ଡବଲ୍ ଲଘୁଚାପ: ଓଡ଼ିଶାରେ ସୃଷ୍ଟି ହୋଇପାରେ ବନ୍ୟା ସ୍ଥିତି, ଚେତାବନୀ ଦେଲେ IMD ଡିଜି
ଭୁବନେଶ୍ୱର,୧୪।୭: ଲଘୁଚାପ ପ୍ରଭାବରେ ଓଡ଼ିଶାରେ ପ୍ରବଳ ବର୍ଷା ହେବା ନେଇ IMD ଆକଳନ କରିଛି। IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଲଘୁଚାପ ପ୍ରଭାବରେ ଓଡ଼ିଶାରେ ବନ୍ୟା ସ୍ଥିତି ସୃଷ୍ଟି ହୋଇପାରେ ବୋଲି ସୋମବାର ଆକଳନ କରିଛନ୍ତି। ଅବପାତ ଜନିତ ବର୍ଷା ବନ୍ୟା…
କଙ୍ଗାରୁ କୋର୍ଟକୁ ନେଇ ମୁହଁ ଖୋଲିଲେ ଆଇନମନ୍ତ୍ରୀ: ଏଣିକି ମିଳିବ କଡ଼ା ଦଣ୍ଡ
ଭୁବନେଶ୍ୱର,୧୪।୭: ରାଜ୍ୟରେ ହେଉଥିବା କଙ୍ଗାରୁ କୋର୍ଟକୁ ନେଇ ଆଇନମନ୍ତ୍ରୀ ସୋମବାର ବଡ଼ ବୟାନ ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଯୁବତୀଯୁବକଙ୍କୁ କଙ୍ଗାରୁ କୋର୍ଟକୁ ଟାଣିବା ଅତ୍ୟନ୍ତ ଅନୈତିକ କାମ। ଏହା ଏକ ଘୃଣ୍ୟ ପ୍ରଥା, ଆଇନ ହାତକୁ ନେଲେ ଦଣ୍ଡିତ ହେବେ। କଙ୍ଗାରୁ…
ନିର୍ଯାତନା ସମ୍ପର୍କରେ ସମସ୍ତଙ୍କୁ ଜଣାଇଥିଲେ FM ଛାତ୍ରୀ, କେହି ଶୁଣିଥିଲେ ଏମିତି ଘଟି ନ ଥାନ୍ତା…
ବାଲେଶ୍ୱର/ଭୁବନେଶ୍ୱର, (ବାଞ୍ଝାନିଧି ଦେ/ସୁନୀତ୍ ମିଶ୍ର)୧୪ା୭: ବାଲେଶ୍ୱରସ୍ଥିତ ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଶିକ୍ଷା ବିଭାଗର ମୁଖ୍ୟ (ଏଚ୍ଓଡି) ତଥା ଅଧ୍ୟାପକ ସମୀର କୁମାର ସାହୁଙ୍କ ଦ୍ୱାରା ଯୌନ ନିର୍ଯାତନାର ଶିକାର ହୋଇଥିବା ଜଣେ ଛାତ୍ରୀ ଶନିବାର ନିଜ ଦେହରେ ପେଟ୍ରୋଲ ଢାଳି…
FM କଲେଜ ଛାତ୍ରୀ ଆତ୍ମାହୁତି ଘଟଣା: ବଡ଼ ରହସ୍ୟ ଖୋଲିଲେ ପୀଡିତାଙ୍କ ବାପା
ଭୁବନେଶ୍ୱର,୧୪।୭: ବାଲେଶ୍ବର FM କଲେଜ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣା ସାରା ରାଜ୍ୟରେ ହଇଚଇ ସୃଷ୍ଟି କରିଛି। ଏହି ସମୟରେ ପୀଡିତାଙ୍କ ବାପା ସାଂଘାତିକ ବୟାନ ଦେଇଛନ୍ତି। ସେ କହିଛନ୍ତି, କର୍ତ୍ତୃପକ୍ଷଙ୍କ ରୁମରୁ ବାହାରି ମୋ ଝିଅ ଏମିତି ପଦକ୍ଷେପ ନେଲା।…
୨୦ ତାରିଖ ପର୍ଯ୍ୟନ୍ତ ଏସବୁ ଜିଲାକୁ ପ୍ରବଳ ବର୍ଷା, ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ
ଭୁବନେଶ୍ୱର,୧୪ା୭: ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଉତ୍ତର ମଧ୍ୟପ୍ରଦେଶର ମଧ୍ୟ ଭାଗ ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳ ସହ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ…
ଆଜି ଶ୍ରାବଣ ପ୍ରଥମ ସୋମବାର, ଶୈବପୀଠରେ ପ୍ରବଳ ଭିଡ଼
ଭୁବନେଶ୍ୱର,୧୪ା୭: ଆଜି ହେଉଛି ଶ୍ରାବଣ ମାସର ପ୍ରଥମ ସୋମବାର। ଏନେଇ ରାଜ୍ୟ ଏବଂ ରାଜଧାନୀରେ ଥିବା ଶୈବପୀଠଗୁଡ଼ିକ ବେଶ୍ ଚଳଚଞ୍ଚଳ ହୋଇଉଠିଛି। ବିଭିନ୍ନ ଶୈବପୀଠରେ କାଉଡ଼ିଆମାନେ ଭଗବାନ ଶିବଙ୍କଠାରେ ଜଳଲାଗି କରିଛନ୍ତି। ଭୁବନେଶ୍ୱରର ଶ୍ରୀଲିଙ୍ଗରାଜ, କପିଳାସ ଭଦ୍ରକର ଆରଡ଼ି ଏବଂ କଟକର…
ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ଭୁବନେଶ୍ୱରରେ ଟ୍ରାଫିକ କଟକଣା: ଜାଣନ୍ତୁ କେଉଁ ରାସ୍ତା ରହିବ ବନ୍ଦ, କେଉଁ ରାସ୍ତା ଖୋଲା…
