ମେଟ୍ରୋ

CORONAVIRUS UPDATE: ରାଜ୍ୟରେ ୪୧୮୯ ନୂଆ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରେ ୭୦୦ ପାର

ଭୁବନେଶ୍ୱର,୨୨।୯(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୪୧୮୯ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୮୮୩୧୧କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୨୪୫୩…

କରୋନା ମୁକାବିଲା: ବିରୋଧୀ ମୁହାଁମୁହିଁ

ଭୁବନେଶ୍ୱର, ୨୨।୯(ବ୍ୟୁରୋ): କରୋନା ସାରା ବିଶ୍ୱରେ ଏକ ବଡ ବିପଦ ସୃଷ୍ଟି କରିଥିବା ବେଳେ ଏହି ପ୍ରସଙ୍ଗକୁ ନେଇ ବିଜେଡି-ଭାଜପା ମଧ୍ୟରେ ଆରୋପ ପ୍ରତ୍ୟାରୋପ ଆରମ୍ଭ ହୋଇଛି। ପାର୍ଲାମେଣ୍ଟରେ ଓଡିଶାର କୋଭିଡ ପରିଚାଳନା ନେଇ ଭାଜପା ସଦସ୍ୟ ଅଭିଯୋଗ ଆଣୁଥିବା ବେଳେ…

କରୋନା ଆକ୍ରାନ୍ତ ଶିଶୁଙ୍କୁ ଭଲ କରିବ ମା’ କ୍ଷୀର

ଭୁବନେଶ୍ୱର,୨୨।୯(ବ୍ୟୁରୋ): କରୋନା ଆକ୍ରାନ୍ତ ଶିଶୁ ମା’ କ୍ଷୀର ଖାଇପାରିବେ। ମା’ କ୍ଷୀର ହିଁ ଶିଶୁଙ୍କୁ ଶୀଘ୍ର ଭଲ କରିଦେବ ବୋଲି ବରିଷ୍ଠ ଶିଶୁରୋଗ ବିଶେଷଜ୍ଞ ଡା. ଅରବିନ୍ଦ ମହାନ୍ତି କହିଛନ୍ତି। ସୋମବାର ରାଜ୍ୟ ସରକାରଙ୍କ ପକ୍ଷରୁ ଆୟୋଜିତ ଖବରଦାତା ସମ୍ମିଳନୀରେ ଡା.…

୧୬ ପଇସା କମିଲା ଡିଜେଲ

ଭୁବନେଶ୍ୱର, ୨୨।୯: ଲଗାତର ୫ ଦିନ ଲାଗି ଡିଜେଲ ଦର ହ୍ରାସ ପାଇଛି। ଫଳରେ ସୋମବାର ଭୁବନେଶ୍ୱରରେ ଡିଜେଲ ୧୬ ପଇସା କମି ୭୭.୭୨ ଟଙ୍କା ରହିଛି। ଏଠାରେ ପେଟ୍ରୋଲ ଦରରେ କୌଣସି ପରିବର୍ତ୍ତନ ଆସିନାହିଁ। ପେଟ୍ରୋଲ ଲିଟର ପିଛା ୮୧.୬୯…

ରାଜ୍ୟରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୨।୯(ବ୍ୟୁରୋ): ଉତ୍ତରପୂର୍ବ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ଉତ୍ତର ଉପକୂଳ ଓଡ଼ିଶା ଉପରେ କେନ୍ଦ୍ରୀଭୂତ ହୋଇଛି। ସୋମବାର ଏହା ଅବପାତ (ଡିପ୍ରେସନ)ରେ ପରିଣତ ହୋଇଛି। ଏହାର ପ୍ରଭାବରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଅଧିକ ସକ୍ରିୟ…

ଓଡିଆ କରୋନା ଯୋଦ୍ଧାଙ୍କ ନାଁ ଜର୍ସିରେ ଲେଖିଲେ ଏହି କ୍ରିକେଟର୍‌

ଆଇପିଏଲର ୨୦୨୦ ତୃତୀୟ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ସନରାଇଜର୍ସ ହାଇଦ୍ରାବାଦ ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚ୍‌ ଏକ କାସ୍‌ ମ୍ୟାଚ୍‌ ଥିଲା। କାରଣ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଦଳର ଖେଳାଳିମାନେ ନିଜ ଜର୍ସିରେ କୋଭିଡ ଯୋଦ୍ଧାଙ୍କ ନାଁ ଲେଖି…

ରାଜ୍ୟରେ ସୁସ୍ଥ ହେଲେ ଆଉ ୩୭୦୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୧।୯(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୩୭୦୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୭୯୬ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୩୨୦, ପୁରୀରୁ ୨୫୬, ଝାରସୁଗୁଡାରୁ ୧୫୧, କେନ୍ଦ୍ରାପଡାର ୧୪୭, ବଲାଙ୍ଗୀରରୁ ୧୩୬, ସୁନ୍ଦରଗଡରୁ ୧୩୬, ବରଗଡରୁ ୧୩୨, ମୟୂରଭଞ୍ଜରୁ…

