ବିଶ୍ବ ସେବିକା ଦିବସ: ୨୯ବର୍ଷ ଧରି ଗରିବଙ୍କ ସେବାରେ ଉଷାରାଣୀ
ଗୋପ,୧୨ା୫(ଡି.ଏନ.ଏ): ମହାମାରୀ କରୋନା ଭଳି ବିପତ୍ତି ସମୟରେ ସ୍ବାସ୍ଥ୍ୟକର୍ମୀମାନଙ୍କୁ କରୋନା ଯୋଦ୍ଧା ବୋଲି ସରକାର ଘୋଷିତ କରିଛନ୍ତି। ଏଭଳି ସମୟରେ ଏହି ସ୍ବାସ୍ଥ୍ୟକର୍ମୀମାନେ ନିଜ ଜୀବନକୁ ବାଜି ଲଗାଇ ଜନସାଧାରଣଙ୍କ ସେବାରେ ନିୟୋଜିତ ରୁହନ୍ତି। ଏଭଳି ଜଣେ ସ୍ବାସ୍ଥ୍ୟକର୍ମୀ ଦୀର୍ଘ...
ପ୍ରବୀଣ କୁମାର ଆଇଜି ପର୍ସୋନେଲ
ଭୁବନେଶ୍ୱର,୧୨ା୫(ବ୍ୟୁରୋ)-୨୦୦୨ ବ୍ୟାଚ୍ର ଆଇପିଏସ୍ ଅଫିସର ଏସ. ପ୍ରବୀଣ କୁମାରଙ୍କୁ ରାଜ୍ୟ ପୋଲିସ ମୁଖ୍ୟାଳୟରେ ଆଇଜି ପର୍ସୋନେଲ ଭାବେ ନିଯୁକ୍ତି ଦିଆଯାଇଛି। କେନ୍ଦ୍ରୀୟ ଡେପୁଟେଶନରୁ ଫେରିବା ପରେ ତାଙ୍କୁ ଏହି ନିଯୁକ୍ତି ଦିଆଯାଇଛି। ପ୍ରବୀଣ କୁମାର ନ୍ୟାଶନାଲ ଇନ୍ଭେଷ୍ଟିଗେଶନ ଏଜେନ୍ସି (ଏନ୍ଆଇଏ)ରେ...
ଗ୍ରୀନ୍ ଜୋନ୍ରେ ଚାଲିବ ବସ୍: ଯାତ୍ରୀ ଦେବେ ଦୁଇଗୁଣା ଭଡ଼ା
ଭୁବନେଶ୍ୱର,୧୨ା୫(ବ୍ୟୁରୋ)-କରୋନା(କୋଭିଡ-୧୯)ସଂକ୍ରମଣକୁ ଦୃଷ୍ଟିରେ ରଖି ସମଗ୍ର ଦେଶକୁ ଦେଢ଼ମାସରୁ ଊର୍ଦ୍ଧ୍ୱ କାଳ ଲକ୍ଡାଉନ୍ ରଖାଯାଇଛି। ଯାନବାହନ ଚଳାଚଳ ବନ୍ଦ ରହିଛି। ଲୋକମାନେ ଗୋଟିଏ ସ୍ଥାନରୁ ଅନ୍ୟ ସ୍ଥାନକୁ ଯିବା ଆସିବା କରିପାରୁ ନାହାନ୍ତି। କଟକଣା କୋହଳ ହେବା ପରେ ରାଜ୍ୟ ସରକାର...
ଏଥର ହେବ ନାହିଁ ଦ୍ୱିତୀୟ ଓଜେଇଇ
ଭୁବନେଶ୍ୱର, ୧୨।୫(ବ୍ୟୁରୋ)- ଚଳିତ ବର୍ଷ ଦ୍ୱିତୀୟ ଓଜେଇଇ ହେବ ନାହିଁ। କରୋନାକୁ ଦୃଷ୍ଟିରେ ଓଜେଇଇ ପକ୍ଷରୁ ଏବର୍ଷ ସ୍ବତନ୍ତ୍ର ବ୍ୟବସ୍ଥା ହୋଇଛି। ଏଥର ବିଟେକ୍ ପାଇଁ ସ୍ବତନ୍ତ୍ର ଏଣ୍ଟ୍ରାନ୍ସ ହେବ। ସ୍ବତନ୍ତ୍ର ଓଜେଇଇ ମାଧ୍ୟମରେ ଛାତ୍ରୀଛାତ୍ରଙ୍କୁ ଆଡ଼ମିଶନ୍ ପାଇଁ ପ୍ରକ୍ରିୟା...
CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୩୧ ଆକ୍ରାନ୍ତ, ସମସ୍ତେ ଯାଜପୁରର
ଭୁବନେଶ୍ୱର,୧୨।୫(ବ୍ୟୁରୋ)-ରାଜ୍ୟରେ ମଙ୍ଗଳବାର ସାରେ ଆଉ ୩୧ କରୋନା ରୋଗୀ ସୁସ୍ଥ ହୋଇଛନ୍ତି। ସୁସ୍ଥ ହୋଇଥିବା ସମସ୍ତେ ଯାଜପୁର ଜିଲାର ବୋଲି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି। ତେବେ ଏହାକୁ ମିଶାଇ ରାଜ୍ୟରେ ମୋଟ୍ ୧୧୬ ଜଣ କରୋନା ଆକ୍ରାନ୍ତ...
