ମେଟ୍ରୋ

ନୂଆପଡାରେ ବଡ଼ ଘୋଷଣା କରିଦେଲେ ମୁଖ୍ୟମନ୍ତ୍ରୀ! ଜୟ ଢୋଲକିଆ ଜିତିଲେ…

ନୂଆପଡା,୬।୧୧: ନୂଆପଡ଼ାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କୋମନା ଉଦ୍ୟାନବନ୍ଧରେ ରୋଡ ଶୋ’ କରିଛନ୍ତି। ଏହି ସମୟରେ ବିରାଟ ଜନସଭାକୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ କରି କହିଛନ୍ତି, ନୂଆପଡ଼ାର ବିକାଶ ପାଇଁ ମୋତେ ଏଠାକୁ ଆସିବାକୁ ପଡ଼ିଛି।ପୂର୍ବରୁ କେବେ ଏତେ ଜନସମାଗମ କେହି…

ବିଷ ପିଇ ଜୀବନ ହାରିଲେ ମହିଳା ହୋମ୍‌ଗାର୍ଡ, ୬ ମାସ ତଳେ ସ୍ବାମୀ…

ଭୁବନେଶ୍ୱର,୬ା୧୧: ଚନ୍ଦ୍ରଶେଖରପୁର ମଣ୍ଡପ ବସ୍ତି ଆପାର୍ଟମେଣ୍ଟରେ ବିଷ ପିଇଦେଇଛନ୍ତି ଜଣେ ମହିଳା ହୋମ୍‌ଗାର୍ଡ। ବୁଧବାର ବିଷ ପିଇ ଜୀବନ ହାରିଥିବା ପରିବାର ଲୋକ ଅଭିଯୋଗ କରିଛନ୍ତି। ୬ ମାସ ତଳେ ତାଙ୍କ ସ୍ବାମୀଙ୍କ ଦେହାନ୍ତ ହୋଇଥିଲା। ତାଙ୍କର ୨ଟି ପିଲା ଅଛନ୍ତି।…

RI ପରୀକ୍ଷାରେ ପୁଣି ବିଭ୍ରାଟ! ଛାତ୍ରୀଛାତ୍ର ଅସନ୍ତୁଷ୍ଟ

ଭୁବନେଶ୍ବର,୬।୧୧: RI ପରୀକ୍ଷାରେ ସର୍ଭର ଡାଉନ ଅଭିଯୋଗ। ସର୍ଭର ଡାଉନ ପାଇଁ ପ୍ରାୟ ଘଣ୍ଟାଏ ବିଳମ୍ବରେ ସେଣ୍ଟରକୁ ଗଲେ ଛାତ୍ରୀଛାତ୍ର। ସକାଳ ୭.୩୦ରେ ପ୍ରବେଶ ସମୟ ଥିଲା, ୮.୪୫ରେ ଭିତରକୁ ଗଲେ। ରାଜ୍ୟର ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ସର୍ଭର ଡାଉନ ଅଭିଯୋଗ…

ଧାନ ଏମ୍‌ଏସ୍‌ପି କୁଇଣ୍ଟାଲ ପିଛା ୬୯ ଟଙ୍କା ବୃଦ୍ଧି

ଭୁବନେଶ୍ୱର,୬ା୧୧ (ରବିନାରାୟଣ ଜେନା): ରାଜ୍ୟର କୃଷକଙ୍କ ହିତକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ନଭେମ୍ବର ପହିଲାରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଖରିଫ୍‌ ଋତୁ ଲାଗି କୁଇଣ୍ଟାଲ ପିଛା ଧାନର ସର୍ବନିମ୍ନ ସହାୟକ ମୂଲ୍ୟ(ଏମ୍‌ଏସ୍‌ପି) ବାବଦକୁ ଅତିରିକ୍ତ ୬୯ ଟଙ୍କା…

