ମେଟ୍ରୋ

ଆଜି ରାଜଧାନୀରୁ ୩୪୨ ପଜିଟିଭ୍‌ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୧୮୨୬୭କୁ ବୃଦ୍ଧି

ଭୁବନେଶ୍ୱର,୧୯ା୯(ବ୍ୟୁରୋ): ଶନିବାର ରାଜଧାନୀରୁ ଆଉ ୩୪୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୮,୨୬୭ରେ ପହଞ୍ଚିଥିବା ବିଏମ୍‌ସି ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୦୪ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୩୮…

ହୋମ୍‌ ଆଇସୋଲେଶନରେ ରହିପାରିବେ ନାହିଁ ଦୂରାରୋଗ୍ୟରେ ପୀଡ଼ିତ ଆକ୍ରାନ୍ତ: ଶିଶୁମାନେ କୋଭିଡ୍‌ ହସ୍ପିଟାଲରେ ରୁହନ୍ତୁ

ଭୁବନେଶ୍ୱର,୧୯।୯(ବ୍ୟୁରୋ): ଦିନକୁ ଦିନ ରାଜ୍ୟରେ କରୋନା ସଂକ୍ରମଣଜନିତ ମାମଲା ବୃଦ୍ଧି ପାଇବାରେ ଲାଗିଛି। ଲଗାତର ତିନି ଦିନରୁ ଅଧିକ ହେବ ସଂକ୍ରମିତଙ୍କ ସଂଖ୍ୟା ୪ହଜାର ଟପୁଥିବା ଦେଖାଯାଉଛି। ଏପରିସ୍ଥଳେ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିଥିବା ଅଧିକାଂଶ ରୋଗୀ ଚିକିତ୍ସିତ ହେଉଛନ୍ତି। ଏନେଇ ଶନିବାର…

କରୋନାରୁ ସୁସ୍ଥ ହେବା ପରେ ବି ପୁଣି ହୋଇପାରେ ସଂକ୍ରମଣ: ଏସବୁ ଦିଗ ପ୍ରତି ଦିଅନ୍ତୁ ଧ୍ୟାନ

ଭୁବନେଶ୍ୱର,୧୯।୯(ବ୍ୟୁରୋ): ଚିନ୍ତା ବଢ଼ାଇଛି ମହାମାରୀ କରୋନା। ଓଡ଼ିଶାରେ ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଅଧିକାଂଶ ଲୋକ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଥିବାରୁ ସଂକ୍ରମଣ ବଢ଼ିବା ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ଶନିବାର ଡାକ୍ତର ପ୍ରଜ୍ଞାନ ରାଉତରାୟ ସୂଚନା…

‘ରୋଗୀ ସେବା ବୃତ୍ତି ନୁହେଁ, ବ୍ରତ ହେଉ’

ଭୁବନେଶ୍ୱର,୧୯। ୯(ବ୍ୟୁରୋ): ମଣିଷ ଆନନ୍ଦରୁ ଆସିଛି, ଆନନ୍ଦରେ ରହିବ ଏବଂ ପୁଣି ଆନନ୍ଦକୁ ଫେରିଯିବ। ମାତ୍ର ଏଥିରେ ବେଳେବେଳେ ବ୍ୟତିକ୍ରମ ଦେଖାଦିଏ। ଖାଦ୍ୟ, ଚିନ୍ତା ଓ ଆବେଗ ପରିଚାଳନାରେ ତ୍ରୁଟି ଯୋଗୁ ଏହି ବ୍ୟତିକ୍ରମ ପରିଲକ୍ଷିତ ହୋଇଥାଏ। ମଣିଷର ଶରୀର କୋଟି…

୪ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୯। ୯(ବ୍ୟୁରୋ): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର, ଉତ୍ତର ଆନ୍ଧ୍ର ଉପକୂଳ ଏବଂ ଦକ୍ଷିଣ ଓଡିଶା ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଏବଂ ରାୟଗଡା ଜିଲାର ଗୋଟିଏ ଦୁଇଟି…

ହୋମ୍‌ ଆଇସୋଲେଶନରେ ୭୦% ଆକ୍ରାନ୍ତ

ଭୁବନେଶ୍ୱର, ୧୯। ୯(ବ୍ୟୁରୋ): ଦେଶ ତୁଳନାରେ ରାଜ୍ୟରେ କରୋନା ସ୍ଥିତି ଭଲ ରହିଛି। ଓଡ଼ିଶାରେ କରୋନା ମୃତ୍ୟୁ ହାର ସାରା ଦେଶରେ କମ୍‌ ରହିଛି। ରାଜ୍ୟରେ ପ୍ରତିଦିନ ୫୦ହଜାରରୁ ଅଧିକ କୋଭିଡ୍‌ ଟେଷ୍ଟ କରାଯାଉଛି। ଆରୋଗ୍ୟ ହାର ୭୮% ଥିବାବେଳେ ମୃତ୍ୟୁ…

୨ ଚିଟ୍‌ଫଣ୍ଡ ସଂସ୍ଥାର ୨୫ ଜଣଙ୍କ ନାମରେ ସପ୍ଲିମେଣ୍ଟରି ଚାର୍ଜଶିଟ୍‌ ଦାଖଲକଲା ସିବିଆଇ

ଭୁବନେଶ୍ୱର,୧୯। ୯ (ବ୍ୟୁରୋ): ଚିଟ୍‌ଫଣ୍ଡ ଠକେଇ ମାମଲାରେ ଏବିସି ଇନ୍ଦିୟା ଓ ଗୋଲ୍ଡେନ୍‌ ଲ୍ୟାଣ୍ଡ୍‌ ଡେଭଲପର୍ସ ଲିମିଟେଡର ୨୫ ଅଭିଯୁକ୍ତଙ୍କ ବିରୋଧରେ ସିବିଆଇ ସପ୍ଲିମେଣ୍ଟାରୀ ଚାର୍ଜଶିଟ୍‌ ଦାଖଲ କରିଛି। ଭୁବନେଶ୍ୱର ସ୍ପେଶାଲ ସିଜେଏମ୍‌ ସିବିଆଇ କୋର୍ଟରେ ଏହି ଚାର୍ଜଶିଟ୍‌ ଦାଖଲ ହୋଇଛି।…

ଭୁବନେଶ୍ୱରରେ ଆବଶ୍ୟକ ନାହିଁ ଗଞ୍ଜାମ ଫର୍ମୁଲା

ଭୁବନେଶ୍ୱର,୧୯। ୯(ବ୍ୟୁରୋ): ଭୁବନେଶ୍ୱରରେ ଏବେ କରୋନା ସଂକ୍ରମିତ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି। ସପ୍ତାହକ ମଧ୍ୟରେ ଭୁବନେଶ୍ୱରରୁ ଦୈନିକ ହାରାହାରି ୩୦୦ରୁ ୪୦୦ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ଏହି ସଂଖ୍ୟା ପୂର୍ବାପେକ୍ଷା ବହୁତ କମିଛି। ଏବେ ଲକ୍‌ଡାଉନ୍‌ କି ଶଟ୍‌ଡାଉନ ନାହିଁ।…

ନିର୍ବାଚନ ପୂର୍ବରୁ ସିବିଆଇ ତଦନ୍ତ ଧାରାରେ ପରିଣତ ହୋଇଛି: ବିଜେଡି

ଭୁବନେଶ୍ୱର,୧୯। ୯(ବ୍ୟୁରୋ): ସିବିଆଇ ତଦନ୍ତ ସମ୍ପର୍କରେ ବିଜୁ ଜନତା ଦଳର ମୁଖପାତ୍ର ଲେଲିନ ମହାନ୍ତି ପ୍ରତିକ୍ରିୟା ରଖି କହିଛନ୍ତି ଯେ, ଗତ ୭ ବର୍ଷ ଧରି ଓଡ଼ିଶାରେ ସିବିଆଇ ମାମଲାର ତଦନ୍ତ କରି ଆସୁଛି। ସାଧାରଣ ନିର୍ବାଚନ, ଉପନିର୍ବାଚନ ଏବଂ ପଞ୍ଚାୟତ…

ଅକ୍ଟୋବର ୧୨ରୁ ଓଜେଇଇ

ଭୁବନେଶ୍ୱର, ୧୯। ୯(ବ୍ୟୁରୋ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ଅକ୍ଟୋବର ୧୨ରୁ ଆରମ୍ଭ ହେବ। ଏହା ୧୯ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ଶୁକ୍ରବାର ଓଜେଇଇ ଅଧ୍ୟକ୍ଷ ସୁଦୀପ କୁମାର ଚାନ୍ଦ ସୂଚନା ଦେଇଛନ୍ତି। ଓଜେଇଇ କମ୍ପ୍ୟୁଟର ଆଧାରିତ ପରୀକ୍ଷା…

ପେଟ୍ରୋଲ ୨୬, ଡିଜେଲ ୩୮ ପଇସା କମିଲା

ଭୁବନେଶ୍ୱର,୧୯। ୯: ପେଟ୍ରୋଲ ଏବଂ ଡିଜେଲ ଦର ଶୁକ୍ରବାର ହ୍ରାସ ହୋଇଛି। ଭୁବନେଶ୍ୱରରେ ଶୁକ୍ରବାର ପେଟ୍ରୋଲ ୨୬ ଏବଂ ଡିଜେଲ ୩୮ ପଇସା କମିବା ଯୋଗୁ ଦର ଯଥାକ୍ରମେ ୮୧.୬୯ ଟଙ୍କା ଏବଂ ୭୮.୩୫ ଟଙ୍କାକୁ ଖସିଛି। ଏଠାରେ ଇନ୍ଧନ ଦର…

ନେସ୍‌କୋ, ଓ୍ବେସ୍‌କୋ, ସାଉଥ୍‌କୋ ନେବ ଟାଟା

ଭୁବନେଶ୍ୱର,୧୯। ୯(ବ୍ୟୁରୋ): ସେଣ୍ଟ୍ରାଲ ଇଲେକ୍ଟ୍ରିସିଟି ସପ୍ଲାଏ ୟୁଟିଲିଟି (ସେସୁ)କୁ ହାତେଇବା ପରେ ଟାଟା ପାଓ୍ବାର କର୍ପୋରେଶନ ଲିମିଟେଡ ଅନ୍ୟ ୩ଟି ବିଦ୍ୟୁତ୍‌ ବଣ୍ଟନ କମ୍ପାନୀ ଓ୍ବେଷ୍ଟର୍ନ ଇଲେକ୍ଟ୍ରିସିଟି ସପ୍ଲାଏ କମ୍ପାନୀ(ଓ୍ବେସ୍‌କୋ), ସାଉଥ୍‌ ଇଲେକ୍ଟ୍ରିସିଟି ସପ୍ଲାଏ କମ୍ପାନୀ(ସାଉଥ୍‌କୋ) ଏବଂ ନର୍ଥ ଇଲେକ୍ଟ୍ରିସିଟି ସପ୍ଲାଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?