ମେଟ୍ରୋ

ନଭେମ୍ବର ୩ରେ ବାଲେଶ୍ୱର ସଦର, ତିର୍ତ୍ତୋଲ ଉପନିର୍ବାଚନ

ଭୁବନେଶ୍ୱର,୨୯।୯(ବ୍ୟୁରୋ): ବିଧାନସଭା ଉପନିର୍ବାଚନ ପାଇଁ ମଙ୍ଗଳବାର ତାରିଖ ଘୋଷଣା କରିଛନ୍ତି ଭାରତୀୟ ନିର୍ବାଚନ କମିଶନ। ନଭେମ୍ବର ୩ରେ ବାଲେଶ୍ୱର ସଦର, ତିର୍ତ୍ତୋଲ ଉପନିର୍ବାଚନ ଅନୁଷ୍ଠିତ ହେବ ବୋଲି ଜଣାପଡିଛି। ଅକ୍ଟୋବର ୯ରେ ଉଭୟ ନିର୍ବାଚନ ମଣ୍ଡଳୀ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବ।…

ମୌସୁମୀ ଅଧିବେଶନ ଆରମ୍ଭ

ଭୁବନେଶ୍ୱର,୨୯।୯(ବ୍ୟୁରୋ): ଷୋଡ଼ଶ ବିଧାନସଭା ମୌସୁମୀ ଅଧିବେଶନ ମଙ୍ଗଳବାର ଆରମ୍ଭ ହୋଇଯାଇଛି। କରୋନା କଟକଣା ମଧ୍ୟରେ ଅଧିବେଶନ ଆରମ୍ଭ ହୋଇଥିବା ବେଳେ ନବୀନ ନିବାସରୁ ଭିଡିଓ କନ୍‌ଫରେନ୍ସ ଯୋଗେ ମୁଖ୍ୟମନ୍ତ୍ରୀ ଭାଗନେଇଛନ୍ତି। ଲୋକସେବା ଭବନରେ ୬ ବିଧାୟକ ଉପସ୍ଥିତ ରହିଛନ୍ତି। ଭିଡିଓ କନ୍‌ଫରେନ୍ସ…

ପୁଣି ରାଜ୍ୟରେ ୧୫ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୯।୯(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୧୫ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୨୮ ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ୧୫…

CORONAVIRUS UPDATE: ରାଜ୍ୟରେ ୩୦୬୭ ନୂଆ ପଜିଟିଭ୍‌ ଚିହ୍ନଟ, ଆଜି ବି ଖୋର୍ଦ୍ଧା ଆଗରେ

ଭୁବନେଶ୍ୱର,୨୯।୯(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୩୦୬୭ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା୨୧୫୬୭୬କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୧୮୦୯ ଜଣ…

ଅତିରିକ୍ତ କମିଶନର ଦାୟିତ୍ୱ ନେଲେ ରେଖା ଲୋହାନୀ

ଭୁବନେଶ୍ୱର,୨୯।୯(ବ୍ୟୁରୋ): ଭୁବନେଶ୍ୱର-କଟକ କମିଶନରେଟ ପୋଲିସର ଅତିରିକ୍ତ କମିଶନର ଭାବେ ୧୯୯୭ ବ୍ୟାଚ୍‌ର ଆଇପିଏସ୍‌ ଅଫିସର ରେଖା ଲୋହାନୀ ସୋମବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୋଲିସ ସେବା ଭବନରେ ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ଅତିରିକ୍ତ କମିଶନର ସଞ୍ଜୟ…

କରୋନା ପରଠୁ ହୃଦ୍‌ରୋଗୀଙ୍କ ସଂଖ୍ୟା ୨୦% ବଢ଼ିଛି

ଭୁବନେଶ୍ୱର,୨୯।୯(ବ୍ୟୁରୋ): କୋଭିଡ୍‌-୧୯ ପାଇଁ ସମଗ୍ର ରାଜ୍ୟରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟନ୍ତ ହୋଇଛି। ଅଣକୋଭିଡ୍‌ ରୋଗୀମାନେ ସର୍ବାଧିକ କ୍ଷତିଗସ୍ତ ହେଉଥିବାବେଳେ ସେମାନଙ୍କ ସ୍ବାସ୍ଥ୍ୟାବସ୍ଥା ଅଧିକ ବିଗୁଡ଼ୁଛି। ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ କହିବାନୁଯାୟୀ, କରୋନା ସଂକ୍ରମଣ ପରଠୁ ରାଜ୍ୟରେ ହୃଦ୍‌ରୋଗୀଙ୍କ ସଂଖ୍ୟା ୧୦ରୁ ୨୦% ବୃଦ୍ଧିପାଇଛି। ଚିକିତ୍ସାରେ…

‘ଦୀକ୍ଷା’ରେ ଉତ୍କୃଷ୍ଟ ପ୍ରଦର୍ଶନ ପାଇଁ ଓଡ଼ିଶାକୁ ପ୍ରଶଂସା

ଭୁବନେଶ୍ୱର, ୨୯।୯(ବ୍ୟୁରୋ): ରାଜ୍ୟଗୁଡ଼ିକରେ ଶିକ୍ଷା କ୍ଷେତ୍ରର ଅଗ୍ରଗତି ନେଇ କେନ୍ଦ୍ର ଶିକ୍ଷା ସଚିବ ଅନିତା କରୁଆଲ୍‌ ସମୀକ୍ଷା କରିଛନ୍ତି। ସୋମବାର ଭିଡିଓକନ୍‌ଫରେନ୍ସିଂରେ ସେ ସବୁ ରାଜ୍ୟର ଶିକ୍ଷା ସଚିବ ଓ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ସହ ଆଲୋଚନା କରିଥିଲେ। ଏହି ଅବସରରେ ଜାତୀୟ…