ବାହୁଦାରେ ନୂଆ ବନ୍ଦର, ମହାନଦୀ ମୁହାଣରେ ଜାହାଜ ନିର୍ମାଣ କେନ୍ଦ୍ର

ପାରାଦୀପ, ୬ା୧୧(ଶରତ ରାଉତ): ଗଞ୍ଜାମ ଜିଲାର ବାହୁଦାରେ ନୂଆ ବନ୍ଦର ଏବଂ ପାରାଦୀପ ନିକଟ ମହାନଦୀ ମୁହାଣରେ ଜାହାଜ ନିର୍ମାଣ ଓ ମରାମତି କେନ୍ଦ୍ର ନିର୍ମାଣ ହେବ। ଏଥିପାଇଁ ୪୬ ହଜାର କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଖର୍ଚ୍ଚ ହେବ ବୋଲି ମୁଖ୍ୟମନ୍ତ୍ରୀ…

ମେ’ଫେୟାର: ଭୁବନେଶ୍ୱରରେ ଟେକିଦେବେ ୧୦.୮୪୫ ଏକର ଜଙ୍ଗଲ ଜମି

ଭୁବନେଶ୍ୱର,୬।୧୧ (ରବିନାରାୟଣ ଜେନା):ତେଲିଆ ମୁଣ୍ଡରେ ତେଲ ନ୍ୟାୟରେ ରାଜଧାନୀ ଛାତି ଉପରେ ଥିବା ଅମୂଲ୍ୟ ସମ୍ପଦକୁ ବଡ଼ବଡ଼ିଆଙ୍କୁ ଟେକିଦେବା ପାଇଁ ଜଙ୍ଗଲ ବିଭାଗର ବଡ଼ବାବୁମାନେ ଭାରି ବ୍ୟସ୍ତତା ଦେଖାଉଥିବା ପରିଲକ୍ଷିତ ହୋଇଛି। କେଉଁଠି ବିଲ୍‌ଡର୍ସଙ୍କ ପାଇଁ ଜଙ୍ଗଲ ଜମିକୁ ରାତାରାତି ଅଣଜଙ୍ଗଲ…

ଆରମ୍ଭ ହେଲା ଐତିହାସିକ କଟକ ବାଲିଯାତ୍ରା: ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

କଟକ,୫।୧୧: ଓଡ଼ିଶାର ଗୌରବ ତଥା ଐତିହାସିକ କଟକ ବାଲିଯାତ୍ରା ଆନୁଷ୍ଠାନିକ ଭାବେ ଉଦ୍‌ଘାଟିତ ହୋଇଯାଇଛି। ମହାନଦୀ କୂଳରେ ଆୟୋଜିତ ଏହି ମହୋତ୍ସବକୁ ମୁଖ୍ୟମନ୍ତ୍ରୀ ନିଜେ ଉଦ୍‌ଘାଟନ କରିଛନ୍ତି। ଉଦ୍‌ଘାଟନୀ ଉତ୍ସବରେ ମୁଖ୍ୟମନ୍ତ୍ରୀଙ୍କ ସହ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ସାଂସଦ ଭର୍ତ୍ତୃହରି ମହତାବ,…

ଭୁବନେଶ୍ୱରରେ IRC ଭିଲେଜର ନାମକରଣ ପଛର କାହାଣୀ କ’ଣ ? ୪ ଦଶନ୍ଧି ପରେ ପୁଣି…

ଭୁବନେଶ୍ୱର,୫।୧୧: ରାଜଧାନୀ ଭୁବନେଶ୍ୱରର ଏକ ପ୍ରମୁଖ ଆବାସିକ ଅଞ୍ଚଳ ଭାବେ ପରିଚିତ ଆଇଆରସି (IRC) ଭିଲେଜର ନାମକରଣ ପଛରେ ୪୦ ବର୍ଷ ପୂର୍ବରୁ ଆୟୋଜିତ ଏକ ଗୁରୁତ୍ୱପୂର୍ଣ୍ଣ ଜାତୀୟ କାର୍ଯ୍ୟକ୍ରମର ଇତିହାସ ରହିଛି। ୧୯୮୨ ମସିହାରେ, ବର୍ତ୍ତମାନର ଆଇଆରସି ଭିଲେଜ ଅଞ୍ଚଳଟି…

