ମେଟ୍ରୋ

କୋଭିଡ୍‌-୧୯ ଲଢ଼େଇରେ ସିଟିଟିସି

ଭୁବନେଶ୍ୱର,୧୪ା୫(ବ୍ୟୁରୋ): ଭାରତର ମହାକାଶ ଅଭିଯାନ ‘ମଙ୍ଗଳାୟନ’ ଏବଂ ‘ଚନ୍ଦ୍ରାୟନ-୨’ ପ୍ରସ୍ତୁତିରେ ଗୁରୁତ୍ୱପୁର୍ଣ୍ଣ ଭୂମିକା ନିର୍ବାହ କରିବାପରେ ଏବେ କୋଭିଡ୍‌-୧୯ ଲଢେଇରେ ଗୁରୁଦାୟିତ୍ୱ ନେଇଛି ଭୁବନେଶ୍ୱରସ୍ଥିତ ସେଣ୍ଟ୍ରାଲ୍‌ ଟୁଲ୍‌ ରୁମ୍‌ ଆଣ୍ଡ ଟ୍ରେନିଂ ସେଣ୍ଟର(ସିଟିଟିସି)। ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ(ଏମ୍‌ଏସ୍‌ଏମ୍‌ଇ)...

ଘନୀଭୂତ ହେଉଛି ବାତ୍ୟା ଅମ୍ଫାନ: ଓଡ଼ିଶା ଉପକୂଳ ଦେଇ ଗତି କରିବା ସମ୍ଭାବନା

ଭୁବନେଶ୍ୱର,୧୩ା୫(ବ୍ୟୁରୋ): ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ ଆଣ୍ଡାମାନ ଉପକୂଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ବୁଧବାର ଲଘୁଚାପରେ ପରିଣତ ହୋଇଛି। ଗୁରୁବାର ଏହା ଅବପାତ (ଡିପ୍ରେଶନ)ରେ ପରିଣତ ହେବ। ଧୀରେ ଧୀରେ ଏହା ଘନୀଭୂତ ହୋଇ ୧୬ ତାରିଖ ସନ୍ଧ୍ୟା ସୁଦ୍ଧା ...

ବଦଳିଲେ ସ୍ବାସ୍ଥ୍ୟ ସଚିବ

ଭୁବନେଶ୍ୱର,୧୩ା୫(ବ୍ୟୁରୋ): ରାଜ୍ୟ ସରକାର ଆଇଏଏସ ଅଫିସର ସ୍ତରରେ ଏକ ଛୋଟ ଧରଣର ଅଦଳ ବଦଳ କରିଛନ୍ତି। ବୁଧବାର ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ...

ଭୁବନେଶ୍ୱରରୁ ଗଡ଼ିଲା ବସ୍‌ ଓ ରେଳ

ଭୁବନେଶ୍ୱର, ୧୩ା୫(ବ୍ୟୁରୋ): ଦୀର୍ଘ ଦିନ ହେବ ବନ୍ଦଥିବା ବସ୍‌ ଓ ରେଳ ଚଳାଚଳ ବୁଧବାରଠାରୁ ପୁର୍ବବାର ଆରମ୍ଭ ହୋଇଛି। ୫୪୫ ଜଣ ଯାତ୍ରୀଙ୍କୁ ନେଇ ଏକ ସ୍ବତନ୍ତ୍ର ଟ୍ରେନ୍‌ ନୂଆଦିଲ୍ଲୀ ଅଭିମୁଖେ ଯାତ୍ରା କରିଛି। ପୂର୍ବାହ୍ନ ୧୦ଟା ବେଳେ ଟ୍ରେନ୍‌ଟି...

ଆଶଙ୍କାରେ ‘ମେକ୍‌ ଇନ୍‌ ଓଡ଼ିଶା’ କନ୍‌କ୍ଲେଭ: ସେପ୍ଟେମ୍ବର ସୁଦ୍ଧା ପ୍ରସ୍ତୁତ ହେବ ନୂଆ ଶିଳ୍ପ ନୀତି-୨୦୨୦

ଭୁବନେଶ୍ୱର,୧୩ା୫(ବ୍ୟୁରୋ)-କରୋନା(କୋଭିଡ-୧୯) ସଂକ୍ରମଣ ଆଶଙ୍କାରେ ସମଗ୍ର ଦେଶକୁ ୩ ଟି ପର୍ଯ୍ୟାୟରେ ମେ ୧୭ ଯାଏ ଲକଡାଉନ କରାଯାଇଛି। ଏହି ସମୟରେ କଳକାରଖାନା, ବାଣିଜ୍ୟ ବ୍ୟବସାୟ ସବୁ କିଛି ବନ୍ଦ ରହିଛି। ୩ୟ ପର୍ଯ୍ୟାୟରେ ଯଦିଓ କଟକଣାକୁ କିଛି ମାତ୍ରାରେ କୋହଳ...

ବିମାନ, ରେଳ ଯାତ୍ରୀଙ୍କ ପାଇଁ ଗାଇଡ୍‌ଲାଇନ୍‌: ସବିଶେଷ ଜାଣନ୍ତୁ

ଭୁବନେଶ୍ୱର,୧୩।୫(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ବିମାନ ଏବଂ ରେଳ ଯାତ୍ରୀଙ୍କ ପାଇଁ ଗାଇଡ୍‌ଲାଇନ୍‌ କରାଯାଇଛି। ଏ ନେଇ ଏସ୍‌ଆର୍‌ସି ପ୍ରଦୀପ ଜେନା ବୁଧବାର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଯେଉଁମାନେ ରେଳରେ କିମ୍ବା ବିମାନରେ ଓଡ଼ିଶାକୁ ଆସିବେ ସେମାନେ ପ୍ରଥମେ...