୩ ବର୍ଷରେ ବସ୍ତି ହେବ ଆଦର୍ଶ କଲୋନି

ଭୁବନେଶ୍ୱର (ବ୍ୟୁରୋ)/ବାଲେଶ୍ୱର ଅଫିସ୍‌, ୨୮।୯: ଆସନ୍ତା ୩ ବର୍ଷ ମଧ୍ୟରେ ରାଜ୍ୟର ସବୁ ବସ୍ତି ଆଦର୍ଶ କଲୋନିରେ ପରିଣତ ହେବ। ସୋମବାର ଭିଡିଓ କନ୍‌ଫରେନ୍ସରେ ଫକୀରମୋହନଙ୍କ ଭୂମି, ଓଡିଆ ଭାଷା ସୁରକ୍ଷାର ଭୂମି ବାଲେଶ୍ୱରରୁ ବସ୍ତି ଉନ୍ନତୀକରଣ ଯୋଜନାର ଶୁଭାରମ୍ଭ କରି…

ମୂଳ ସାର୍ଟିଫିକେଟ୍‌ ପାଇଁ ଅଣ୍ଡରଟେକିଂ ରଖିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର, ୨୯।୯(ବ୍ୟୁରୋ): ଯୁକ୍ତ୩ ନାମଲେଖା ମଙ୍ଗଳବାରଠାରୁ ଆରମ୍ଭ ହେଉଛି। ବତ୍ତର୍ମାନ କୋଭିଡ୍‌-୧୯ ମହାମାରୀ ପାଇଁ ଛାତ୍ରୀଛାତ୍ରଙ୍କୁ ଅରିଜନାଲ ମାର୍କଶିଟ୍‌, ସାର୍ଟିଫିକେଟ୍‌, ମାଇଗ୍ରେଶନ ସାର୍ଟିଫିକେଟ୍‌ ଇତ୍ୟାଦି ମିଳିବାରେ ବିଳମ୍ବ ହେଉଛି। ଫଳରେ ନାମଲେଖା ସମୟରେ ତଥ୍ୟ ଯାଞ୍ଚବେଳେ ଛାତ୍ରୀଛାତ୍ରମାନେ ଅରିଜନାଲ ଡକ୍ୟୁମେଣ୍ଟ ଦେଖାଇପାରିବେ…

ମହାନଦୀ ଉପରେ ୨ ସେତୁର ଶିଳାନ୍ୟାସ

ଜଗତ୍‌ସିଂହପୁର ଅଫିସ୍‌/ ଭୁବନେଶ୍ୱର, ୨୯।୯(ବ୍ୟୁରୋ): ଜଗତ୍‌ସିଂହପୁର ଜିଲାବାସୀଙ୍କ ଦୀର୍ଘଦିନର ଦାବି ପୂରଣ କରିବାକୁ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ ମହାନଦୀ ଉପରେ ୨ଟି ସେତୁର ଶିଳାନ୍ୟାସ କରିଛନ୍ତି। ତାହା ହେଲା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ…

୫୬ ବୃଦ୍ଧାଶ୍ରମକୁ ଦିଆଯିବ ମେଡିକାଲ କିଟ୍‌

ଭୁବନେଶ୍ୱର,୨୯।୯(ବ୍ୟୁରୋ): ରାଜ୍ୟର ୫୬ଟି ବୃଦ୍ଧାଶ୍ରମକୁ ମେଡିକାଲ କିଟ୍‌ ଯୋଗାଇ ଦିଆଯିବ। ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ସୋମବାର ଏହି ସୂଚନା ଦେଇଛନ୍ତି। ତିନୋଟି ସରକାରୀ ଓ ୫୩ଟି ସରକାରୀ ଅନୁଦାନପ୍ରାପ୍ତ ବୃଦ୍ଧାଶ୍ରମକୁ ଏହି ସହାୟତା…

ବହିଷ୍କୃତ ହେଲେ ଯୁବ ବିଜେଡି ସାଧାରଣ ସମ୍ପାଦକ

ଭୁବନେଶ୍ୱର,୨୯।୯(ବ୍ୟୁରୋ): ଦଳ ବିରୋଧୀ କାର୍ଯ୍ୟ ଅଭିଯୋଗରେ ବିଜୁ ଯୁବ ଜନତା ଦଳର ସାଧାରଣ ସମ୍ପାଦକ କଳ୍ପତରୁ ଓଝାଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେଡିରୁ ବହିଷ୍କୃତ କରିଛନ୍ତି। ସୋମବାର ବିଜେଡି ପକ୍ଷରୁ ଜାରି କରାଯାଇଥିବା ପ୍ରେସ ବିଜ୍ଞପ୍ତିରେ ସୂଚନା ଦିଆଯାଇଛି। ନିକଟରେ କରାଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?