ଗୋଟିଏ ଶିଫ୍ଟ ଖୋଲିବ ବିମାନବନ୍ଦର
ଭୁବନେଶ୍ୱର,୧।୫(ବ୍ୟୁରୋ): ଏଣିକି ଆଉ ୨୪ ଘଣ୍ଟା ନୁହେଁ, ଗୋଟିଏ ଶିଫ୍ଟରେ ଚାଲିବ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର। ଲକ୍ଡାଉନ୍ ଉଠିବା ପରେ ବିମାନବନ୍ଦର ଦିନକୁ ଗୋଟିଏ ଶିଫ୍ଟ ଯାତ୍ରୀଙ୍କୁ ସେବା ଯୋଗାଇବ। ପୂର୍ବଭଳି ଏକାସଙ୍ଗେ ୩/୪ଟି ବିମାନ ଆସିବନି କି...
ଆଜିଠାରୁ ଖୋଲିବ କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ
ଭୁବନେଶ୍ୱର,୧।୫(ବ୍ୟୁରୋ): ରାଜ୍ୟରେ ଥିବା ସମସ୍ତ ଅଣୁ, କ୍ଷୁଦ୍ର୍ର ଓ ମଧ୍ୟମ ଉଦ୍ୟୋଗ (ଏମ୍ଏସ୍ଏମ୍ଇ) ଶୁକ୍ରବାରଠାରୁ ଖୋଲିବାକୁ ରାଜ୍ୟ ସରକାର ଅନୁମତି ଦେଇଛନ୍ତି। ଫଳରେ ଦୀର୍ଘ ଦେଢ଼ମାସ ହେବ ବନ୍ଦ ରହିଥିବା ଏହି ୩ ଲକ୍ଷ କ୍ଷୁଦ୍ର ଉଦ୍ୟୋଗ କାର୍ଯ୍ୟକ୍ଷମ ହେବ।...
ଲଘୁଚାପ: ଓଡ଼ିଶା ଉପରେ ପ୍ରଭାବ ନାହିଁ, କେତେକ ଜିଲାରେ ଝଡ଼ବର୍ଷା ସମ୍ଭାବନା
ଭୁବନେଶ୍ୱର,୧।୫(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଆଣ୍ଡାମାନ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହେବ। ପରବର୍ତ୍ତୀ ୪୮ ଘଣ୍ଟାରେ ଏହା ଅବପାତ ରୂପ ନେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗ ସୂଚନା ଅନୁଯାୟୀ ଲଘୁଚାପ...
ଓଡ଼ିଶା ପାଇଁ ଆସିପାରେ ଗମ୍ଭୀର ସ୍ଥିତି: ଆଶଙ୍କା ପ୍ରକାଶ କରୁଛନ୍ତି ସ୍ବାସ୍ଥ୍ୟ ବିଶାରଦ
ଭୁବନେଶ୍ୱର,୧।୫(ବ୍ୟୁରୋ): ଓଡ଼ିଶାରେ କରୋନା ଭୂତାଣୁ ସଂକ୍ରମଣ ବଢ଼ୁଥିବାରୁ ଏହା ରାଜ୍ୟ ସରକାରଙ୍କ ମୁଣ୍ଡବ୍ୟଥାର କାରଣ ପାଲଟିବାରେ ଲାଗିଛି। ମାର୍ଚ୍ଚ ୩୧ ତାରିଖରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪ ଥିଲା। କିନ୍ତୁ ମାସକ ପରେ ଏହା ୧୪୨ରେ ପହଞ୍ଚିଛି। ଅର୍ଥାତ...
CORONAVIRUS UPDATE: ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୪୩ ଛୁଇଁଲା
ଭୁବନେଶ୍ୱର,୧।୫ (ବ୍ୟୁରୋ)- ରାଜ୍ୟରେ ପୁଣି ଜଣେ କରୋନା ପଜିଟିଭ ବ୍ୟକ୍ତି ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୧୪୩ରେ ପହଁଚିଛି। ଆକ୍ରାନ୍ତ ବ୍ୟକ୍ତି ଜଣକ ବାଲେଶ୍ଵର ଜିଲାର ଏବଂ ସେ କଲିକତା ଫେରନ୍ତା ବୋଲି ସୂଚନା ଓ ଲୋକସମ୍ପର୍କ...
ସର୍ବାଧିକ ଆକ୍ଟିଭ୍ କେସ୍ ମାମଲା: ଖୋର୍ଦ୍ଧାକୁ ଟପି ଶୀର୍ଷରେ ପହଞ୍ଚିଲା ଯାଜପୁର
ଭୁବନେଶ୍ୱର,୩୦।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଗୁରୁବାର ଯାଜପୁରରୁ ଆଉ ୧୪ଜଣ ପଜିଟିଭ୍ ଚିହ୍ନଟ ହେବା ପରେ ଏବେ ଏହି ସଂଖ୍ୟା ୧୪୨ରେ ପହଞ୍ଚିଛି। ଅପରପକ୍ଷେ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୩୬ରେ ପହଞ୍ଚିଛି। ସେଥିରୁ ଜଣେ...
