ପୁଣି ଜଣେ କରୋନା ଆକ୍ରାନ୍ତ ସୁସ୍ଥ
ଭୁବନେଶ୍ୱର,୨୮।୪(ବ୍ୟୁରୋ): ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେ ଭୁବନେଶ୍ୱରର। ନମୂନା ନେଗେଟିଭ୍ ଆସିବା ପରେ ତାଙ୍କୁ ଡିସ୍ଚାର୍ଜ କରାଯାଇଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଏହାକୁ ମିଶାଇ ରାଜ୍ୟରେ...
ଟ୍ରକ୍ ଡ୍ରାଇଭରଙ୍କ ପାଇଁ ୨୨୩ ଢାବା ଖୋଲିବାକୁ ଅନୁମତି
ଭୁବନେଶ୍ୱର, ୨୮।୪(ବ୍ୟୁରୋ): ରାଜ୍ୟରେ କରୋନା ମୁକାବିଲା ସକାଶେ ଲକ୍ଡାଉନ ଜାରି ଥିବା ସତ୍ତ୍ୱେ ଜରୁରିକାଳୀନ ସେବାରେ ଏବଂ ମାଲ ପରିବହନରେ ନିୟୋଜିତ ଟ୍ରକ୍ଗୁଡିକ ଚଳାଚଳ କରୁଛନ୍ତି। ଏହାସହ ଆମ୍ବୁଲାନ୍ସ ଏବଂ ପାସ୍ ସଂଗ୍ରହ କରି ଜରୁରୀ କାର୍ଯ୍ୟରେ ସାମିଲ ଥିବା...
ମ୍ୟାନ୍ମାର ଆଡ଼େ ମୁହାଁଇବ ଝଡ଼, ଓଡ଼ିଶାକୁ ବିପଦ ନାହିଁ
ଭୁବନେଶ୍ୱର,୨୮।୪(ବ୍ୟୁରୋ): ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜ ଓ ଏହାର ଆଖପାଖ ଅଞ୍ଚଳରେ ଆସନ୍ତା ୩୦ ତାରିଖରେ ଏକ ଲଘୁଚାପ ସଷ୍ଟି ହେବାର ସମ୍ଭାବନା ରହିଛି। ଏହା ୪୮ ଘଣ୍ଟା ପରେ ଅବପାତ ରୂପ ନେବ। ପରେ ଏହି ଝଡ ଉତ୍ତର-ଉତ୍ତର -ପଶ୍ଚିମ...
ବସ୍ରେ ପ୍ରବାସୀ ଓଡ଼ିଆଙ୍କୁ ଫେରାଇ ଆଣିବା ଚିନ୍ତା
ଭୁବନେଶ୍ୱର, ୨୮।୪(ବ୍ୟୁରୋ): ରାଜ୍ୟ ବାହାରେ ଫସି ରହିଥିବା ଓଡ଼ିଆଙ୍କୁ ଓଡ଼ିଶା ଫେରାଇ ଆଣିବା ବର୍ତ୍ତମାନ ସରକାରଙ୍କ ପାଇଁ ବଡ଼ ଚ୍ୟାଲେଞ୍ଜ ହାଇଛି। ରାଜ୍ୟକୁ ୫ଲକ୍ଷରୁ ଅଧିକ ପ୍ରବାସୀ ଓଡ଼ିଆ ଶ୍ରମିକ ଫେରିବେ। ଏମାନଙ୍କୁ ଫେରାଇ ଆଣିବା ପାଇଁ ସରକାର ବିଭିନ୍ନ...
