ମେଟ୍ରୋ

ଯୁକ୍ତ ତିନି ନାମଲେଖା ଲାଗି ପ୍ରଥମ ପର୍ଯ୍ୟାୟ କଟ୍‌ଅଫ୍‌ ମାର୍କ ପ୍ରକାଶ

ଭୁବନେଶ୍ୱର,୨୮ା୯(ବ୍ୟୁରୋ): ରାଜ୍ୟର ବିଭିନ୍ନ ଡିଗ୍ରୀ ମହାବିଦ୍ୟାଳୟର ଯୁକ୍ତ ତିନିରେ ନାମଲେଖା ଲାଗି ପ୍ରଥମ ପର୍ଯ୍ୟାୟ କଟ୍‌ଅଫ୍‌ ମାର୍କ ସୋମବାର ପ୍ରକାଶ ପାଇଛି। ଏକ୍ଷେତ୍ରରେ ଭୁବନେଶ୍ୱରର ବିଜେବି ସ୍ବୟଂଶାସିତ ମହାବିଦ୍ୟାଳୟ ଆଗରେ ରହିଛି। ଏହି ମହାବିଦ୍ୟାଳୟର ପଦାର୍ଥ ବିଜ୍ଞାନରେ ପ୍ରଥମ ପର୍ଯ୍ୟାୟ କଟ୍‌ଅଫ୍‌…

କୋଭିଡ୍‌ ହସ୍ପିଟାଲରେ ପ୍ରତି ୧୫ ଦିନରେ ହେବ ଅଗ୍ନି ନିରାପତ୍ତା ଯାଞ୍ଚ

ଭୁବନେଶ୍ୱର,୨୮ା୯(ବ୍ୟୁରୋ): ଏଥର ପ୍ରତି ୧୫ ଦିନରେ ପ୍ରତ୍ୟେକ କୋଭିଡ୍‌ ହସ୍ପିଟାଲରେ ଅଗ୍ନି ନିରାପତ୍ତା ଯାଞ୍ଚ କରାଯିବ। କଟକସ୍ଥିତ ସଦ୍‌ଗୁରୁ ହସ୍ପିଟାଲରେ ନିଆଁ ଲାଗିବା ପରେ ଅଗ୍ନିଶମ ବିଭାଗ ଏପରି ନିର୍ଦ୍ଦେଶାବଳୀ ଜାରି କରିଛି। ହସ୍ପିଟାଲରେ ହଠାତ୍‌ କୌଣସି ଅଘଟଣ ଘଟିଲେ ଏଠାରେ…

ରାଜ୍ୟରେ ୮୦୦ ଟପିଲା କରୋନା ମୃତ୍ୟୁସଂଖ୍ୟା, ଆଜି ନେଇଛି ୧୬ ଜୀବନ

ଭୁବନେଶ୍ୱର,୨୮ା୯(ବ୍ୟୁରୋ): ସୋମବାର ରାଜ୍ୟରୁ ଆଉ ୧୬ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୧୩କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି କରୋନାରେ ବାଲେଶ୍ୱରରୁ ୩…

CORONAVIRUS UPDATE: ରାଜ୍ୟରେ ଆଜି ୩୨୩୫ ପଜିଟିଭ୍‌ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୨,୧୨,୬୦୯କୁ ବୃଦ୍ଧି

ଭୁବନେଶ୍ୱର,୨୮ା୯(ବ୍ୟୁରୋ): ସୋମବାର ମୋଟ୍‌ ୩୦ ଜିଲାରୁ ୩୨୩୫ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୧୨,୬୦୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ର ୧୯୧୫ଜଣ ଚିହ୍ନଟ…

