୩୮ ମତ୍ସ୍ୟଜୀବୀ ଚେନ୍ନାଇରୁ ସମୁଦ୍ର ପଥରେ ଫେରିବା ଘଟଣା: ତଦନ୍ତ ନିର୍ଦ୍ଦେଶ ଦେଲେ ପରିବହନ ମନ୍ତ୍ରୀ
ଭୁବନେଶ୍ୱର,୨୭।୪(ବ୍ୟୁରୋ): କରୋନା(କୋଭିଡ-୧୯) ଲକ୍ଡାଉନ ଯୋଗୁ ଅନ୍ୟ ରାଜ୍ୟରେ ଫସି ରହିଥିବା ଶ୍ରମିକମାନେ ଅତିଷ୍ଠ ହୋଇପଡ଼ିଲେଣି। ରିଲିଫ କ୍ୟାମ୍ପରେ ସେମାନଙ୍କୁ ଉପଯୁକ୍ତ ଖାଦ୍ୟ ଓ ଚିକିତ୍ସା ସୁବିଧା ମିଳୁ ନାହିଁ। ମାନସିକସ୍ତରରେ ମଧ୍ୟ ଅନେକେ ଭାଙ୍ଗି ପଡ଼ିଛନ୍ତି। ଲକ୍ଡାଉନ କେବେ ଖୋଲିବ,...
ଭୁବନେଶ୍ୱରରେ କୋହଳ ହେବନି ବଜାର କଟକଣା
ଭୁବନେଶ୍ୱର,୨୭।୪(ବ୍ୟୁରୋ): ଭୁବନେଶ୍ୱରରୁ ୧୧ ଦିନ ହେବ କେହି ପଜିଟିଭ୍ ଚିହ୍ନଟ ହୋଇନାହାନ୍ତି। କିନ୍ତୁ ଏବେବି ରାଜଧାନୀ ବିପଦ ଟଳି ନ ଥିବାରୁ ରେଡ୍ ଜୋନ୍ରେ ରହିଛି। ତେଣୁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ଲୋକଙ୍କ ଜୀବନକୁ ପୁଣି ଥରେ ବିପଦରେ...
ରାଶନ ଦେବାରେ ଓଡ଼ିଶା ପ୍ରଥମ
ଭୁବନେଶ୍ୱର,୨୭।୪(ବ୍ୟୁରୋ): କରୋନା ସଂକ୍ରମଣ ଜନିତ କ୍ଷତିକୁ ହ୍ରାସ କରିବା ପାଇଁ ସାରା ଦେଶରେ ଲକ୍ଡାଉନ ଜାରି ରହିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ହିତାଧିକାରୀଙ୍କ ନିକଟରେ ଅତ୍ୟାବଶ୍ୟକ ଖାଦ୍ୟସାମଗ୍ରୀ ପହଞ୍ଚାଯାଇଥିଲା। ଏପରି ଧାର୍ଯ୍ୟ ସମୟ ପୂର୍ବରୁ ଅଗ୍ରିମ ଭାବେ...
ଆଜି ୧୩ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର,୨୭।୪(ବ୍ୟୁରୋ): ଦକ୍ଷିଣ ଆଣ୍ଡାମାନ ସାଗର ଓ ଏହାର ଆଖପାଖରେ ଏକ ଲଘୁଚାପ ବଳୟ ସୃଷ୍ଟି ହୋଇଛି। ଆସନ୍ତା ୩୦ ତାରିଖ ସୁଦ୍ଧା ଏହା ଲଘୁଚାପରେ ପରିଣତ ହେବା ସମ୍ଭାବନା ରହିଛି। ଫଳରେ ଏହିଦିନଠାରୁ ମେ’ ୩ ମଧ୍ୟରେ ଆଣ୍ଡାମାନ ସାଗର...
CORONAVIRUS UPDATE: ରାଜ୍ୟରେ ଆଉ ୫ କରୋନା ଆକ୍ରାନ୍ତ ଚିନ୍ହଟ, ସଂଖ୍ୟା ଛୁଇଁଲା ୧୦୮
ଭୁବନେଶ୍ୱର,୨୭।୪: (ବ୍ୟୁରୋ)- ରାଜ୍ୟରେ ପୁଣି ୫ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୧୦୮ରେ ପହଞ୍ଚିଛି। ଏହି ସମ୍ପର୍କରେ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବସାଇଟରେ ସୂଚନା ଦିଆଯାଇଛି। ଏମାନେ ବାଲେଶ୍ୱର ଜିଲାର...
ଆରପାରିରେ ନାଟ୍ୟକାର ବିଜୟ ମିଶ୍ର: ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀଙ୍କ ଶୋକ
ଭୁବନେଶ୍ୱର,୨୬ା୪(ବ୍ୟୁରୋ)- ବିଶିଷ୍ଟ ଚଳଚ୍ଚିତ୍ର ନିର୍ଦ୍ଦେଶକ, କାହାଣୀକାର, ସଂଳାପ ଲେଖକ ଓ ନାଟ୍ୟକାର ଡ. ବିଜୟ ମିଶ୍ର ଆଉ ନାହାନ୍ତି। ରବିବାର ଅପରାହ୍ନରେ ସେ ଚିରଦିନ ପାଇଁ ଆଖି ବୁଜିଛନ୍ତି। ତାଙ୍କୁ ୮୫ବର୍ଷ ବୟସ ହୋଇଥିଲା। ଗତ କିଛିଦିନ ହେଲା ଅସୁସ୍ଥତା...
