ମେଟ୍ରୋ

ଆଇପିଏସ୍‌ ଅଫିସର ସ୍ତରରେ ଅଦଳବଦଳ

ଭୁବନେଶ୍ୱର, ୨୪।୯ (ବ୍ୟୁରୋ):ବରିଷ୍ଠ ଆଇପିଏସ୍‌ ଅଫିସର ସ୍ତରରେ ଅଦଳବଦଳ କରାଯାଇଛି। ବୁଧବାର ଏ ନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ କେନ୍ଦ୍ରୀୟ ଡେପୁଟେଶନରୁ ଫେରିଥିବା ୧୯୮୮ ବ୍ୟାଚ୍‌ର ଆଇପିଏସ୍‌ ଅଫସର ଅରୁଣ କୁମାର ରାୟଙ୍କୁ…

କ୍ୟାନସର ରୋଗୀଙ୍କୁ କରୋନା ସଂକ୍ରମଣ ଅଧିକ, ଡାକ୍ତର ଦେଲେ ଏମିତି ପରାମର୍ଶ

ଭୁବନେଶ୍ୱର,୨୩ା୯(ବ୍ୟୁରୋ): କ୍ୟାନସର ରୋଗୀଙ୍କୁ କରୋନା ସଂକ୍ରମଣ ଅଧିକ ରହିଛି। ତେଣୁ କ୍ୟାନସର ସ୍ପେଶାଲିଷ୍ଟ ଡାକ୍ତର ସୁରେନ୍ଦ୍ର ସେନାପତି ଏ ସମ୍ପର୍କରେ ପରାମର୍ଶ ଦେଇଛନ୍ତି। ସେ କହିଛନ୍ତି, କ୍ୟାନସର ରୋଗୀଙ୍କ ରୋଗ ପ୍ରତିରୋଧକ ଶକ୍ତି ବହୁତ କମ୍‌ ରହିଥାଏ। ତେଣୁ ସେମାନଙ୍କୁ କରୋନା…

ରାଜଧାନୀ ଭୁବନେଶ୍ୱରରୁ ଆଉ ୩୦୧ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର, ୨୩।୯(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ବୁଧବାର ଆଉ ୩୦୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮୩ ଜଣ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୨୧୮ ଲୋକାଲ କେସ୍‌ ରହିଛି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ…

ଏଥର ମୃତବ୍ୟକ୍ତିଙ୍କ ହେବନି କରୋନା ଟେଷ୍ଟ, ପରିବାର ଲୋକଙ୍କୁ ତୁରନ୍ତ ହସ୍ତାନ୍ତର କରାଯିବ ମୃତଦେହ

ଭୁବନେଶ୍ୱର,୨୩ା୯(ବ୍ୟୁରୋ): ଏଥର ଆଉ ମୃତବ୍ୟକ୍ତିଙ୍କ କରୋନା ଟେଷ୍ଟ ହେବ ନାହିଁ ବୋଲି ରାଜ୍ୟ ସରକାର ନିର୍ଦ୍ଦେଶନାମା ଜାରି କରିଛନ୍ତି। ମୃତବ୍ୟକ୍ତିଙ୍କ କରୋନା ଟେଷ୍ଟ ହେବା ଦ୍ୱାରା ମୃତଦେହ ହସ୍ତାନ୍ତର କରିବାରେ ବିଳମ୍ବ ହେଉଛି। ଫଳରେ ପରିବାର ଲୋକେ ହନ୍ତସନ୍ତ ହେଉଛନ୍ତି। ଏହାକୁ…

କେନ୍ଦ୍ର, ରାଜ୍ୟ ସରକାରଙ୍କୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ: ଦେହଜୀବୀଙ୍କୁ ଆର୍ଥିକ ସହାୟତା ଦିଅ

ଭୁବନେଶ୍ୱର, ୨୩।୯(ବ୍ୟୁରୋ):କରୋନା ମହାମାରୀ ଯୋଗୁ ଦେହଜୀବୀମାନେ ବହୁ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ସେମାନଙ୍କୁ ତୁରନ୍ତ ଆର୍ଥିକ ସହାୟତା ଦେବା ସହ ଖାଦ୍ୟସାମଗ୍ରୀ ଓ ଅନ୍ୟାନ୍ୟ ଅତ୍ୟାବଶ୍ୟକ ଦ୍ରବ୍ୟ ଯୋଗାଇ ଦେବାକୁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହି…

କଳାକାରଙ୍କ ତଥ୍ୟ ରଖିବ ‘ଆମ ଶିଳ୍ପୀ: ଆମ ଗର୍ବ’

ଭୁବନେଶ୍ୱର, ୨୩।୯(ବ୍ୟୁରୋ):ପାରମ୍ପରିକ କଳା ଓ କଳାକାରଙ୍କ ବିକାଶ ପାଇଁ ନୂଆ ପଦକ୍ଷେପ ଗ୍ରହଣ କରିବ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ। କଳା ଓ କଳାକାରଙ୍କୁ ସାମ୍ନାକୁ ଆଣିବାକୁ ବିଭାଗ ଅଧୀନ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ବିଭିନ୍ନ…

