ଦିବ୍ୟାଙ୍ଗଙ୍କ ପାଇଁ କୋଭିଡ୍ ହସ୍ପିଟାଲରେ ସ୍ବତନ୍ତ୍ର ବ୍ୟବସ୍ଥା କର
ଭୁବନେଶ୍ୱର,୩୦।୪(ବ୍ୟୁରୋ): କରୋନା ମହାମାରୀର ପ୍ରକୋପକୁ ହ୍ରାସ କରିବା ପାଇଁ କୋଭିଡ୍ ହସ୍ପିଟାଲଗୁଡ଼ିକରେ ଏକାନ୍ତବାସ (ଆଇସୋଲେଶନ), ସଙ୍ଗରୋଧ କେନ୍ଦ୍ର(କ୍ୱାରାଣ୍ଟାଇନ ସେଣ୍ଟର), ନମୁନା ପରୀକ୍ଷା ଏବଂ ଅନ୍ୟାନ୍ୟ ଆନୁଷଙ୍ଗିକ ଚିକିତ୍ସା ସୁବିଧା ରହିଛି। ଦିବ୍ୟାଙ୍ଗଙ୍କ ରୋଗ ପ୍ରତିରୋଧକ ଶକ୍ତି ଆବଶ୍ୟକତାଠାରୁ କମ୍ ରହିଥାଏ।...
ଜାତୀୟ ହାରଠୁ ଓଡ଼ିଶାରେ କରୋନା ନମୁନା ପରୀକ୍ଷା ଅଧିକ
ଭୁବନେଶ୍ୱର, ୩୦।୪(ବ୍ୟୁରୋ): ଓଡ଼ିଶାରେ କରୋନା ନମୁନା ପରୀକ୍ଷା ହାର ଜାତୀୟ ହାରଠୁ ଅଧିକ ରହିଛି। ଜାତୀୟସ୍ତରରେ ପ୍ରତି ୧୦ଲକ୍ଷ ଲୋକଙ୍କ ମଧ୍ୟରେ ୪୫୨ଜଣ ଲୋକଙ୍କର ନମୁନା ପରୀକ୍ଷା ହେଉଥିବାବେଳେ ଓଡ଼ିଶାରେ ୬୬୬ଜଣ ରହିଛନ୍ତି। ଗତ ୪ ସପ୍ତାହ ମଧ୍ୟରେ ରାଜ୍ୟରେ...
CORONAVIRUS UPDATE: ଯାଜପୁରରେ ଆକ୍ରାନ୍ତଙ୍କ ସଂଖ୍ୟା ୨୨କୁ ବୃଦ୍ଧି
ଭୁବନେଶ୍ୱର,୩୦।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଭାଇରସ୍ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସାରା ଦେଶ ଓ ରାଜ୍ୟରେ ଲକ୍ଡାଉନ ଜାରି ରହିଥିଲେ ମଧ୍ୟ ସଂକ୍ରମିତଙ୍କ ସଂଖ୍ୟା ଥମିବାରେ ନାଁ ନେଉନି। ଗୁରୁବାର ରାଜ୍ୟରେ ଆଉ ୩ କରୋନା ପଜିଟିଭ...
CORONAVIRUS UPDATE: ଆଉ ୩ କରୋନା ପଜିଟିଭ୍ ଚିହ୍ନଟ, ରାଜ୍ୟରେ ଆକ୍ରାନ୍ତ ସଂଖ୍ୟା ଛୁଇଁଲା୧୨୮
ଭୁବନେଶ୍ୱର,୩୦।୪:(ବ୍ୟୁରୋ)- ପୁଣି ୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮ରେ ପହଞ୍ଚିଛି। ଗୁରୁବାର ଚିହ୍ନଟ ୩ ପଜିଟିଭ୍ ଯାଜପୁର ଜିଲ୍ଲାର ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବସାଇଟ୍ ରେ...
କେନ୍ଦୁଝର: ଛାତ୍ରୀଛାତ୍ରଙ୍କୁ ଅନ୍ଲାଇନ ଶିକ୍ଷାଦାନ ଦାବି
ଭୁବନେଶ୍ୱର,୨୯।୪(ବ୍ୟୁରୋ): ବିଶ୍ୱ ମହାମାରୀରେ ପରିଣତ ହୋଇଥିବା କରୋନାର ମୁକାବିଲା ପାଇଁ କେନ୍ଦୁଝର ଜିଲାର ସମସ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟ ବନ୍ଦ ରହିଛି। ବୁଧବାର ଜିଲାରୁ ପ୍ରଥମ କରୋନା ସଂକ୍ରମିତଙ୍କ ଚିହ୍ନଟ କରାଯାଇଛି। ତେଣୁ ଜିଲାରେ ଲକ୍ଡାଉନର ଅବଧି ସମ୍ପୂର୍ଣ୍ଣ ପ୍ରତ୍ୟାହର...
CORONAVIRUS UPDATE: ରାଜ୍ୟରେ ଆଉ ୩ କରୋନା ପଜିଟିଭ୍: ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୫କୁ ବୃଦ୍ଧି
ଭୁବନେଶ୍ୱର,୨୯।୪(ବ୍ୟୁରୋ): ରାଜ୍ୟରେ ବୁଧବାର ଆଉ ୩ କରୋନା ପଜିଟିଭ୍ ରୋଗୀ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ବ୍ୟକ୍ତି ବାଲେଶ୍ୱରର ବୋଲି ରାଜ୍ୟ ସୂଚନା ଓ ଲୋକ ସର୍ମ୍ପକ ବିଭାଗ ସୂଚନା ଦେଇଛି। ୩ଜଣ ଆକ୍ରାନ୍ତ ପୁରୁଷ ହୋଇଥିବା ବେଳେ ଏମାନଙ୍କ...