ଗାଁ ଫେରିବାକୁ ବଢ଼ିଲା ଉତ୍କଣ୍ଠା: ୪୮ ଘଣ୍ଟାରେ ପଞ୍ଜୀକରଣ କଲେ ୪.୮୬ ଲକ୍ଷ
ଭୁବନେଶ୍ୱର, ୨୮।୪(ବ୍ୟୁରୋ): ଲକ୍ଡାଉନ୍ ଯୋଗୁ ଓଡ଼ିଶା ବାହାରେ ଲକ୍ଷ ଲକ୍ଷ ଓଡ଼ିଆ ଫସି ରହି ହଇରାଣ ହେଉଛନ୍ତି। ତେବେ ସେମାନଙ୍କୁ ଓଡ଼ିଶା ଫେରାଇ ଆଣିବାକୁ ରାଜ୍ୟ ସରକାର ଘୋଷଣା କରିବା ସହ ଏଥିପାଇଁ ପଞ୍ଜୀକରଣ ବ୍ୟବସ୍ଥା କରିଛନ୍ତି। ଏଥିପାଇଁ ଗାଁ...
ମାତିଲେ ନକଲି ପୋଲିସ: ବର୍ଦ୍ଦି ପିନ୍ଧି ଲୁଟିଲେ ସ୍କୁଟି
ଭୁବନେଶ୍ୱର,୨୮।୪(ବ୍ୟୁରୋ): ରାଜଧାନୀରେ ମାତିଛନ୍ତି ନକଲି ପୋଲିସ। ଆପଣେଇଛନ୍ତି ନୂଆ ଫର୍ମୁଲା। ଆଇପିଏସ୍ ଅଫିସର ଏବଂ ଇନ୍ସପେକ୍ଟର ପରିଚୟ ଦେଇ ଗିରଫ ହୋଇଥିବା ଘଟଣାଭଳି ଅନୁରୂପ ଘଟଣା ଶହୀଦନଗର ଥାନା ଅଞ୍ଚଳରେ ଘଟିଛିି। ଲକ୍ଡାଉନ୍ ନିୟମ ଉଲ୍ଲଂଘନ କରିଥିବାରୁ ଜବତ ଆଳରେ...
ହସିବ ଓଡ଼ିଶା…ଫେରିବ ଖୁସିର ଦିନ
ଭୁବନେଶ୍ୱର,୨୮।୪(ବ୍ୟୁରୋ): ବାତ୍ୟା ହେଉ କି ବନ୍ୟା। ଦୃଢତାର ସହ ମୁକାବିଲା କରିବାରେ କେବେ ପଛଘୁଞ୍ଚା ଦେଇନି ଓଡ଼ିଶା। ଯେତେ ପ୍ରାକୃତିକ ବିପର୍ଯ୍ୟୟ ଆସିଲେ ବି ଭାଙ୍ଗିପଡ଼ିନାହାନ୍ତି ଓଡ଼ିଶାବାସୀ। ପ୍ରତିଥର ଅଣ୍ଟାସଳଖି ଛିଡ଼ାହୋଇଛନ୍ତି। ପୂର୍ବଗୌରବ ଫେରିବା ସହ ନୂଆ ସକାଳ ଆସିଛି,...
ବିନା ଅନୁମତିରେ ଦୋକାନ ଖୋଲି ତଣ୍ଡ ଗଣିଲେ: ୫୦ ହଜାରରୁ ଊର୍ଦ୍ଧ୍ୱ ଜରିମାନା ଆଦାୟ
ଭୁବନେଶ୍ୱର,୨୮।୪(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) କରୋନା ସଂକ୍ରମଣରୁ ସହରକୁ ମୁକ୍ତ କରିବା ଲକ୍ଷ୍ୟରେ କଟକଣା ବଳବତ୍ତର ରଖିଛି। କେନ୍ଦ୍ର ସରକାର ଶନିବାର ସର୍ତ୍ତମୂଳକ ଭାବେ ଦୋକାନ ଖୋଲିବାକୁ ନିର୍ଦ୍ଦେଶ ଦେଇଥିଲେ। ରବିବାର ଭୁବନେଶ୍ୱରର କେତେଜଣ ଦୋକାନୀ ବିଏମ୍ସିର ବିନା...