ଭୁବନେଶ୍ୱରର ଐତିହ୍ୟସ୍ଥଳ ଅଞ୍ଚଳରେ ୟୁନିଫର୍ମ ରହିବ ସାଇନ୍‌ବୋର୍ଡ

ଭୁବନେଶ୍ୱର, ୨୩।୯(ବ୍ୟୁରୋ):ଏଣିକି ରାଜଧାନୀରେ ଥିବା ଐତିହ୍ୟସ୍ଥଳୀଗୁଡ଼ିକରେ ଅସମାନ ସାଇନ୍‌ ବୋର୍ଡ ରହିବ ନାହିଁ। ସେହିପରି ଐତିହ୍ୟସ୍ଥଳର ନିର୍ଦ୍ଧାରିତ ପରିସୀମା ଭିତରେ କେହି ମନଇଚ୍ଛା ସାଇନ୍‌ବୋର୍ଡ ଲଗାଇପାରିବେ ନାହିଁ। ଏନେଇ ମଙ୍ଗଳବାରଠାରୁ କଟକଣା ଲଗାଇଛି ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ)। ଏଣିକି ଗୋଟିଏ…

କରୋନା ନେଲା ୧୫ ଜୀବନ

ଭୁବନେଶ୍ୱର,୨୩।୯(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନା ଆଉ ୧୫ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୭୩୬କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ୧୫…

CORONAVIRUS UPDATE, ଆଜି ରାଜ୍ୟରେ ପୁଣି ୪୨୩୭ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୩।୯(ବ୍ୟୁରୋ): ରାଜ୍ୟରେ ପୁଣି ୪୨୩୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୪୮୫ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୭୫୨ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ…

ଶବ ସଂରକ୍ଷଣ ଗୃହରେ  ପଡ଼ିରହୁଛି ମୃତଦେହ

ଭୁବନେଶ୍ୱର, ୨୩।୯(ବ୍ୟୁରୋ):କରୋନା ଯୋଗୁ କ୍ୟାପିଟାଲ ହସ୍ପିଟାଲରେ ମୃତଦେହ ରଖିବାରେ ଏବେ ବଡ଼ ସମସ୍ୟା ଦେଖାଦେଇଛି। କାରଣ କୋଭିଡ୍‌ ପାଇଁ ଏହି ହସ୍ପିଟାଲକୁ ଦିନକୁ ୧୫ରୁ ଉର୍ଦ୍ଧ୍ୱ ମୃତଦେହ ଆସୁଛି। କିନ୍ତୁ ଏହାକୁ ସଂରକ୍ଷିତ ଭାବେ ରଖିବାକୁ ଜାଗା ନାହିଁ। ଫଳରେ ମୃତଦେହଗୁଡ଼ିକ…

ସଂକ୍ରମିତ ଗର୍ଭବତୀ ହୋମ୍‌ ଆଇସୋଲେଶନରେ ରହିପାରିବେ

ଭୁବନେଶ୍ୱର, ୨୩।୯(ବ୍ୟୁରୋ):କରୋନା ସଂକ୍ରମିତ ଗର୍ଭବତୀ ହୋମ୍‌ ଆଇସୋଲେଶନରେ ରହିପାରିବେ। କିନ୍ତୁ ସେ ପରିବାରର ଅନ୍ୟ କାହା ସହିତ ମିଶିବେ ନାହିଁ ବୋଲି ଏସ୍‌ସିବି ମେଡିକାଲର ସ୍ତ୍ରୀ ଓ ପ୍ରସୂତି ବିଶେଷଜ୍ଞ ଡା. ଲୁସି ଦାସ କହିଛନ୍ତି। ମଙ୍ଗଳବାର ରାଜ୍ୟ ସରକାରଙ୍କ ପକ୍ଷରୁ…

ସେପ୍ଟେମ୍ବରରେ ୨ଲକ୍ଷ ଟପିବା ଆଶଙ୍କା

ଭୁବନେଶ୍ୱର, ୨୩।୯(ବ୍ୟୁରୋ):ରାଜ୍ୟରେ କରୋନା ସଂକ୍ରମଣ କମିବାର ନାଁ ନେଉନି। ଗତ କିଛିଦିନ ହେବ ରାଜ୍ୟରେ ଦୈନିକ ସଂକ୍ରମଣ ୪ହଜାର ଉପରେ ରହୁଛି। ଏହି ଧାରା ଜାରି ରହିଲେ ଚଳିତମାସ ଶେଷବେଳକୁ ଆକ୍ରାନ୍ତ ସଂଖ୍ୟା ୨ଲକ୍ଷ ଟପିଯିବ ବୋଲି ବିଶେଷଜ୍ଞମାନେ ଆଶଙ୍କା କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?