୧ରୁ ଖୋଲିବ ୪୨ ନେଚର କ୍ୟାମ୍ପ୍‌

ଭୁବନେଶ୍ୱର,୨୮ା୯(ବ୍ୟୁରୋ): ରାଜ୍ୟ ଜଙ୍ଗଲ ଓ ପରିବେଶ ବିଭାଗ ଦ୍ୱାରା ପରିଚାଳିିତ ଓଡ଼ିଶାର ୪୨ଟି ଇକୋ-ଟୁର୍‌ ଡେଷ୍ଟିନେଶନ ତଥା ନେଚର କ୍ୟାମ୍ପ୍‌କୁ ପର୍ଯ୍ୟଟକଙ୍କ ପାଇଁ ଆସନ୍ତା ଅକ୍ଟୋବର ୧ ତାରିଖରୁ ଖୋଲାଯିବ। ଏ ନେଇ ଜଙ୍ଗଲ ଓ ପରିବେଶ ବିଭାଗ ରବିବାର ଟୁଇଟ୍‌…

ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶ ପାଇବେ ‘ଶାନ୍ତି ସ୍ବରୂପ ଭଟ୍ଟନାଗର ପୁରସ୍କାର’

ଭୁବନେଶ୍ୱର,୨୮ା୯: ବିଜ୍ଞାନ କ୍ଷେତ୍ରରେ ଦେଶର ସର୍ବୋଚ୍ଚ ସମ୍ମାନ ‘ଶାନ୍ତି ସ୍ବରୂପ ଭଟ୍ଟନାଗର ପୁରସ୍କାର-୨୦୨୦’ ପାଇଁ ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶ ମନୋନୀତ ହୋଇଛନ୍ତି। କାଉନ୍‌ସିଲ ଫର୍‌ ସାଇଣ୍ଟିଫିକ୍‌ ଆଣ୍ଡ୍‌ ଇଣ୍ଡଷ୍ଟ୍ରିଆଲ ରିସର୍ଚ୍ଚ (ସିଏସ୍‌ଆଇଆର୍‌) ତା’ର ପ୍ରତିଷ୍ଠା ଦିବସ ପାଳନ ଅବସରରେ ଏହି…

କରୋନା ପରିସ୍ଥିତି ଜିଗଲୋ ହେବାକୁ ବାଧ୍ୟ କରିଥିଲା: ମୁହଁ ଖୋଲିଲେ ଠକାମିର ଶିକାର ଯୁବକ

ଭୁବନେଶ୍ୱର,୨୮ା୯ (ବ୍ୟୁରୋ): ରାଜଧାନୀରେ ଜିଗଲୋ (କଲ୍‌ ବୟ) ର଼୍ୟାକେଟକୁ ନେଇ ଏବେ ଖୋଳତାଡ଼ ଆରମ୍ଭ ହୋଇଛି। ଥାନାରେ ଅଭିଯୋଗ କରିଥିବା ହୋଟେଲ ମ୍ୟାନେଜର ଓ ଜିଗଲୋ ହେବାକୁ ଇଚ୍ଛା କରି ଠକେଇର ଶିକାର ହୋଇଥିବା ଯୁବକଙ୍କୁ ପୋଲିସ ପଚରାଉଚରା କରିଛି। ଜିଗଲୋ…

ମାନବପ୍ରେମୀ ଆଦିତ୍ୟ ମୃତ୍ୟୁ ମାମଲା: ତଦନ୍ତକୁ ନେଇ ଅସନ୍ତୋଷ, ଚିନ୍ମୟୀଙ୍କୁ ଜେରା

ଭୁବନେଶ୍ୱର,୨୮।୯ (ବ୍ୟୁରୋ): ମାନବପ୍ରେମୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲାକୁ ୩ମାସ ବିତିଲାଣି। ଏହାସହ କ୍ରାଇମ୍‌ବ୍ରାଞ୍ଚ ତଦନ୍ତ କରିବାର ୨ମାସ ମଧ୍ୟ ହୋଇଗଲାଣି। ଇତି ମଧ୍ୟରେ କ୍ରାଇମ୍‌ବ୍ରାଞ୍ଚ କେବଳ ଆଦିତ୍ୟ ସ୍ତ୍ରୀ ବିଦ୍ୟାଶ୍ରୀ ଓ ୩ସାଙ୍ଗକୁ ଜେରା କରିବା ସହ ପଲିଗ୍ରାଫ ଟେଷ୍ଟ…