ଭୁବନେଶ୍ୱର,୧୪ା୭: ଆଜି ଅର୍ଥାତ୍ ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି। ରାଷ୍ଟ୍ରପତିଙ୍କ ଏହି ଗସ୍ତ ପାଇଁ ରାଜଧାନୀରେ ଟ୍ରାଫିକ୍ କଟକଣା କରାଯାଇଛି। ଏୟାରପୋର୍ଟରୁ ଜୟଦେବ ବିହାର ଦେଇ ଏମ୍ସ ଯିବା ରାସ୍ତା ବନ୍ଦ ରହିବ। ସନ୍ଧ୍ୟା ୫ଟା ୧୦ରୁ ୫ଟା ୫୦ ମିନିଟ…
ସୃଷ୍ଟି ହେଲା ଯୋଡ଼ା ଲଘୁଚାପ: ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର,୧୩।୭: ଉତ୍ତର ବଙ୍ଗୋପସାଗର ଓ ମଧ୍ୟପ୍ରଦେଶରେ ଦୁଇଟି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ନେଇ ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏହାର ପ୍ରଭାବରେ ଓଡ଼ିଶା ସମେତ ପଶ୍ଚିମବଙ୍ଗ ଓ ବାଂଲାଦେଶରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର…
ପୁରୀ ଜଗନ୍ନାଥ ମନ୍ଦିର ରୀତିନୀତିର କପିରାଇଟ୍ କରିବେ ଓଡ଼ିଶା ସରକାର: ଗଜପତି ମହାରାଜ
ପୁରୀ,୧୩।୭: ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିରର ପାରମ୍ପରିକ ରୀତିନୀତି ଓ ସାଂସ୍କୃତିକ ପରମ୍ପରାକୁ ସୁରକ୍ଷିତ ରଖିବା ପାଇଁ ଓଡ଼ିଶା ସରକାର ଏହାର କପିରାଇଟ୍ ପାଇଁ ପଦକ୍ଷେପ ନେବା ଆରମ୍ଭ କରିଛନ୍ତି ବୋଲି ପୁରୀର ଗଜପତି ମହାରାଜ ଦିବ୍ୟସିଂହ ଦେବ ପ୍ରକାଶ କରିଛନ୍ତି।…
ସବୁଠି FM ତାତି: ରାଜଧାନୀରେ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରିଲା ବିଜେଡି
ଭୁବନେଶ୍ୱର,୧୩ା୭: ରବିବାର ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରିଛି ଘେରିଛି ଛାତ୍ର ଓ ଯୁବ ବିଜେଡି। ବାଲେଶ୍ବର ଫକୀର ମୋହନ(FM) କଲେଜ ଛାତ୍ରୀ ଆତ୍ମାହୁତି ଘଟଣା ପ୍ରତିବାଦରେ ଏହି ଘେରାଉ କରାଯାଇଛି। ବିଧାୟକ ବ୍ୟୋମକେଶ ରାୟ, ଦେବୀରଞ୍ଜନ ତ୍ରିପାଠୀ ପ୍ରମୁଖ ଏହି ଘେରାଉରେ ସାମିଲ…
ସରକାରଙ୍କୁ ପିସିସି ସଭାପତିଙ୍କ କଡ଼ା ଟାର୍ଗେଟ୍, କହିଲେ ଛାତ୍ରୀଙ୍କ ଅଭିଯୋଗକୁ ହାଲୁକା ଭାବେ ନିଆଯାଇ…
ଭୁବନେଶ୍ୱର,୧୩ା୭: ବାଲେଶ୍ବର ଫକୀରମୋହନ କଲେଜ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣା ନେଇ ସରକାରଙ୍କୁ ପିସିସି ସଭାପତି ଭକ୍ତ ଦାସ କଡ଼ା ଟାର୍ଗେଟ୍ କରିଛନ୍ତି। ସେ କହିଛନ୍ତି, କଂଗ୍ରେସ ପକ୍ଷରୁ ଘଟଣାକୁ ନେଇ ଆନ୍ଦୋଳନ କରାଯାଉଛି। ଠିକ୍ ଢଙ୍ଗରେ ଘଟଣାର ତଦନ୍ତ ହେବାର…
FM College Case: ମୁଖ୍ୟମନ୍ତ୍ରୀଙ୍କ ବଡ଼ ବୟାନ, କହିଲେ…
ଭୁବନେଶ୍ୱର,୧୩।୭: ବାଲେଶ୍ୱର ଏଫଏମ୍ କଲେଜ ଛାତ୍ରୀ ଆତ୍ମାହୂତି ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଡ଼ା ପ୍ରତିକ୍ରିୟା ରଖିଛନ୍ତି। ଦିଲ୍ଲୀରୁ ଫେରିବା ପରେ ସେ ଏହି ଘଟଣା ସମ୍ପର୍କରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ, ଏହି ଘଟଣାର ତଦନ୍ତ…
Archives