ସୁସ୍ଥ ହେଲେ ରାଜ୍ୟର ଆଉ ଜଣେ କରୋନା ଆକ୍ରାନ୍ତ; ମୋଟ ଆରୋଗ୍ୟ ବ୍ୟକ୍ତିଙ୍କ ସଂଖ୍ୟା ୩୯କୁ ବୃଦ୍ଧି
ଭୁବନେଶ୍ୱର,୨୯।୪(ବ୍ୟୁରୋ): ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସୁସ୍ଥ ହୋଇଥିବା ବ୍ୟକ୍ତିଜଣଙ୍କ ଭୁବନେଶ୍ୱରର। ଏହାକୁ ମିଶାଇ ମୋଟ ସୁସ୍ଥ ସଂଖ୍ୟା ୩୯କୁ ବୃଦ୍ଧି ପାଇଛି।...
ରାଜ୍ୟ ବାହାର ଲୋକ ଆସିଲେ ବଢ଼ିପାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା; ସରକାରଙ୍କୁ ସହଯୋଗ କରନ୍ତୁ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୯।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବୁଧବାର ନୂଆ ୪ଜଣ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ଏହି ସଂଖ୍ୟା ୧୨୨ରେ ପହଞ୍ଚିନ୍ତି। ବିଶେଷକରି ଆଜିକାଲି ପଶ୍ଚିମବଙ୍ଗ ଫେରନ୍ତାମାନେ କରୋନା ସଂକ୍ରମିତ ଚିହ୍ନଟ ହେଉଥିବା ହେତୁ...
କରୋନା ସହାୟତା: ରାଜ୍ୟ ଶାକଦ୍ବୀପୀ ଦୈବଜ୍ଞ ବ୍ରାହ୍ମଣ ମହାସଂଘ ତରଫରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଦାନ
ଭୁବନେଶ୍ବର, ୨୯।୪(ବ୍ୟୁରୋ): କରୋନା ସହାୟତା ନେଇ ରାଜ୍ୟ ଶାକଦ୍ବୀପୀ ଦୈବଜ୍ଞ ବ୍ରାହ୍ମଣ ମହାସଂଘ ତରଫରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୨୧୦୦୦ ଟଙ୍କାର ଚେକ୍ ପ୍ରଦାନ କରାଯାଇଛି। ଏହି ଚେକ୍କୁ ମହାସଂଘର ସାଧାରଣ ସମ୍ପାଦକ ପ୍ରେମାନନ୍ଦ ସେନାପତି, ସଂଗଠନ ସମ୍ପାଦକ ପ୍ରଭୁ...
CORONAVIRUS UPDATE: ରାଜ୍ୟରେ ଆଉ ୩ ପଜିଟିଭ୍ ଚିହ୍ନଟ; ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୨କୁ ବୃଦ୍ଧି
ଭୁବନେଶ୍ୱର,୨୯।୪(ବ୍ୟୁରୋ): ରାଜ୍ୟରେ ଆଉ ୩ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାପରେ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨୨କୁ ବୃଦ୍ଧି ପାଇଛି। ନୂଆ ପଜିଟିଭ୍ମାନେ କେନ୍ଦୁଝର, ଦେବଗଡ଼ ଓ ଝାରସୁଗୁଡ଼ା ଜିଲାର। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର...
ବୁଲୁଛି ‘କରୋନା’ ଗାଡି
ଭୁବନେଶ୍ୱର,୨୮ା୪(ବ୍ୟୁରୋ): ଅମାନିଆ ଲୋକଙ୍କୁ ସଚେତନ କରିବାକୁ ପ୍ରଥମେ ଭୁବନେଶ୍ୱରରେ କରୋନା ସ୍ଥାପତ୍ୟ ନିର୍ମାଣ କରିଥିଲେ କେତେଜଣ ଶିଳ୍ପୀ। ଏବେ ରାଜଧାନୀ ରାଜରାସ୍ତାରେ ବୁଲିବୁଲି ସଚେତନ କରୁଛି କରୋନା ଗାଡ଼ି। ଖଣ୍ଡଗିରି ବାସିନ୍ଦା ଶିଳ୍ପୀ ପ୍ରମୋଦ ମୁଦୁଲି ନିଜ ସ୍କୁଟିକୁ ଫୋମ୍...
CORONAVIRUS UPDATE: ପୁଣି ଭୁବନେଶ୍ୱରରେ କରୋନା ପଜିଟିଭ ଚିହ୍ନଟ : ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୧୯ ଛୁଇଁଲା
ଭୁବନେଶ୍ୱର,୨୯।୪ (ବ୍ୟୁରୋ)- ରାଜ୍ୟରେ ପୁଣି ଜଣେ କରୋନା ପଜିଟିଭ ବ୍ୟକ୍ତି ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୧୧୯ରେ ପହଁଚିଛି। ସେହି ବ୍ୟକ୍ତି ଜଣକ ଭୁବନେଶ୍ୱରର ମଧୂସୁଦନ ନଗରର ବାସିନ୍ଦା ହୋଇଥିବା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ...
Archives


