ଜାତୀୟ ର଼୍ୟାଙ୍କିଙ୍ଗ୍ରେ ଓଡ଼ିଶାର ୧୧ ଆଇଟିଆଇ: ପ୍ରତିଷ୍ଠା ହେବ ଉନ୍ନତ ବୈଷୟିକ ପ୍ରଶିକ୍ଷଣ କେନ୍ଦ୍ର
ଭୁବନେଶ୍ୱର, ୨୦।୯(ବ୍ୟୁରୋ): ସ୍କିଲ୍ଡ ଇନ୍ ଓଡ଼ିଶା ବ୍ରାଣ୍ଡକୁ ଆଉ ପାଦେ ଆଗକୁ ନେଇ ରାଜ୍ୟ ସରକାର ଖଣିଜ ଅଞ୍ଚଳ ଉନ୍ନୟନ ନିଗମ (ଓଏମ୍ବିଏଡିସି) ଜିଲାରେ ଉତ୍କୃଷ୍ଟ ବୈଷୟିକ କୌଶଳ ତାଲିମ କେନ୍ଦ୍ର (ସେଣ୍ଟର ଅଫ୍ ଏକ୍ସଲେନ୍ସ୍) ପ୍ରତିଷ୍ଠା ପ୍ରକ୍ରିୟା ଆରମ୍ଭ କରିଛନ୍ତି।…
ଅମାନିଆଙ୍କୁ ସାବାଡ଼ କରୁଛି ପୋଲିସ: ଜରିମାନା ଭୟରେ ଭିଡ଼ ଉଭାନ
ଭୁବନେଶ୍ୱର,୨୦।୯ (ବ୍ୟୁରୋ): ମୁଖ୍ୟମନ୍ତ୍ରୀ ଓ ଡିଜିପିଙ୍କ ନିର୍ଦ୍ଦେଶ ପରେ କରୋନା ସଂକ୍ରମଣ ନିୟନ୍ତ୍ରଣ ପାଇଁ ବେଶ୍ ତତ୍ପରତା ଦେଖାଇଛି କମିଶନରେଟ ପୋଲିସ। କଟକ, ଭୁବନେଶ୍ୱର ଦ୍ୱୈତନଗରୀରେ ଯାଞ୍ଚ ଓ ଚଢ଼ାଉକୁ ଜୋର୍ଦାର କରାଯାଇଥିବାବେଳେ ଉଲ୍ଲଂଘନକାରୀଙ୍କ ଉପରେ କଡ଼ା ପଦକ୍ଷେପ ଗ୍ରହଣ କରାଯାଉଛି।…
ଚିଲିକା, ଅଂଶୁପା ପାଇଁ କେନ୍ଦ୍ର ଦେଇଛି ୪.୭ କୋଟି
ଭୁବନେଶ୍ୱର, ୨୦।୯(ବ୍ୟୁରୋ): ନ୍ୟାଶନାଲ୍ ପ୍ଲାନ୍ ଫର୍ କଞ୍ଜରଭେଶନ୍ ଅଫ୍ ଆକ୍ୱାଟିକ ଇକୋସିଷ୍ଟମ (ଏନପିସିଏ) ଅଧୀନରେ ଗତ ୨ବର୍ଷରେ କେନ୍ଦ୍ର ସରକାର ଓଡ଼ିଶାକୁ ୪.୭ କୋଟି ଟଙ୍କା ପ୍ରଦାନ କରିଛନ୍ତି। ଦେଶର ସର୍ବବୃହତ୍ ଲବଣ ଜଳ ହ୍ରଦ ଚିଲିକା ଏବଂ ଓଡ଼ିଶାର ବୃହତ୍ତମ…
କୃଷି ବିଲ୍କୁ ବିଜେଡିର ବିରୋଧ
ଭୁବନେଶ୍ୱର,୨୦ା୯(ବ୍ୟୁରୋ): କୃଷି ବିଲ୍କୁ ବିଜେଡି ବିରୋଧ କରିଛି। ରବିବାର ରାଜ୍ୟ ସଭାରେ ଆଲୋଚନା ବେଳେ ଏହି ବିଲ୍କୁ ବିଜେଡି ଏମ୍ପି ଅମର ପଟ୍ଟନାୟକ ବିରୋଧ କରିଛନ୍ତି। ସେ କହିଛନ୍ତି, ଏହି ବିଲ୍ରେ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କ ସୁରକ୍ଷା ନେଇ କୌଣସି…
୪ବର୍ଷ ପରେ କମିଲେ ପର୍ଯ୍ୟଟକ