ଆଉ ୨ କରୋନା ଆକ୍ରାନ୍ତ ସୁସ୍ଥ: ରାଜ୍ୟରେ ମୋଟ୍ ସୁସ୍ଥ ହେଲେଣି ୩୭
ଭୁବନେଶ୍ୱର, ୨୭।୪(ବ୍ୟୁରୋ): ରାଜ୍ୟରେ ସୋମବାର ଆଉ ୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଉଭୟ ଭୁବନେଶ୍ୱରର। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି। ଏହି ୨ ଜଣଙ୍କୁ ମିଶାଇ ବର୍ତ୍ତମାନ ସୁଦ୍ଧା ୩୭ ଆକ୍ରାନ୍ତ ସୁସ୍ଥ...
ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: କରୋନାରେ ଖବରଦାତାଙ୍କ ମୃତ୍ୟୁ ଘଟିଲେ ମିଳିବ ୧୫ ଲକ୍ଷ ଟଙ୍କା
ଭୁବନେଶ୍ୱର, ୨୭।୪(ବ୍ୟୁରୋ): କରୋନା ଯୋଗୁ ସାରା ବିଶ୍ୱରେ ଏକ ବିରାଟ ସ୍ବାସ୍ଥ୍ୟ ସମସ୍ୟା ଦେଖାଦେଇଛି। ଏହି ପରିପ୍ରେକ୍ଷୀରେ କରୋନା ଭାଇରସ ସମ୍ପର୍କରେ ଜନସଚେତନତା ସୃଷ୍ଟି କରିବା ସହ ଖବରଦାତାମାନେ ନିଷ୍ଠାର ସହିତ ସେମାନଙ୍କ ଦାୟିତ୍ୱ ନିର୍ବାହ କରି ଚାଲିଛନ୍ତି। ତେଣୁ...
ଲକ୍ଡାଉନ ଅବଧି ଆଉ ମାସେ ବଢ଼ାଯାଉ: ସ୍ବାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର, ୨୭।୪(ବ୍ୟୁରୋ): କରୋନା ମୁକାବିଲାର ଗୋଟିଏ ବାଟ ହେଉଛି ଲକ୍ଡାଉନ୍। ତେଣୁ ଏହି ଲକ୍ଡାଉନକୁ ଆହୁରି ମାସେ ବଢ଼ାଇବା ଦରକାର। କରୋନା ଚେନ୍କୁ ଭାଙ୍ଗିବାକୁ ହେଲେ ଲକ୍ଡାଉନ ବଢ଼ାଇବାକୁ ହେବ ବୋଲି ସୋମବାର ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ଗଣମାଧ୍ୟମକୁ ସୂଚନା...
କୋଭିଡ୍-୧୯ ପରିଚାଳନା: ୨୨ ଆଇଏଏସ୍ଙ୍କୁ ବିଭିନ୍ନ ଜିଲା ଦାୟିତ୍ୱ
ଭୁବନେଶ୍ୱର,୨୭।୪(ବ୍ୟୁରୋ): କରୋନା ମୁକାବିଲା ପାଇଁ ବିଭିନ୍ନ ସଂକ୍ରମିତ, ଅଣସଂକ୍ରମିତ ସ୍ଥାନର ସମସ୍ତ ପ୍ରଶାସନିକ କାର୍ଯ୍ୟର ତଦାରଖ ପାଇଁ ୧୨ ଜଣ ଆଇଏଏସ୍ ଅଧିକାରୀଙ୍କୁ ସ୍ବତନ୍ତ୍ର ପର୍ଯ୍ୟବେକ୍ଷକ ଭାବେ ଦାୟିତ୍ୱ ଦିଆଯାଇଛି। ରବିବାର ପ୍ରକାଶ ପାଇଥିବା ବିଜ୍ଞପ୍ତି ଅନୁଯାୟୀ, ଆଇଏଏସ୍ ଅଧିକାରୀ...
Archives


