ମେଟ୍ରୋ

ରାଜ୍ୟରୁ ଆଉ ୧୫ ଜୀବନ ନେଲା କରୋନା, ୭୬୭ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ଭୁବନେଶ୍ୱର,୨୫ା୯(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୧୫ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୭୬୭କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଖୋର୍ଦ୍ଧା ଜିଲାରୁ ସର୍ବାଧିକ…

CORONAVIRUS UPDATE: ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ଟପିଲା, ଆଜି ଚିହ୍ନଟ ହୋଇଛନ୍ତି ୪୨୦୮ ପଜିଟିଭ୍‌

ଭୁବନେଶ୍ୱର,୨୫ା୯(ବ୍ୟୁରୋ): ଶୁକ୍ରବାର ମୋଟ୍‌ ୩୦ ଜିଲାରୁ ୪,୨୦୮ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ଟପିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨,୪୬୨…

ମଧୁମେହ, କିଡ୍‌ନୀ, ହୃଦ୍‌ରୋଗୀଙ୍କୁ ବିଶେଷଜ୍ଞଙ୍କ ପରାମର୍ଶ

ଭୁବନେଶ୍ୱର,୨୫ା୯(ବ୍ୟୁରୋ): କୌଣସି ଜଟିଳ ରୋଗ ଥିବା କରୋନା ଆକ୍ରାନ୍ତ ହୋମ୍‌ ଆଇସୋଲେଶନରେ ରହିପାରିବେ। କିନ୍ତୁ ଏଥିପାଇଁ ଅଧିକ ସତର୍କ ରହିବାକୁ ପଡ଼ିବ। ଏହି ପରିପ୍ରେକ୍ଷୀରେ ବିଶେଷକରି ମଧୁମେହ, କିଡ୍‌ନୀ ଓ ହୃଦ୍‌ରୋଗୀଙ୍କ ପାଇଁ ସ୍ବାସ୍ଥ୍ୟ ବିଶେଷଜ୍ଞମାନେ କେତେକ ପରାମର୍ଶ ଦେଇଛନ୍ତି। ରାଜ୍ୟ…

ବରଦା ପ୍ରସନ୍ନ ଦାସ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଅତିରିକ୍ତ ନିର୍ଦ୍ଦେଶକ

ଭୁବନେଶ୍ୱର ୨୪।୯(ବ୍ୟୁରୋ)- ସୂଚନା ଓ ଲୋକ ସମ୍ପର୍କ ବିଭାଗର ଦୀର୍ଘଦିନ ଧରି ଖାଲିଥିବା ଅତିରିକ୍ତ ନିର୍ଦ୍ଦେଶକ ପଦ ପୂରଣ କରାଯାଇଛି। ଯୁଗ୍ମ ନିର୍ଦ୍ଦେଶକ ଥିବା ବରଦା ପ୍ରସନ୍ନ ଦାସଙ୍କୁ ପଦୋନ୍ନତି ଦେଇ ଉକ୍ତ ପଦବୀରେ ନିଯୁକ୍ତି ମିଳିଛି। ପୂର୍ବରୁ ସେ ଟିଟିଲାଗଡ଼ରେ…

ସନ୍ଧ୍ୟା ୬ଟା ପରେ ବଜାର ବନ୍ଦ ହେଉ

ଭୁବନେଶ୍ୱର,୨୪ା୯(ବ୍ୟୁରୋ)/ କଟକ ଅଫିସ: ବର୍ତ୍ତମାନ ଦ୍ୱେତନଗରୀ କଟକ ଓ ଭୁବନେଶ୍ୱରରେ କରୋନା ସଂକ୍ରମଣ ଅଧିକ ରହୁଛି। ଲୋକେ ନିୟମ ଉଲ୍ଲଂଘନ କରୁଥିବାରୁ ଏ ପରିସ୍ଥିତି ଉପୁଜୁଛି। କଟକଣା ଓ ନିୟମକୁ କଡ଼ାକଡ଼ି କରାଯାଇଥିଲେ ମଧ୍ୟ ଅମାନିଆ ସାବାଡ୍‌ ହେଉନାହାନ୍ତି। ଠିକ୍‌ ଭାବେ…

ଅକ୍ଟୋବର ୧୦ ସୁଦ୍ଧା ସିବିଏସ୍‌ଇ ଦ୍ୱାଦଶ କମ୍ପାର୍ଟମେଣ୍ଟ ରେଜଲ୍ଟ

ଭୁବନେଶ୍ୱର,୨୫ା୯(ବ୍ୟୁରୋ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଦ୍ୱାରା ପରିଚାଳିତ ଦ୍ୱାଦଶ କମ୍ପାର୍ଟମେଣ୍ଟ ପରୀକ୍ଷାଫଳ ଅକ୍ଟୋବର ୧୦ କିମ୍ବା ତା’ ପୂର୍ବରୁ ପ୍ରକାଶ ପାଇବ। ଏ ନେଇ ସିବିଏସ୍‌ଇ ପକ୍ଷରୁ ଗୁରୁବାର ସୁପ୍ରିମକୋର୍ଟକୁ ଅବଗତ କରାଯାଇଛି। ଯେହେତୁ ଅକ୍ଟୋବର ୩୧ ସୁଦ୍ଧା…

ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୫ା୯(ବ୍ୟୁରୋ): ଓଡ଼ିଶା ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ଦୁଇଦିନ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ପାଣିପାଗ ବିଭାଗରୁ ମିଳିଥିବା ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ନୂଆପଡା, ବଲାଙ୍ଗୀର, ବରଗଡ, ଝାରସୁଗୁଡା, ସୁନ୍ଦରଗଡ,…