ଅଧିକ ଶ୍ରମିକ ସ୍ପେଶାଲ ଟ୍ରେନ୍ ଚଳାଇବା ଉପରେ ଗୁରୁତ୍ୱ
ଭୁବନେଶ୍ୱର,୧୨ା୫(ବ୍ୟୁରୋ): କରୋନା (କୋଭିଡ୍-୧୯) ସଂକ୍ରମଣ ଆଶଙ୍କାରେ ଦୀର୍ଘ ଦେଢ଼ମାସରୁ ଊର୍ଦ୍ଧ୍ୱ କାଳ ଧରି ସମଗ୍ର ଦେଶ ଲକ୍ଡାଉନ୍ରେ ରହିଛି। କଳକାରଖାନା, ବ୍ୟବସାୟ ପ୍ରତିଷ୍ଠାନ ସବୁ କିଛି ବନ୍ଦ ରହିଛି। ବିଭିନ୍ନ ରାଜ୍ୟରେ ଫସି ରହିଥିବା ଅସହାୟ ଶ୍ରମିକମାନେ ନିଜ ଘରକୁ...
ଲକ୍ଷଣ ନ ଥିଲେ ଘରେ ରହିପାରିବେ ସଂକ୍ରମିତ
ଭୁବନେଶ୍ୱର, ୧୨ା୫(ବ୍ୟୁରୋ): ରାଜ୍ୟରେ ପ୍ରତିଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ସେମାନଙ୍କ ମଧ୍ୟରୁ ଅଧିକାଂଶ ଆକ୍ରାନ୍ତଙ୍କ ମଧ୍ୟରେ ଲକ୍ଷଣ ନ ଥିବା ଜଣାପଡିଛି। ତେଣୁ ଲକ୍ଷଣ ନ ଥିବା ଏବଂ ସ୍ବଳ୍ପ ଲକ୍ଷଣ ଥିବା ସଂକ୍ରମିତଙ୍କୁ ହୋମ୍...
ବାଲେଶ୍ୱରରେ ୫୦ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା
ଭୁବନେଶ୍ୱର,୧୨।୫(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ସକାଳେ ଆଉ ୨୩ କରୋନା ପଜିଟଭ୍ ଚିହ୍ନଟ ହୋଇଛନ୍ତି। ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ବାଲେଶ୍ୱରରେ ସର୍ବାଧିକ ୧୫, ଗଞ୍ଜାମ ଓ ଯାଜପୁରରେ ୩ଜଣ, ପୁରୀ ଏବଂ ବୌଦ୍ଧରୁ ଜଣେ ଲେଖାଏ ଆକ୍ରାନ୍ତ ଚିହ୍ନଟ...
CORONAVIRUS UPDATE: ରାଜ୍ୟରେ ଆଉ ୨୩ କରୋନା ପଜିଟିଭ୍ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୪୩୭କୁ ବୃଦ୍ଧି
ଭୁବନେଶ୍ୱର,୧୨।୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ଦ୍ରୁତ ଗତିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ମଙ୍ଗଳବାର ସକାଳେ ଆଉ ୨୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୩୭ରେ ପହଞ୍ଚିଛି। ନୂଆ...
ରାଜ୍ୟରେ ବଢୁଛି କଏଦୀ ସଂଖ୍ୟା
ଭୁବନେଶ୍ୱର,୧୨ା୫(ବ୍ୟୁରୋ): ରାଜ୍ୟରେ ବର୍ତ୍ତନା ୮୬ଟି ଜେଲ୍ ରହିଥିବାବେଳେ ପ୍ରତିବର୍ଷ କଏଦୀଙ୍କ ସଂଖ୍ୟା ବଢ଼ି ଚାଲିଛି। ପୂର୍ବବର୍ଷ ତୁଳନାରେ ୨୦୧୯ରେ ପ୍ରାୟ ୬.୪୩ ପ୍ରତିଶତ ବୃଦ୍ଧି ଘଟିଛି। ୨୦୧୮ରେ ରାଜ୍ୟର ବିଭିନ୍ନ ଜେଲ୍ରେ କଏଦୀଙ୍କ ସଂଖ୍ୟା ୧୬୫୦୧ ରହିଥିଲାବେଳେ ଗତବର୍ଷ ୧୭୫୬୩କୁ...
ବସ୍ତିରେ ହୋଇନାହିଁ ସଂକ୍ରମଣ: ବିଏମ୍ସି
ଭୁବନେଶ୍ୱର, ୧୨ା୫(ବ୍ୟୁରୋ): କରୋନା ସଂକ୍ରମଣରେ ରୋକ୍ ଲଗାଇବା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ନାନା ପଦକ୍ଷେପ ହାତକୁ ନେଇଛି। ବିଏମ୍ସି ଡେପୁଟି କମିଶନର ଶୁଭେନ୍ଦୁ ସାହୁ କହିଛନ୍ତି, ସହରର ସମସ୍ତ ବସ୍ତି ଅଞ୍ଚଳକୁ ଆକ୍ଟିଭ୍ ସର୍ଭିଲାନ୍ସରେ ରଖାଯାଇଛି। ଲକ୍ଷଣ...
ସ୍ବାଭାବିକ ହେଉଛି, ଭିଡ଼ ବି ବଢୁଛି
ଭୁବନେଶ୍ୱର,୧୨ା୫(ବ୍ୟୁରୋ): ତୃତୀୟ ପର୍ଯ୍ୟାୟ ଲକ୍ଡାଉନ୍ ଜାରି ରହିଥିବାବେଳେ ରାଜଧାନୀ ଭୁବନେଶ୍ୱର ଏବେ ବି ରେଡ୍ ଜୋନ୍ରେ ରହିଛି। ସଂକ୍ରମଣକୁ ଯଥାସମ୍ଭବ ରୋକିବା ପାଇଁ ପୋଲିସ ଓ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ପରିବର୍ତ୍ତିତ କଟକଣା ଲାଗୁ କରାଯାଇଛି। ହେଲେ...
Archives