ଭୁବନେଶ୍ୱରର ଏହି ମେଡିକାଲରେ ନର୍ସଙ୍କୁ ଯୌନ ନିର୍ଯାତନା ଅଭିଯୋଗ: ମେଡିକାଲ ଆସିଷ୍ଟାଣ୍ଟଙ୍କ ବିରୋଧରେ ଏତଲା

ଭୁବନେଶ୍ୱର,୫।୧୧: ରାଜଧାନୀର ଚନ୍ଦ୍ରଶେଖରପୁର ଅଞ୍ଚଳରେ ଥିବା ଏକ ଘରୋଇ ନର୍ସିଂହୋମରେ ଜଣେ ବରିଷ୍ଠ ଷ୍ଟାଫ୍ ନର୍ସଙ୍କୁ କାର୍ଯ୍ୟସ୍ଥଳରେ ଯୌନ ଉତ୍ପୀଡ଼ନ, ବଳାତ୍କାର ଧମକ ଏବଂ ମାନସିକ ନିର୍ଯାତନା ଦିଆଯାଇଥିବା ଭଳି ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗତ ଅକ୍ଟୋବର ୨୫…

ସାଧବ ପୁଅଙ୍କୁ ମେଲାଣି ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫।୧୧: ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ସବୁଠି ଚଳଚଞ୍ଚଳ। ଜଳାସୟରେ ଡଙ୍ଗା ଭସାଇବାକୁ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ ମିଳିଛି। ଘଣ୍ଟ ବାଦ୍ୟ ଧ୍ୱନିରେ ବୁଧବାର ଭୋର ପ୍ରକମ୍ପିତ ହୋଇଥିଲାା। ତେବେ ପାରାଦୀପ ବନ୍ଦର ପକ୍ଷରୁ ଆଜି ବନ୍ଦର ଦିବସ ପାଳନ ହେଉଛି…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ପାରାଦୀପରେ ହେବ ବିମାନବନ୍ଦର

ପାରାଦୀପ,୫।୧୧(ଶରତ ରାଉତ):ଜଗତ୍‌ସିଂହପୁର ଜିଲା ତଥା ପାରାଦୀପରେ ଲକ୍ଷେ କୋଟି ଟଙ୍କାର ପୁଞ୍ଜି ନିବେଶ ହେବ ବୋଲି ଗତବର୍ଷ କଳିଙ୍ଗ ବାଲିଯାତ୍ରାରେ କୁହାଯାଇଥିଲା। ମାତ୍ର ବର୍ଷକ ମଧ୍ୟରେ ରାଜ୍ୟ ସରକାର ଲକ୍ଷେ ୪୫ହଜାର କୋଟି ଟଙ୍କାର ପୁଞ୍ଜି ବିନିଯୋଗ କେବଳ ପାରାଦୀପରେ କରିବାକୁ…

୨୬ ପରେ ବିଧାନସଭା ଶୀତ ଅଧିବେଶନ

ଭୁବନେଶ୍ୱର,୫ା୧୧(ରବିନାରାୟଣ ଜେନା):ବିଧାନସଭାର ଶୀତକାଳୀନ ଅଧିବେଶନ ନଭେମ୍ବର ୨୬ ପରେ ଆରମ୍ଭ କରିବାକୁ ଆପାତତଃ ସ୍ଥିର ହୋଇଛି। ଅଧିବେଶନ କାଳରେ ବିଭିନ୍ନ ବିଭାଗ ପକ୍ଷରୁ ଆସିଥିବା ଅତିରିକ୍ତ(ସପ୍ଲିମେଣ୍ଟାରୀ) ବଜେଟ ପ୍ରସ୍ତାବ ଆଗତ କରାଯିବା ସହିତ ଖର୍ଚ୍ଚଦାବି ଆଲୋଚନା ହେବ। ପ୍ରାୟ ମାସେ ଧରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?