେଉଛି, ଏହା ସମ୍ପୂର୍ଣ୍ଣ ମିଥ୍ୟା। ଓଡ଼ିଶା ଓ ଭାରତରେ ଏମଏସ୍‌ପି ବ୍ୟବସ୍ଥା ପୂର୍ବପରି ଅପରିବର୍ତ୍ତିତ ରହିବ। ମୋଦି ସରକାରରେ ଆସିଥିବା…

ବିଭ୍ରାନ୍ତିକର ତଥ୍ୟ ପ୍ରକାଶ କରନାହିଁ: ଗଣମାଧ୍ୟମକୁ ବାଚସ୍ପତିଙ୍କ ତାଗିଦ୍‌

ଭୁବନେଶ୍ୱର,୪।୧୦(ବ୍ୟୁରୋ): ବିଧାନସଭାରେ ବିଧାୟକମାନେ ଉଠାଉଥିବା ପ୍ରସଙ୍ଗ ଏବଂ ସେମାନଙ୍କ କଥାକୁ ଗଣମାଧ୍ୟମରେ ବିଭ୍ରାନ୍ତିକର କରି ପ୍ରକାଶ ନ କରିବାକୁ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର କହିଛନ୍ତି। ବିଧାନସଭା ମୌସୁମୀ ଅଧିବେଶନର ୪ର୍ଥ ଦିବସରେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର…

ସିଭିଲ୍‌ ସର୍ଭିସ ପରୀକ୍ଷାର୍ଥୀଙ୍କୁ ସେବା ଯୋଗାଇବ ‘ମୋ ବସ୍‌’

ଭୁବନେଶ୍ୱର, ୪।୧୦(ବ୍ୟୁରୋ): ୟୁପିଏସ୍‌ସି ଦ୍ୱାରା ପରିଚାଳିତ ସିଭିଲ୍‌ ସର୍ଭିସେସ୍‌ ପରୀକ୍ଷାର ପ୍ରିଲିମ ରବିବାର ଅନୁଷ୍ଠିତ ହେବ। ବର୍ତ୍ତମାନ ସୁଦ୍ଧା କରୋନା ମହାମାରୀ ଯୋଗୁ ଯାତାୟାତ ସ୍ଥିତି ସ୍ବାଭାବିକ ହୋଇପାରିନି। ତେଣୁ ଛାତ୍ରୀଛାତ୍ରମାନେ ପରୀକ୍ଷା କେନ୍ଦ୍ରକୁ ସୁବିଧାରେ ଯିବା ପାଇଁ କଟକ ଓ…

ଫାଭିପିରାଭିର୍‌ ପାଇଁ ଏସ୍‌ଓପି

ଭୁବନେଶ୍ୱର,୪।୧୦(ବ୍ୟୁରୋ): ରାଜ୍ୟରେ କୋଭିଡ୍‌ ମହାମାରୀ ରୂପ ଧାରଣ କରିଛି। ଆଂଶିକ ଲକ୍ଷଣ ଥିବା ଅଧିକାଂଶ ସଂକ୍ରମିତଙ୍କୁ ନିଜ ଘରେ ସଙ୍ଗରୋଧରେ ରହିବାକୁ ଅନୁମତି ଦିଆଯାଇଛି। ତେବେ ଏହି ରୋଗୀମାନଙ୍କୁ ରୋଗ ପ୍ରତିରୋଧ ପାଇଁ ଫାଭିପିରାଭିର୍‌ ଟାବ୍‌ଲେଟ ଖାଇବାକୁ ସ୍ବାସ୍ଥ୍ୟ ଓ ପରିବାର…

ଯାଞ୍ଚ ହେବ କୋଭିଡ୍‌ ହସ୍ପିଟାଲ ସ୍ଥିତି

ଭୁବନେଶ୍ୱର, ୪।୧୦(ବ୍ୟୁରୋ): ରାଜ୍ୟରେ କୋଭିଡ୍‌ ପରିଚାଳନାରେ ଅବ୍ୟବସ୍ଥା ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର। ବିଧାନସଭାରେ କୋଭିଡ୍‌ ପରିଚାଳନା ଅବ୍ୟବସ୍ଥା ପ୍ରସଙ୍ଗ ବାରମ୍ବାର ଉଠିବା ପରେ ଶନିବାର ଏନେଇ ବାଚସ୍ପତି ରୁଲିଂ ଦେଇଛନ୍ତି। ଏଣିକି କୋଭିଡ୍‌ ହସ୍ପିଟାଲଗୁଡ଼ିକର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?