ଭୁବନେଶ୍ୱର,୨୦।୯(ବ୍ୟୁରୋ): ଗତ କିଛିବର୍ଷ ଧରି ରାଜ୍ୟକୁ କ୍ରମାଗତ ଭାବେ ପର୍ଯ୍ୟଟକଙ୍କ ଆଗମନ ବୃଦ୍ଧି ପାଉଥିଲା। କେବଳ ଘରୋଇ ପର୍ଯ୍ୟଟକ ନୁହେଁ, ବିଦେଶୀ ପର୍ଯ୍ୟଟକଙ୍କ କ୍ଷେତ୍ରରେ ମଧ୍ୟ ଏହି ଅଭିବୃଦ୍ଧି ଦେଖିବାକୁ ମିଳିଥିଲା। ଲଗାତାର ୩ବର୍ଷ ଧରି ଓଡ଼ିଶାରେ ପର୍ଯ୍ୟଟକଙ୍କ ଆଗମନ ଗ୍ରାଫ୍…
୩ ଦିନ ପ୍ରବଳ ବର୍ଷିବ
ଭୁବନେଶ୍ୱର,୨୦।୯(ବ୍ୟୁରୋ): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର, ଉତ୍ତର ଆନ୍ଧ୍ର ଉପକୂଳ ଏବଂ ଦକ୍ଷିଣ ଓଡ଼ିଶା ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡା ଜିଲାର…
୨୦ ବର୍ଷ ପରେ ଓଡ଼ିଶା ପାଇଁ ଗୌରବ: ରାଜ୍ୟ ସଭାରେ ଅଧ୍ୟକ୍ଷତା କଲେ ଓଡ଼ିଆ ଏମ୍ପି
ଭୁବନେଶ୍ୱର,୨୦।୯(ବ୍ୟୁରୋ): ଦୀର୍ଘ ୨୦ବର୍ଷ ପରେ ଓଡ଼ିଶା ଏମ୍ପି ରାଜ୍ୟ ସଭା ଗୃହ ପରିଚାଳନାରେ ଅଧ୍ୟକ୍ଷତା କରିଛନ୍ତି। ରାଜ୍ୟ ପାଇଁ ଏକ ଗୌରବର ମୁହୂର୍ତ୍ତ। ବିଜେଡି ରାଜ୍ୟ ସଭା ସଦସ୍ୟ ସସ୍ମିତ ପାତ୍ର ଶନିବାର ଉପାଧ୍ୟକ୍ଷଙ୍କ ଅନୁପସ୍ଥିତିରେ ରାଜ୍ୟ ସଭାରେ ଅଧ୍ୟକ୍ଷତା କରିଛନ୍ତି।…
ଶାରଦା ପ୍ରସନ୍ନ ନାୟକଙ୍କ ନାମରେ ‘ଗୀତିକବିତା ପୁରସ୍କାର’: ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୨୦।୯(ବ୍ୟୁରୋ): ବିଶିଷ୍ଟ ଗୀତିକାର, ପ୍ରଯୋଜକ ତଥା ସଙ୍ଗୀତ ନିର୍ଦ୍ଦେଶକ ଶାରଦା ପ୍ରସନ୍ନ ନାୟକଙ୍କ ସ୍ମୃତିକୁ ଉଜ୍ଜୀବିତ କରିବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରତିବର୍ଷ ‘ଶାରଦା ପ୍ରସନ୍ନ ନାୟକ ଗୀତି କବିତା ପୁରସ୍କାର’ ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…
ରାଜ୍ୟରେ ୭ଶହ ଟପିଲା କରୋନା ମୃତ୍ୟୁ: ଆଜି ଗଲା ୧୦ ମୁଣ୍ଡ; କଟକ-ପୁରୀରୁ ସର୍ବାଧିକ
