ମେଟ୍ରୋ

ନବୀନଙ୍କୁ ସିଧା ଟାର୍ଗେଟ୍‌ କଲେ ପ୍ରଭାତୀ ପରିଡ଼ା, କହୁ କହୁ କହିଦେଲେ ଏତେ ବଡ଼ କଥା…

ଭୁବନେଶ୍ୱର,୪।୧୧: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଟାର୍ଗେଟ୍‌ କରିଛନ୍ତି। ସୋସିଆଲ ମିଡିଆ ‘ଏକ୍ସ’ରେ ପୋଷ୍ଟ କରି ଟାର୍ଗେଟ୍‌ କରି କହିଛନ୍ତି, ବିଶ୍ୱାସଘାତକତା କ’ଣ ଏବେ ବୋଧେ ଛାମୁଙ୍କୁ ଲାଗିଲା। ନବୀନଙ୍କ ୨୪ ବର୍ଷର ବିଶ୍ୱାସଘାତର ଜବାବ ଦେବାକୁ…

ବରମୁଣ୍ଡା ବସ୍‌ଷ୍ଟାଣ୍ଡରେ ମା’-ଝିଅଙ୍କୁ ବଳାତ୍କାର: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୪।୧୧: ରାଜଧାନୀରେ ଏକ ଚାଞ୍ଚଲ୍ୟକର ଘଟଣା ଘଟିଛି। ବରମୁଣ୍ଡା ବସ୍‌ଷ୍ଟାଣ୍ଡରେ ଶୋଇଥିବାବେଳେ ମା’-ଝିଅଙ୍କୁ ବଳାତ୍କାର ଉଦ୍ୟମ ହୋଇଛି। ଥାନାରେ ଅଭିଯୋଗ ପରେ ଅଭିଯୁକ୍ତକୁ ବାନ୍ଧିଛି ଭରତପୁର ପୋଲିସ। ଅଭିଯୁକ୍ତ ଜଣଙ୍କ ଖସି ପଳାଇବାକୁ ଉଦ୍ୟମ କରୁଥିବାବେଳେ ପୋଲିସ ତାଙ୍କୁ ମାଡ଼ବସିଥିଲା। ଗିରଫ…

ନବୀନଙ୍କୁ ଏମିତି ପ୍ରଶ୍ନ କଲେ ମନମୋହନ: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୪।୧୧(ସୁନିତ୍‌ ମିଶ୍ର):ରାଜ୍ୟରେ ଲମ୍ବା ସମୟ ଶାସନ କରିବା ବେଳେ ଲୋକଙ୍କ ପାଇଁ ବିଜେଡି ସଭାପତି ନବୀନ ପଟ୍ଟନାୟକ କ’ଣ କରିଛନ୍ତି ତାହା କୁହନ୍ତୁ ବୋଲି ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଆହ୍ବାନ ଦେଇଛନ୍ତି। ନବୀନଙ୍କ ନୂଆପଡ଼ା ଗସ୍ତ ସମ୍ପର୍କରେ ଗଣମାଧ୍ୟମକୁ…

ବଡ଼ ରେକର୍ଡ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ: ୧୭ ମାସରେ…

ଭୁବନେଶ୍ୱର,୪।୧୧(ରବିନାରାୟଣ ଜେନା):ରାଜ୍ୟରେ ଭାଜପା ସରକାର ୨୦୨୪ ଜୁନ୍‌ରେ ଦାୟିତ୍ୱଭାର ଗ୍ରହଣ କରିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଦ୍ୟାବଧି ୧୭ ମାସରେ ୧୪ ଥର ଲୋକଙ୍କ ଅଭିଯୋଗ ଶୁଣାଣି ପ୍ରତ୍ୟକ୍ଷ ଭାବେ କରିଛନ୍ତି। ଏହି ସମୟ ମଧ୍ୟରେ ତାଙ୍କ ଅଭିଯୋଗ…

ସୁଦାନରେ ଓଡ଼ିଆ ଯୁବକ ଅପହୃତ; ମୁକୁଳାଇବାକୁ ପରିବାର ଲୋକଙ୍କ ଆକୁଳ ନିବେଦନ

ଭୁବନେଶ୍ୱର,୩।୧୧: ସୁଦାନରେ ଓଡ଼ିଶାର ଜଣେ ଯୁବକ ଅପହୃତ ହୋଇଛନ୍ତି। ଜଗତସିଂହପୁର ଜିଲା କୋଟକଣା ଗାଁର ଆଦର୍ଶ ବେହେରା (୩୬) ବିଦ୍ରୋହୀ ଗୋଷ୍ଠୀ ର୍ୟାପିଡ୍ ସପୋର୍ଟ ଫୋର୍ସ (ଆରଏସଏଫ) ଦ୍ୱାରା ଅପହୃତ ହୋଇଛନ୍ତି ବୋଲି ଅଭିଯୋଗ। ଆଦର୍ଶ ୨୦୨୨ ଠାରୁ ସୁଦାନର ସୁକାରତି…

ଓଡ଼ିଶାକୁ ବିଳମ୍ବରେ ଆସିବ ଶୀତ, ଶୀଘ୍ର ଫେରିବ: ଆଇଏମଡି

ଭୁବନେଶ୍ୱର,୩।୧୧: ଓଡ଼ିଶାକୁ ଚଳିତ ବର୍ଷ ଶୀତ ବିଳମ୍ବରେ ଆସିବ ଏବଂ ଆଗୁଆ ଫେରିଯିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର (IMD) ସୋମବାର ପୂର୍ବାନୁମାନ କରିଛି। ଉତ୍ତର-ପଶ୍ଚିମ ଦିଗରୁ ରାଜ୍ୟକୁ ଶୁଷ୍କ-ଶୀତଳ ପବନ ପ୍ରବେଶ କରୁଥିବାରୁ କିଛି ସ୍ଥାନରେ ରାତିର ତାପମାତ୍ରା…