୫ରେ ଜେଇଇ ଆଡ଼ଭାନ୍ସଡ୍‌ ରେଜଲ୍ଟ

ଭୁବନେଶ୍ୱର, ୨୮।୯(ବ୍ୟୁରୋ): ଜେଇଇ ଆଡ଼ଭାନ୍ସଡ୍‌ ପରୀକ୍ଷା ରବିବାର ଅନୁଷ୍ଠିତ ହୋଇଯାଇଛି। ଦେଶର ୨୨୨ଟି ସହରର ୧୧୫୦ କେନ୍ଦ୍ରରେ ପରୀକ୍ଷା ହୋଇଥିବାବେଳେ ମୋଟ ୧,୬୦,୮୬୪ ଛାତ୍ରୀଛାତ୍ର ପରୀକ୍ଷା ଦେଇଛନ୍ତି। ଓଡ଼ିଶାର ଭୁବନେଶ୍ୱର, କଟକ, ବ୍ରହ୍ମପୁର, ସମ୍ବଲପୁର ଓ ରାଉରକେଲା ଆଦି ସହରରେ ହୋଇଥିବା…

ଫେରିଯିବ ମୌସୁମୀ

ଭୁବନେଶ୍ୱର,୨୮।୯(ବ୍ୟୁରୋ): ଦକ୍ଷିଣ-ପଶ୍ଚିମ ମୌସୁମୀ ସୋମବାର ଉତ୍ତର ଭାରତର ରାଜସ୍ଥାନଠାରୁ ଅପସାରଣ ଆରମ୍ଭ କରିବ। ଅକ୍ଟୋବର ପ୍ରଥମ ସପ୍ତାହର ଶେଷ ଭାଗରେ ମୌସୁମୀ ଓଡ଼ିଶାରୁ ବିଦାୟ ନେବ। ରାଜ୍ୟରେ ଆଉ ମୌସୁମୀ ବର୍ଷାର ସମ୍ଭାବନା ନାହିଁ। ସ୍ଥାନୀୟ ଜଳବାୟୁ ଆଧାରରେ କାଁ ଭାଁ…

ପୁରୀ, କୋଣାର୍କକୁ ଗଡ଼ିଲା ‘ମୋ ବସ୍‌’

ଭୁବନେଶ୍ୱର, ୨୭ା୯ (ବ୍ୟୁରୋ)- ପୁରୀ ଓ କୋଣାର୍କକୁ ମୋ ବସ୍‌ ସେବା ଆରମ୍ଭ ହୋଇଛି। ରବିବାର ବିଶ୍ୱ ପର୍ଯ୍ୟଟନ ଦିବସରୁ ପର୍ଯ୍ୟଟକମାନଙ୍କ ପାଇଁ ସ୍ବତନ୍ତ୍ର ଉପହାର ସ୍ବରୂପ ମୋ ବସ୍‌ ସେବା ଆରମ୍ଭ ହେବ ବୋଲି ମୋ ବସ୍‌ ପରିଚାଳନା ସଂସ୍ଥା…

ଆଜି ରାଜଧାନୀରୁ ୩୧୭ ପଜିଟିଭ୍‌ ଚିହ୍ନଟ, ୩୧୨ ସୁସ୍ଥ

ଭୁବନେଶ୍ୱର,୨୭ା୯(ବ୍ୟୁରୋ): ରବିବାର ରାଜଧାନୀରୁ ୩୧୭ ପଜିଟିଭ୍‌ ଚିହ୍ନଟ ହୋଇଥିବା ବିଏମ୍‌ସି ପକ୍ଷରୁ ସୂଚନା ଦିଆଯାଇଛି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୬୨ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା ବେଳେ ୨୫୫ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ସେହିପରି ଆଜି ୩୧୨ ଜଣ ସୁସ୍ଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?