ପୁଣି ମୁଣ୍ଡନେଲା ଆମ ବସ୍: ବାଇକ୍କୁ ପଛରୁ ଧକ୍କା ଦେଇ ଚଢ଼ିଗଲା, ବସ୍ ଭଙ୍ଗାରୁଜା କଲେ ଉତ୍ତ୍ୟକ୍ତ ଲୋକେ
ବାରଙ୍ଗ/ତ୍ରିଶୂଳିଆ,୧୫।୭(ଲିଙ୍ଗରାଜ ରାଉତ/ତୁଷାରକାନ୍ତ ବେହେରା): ବେପରୁଆ ଗାଡ଼ିଚାଳନା ଯୋଗୁ ଆମ ବସ୍ ଧକ୍କାରେ ସୋମବାର ରାତିରେ ପୁଣି ଜଣେ ବାଇକ୍ ଚାଳକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ କଟକ ରାଣୀହାଟ ବେହେରା ସାହିର ଶୁଭେନ୍ଦୁ ପରିଡ଼ା। ଏହାକୁ ନେଇ କରି ଉତ୍ତ୍ୟକ୍ତ ଲୋକେ…
କାହିଁକି ରାତିଅଧରେ FM ପୀଡ଼ିତାଙ୍କ ମୃତଦେହ କରାଗଲା ପୋଷ୍ଟମର୍ଟମ: ଖୁଲାସା କଲେ ଡିସିପି
ଭୁବନେଶ୍ୱର,୧୫।୭:ବାଲେଶ୍ୱର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଅଧ୍ୟାପକଙ୍କ ଦ୍ୱାରା ଯୌନ ନିର୍ଯାତନାର ଶିକାର ହୋଇ ଆତ୍ମାହୁତି ଦେଇଥିବା ଛାତ୍ରୀ ୩ଦିନ ମୃତ୍ୟୁ ସହ ସଂଗ୍ରାମ କରି ଜୀବନ ଯୁଦ୍ଧରେ ହାରି ଯାଇଛନ୍ତି। ତାଙ୍କ ଶରୀରର ୯୫% ପୋଡ଼ି ଯାଇଥିବାରୁ ସଙ୍କଟାପନ୍ନ ଅବସ୍ଥାରେ…
FM ଛାତ୍ରୀ ମୃତ୍ୟୁକୁ ନେଇ କହୁ କହୁ ଏମିତି କଥା କହିଦେଲେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର,୧୫।୭: ଭୁବନେଶ୍ୱର ଏମ୍ସରେ ଚିକିତ୍ସିତ ହେଉଥିବା ବାଲେଶ୍ୱର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଇଣ୍ଟିଗ୍ରେଟେଡ୍ ବିଏଡ୍ ଦ୍ୱିତୀୟ ବର୍ଷ ଛାତ୍ରୀଙ୍କ ସୋମବାର ରାତି ୧୧ଟା ୪୬ମିନିଟରେ ମୃତ୍ୟୁ ଘଟିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କ ବ୍ୟକ୍ତିଗତ ‘X’ ଆକାଉଣ୍ଟରେ ସମ୍ପୃକ୍ତା…
ସୌମ୍ୟାଶ୍ରୀଙ୍କ ମରଶରୀର ପହଞ୍ଚିବା ପୂର୍ବରୁ କାନ୍ଦ ବୋବାଳିରେ ଫାଟୁପଡ଼ୁଛି ଗାଁ: ଭୋଗରାଇ ପଳାସିଆରେ ଶୋକାକୁଳ ପରିବେଶ
ଭୋଗରାଇ,୧୫।୭: ଅଧ୍ୟାପକଙ୍କ ଦ୍ୱାରା ଯୌନ ନିର୍ଯାତନାର ଶିକାର ହୋଇ ଆତ୍ମାହୁତି ଉଦ୍ୟମ କରି ଗୁରୁତର ଅବସ୍ଥାରେ ଭୁବନେଶ୍ୱର ଏମ୍ସରେ ଚିକିତ୍ସିତ ହେଉଥିବା ବାଲେଶ୍ୱର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଇଣ୍ଟିଗ୍ରେଟେଡ୍ ବିଏଡ୍ ଦ୍ୱିତୀୟ ବର୍ଷ ଛାତ୍ରୀଙ୍କ ସୋମବାର ରାତି ୧୧ଟା ୪୬ମିନିଟରେ…