ଘୂର୍ଣ୍ଣିବଳୟ : ୮ଜିଲାରେ ବର୍ଷା ଝଡ଼ ସମ୍ଭାବନା
ଭୁବନେଶ୍ୱର,୩୦।୪ (ବ୍ୟୁରୋ): ଦକ୍ଷିଣ ଛତିଶଗଡ଼ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଉପକୂଳ ଜିଲାଗୁଡ଼ିକ ସମେତ କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ଗଞ୍ଜାମ, ନୂଆପଡ଼ା...
ଲକ୍ଡାଉନ ଉଠିଲେ ହେବ ବାକି ଯୁକ୍ତ ୨ ପରୀକ୍ଷା
ଭୁବନେଶ୍ୱର, ୩୦।୪(ବ୍ୟୁରୋ): କରୋନା କଟକଣା ଯୋଗୁ ଯୁକ୍ତ୨ ପରୀକ୍ଷାକୁ ଅଧାରୁ ବନ୍ଦ କରି ଦିଆଯାଇଥିଲା। ଏବେ ବାକି ଥିବା ପରୀକ୍ଷା କିପରି ହେବ ତାହାକୁ ନେଇ ସ୍କୁଲ୍ ଓ ଗଣଶିକ୍ଷା ବିଭାଗ ପ୍ରସ୍ତୁତି ଚଳାଇଛି। ଲକ୍ଡାଉନ ଶେଷ ହେବାପରେ ଏହି...
ଲକ୍ଡାଉନ୍ କଟକଣା ଆହୁରି କୋହଳ
ଭୁବନେଶ୍ୱର, ୩୦।୪(ବ୍ୟୁରୋ): କରୋନା ଯୋଗୁ ଦେଶରେ ଲକ୍ଡାଉନ ଜାରି ରହିଛି। ଆଗକୁ ଲକ୍ଡାଉନ ବଢ଼ିବ ନା ନାହିଁ ତାହା ସବୁଠାରୁ ବଡ଼ ପ୍ରଶ୍ନ ହୋଇ ଉଭା ହୋଇଛି। ଏଭଳି ସମୟରେ ଲକ୍ଡାଉନ କଟକଣାକୁ କୋହଳ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି।...
ହ୍ବାଟ୍ସଆପ୍ରେ ପାଠପଢ଼ିବେ ଛାତ୍ରୀଛାତ୍ର
ଭୁବନେଶ୍ୱର,୩୦।୪(ବ୍ୟୁରୋ): କରୋନା ଭୂତାଣୁ ସଂକ୍ରମଣକୁ ନେଇ ବିଦ୍ୟାଳୟଗୁଡ଼ିକ ବନ୍ଦ ରହିଛି। ଛାତ୍ରୀଛାତ୍ରଙ୍କ ପାଠପଢ଼ା ଠପ୍ ହୋଇଯାଇଛି। କେତେକ ଘରୋଇ ସ୍କୁଲ୍ରେ ଅନ୍ଲାଇନ୍ ଜରିଆରେ ପାଠପଢ଼ା ଯାଉଛି। ଏହି ଅନ୍ଲାଇନ ପାଠପଢ଼ାକୁ ରାଜ୍ୟର ସମସ୍ତ ସରକାରୀ ସ୍କୁଲ୍ରେ ଲାଗୁ କରିବା ପାଇଁ...
ସମନ୍ବୟ ପାଇଁ ନୋଡାଲ ଅଥରିଟି ଗଠନ କର
ଭୁବନେଶ୍ୱର,୩୦।୪(ବ୍ୟୁରୋ): କରୋନା(କୋଭିଡ୍-୧୯) ସଂକ୍ରମଣ ଆଶଙ୍କାରେ ସମଗ୍ର ଦେଶ ମାସେରୁ ଊର୍ଦ୍ଧ୍ୱକାଳ ଧରି ଲକ୍ଡାଉନରେ ରହିଛି। ଲକ୍ଷଲକ୍ଷ ଲୋକ ଅସହାୟ ଅବସ୍ଥାରେ ବିଭିନ୍ନ ରାଜ୍ୟରେ ଫସି ରହିଛନ୍ତି। ସେଠାରେ ସେମାନଙ୍କୁ କାମଧନ୍ଦା ମିଳୁ ନ ଥିବାରୁ ନିଜ ଭିଟାମାଟିକୁ ଫେରିବାକୁ ବ୍ୟାକୁଳ ହେଉଛନ୍ତି।...
ସହାୟତା ପାଇଁ ରାସ୍ତାରେ ଅଟୋ ଚାଳକ
ଭୁବନେଶ୍ୱର, ୩୦।୪(ବ୍ୟୁରୋ): ଲକଡାଉନ୍ ପାଇଁ ଲୋକଙ୍କ ଜୀବନ ଜୀବିକା ଗୁରୁତର ପ୍ରଭାବିତ ହୋଇଛି। ବିଶେଷ କରି ଅଟୋ ଚଲାଇ ପରିବାର ଭରଣପୋଷଣ କରୁଥିବା ଚାଳକମାନେ ବହୁ ଅସୁବିଧାର ସମ୍ମୁଖିନ ହେଉଛନ୍ତି। ଅଧିକାଂଶ ଅଟୋ ଚାଳକ ଋଣରେ ଅଟୋ କିଣିଛନ୍ତି। ଗୋଟିଏ...
Archives