ଭୁବନେଶ୍ୱରରୁ ଆଜି ୩୦୬ ପଜିଟିଭ ଚିହ୍ନଟ

ଭୁବନେଶ୍ୱର,୨୧।୯(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୦୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୨୩ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୧୮ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୫୦୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।…

ଓଡ଼ିଶା ପୁଞ୍ଜିକୁ ବିଶ୍ୱ ସ୍ତରରେ ପହଞ୍ଚାଇବା ଲକ୍ଷ୍ୟ: ଧର୍ମେନ୍ଦ୍ର

ଭୁବନେଶ୍ୱର,୨୧ା୯(ବ୍ୟୁରୋ): ଟେକ୍ସଟାଇଲ୍‌, ପର୍ଯ୍ୟଟନ ଏବଂ କୃଷି କ୍ଷେତ୍ର ଓଡ଼ିଶାର ମୂଳପୁଞ୍ଜି। ସେହିପରି ରାଜ୍ୟର ସଂସ୍କୃତି ଓ ପରମ୍ପରା ମଧ୍ୟ ଭିନ୍ନ ଏକ ପୁଞ୍ଜି। ତେବେ ଏହିସବୁ ପୁଞ୍ଜିକୁ ବିଶ୍ୱସ୍ତରରେ ପହଞ୍ଚାଇବା ଆମର ଲକ୍ଷ୍ୟ ହେବା ଦରକାର। ରବିବାର ଗ୍ଲୋବାଲ୍‌ ୱେଷ୍ଟର୍ନ ଓଡ଼ିଶା…

ମା’ଙ୍କୁ ଦୁଇ ନାବାଳକ ପୁଅ ହତ୍ୟା କରିବା ମାମଲା: କାରାମଙ୍ଗଳ ଅଧିକାରୀଙ୍କୁ ଦାୟୀ କଲେ ବିଶେଷଜ୍ଞ

ଭୁବନେଶ୍ୱର, ୨୧ା୯(ବ୍ୟୁରୋ): ଏୟାରଫିଲ୍ଡ ଥାନା ଅନ୍ତର୍ଗତ ସୁନ୍ଦରପଦାରେ ଦୁଇ ନାବାଳକ ପୁଅ ନିଜ ମା’ ବିନୋଦିନୀଙ୍କୁ ପିଟି ପିଟି ହତ୍ୟା କରିଥିଲେ। ଏହି ଘଟଣାକୁ ନେଇ ଏବେ ବି ସମସ୍ତଙ୍କ ମନରେ ଗୋଟିଏ କଥା ଉଙ୍କି ମାରୁଛି। ଯେଉଁ ଦୁଇ ପିଲାଙ୍କ…

ବେଫିକର ବ୍ୟବସାୟୀ, ଅମାନିଆ ଗ୍ରାହକ: ନିର୍ଦ୍ଦେଶକୁ ଫୁ’ କରିଦେଲା ପରିବା ହାଟ

ଭୁବନେଶ୍ୱର, ୨୧।୯ (ବ୍ୟୁରୋ): କାହା ମଧ୍ୟରେ ନ ଥିଲା ସାମାଜିକ ଦୂରତା। ପୁଣି କାହା ମୁହଁରେ ମାସ୍କ ନ ଥିବାବେଳେ ଆଉ କାହାର କାନରୁ ତଳକୁ ଝୁଲି ରହିଥିଲା। ପୂରା ବ୍ୟସ୍ତରେ ଥିଲେ ବ୍ୟବସାୟୀ, ଆଉ ଅମାନିଆ ହୋଇ ପଡ଼ିଥିଲେ ଗ୍ରାହକ।…

ସୋସିଆଲ ମିଡିଆରେ ମା’ ଦୁର୍ଗାଙ୍କୁ ଅଶ୍ଳୀଳ ମନ୍ତବ୍ୟ: ଶହୀଦନଗର ଥାନାରେ ଅଭିଯୋଗ

ଭୁବନେଶ୍ୱର,୨୧ା୯(ବ୍ୟୁରୋ): ମା’ଦୁର୍ଗା ଏବଂ ଲକ୍ଷ୍ମୀଙ୍କ ନାମରେ ଅଶ୍ଳୀଳ ମନ୍ତବ୍ୟ ଥିବା ଏକ ପୋଷ୍ଟ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଯାହାକୁ ନେଇ ଏବେ ସାରା ରାଜ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଏପରିକି ଏହି ମାମଲାକୁ ନେଇ କଟକରେ ମଧ୍ୟ ଅଭିଯୋଗ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?