ରାତିଅଧିଆ ଏମ୍ସର ପଛ ଗେଟ୍ ଦେଇ FM ଛାତ୍ରୀଙ୍କ ମୃତଦେହ ଘରକୁ ନିଆଗଲା: ଜାଣନ୍ତୁ କାହିଁକି
ଭୁବନେଶ୍ୱର,୧୫।୭: ଅଧ୍ୟାପକଙ୍କ ଦ୍ୱାରା ଯୌନ ନିର୍ଯାତନାର ଶିକାର ହୋଇ ଆତ୍ମାହୁତି ଉଦ୍ୟମ କରି ଗୁରୁତର ଅବସ୍ଥାରେ ଭୁବନେଶ୍ୱର ଏମ୍ସରେ ଚିକିତ୍ସିତ ହେଉଥିବା ବାଲେଶ୍ୱର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଇଣ୍ଟିଗ୍ରେଟେଡ୍ ବିଏଡ୍ ଦ୍ୱିତୀୟ ବର୍ଷ ଛାତ୍ରୀଙ୍କ ସୋମବାର ରାତି ୧୧ଟା ୪୬ମିନିଟରେ…
ସୌମ୍ଯାଶ୍ରୀ ବିଶିଙ୍କ ମୃତ୍ୟୁକୁ ନେଇ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, କଲେ ବଡ଼ ଘୋଷଣା
ଭୁବନେଶ୍ୱର,୧୫।୭: ଜୀବନ ଯୁଦ୍ଧରେ ହାରିଗଲେ ସୌମ୍ୟାଶ୍ରୀ। ମୃତ୍ଯୁବରଣ କଲେ ବାଲେଶ୍ବର ଫକୀରମୋହନ କଲେଜର ଆତ୍ମାହୁତି ଉଦ୍ଯମ କରିଥିବା ଛାତ୍ରୀ ସୌମ୍ୟାଶ୍ରୀ ବିଶି। ସେ ଚିକିତ୍ସିତ ହେଉଥିବା AIIMS ତରଫରୁ ଏ ସଂପର୍କରେ ବିଧିବଦ୍ଧ ଘୋଷଣା କରାଯାଇଛି। ମେଡିକାଲ ବୁଲେଟିନ୍ ଅନୁଯାୟୀ, ସୌମ୍ଯାଶ୍ରୀଙ୍କୁ ଗତ…
ଜୀବନ ଯୁଦ୍ଧରେ ହାରିଗଲେ FM ଛାତ୍ରୀ:AIIMS ପକ୍ଷରୁ ଘୋଷଣା
ଭୁବେଶ୍ବର,୧୫/୭: ଶେଷରେ ଜୀବନ ଯୁଦ୍ଧରେ ହାରିଗଲେ ବାଲେଶ୍ବର ଫକୀରମୋହନ କଲେଜର ଆତ୍ମାହୁତି ଉଦ୍ଯମ କରିଥିବା ଛାତ୍ରୀ ସୌମ୍ଯାଶ୍ରୀ ବିଶି। ସେ ଚିକିତ୍ସିତ ହେଉଥିବା AIIMS ତରଫରୁ ଏ ସଂପର୍କରେ ବିଧିବଦ୍ଧ ଘୋଷଣା କରାଯାଇଛି। ମେଡିକାଲ ବୁଲେଟିନ୍ ଅନୁଯାୟୀ, ସୌମ୍ଯାଶ୍ରୀଙ୍କୁ ଗତ ୧୨…
ଉଚ୍ଚଶିକ୍ଷା ବିଭାଗକୁ ବଡ଼ ନିର୍ଦ୍ଦେଶ ଦେଲେ ସରକାର: ୨୪ ଘଣ୍ଟା ମଧ୍ୟରେ…
ଭୁବନେଶ୍ୱର,୧୪।୭: ବାଲେଶ୍ୱରସ୍ଥିତ ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ଆତ୍ମହତ୍ୟା ଘଟଣା ସାରା ଦେଶକୁ ସ୍ତବ୍ଧ କରିଦେଇଛି। ଏହି ଘଟଣାରେ ବରୋଧୀ ବିଜେଡି ଏବଂ କଂଗ୍ରେସ ସରକାରଙ୍କୁ ଘେରୁଛନ୍ତି। ଏସବୁ ଭିତରେ ସୋମବାର ରାଜ୍ୟ ସରକାର ଏକ ବଡ଼ ପପକ୍ଷେପ ନେଇଛନ୍ତି।…