ଭୁବନେଶ୍ୱର,୨୦।୯(ବ୍ୟୁରୋ): ରାଜ୍ୟରେ ଆଉ ୧୦ ମୁଣ୍ଡ ନେଇଛି କରୋନା। ମୃତକଙ୍କ ମଧ୍ୟରେ ବଲାଙ୍ଗୀରର ୪୦ ବର୍ଷୀୟ ପୁରୁଷ,କଟକର ୬୯ବର୍ଷୀୟ ବୃଦ୍ଧ, ୮୪ ବର୍ଷୀୟ ବୃଦ୍ଧ, ଗଞ୍ଜାମର ୬୮ବର୍ଷୀୟ ବୃଦ୍ଧ, କଳାହାଣ୍ଡିର ୬୫ ବର୍ଷୀୟ ବୃଦ୍ଧ, ଖୋର୍ଦ୍ଧାର ୯୨ବର୍ଷୀୟ ବୃଦ୍ଧ, ମୟୂରଭଞ୍ଜର ୮୦ବର୍ଷୀୟ…
ବଢୁଛି କରୋନା କାୟା: ଆଜି ଚିହ୍ନଟ ହେଲେ ୪,୩୩୦ ଆକ୍ରାନ୍ତ; ମୋଟ ସଂଖ୍ୟା ୧,୭୯୮୮୦କୁ ବୃଦ୍ଧି
ଭୁବନେଶ୍ୱର,୨୦।୯(ବ୍ୟୁରୋ): ଥମିବାର ନାଁ ନେଉନାହିଁ କରୋନା ସଂକ୍ରମଣ। ରାଜ୍ୟରେ ରବିବାର ୪,୩୩୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିରୁ ୨,୫୫୬ଜଣ କ୍ୱାରାଣ୍ଟାଇନ୍ରୁ ଥିବା ବେଳେ ୧,୭୭୪ ଲୋକାଲ କେସ୍ ରହିଛି। ଏହାକୁ ମିଶାଇ ଓଡ଼ିଶାରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧,୭୯,୮୮୦କୁ ବୃଦ୍ଧି…
ଚିକିତ୍ସାଠୁ ବଳିଗଲା ସ୍ଥାନାନ୍ତର ଯାତନା
କଟକ ଅଫିସ, ୨୦।୯: ଜଣେ ସଙ୍କଟାପନ୍ନ ନାବାଳିକାଙ୍କୁ ୯ଦିନରେ ୫ଟି ହସ୍ପିଟାଲ ସ୍ଥାନାନ୍ତର କରାଗଲାଣି। ତେବେ ନାବାଳିକାଙ୍କ ସ୍ବାସ୍ଥ୍ୟାବସ୍ଥା ବିଗୁଡ଼ୁଥିବାରୁ ଅଭିଭାବକ ଚିନ୍ତାରେ ପଡ଼ିଛନ୍ତି। ସୂଚନା ଅନୁଯାୟୀ, ଭୁବନେଶ୍ୱର ନନ୍ଦନବିହାର ଅଞ୍ଚଳର ଜଣେ ୧୪ବର୍ଷୀୟା ନାବାଳିକା କୌଣସି ଏକ ଦୁର୍ଘଟଣା ପରେ…
ଆନ୍ଧ୍ରକୁ ଏନ୍ଜିଟିଙ୍କ ନିର୍ଦ୍ଦେଶ: ଅନ୍ୟ ରାଜ୍ୟ ଅଭିଯୋଗ ଶୁଣ
ଭୁବନେଶ୍ୱର,୨୦ା୯(ବ୍ୟୁରୋ): ପୋଲାଭରମ୍ ପ୍ରକଳ୍ପ ନେଇ ଗୋଦାବରୀ ଉପରମୁଣ୍ଡରେ ଥିବା ରାଜ୍ୟଗୁଡିକ ସମସ୍ୟା କଥା ବୁଝ । ଏକ ମିଳିତ ବୈଠକ ଡାକି ସେମାନଙ୍କ ସମସ୍ୟା ସମାଧାନ ଦିଗରେ ପଦକ୍ଷେପ ନିଅ। ଶନିବାର ଜାତୀୟ ଗ୍ରୀନ୍ ଟ୍ରିବ୍ୟୁନାଲ (ଏନ୍ଜିଟି) ପୋଲାଭରମ ପ୍ରକଳ୍ପ ଅଥରିଟି(ପିପିଏ)…