CORONAVIRUS UPDATE: ସୁସ୍ଥ ହେଲେ ଆଉ ୨୭; ରାଜ୍ୟରେ ମୋଟ ଆରୋଗ୍ୟ ସଂଖ୍ୟା ୧୪୩କୁ ବୃଦ୍ଧି

ଭୁବନେଶ୍ୱର,୧୩।୫(ବ୍ୟୁରୋ): ରାଜ୍ୟରେ ଆଉ ୨୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ବାଲେଶ୍ୱରର ୯, ଭୁବନେଶ୍ୱରର ୮, ଭଦ୍ରକର ୪, ଗଞ୍ଜାମ ଓ ସୁନ୍ଦରଗଡ଼ର ୨ ଏବଂ କୋରାପୁଟ ଓ କେନ୍ଦୁଝରର ଜଣେ ଲେଖାଏ ପଜିଟିଭ୍‌ ସୁସ୍ଥ ରହିଛନ୍ତି।...

ସରକାରଙ୍କ ନିଷ୍ପତ୍ତି: ଗ୍ରୀନ୍‌ ଜୋନ୍‌ରେ ଗଡ଼ିବ ଓଏସ୍‌ଆର୍‌ଟିସି ବସ୍‌, ଦୁଇଗୁଣା ଭଡ଼ା ଦେବେ ଯାତ୍ରୀ

ଭୁବନେଶ୍ୱର,୧୩।୫(ବ୍ୟୁରୋ): ଲକ୍‌ଡାଉନ୍‌ ଯୋଗୁ ରାଜ୍ୟରେ ଯାନବାହନ ଚଳାଚଳ ବନ୍ଦ ରହିଛି। ହେଲେ କଟକଣା କୋହଳ ହେବା ପରେ ରାଜ୍ୟ ସରକାର ପୁଣି ଥରେ ଯାତ୍ରୀ ପରିବହନ ବ୍ୟବସ୍ଥା ଆରମ୍ଭ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି କ୍ରମରେ ସାଧାରଣ ଯାତ୍ରୀଙ୍କ ପାଇଁ...

ଆସୁଛି ବାତ୍ୟା

ଭୁବନେଶ୍ୱର,୧୩ା୫(ବ୍ୟୁରୋ): ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଏବଂ ଆଣ୍ଡାମାନ ଉପକୂଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପର ରୂପ ନେବ। ଆସନ୍ତା ୧୫ ତାରିଖରେ ଏହା ଅବପାତ (ଡିପ୍ରେଶନ)ରେ ପରିଣତ ହେବ। ୧୭ ତାରିଖ ବେଳକୁ ଏହା...

CORONAVIRUS UPDATE: ପୁଣି ୯୯ କରୋନା ପଜିଟିଭ୍‌ ଚିହ୍ନଟ; ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୫୦୦ ଟପିଲା

ଭୁବନେଶ୍ୱର,୧୩।୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ଦ୍ରୁତ ଗତିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ବୁଧବାର ସକାଳେ ଆଉ ୯୯ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୩୮ରେ ପହଞ୍ଚିଛି। ନୂଆ...

ପ୍ରବାସୀଙ୍କ ସ୍ବାବ୍‌, ରକ୍ତ ପରୀକ୍ଷାରେ ବିଳମ୍ବ

ନିମାପଡ଼ା,୧୨ା୫(ଡି.ଏନ.ଏ): ନିମାପଡ଼ା ବ୍ଲକ ଓ ଏନ୍‌ଏସି ଅଞ୍ଚଳକୁ ହଟସ୍ପଟ ଅଞ୍ଚଳ ଦିଲ୍ଲୀ, କୋଲକାତା, ଗୁଜରାଟର ସୁରଟ, ମହାରାଷ୍ଟ୍ର ଆଦି ରାଜ୍ୟରୁ ମଙ୍ଗଳବାର ସୁଦ୍ଧା ୩୧୫ଜଣ ପ୍ରବାସୀ ଓଡ଼ିଆ ନିମାପଡ଼ା ଅଞ୍ଚଳକୁ ଫେରିଛନ୍ତି। ଏହି ପ୍ରବାସୀମାନେ ବ୍ଲକର ବିଭିନ୍ନ କ୍ୱାରାଣ୍ଟାଇନ ସେଣ୍ଟରରେ...

ତିଗିରିଆ ସନ୍ଦିଗ୍ଧ ଲିଙ୍କରେ ଥିବା ୨ଜଣ ଗଲେ କ୍ୱାରାଣ୍ଟାଇନ

ବାରଙ୍ଗ,୧୨ା୫(ଡି.ଏନ.ଏ): ତିଗିରିଆରେ ଜଣେ ୩୭ ବର୍ଷୀୟ ବ୍ୟକ୍ତି କରୋନାରେ ଆକ୍ରାନ୍ତ ହୋଇଥିବା ସୋମବାର ଜଣାପଡ଼ିଥିଲା। ଏହି ବ୍ୟକ୍ତି ଜଣଙ୍କ ସୁରଟ ଫେରନ୍ତା ହୋଇଥିବାବେଳେ ଗତ ୩ ତାରିଖରେ ସୁରଟରୁ ଫେରି ପୁରୀରେ ପହଞ୍ଚତ୍ଥିଲେ। ସେଠାରୁ ଭୁବନେଶ୍ୱର ଆସିବାପରେ ସମ୍ପର୍କୀୟ ଶାଳକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri