ମେଟ୍ରୋ

ପୁଣି ରାଜ୍ୟରେ ୯ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୯।୯(ବ୍ୟୁରୋ): ରାଜ୍ୟରେ ଶନିବାର ଆଉ ୯ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୯୧ ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ୯…

CORONAVIRUS UPDATE: ରାଜ୍ୟରେ ପୁଣି ୪ ହଜାରରୁ ଅଧିକ ନୂଆ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୯।୯(ବ୍ୟୁରୋ): ରାଜ୍ୟରେ ଶନିବାର ୪୨୦୯ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା୧୭୫୫୫୦କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୨୪୪୧ ଜଣ…

ଯୋଜନାରେ ସୀମିତ ସ୍ମାର୍ଟ ପ୍ରକଳ୍ପ

ଭୁବନେଶ୍ୱର,୧୯ା୯ (ବ୍ୟୁରୋ): ଗତ ୨୦୧୬ ଜାନୁୟାରୀ ମାସରେ ଭୁବନେଶ୍ୱରକୁ ଦେଶର ସ୍ମାର୍ଟସିଟି ମାନ୍ୟତା ମିଳିଥିଲା। ହେଲେ ସ୍ମାଟସିଟିର ସ୍ମାର୍ଟ ପ୍ରକଳ୍ପ ଆଜିଯାଏ ଅପହଞ୍ଚ। ପ୍ରଥମେ ହକି ବିଶ୍ୱକପ୍‌ ପରେ ବାତ୍ୟା ଫନୀ ଓ ଏବେ କରୋନା ପାଇଁ ଅଧାପନ୍ତରିଆ ପଡ଼ିଛି ସ୍ମାର୍ଟ…

୨୫ ଯାଏ ଭୁବନେଶ୍ୱର ଜୁଡିସିଆଲ କମ୍ପ୍ଲେକ୍ସ ସିଲ୍‌

ଭୁବନେଶ୍ୱର, ୧୮ା୯ (ବ୍ୟୁରୋ)- ଏକ ସପ୍ତାହ ଅର୍ଥାତ୍‌ ୧୯ରୁ ୨୫ ତାରିଖ ଯାଏ ଭୁବନେଶ୍ୱର ଜୁଡ଼ିସିଆଲ କମ୍ପ୍ଲେକ୍ସକୁ ସିଲ୍‌ କରାଯାଇଛି। ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଦକ୍ଷିଣ ପୂର୍ବ ଜୋନ୍‌ ପକ୍ଷରୁ ଏନେଇ ନିର୍ଦ୍ଦେଶନାମା ପ୍ରକାଶ କରାଯାଇଥିବାବେଳେ ଭୁବନେଶ୍ୱର ଜୁଡ଼ିସିଆଲ କମ୍ପ୍ଲେକ୍ସ…

ଭୁବନେଶ୍ୱରରୁ ଆଜି ୩୦୫ ପଜିଟିଭ ଚିହ୍ନଟ

ଭୁବନେଶ୍ୱର,୧୮।୯(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୦୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୯୦ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୧୫ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୫୧୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।…

ଯୁକ୍ତ ୨ ନାମଲେଖା ପାଇଁ ପ୍ରକାଶ ପାଇଲା ପ୍ରଥମ କଟ୍‌ ଅଫ୍‌ ମାର୍କ: ଆଗରେ ରହିଛି ରେଭେନ୍‌ଶା ଜୁନିୟର କଲେଜ

ଭୁବନେଶ୍ୱର,୧୮।୯(ବ୍ୟୁରୋ): ଯୁକ୍ତ ୨ ନାମଲେଖା ପାଇଁ ପ୍ରଥମ କଟ୍‌ ଅଫ୍‌ ମାର୍କ ପ୍ରକାଶ ପାଇଛି। ଚଳିତ ବର୍ଷ ରେଭେନ୍‌ଶା ଜୁନିୟର କଲେଜ କଳା, ବାଣିଜ୍ୟ ଓ ବିଜ୍ଞାନ ପାଇଁ କଟ୍‌ ଅଫ୍‌ ମାର୍କରେ ଆଗରେ ରହିଛି। କଲେଜରେ କଳାରେ ୭୨.୫% କଟ୍‌…

ବିଧାୟକ ଦେବୀ ମିଶ୍ରଙ୍କ ଘରେ ସିବିଆଇ ଚଢ଼ାଉ

ଭୁବନେଶ୍ୱର,୧୮ା୯(ବ୍ୟୁରୋ): ବିଜେଡି ବିଧାୟକ ଦେବୀ ମିଶ୍ରଙ୍କ ଘରେ ଶୁକ୍ରବାର ଚଢ଼ାଉ କରିଛି ସିବିଆଇ। ବହୁ ଚର୍ଚ୍ଚିତ ସି-ସୋର ଚିଟ୍‌ଫଣ୍ଡ ଲିଙ୍କ୍‌ ମାମଲାରେ ଏହି ଚଢ଼ାଉ କରାଯାଇଥିବା ସୂଚନା ମିଳିଛି। ୟୁନିଟ୍‌-୧ସ୍ଥିତ ବାସଭବନରେ ଏହି ଚଢ଼ାଉ ଜାରି ରହିଛି।

ରାଜ୍ୟରୁ ଆଉ ୧୩ ଜୀବନ ନେଲା କରୋନା, ୬୮୨ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ଭୁବନେଶ୍ୱର,୧୮ା୯(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୧୩ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୬୮୨କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଖୋର୍ଦ୍ଧା ଜିଲାରୁ ସର୍ବାଧିକ…

CORONAVIRUS UPDATE: ରାଜ୍ୟରୁ ଆଜି ୪୧୮୦ ପଜିଟିଭ୍‌ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୧ଲକ୍ଷ ୭୧ ହଜାର ଟପିଲା

ଭୁବନେଶ୍ୱର,୧୮ା୯(ବ୍ୟୁରୋ): ଶୁକ୍ରବାର ମୋଟ୍‌ ୩୦ ଜିଲାରୁ ୪,୧୮୦ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧, ୭୧,୩୪୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨,୪୬୬ଜଣ…

ରାଜଧାନୀରୁ ୧ କୋଟି ଟଙ୍କାର ଗଞ୍ଜେଇ ଜବତ: ଜଣେ ଗିରଫ

ଭୁବନେଶ୍ୱର,୧୮ା୯(ବ୍ୟୁରୋ): ଭୁବନେଶ୍ୱର ଭରତପୁର ଅଞ୍ଚଳରୁ ଶୁକ୍ରବାର ଭୋର୍‌ରୁ ୯୩ କେଜି ଗଞ୍ଜେଇ ଜବତ କରାଯାଇଛି। ଏହି ଗଞ୍ଜେଇର ଆନୁମାନିକ ମୂଲ୍ୟ ୧ କୋଟିରୁ ଊର୍ଦ୍ଧ୍ୱ ହେବ ବୋଲି ପୋଲିସ କହିଛି। ପୋଲିସ ସୂଚନାନୁଯାୟୀ, ଆଜି ଭୋର୍‌ରୁ ଭରତପୁର ନିକଟରେ ଏକ ବୋଲେରୋରେ…

ମହିଳା ଆଇନଜୀବୀ ଦୀପାଳି ମୃତ୍ୟୁ ମାମଲା: ହାଇକୋର୍ଟରେ ପ୍ରେମିକଙ୍କ ଜାମିନ ଖାରଜ

ଭୁବନେଶ୍ୱର,୧୮।୯ (ବ୍ୟୁରୋ): ଧଉଳି ଥାନା ଅନ୍ତର୍ଗତ ଲିଙ୍ଗିପୁର ବିଜୟବିହାରରେ ରହୁଥିବା ମହିଳା ଆଇନଜୀବୀ ଦୀପାଳି ପ୍ରିୟଦର୍ଶିନୀ ଜେନା ମୃତ୍ୟୁ ମାମଲାରେ ପ୍ରେମିକ ବିକ୍ରମ କେଶରୀ ମିଶ୍ରଙ୍କ ଜାମିନ ଆବେଦନ ହାଇକୋର୍ଟରେ ଖାରଜ ହୋଇଯାଇଛି। ଭୁବନେଶ୍ୱର ଜିଲା ଦୌରାଜଜ୍‌ କୋର୍ଟରେ ତାଙ୍କ ଜାମିନ…

୫୧୮୮ ଅମାନିଆ ଗଣିଲେ ତଣ୍ଡ, ୨୧ ଦୋକାନ ସିଲ୍‌

ଭୁବନେଶ୍ୱର,୧୮।୯ (ବ୍ୟୁରୋ): ଦ୍ୱୈତନଗରୀରେ କରୋନା ବେକାବୁ ପରିସ୍ଥିତିକୁ ଚାଲିଯାଉଥିବାରୁ ମୁଖ୍ୟମନ୍ତ୍ରୀ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ତେଣୁ କୋଭିଡ୍‌ ନିୟମ ଓ କଟକଣାକୁ କଡାକଡି ପାଳନ କରିବାକୁ ଡିଜିପି ନିର୍ଦ୍ଦେଶ ଦେବା ପରେ ଗୁରୁବାରଠାରୁ କଟକ ଓ ଭୁବନେଶ୍ୱରରେ ଯାଞ୍ଚକୁ ଜୋର୍‌ଦାର କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?