FM ପୀଡ଼ିତା ଛାତ୍ରୀଙ୍କୁ ଭେଟିଲେ ରାଷ୍ଟ୍ରପତି: ପଚାରି ବୁଝିଲେ ସ୍ବାସ୍ଥ୍ୟାବସ୍ଥା
ଭୁବନେଶ୍ୱର,୧୪।୭: ବାଲେଶ୍ୱର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟରେ ଇଣ୍ଟିଗ୍ରେଟେଡ୍ ବିଏଡ୍ର ଦ୍ୱିତୀୟବର୍ଷରେ ଅଧ୍ୟୟନରତା ଜଣେ ଛାତ୍ରୀ ଆତ୍ମାହୁତି ଦେଇଛନ୍ତି। ଏହି ଛାତ୍ରୀ ଜଣଙ୍କ ଗୁରୁତର ଅବସ୍ଥାରେ ଏବେ ଏମ୍ସରେ ଚିକିତ୍ସାଧିନ ଅଛନ୍ତି। ସୋମବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏମ୍ସ ଯାଇ ଗୁରୁତର…
ସାର୍ ନିଆଁ ଲଗାଇ ଦେଇଛନ୍ତି… ବାଲେଶ୍ୱର ଘଟଣାରେ ପୀଡ଼ିତା ଛାତ୍ରୀଙ୍କ ମା’ଙ୍କ ସାଂଘାତିକ ଅଭିଯୋଗ
ଭୁବନେଶ୍ୱର,୧୪।୭: ବାଲେଶ୍ୱରସ୍ଥିତ ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ଆତ୍ମହତ୍ୟା ଘଟଣା ସାରା ଦେଶକୁ ସ୍ତବ୍ଧ କରିଦେଇଛି। ଏହି ଘଟଣାରେ ସୋମବାର ପୀଡ଼ିତା ଛାତ୍ରୀଙ୍କ ମା’ ସାଂଘାତିକ ଅଭିଯୋଗ ଆଣିଛନ୍ତି। ସେ କହିଛନ୍ତି, ସିସିଟିଭିରେ ଦେଖିଲୁ ନିଆଁ ଜଳୁଛି, ଛୁଆ ମୋର…
ସରିଲା ଟେଣ୍ଡର ପ୍ରକ୍ରିୟା: ଏଥର ଆସିବ ୪୩୨ ଆମ୍ବୁଲାନ
ଭୁବନେଶ୍ୱର,୧୪।୭: ୧୦୮ ଆମ୍ବୁଲାନ୍ସ ପାଇଁ ସୋମବାର ଟେଣ୍ଡର ପ୍ରକ୍ରିୟା ସରିଛି।ତେବେ କାଗଜପତ୍ର ପାଇଁ ଆଉ ସପ୍ତାହେ ଲାଗିବ। ଟେଣ୍ଡର ସରିବାର ୬୦ ଦିନରେ ୪୩୨ ଆମ୍ବୁଲାନ୍ସ ଆସିବ। ଏନେଇ ୧୦୮ ଆମ୍ବୁଲାନ୍ସ ଓଡ଼ିଶା ମୁଖ୍ୟ ସବ୍ୟସାଚୀ ବିଶ୍ୱାଳ ସୂଚନା ଦେଇଛନ୍ତି।
ଫାଟିଲା ଜଳ ଯୋଗାଣ ପାଇପ: ୫୦ ଫୁଟ ଉଚ୍ଚରେ ଉଠୁଛି ପାଣି, ଲୋକେ…
ଭୁବନେଶ୍ୱର,୧୪।୭: ଜୟଦେବ ଭବନ ଆଗରେ ପାନୀୟ ଜଳ ଯୋଗାଣ ପାଇପ ସୋମବାର ଫାଟିଛି। ମୁଖ୍ୟ ପାଇପ ଫାଟିବାରୁ ୫୦ ଫୁଟ ଉଚ୍ଚରେ ପାଣି ଉଠୁଛି । ଉପରେ ୩୦ କେଭି ବିଦ୍ୟୁତ ତାର ଥିବାରୁ ଲୋକେ ଆତଙ୍କିତ ଅଛନ୍ତି।
Archives