ଗୁଜରାଟକୁ ଯାଉଛନ୍ତି ସର୍ବାଧିକ ଶ୍ରମିକ: ସ୍ବାଭାବିକ ହେଉଛି ସ୍ଥିତି, କର୍ମସ୍ଥଳୀମୁହାଁ ପ୍ରବାସୀ

ଭୁବନେଶ୍ୱର,୨୫ା୯(ବ୍ୟୁରୋ): ଦେଶରେ କରୋନା ସଂକ୍ରମଣ ବଢ଼ୁଥିଲେ ମଧ୍ୟ ଜୀବନଜୀବିକା ଓ ଆର୍ଥିକ ସ୍ଥିତିକୁ ସୁଦୃଢ଼ କରିବା ଉପରେ ଗୁରୁତ୍ୱ ଦିଆଯାଉଛି। ଏକ୍ଷେତ୍ରରେ ଧୀରେ ଧୀରେ ସ୍ଥିତି ସ୍ବାଭାବିକ ହେଉଥିବାରୁ ଲକ୍‌ଡାଉନ୍‌ ଓ ଶଟ୍‌ଡାଉନ୍‌ ଯୋଗୁ ବିଭିନ୍ନ ରାଜ୍ୟରୁ ଓଡ଼ିଶା ଫେରିଥିବା ପ୍ରବାସୀ…

ବିଦ୍ୟୁତ୍‌ ଦର ବୃଦ୍ଧି ପ୍ରସଙ୍ଗ: ଓଇଆର୍‌ସି ନିଷ୍ପତ୍ତି କହି ଦୋଷ ଛଡ଼ାଇଲେ ଶକ୍ତିମନ୍ତ୍ରୀ

ଭୁବନେଶ୍ୱର,୨୫।୯(ବ୍ୟୁରୋ): କରୋନା ମହାମାରୀ ସମୟରେ ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ (ଓଇଆର୍‌ସି) ଘରୋଇ ଉପଭୋକ୍ତାଙ୍କ ଉପରେ ବିଦ୍ୟୁତ୍‌ ବୋଝ ଲଦି ଦେଇଛନ୍ତି। ଅକ୍ଟୋବର ପହିଲାରୁ ଉପଭୋକ୍ତାଙ୍କୁ ୟୁନିଟ୍‌ ପିଛା ଅଧିକ ୨୦ ପଇସା ଦେବାକୁ ହେବ। ତେବେ ଓଇଆର୍‌ସିର ନିଷ୍ପତ୍ତିକୁ ଶକ୍ତିମନ୍ତ୍ରୀ…

ଅଗଷ୍ଟ ବନ୍ୟା: ଜଳସମ୍ପଦ ବିଭାଗର ୯୩୨ କୋଟି କ୍ଷତି

ଭୁବନେଶ୍ୱର,୨୫ା୯(ବ୍ୟୁରୋ): ଗତ ଅଗଷ୍ଟରେ ରାଜ୍ୟରେ ହୋଇଥିବା ବନ୍ୟାରେ ବହୁ କ୍ଷୟକ୍ଷତି ହୋଇଛି। ରାଜ୍ୟ ସରକାର ନିକଟରେ ଆସିଥିବା କେନ୍ଦ୍ରୀୟ ଟିମ୍‌କୁ ୧୧ ହଜାର କୋଟି ଟଙ୍କର କ୍ଷୟକ୍ଷତି ସହାୟତା ଲୋଡିଛନ୍ତି। ତେବେ ଜଳସମ୍ପଦ ବିଭାଗର ଗତ ବନ୍ୟାରେ ବହୁ କ୍ଷତି ହୋଇଛି।…

ରୋକାଯାଇପାରୁନି ଦୁର୍ଘଟଣା

ଭୁବନେଶ୍ୱର ୨୫।୯(ବ୍ୟୁରୋ): ରାଜ୍ୟରେ ସଡ଼କ ଦୁର୍ଘଟଣା କମିବାର ନାଁ ଧରୁନାହିଁ। ସୁପ୍ରିମକୋର୍ଟ କମିଟି ପକ୍ଷରୁ ଏନେଇ ଓଡ଼ିଶା ସରକାରଙ୍କୁ ବାରମ୍ବାର ତାଗିଦ କରୁଥିଲେ ମଧ୍ୟ ସେଥିରେ ସେତେଟା ସୁଧାର ଆସି ପାରୁନାହିଁ। ସୁପ୍ରିମକୋର୍ଟ ସଡକ ଦୁର୍ଘଟଣା ରୋକିବା ନିମନ୍ତେ କେତେକ ନିର୍ଦ୍ଦେଶ…

ଆଜି ଦେଶବ୍ୟାପୀ ଆନ୍ଦୋଳନ

ଭୁବନେଶ୍ୱର,୨୫ା୯(ବ୍ୟୁରୋ):କେନ୍ଦ୍ରର କୃଷି ବିଲ୍‌କୁ ବିରୋଧ କରି ଅଲ୍‌ ଇଣ୍ଡିଆ କିଷାନ ସଂଘର୍ଷ ସମନ୍ବୟ ସମିତି ପକ୍ଷରୁ ଶୁକ୍ରବାର ଦେଶବ୍ୟାପୀ ଆନ୍ଦୋଳନ ଡାକରା ଦିଆଯାଇଛି। ଏଥିରେ ଦେଶର ବିଭିନ୍ନ କୃଷକ ସଂଗଠନ ସାମିଲ ହେବେ। ସମିତିର ଓଡ଼ିଶା କମିଟି ମଧ୍ୟ ଏହି ଆନ୍ଦୋଳନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?