ରାଜଧାନୀରେ ବଳବତ୍ତର ରହିବ ଲକ୍ଡାଉନ୍ କଟକଣା: ବିଏମ୍ସି
ଭୁବନେଶ୍ୱର,୨୬।୪(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ପକ୍ଷରୁ ନିୟମ କୋହଳ ହୋଇଥିଲେ ହେଁ ରାଜ୍ୟର ବିଭିନ୍ନ ସ୍ଥାନରେ ଲକ୍ଡାଉନ୍ କଟକଣା ବଳବତ୍ତର ରହିଛି। ଏହି କ୍ରମରେ ଭୁବନେଶ୍ୱରରେ କଟକଣା ପୂର୍ବପରି ରହିବ। ସହର ଏବେ ବି ହଟ୍ସ୍ପଟ୍ ଜୋନ୍ରେ ଯାଉଥିବାରୁ ଏଭଳି ନିଷ୍ପତ୍ତି...
ସୁସ୍ଥ ହେଲେ ଆଉ ଜଣେ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୨୬।୪(ବ୍ୟୁରୋ): ରାଜ୍ୟରେ ପୁଣି ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି। ସୁସ୍ଥ ହୋଇଥିବା ବ୍ୟକ୍ତିଜଣଙ୍କ ଭୁବନେଶ୍ୱରର। ସେ ଏମ୍ସ କୋଭିଡ-୧୯ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ତେବେ ତାଙ୍କର ରିପୋର୍ଟ...
ଆଜି ଅକ୍ଷୟ ତୃତୀୟା: ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ, କୃଷି କାର୍ଯ୍ୟରେ ସାମାଜିକ ଦୂରତା ବଜାୟ ରଖିବାକୁ ପରାମର୍ଶ
ଭୁବନେଶ୍ୱର,୨୬।୪(ବ୍ୟୁରୋ): ଆଜି ପବିତ୍ର ଅକ୍ଷୟ ତୃତୀୟା। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍ କରି କହିଛନ୍ତି, ପବିତ୍ର ଅକ୍ଷୟ ତୃତୀୟାରେ ରାଜ୍ୟବାସୀ ବିଶେଷକରି ଆମ ଚାଷୀ ଭାଇଭଉଣୀମାନଙ୍କୁ ଶୁଭେଚ୍ଛା ଜଣାଉଛି। କରୋନା ସଂକ୍ରମଣକୁ...
ମହଙ୍ଗା ପଡ଼ିଲା ନକଲି ଇନ୍ସପେକ୍ଟରଙ୍କ ମିଶନ ଲଭ୍: ଗିରଫ ହେଲେ ଖବରଦାତା ଓ ସହଯୋଗୀ
ଭୁବନେଶ୍ୱର,୨୬।୪ (ବ୍ୟୁରୋ): ଶୁକ୍ରବାର ଜଣେ ନକଲି ମହିଳା ଆଇପିଏସ୍ଙ୍କ କାରନାମା ପଦାକୁ ଆସିଥିବା ବେଳେ ଶନିବାର ଅନୁରୂପ ଘଟଣା ଘଟିଛିି। ନକଲି ଇନ୍ସପେକ୍ଟରଙ୍କ ମିଶନ୍ ଲଭ୍ ମହଙ୍ଗା ପଡ଼ିଛି। ଜଣେ ଯୁବକ ନିଜକୁ ଖଣ୍ଡଗିରି ଥାନାର ଇନ୍ସପେକ୍ଟର ପରିଚୟ ଦେଇ...
ଆଜି ଅଖିମୁଠି, ଚିନ୍ତାରେ ଚାଷୀ
ଭୁବନେଶ୍ୱର,୨୬।୪(ବ୍ୟୁରୋ): ରବିବାର ଅକ୍ଷୟ ତୃତୀୟା ବା ଅଖିମୁଠୀ। ପ୍ରତିବର୍ଷ ଭଳି ଚାଷୀପୁଅ କୃଷି କାର୍ଯ୍ୟର ଶୁଭାରମ୍ଭ କରିବ। ମାଟି ମା’କୁ ପୂଜାକରି ବର୍ଷକ ପାଇଁ ଯୋଗାଡ଼ କରିବ ଆହାର। ରାଜ୍ୟରେ ଏହି ଦିନ ହେଉଛି ଓଡ଼ିଆ ଚାଷୀ ପରିବାରଙ୍କ ପାଇଁ...
ଓଡ଼ିଶା ଉପରେ ଘୂର୍ଣ୍ଣିବଳୟ: ୧୦ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା, ଅରେଞ୍ଜ ୱାର୍ନିଂ ଜାରି
ଭୁବନେଶ୍ୱର,୨୬।୪(ବ୍ୟୁରୋ): ଛତିଶଗଡ, ପଶ୍ଚିମବଙ୍ଗ ଏବଂ ଉତ୍ତର ଓଡିଶା ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ବିଦର୍ଭ ଏବଂ ପୂର୍ବ ମଧ୍ୟ ପ୍ରଦେଶ ଉପରେ ଏକ ଟ୍ରପ୍ ଲାଇନ୍ ସୃଷ୍ଟି ହୋଇଛି। ଏହାଛଡା ବଙ୍ଗୋପସାଗରୁ ବହୁ ଅଂଶରେ ଜଳୀୟ ବାଷ୍ପ ବାୟୁ...
Archives