ଓଡ଼ିଶା ପାଇଁ ୧୫ତମ ଅର୍ଥ କମିଶନ ଅନୁଦାନ: ଏତିକି କୋଟିରୁ ଅଧିକ ଟଙ୍କା ଜାରି କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୩।୧୧: କେନ୍ଦ୍ର ସରକାର ଓଡ଼ିଶାର ଗ୍ରାମାଞ୍ଚଳ ସ୍ଥାନୀୟ ସଂସ୍ଥାଗୁଡ଼ିକ (Rural Local Bodies) ପାଇଁ ୨୦୨୫-୨୬ ଆର୍ଥିକ ବର୍ଷ ନିମନ୍ତେ ୪୦୦ କୋଟି ଟଙ୍କାରୁ ଅଧିକ ପଞ୍ଚଦଶ ଅର୍ଥ କମିଶନ ଅନୁଦାନ ଜାରି କରିଛନ୍ତି। ଏହି ଅର୍ଥ ରାଜ୍ୟର ଜିଲା ପରିଷଦ,…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଇସାରା: ମିଳିବ କି ବଡ଼ ଦାୟିତ୍ୱ

ଭୁବନେଶ୍ୱର,୩।୧୧: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଉପସ୍ଥିତିରେ ବିଜେଡିର ପୂର୍ବତନ ରାଜ୍ୟ ସଭା ଏମ୍‌ପି ଅମର ପଟ୍ଟନାୟକ ସୋମବାର ବିଧିବଦ୍ଧ ଭାବେ ଭାଜପାରେ ସାମିଲ ହୋଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଉଦ୍‌ବୋଧନ ଦେଇ କହିଛନ୍ତି, ଅମର ଏବେ ଅଣନିଃଶ୍ବାସୀରୁ ମୁକ୍ତ ହୋଇଛନ୍ତି। ବର୍ତ୍ତମାନ…

ସରକାରଙ୍କୁ ନବୀନଙ୍କ କଡ଼ା ଟାର୍ଗେଟ୍‌: କହିଲେ ସେମାନେ ଗେମ୍‌ ଚେଞ୍ଜର ନୁହନ୍ତି, ନେମ୍‌ ଚେଞ୍ଜର

ଭୁବନେଶ୍ୱର/ନୂଆପଡ଼ା,୩ା୧୧: ନୂଆପଡ଼ା ଉପନିର୍ବାଚନ ପ୍ରଚାରରେ ଆସି ଆୟୋଜିତ ଏକ ସଭାରେ ଦମ୍‌ ଦେଖାଇଛନ୍ତି ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୋହନ ସରକାରଙ୍କୁ କଡ଼ା ଟାର୍ଗେଟ୍‌ କରି ନବୀନ କହିଛନ୍ତି, ୧୬ ମାସର ଭାଜପା ସରକାର କାମରେ ଜିରୋ।…

କାହିଁକି ବିଜେଡି ଛାଡିଲେ ଅମର ପଟ୍ଟନାୟକ: ନିଜେ କଲେ ଖୁଲାସା…

ଭୁବନେଶ୍ୱର,୩।୧: ବିଜେଡିର ପୂର୍ବତନ ରାଜ୍ୟ ସଭା ଏମ୍‌ପି ଅମର ପଟ୍ଟନାୟକ ସୋମବାର ଭାଜପାରେ ମିଶିଛନ୍ତି। କାହିଁକି ବିଜେଡି ଛାଡି ଭାଜପାରେ ମିଶିଲେ ତାକୁ ନେଇ ଅମର ବଡ଼ ଖୁଲାସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀଙ୍କ ଦ୍ବାରା ଅନୁପ୍ରାଣିତ ହୋଇ ଭାଜପାରେ ସାମିଲ ହୋଇଛନ୍ତି।…

ରାଜ୍ୟକୁ ନାହିଁ ବର୍ଷା ଭୟ: ଏହି ଦୁଇ ଜିଲାକୁ ଛାଡ଼ି ସବୁ ଜିଲାରେ ଶୁଖିଲା ରହିବ ପାଗ

ଭୁବନେଶ୍ୱର,୩ା୧୧: ରାଜ୍ୟକୁ ଏବେ ବର୍ଷା ଭୟ ନାହିଁ। ଗୋଟିଏ କିମ୍ବା ୨ଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଥିଲେ ମଧ୍ୟ ବାକି ସମସ୍ତ ଜିଲାର ପାଗ ମୁଖ୍ୟତଃ ଶୁଖିଲା ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା…

‘କେଉଁ ବ୍ୟାଙ୍କରେ କେତେ ଟଙ୍କା ରଖିଛ ଜଣାଅ’

ଭୁବନେଶ୍ୱର,୩ା୧୧(ରବିନାରାୟଣ ଜେନା): କେଉଁ ବ୍ୟାଙ୍କରେ କେତେ ଟଙ୍କା ରହିଛି ତା’ର ଟିକିନିଖି ହିସାବ ଲୋଡ଼ିଛନ୍ତି ରାଜ୍ୟ ସରକାର। ପବ୍ଲିକ ଆକାଉଣ୍ଟ କମିଟି(ପିଏସି) ଏବଂ ବିଧାନସଭା ପ୍ରଶ୍ନକୁ ନେଇ ରାଜ୍ୟ ଅର୍ଥ ବିଭାଗ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଏହାକୁ ନେଇ ଅର୍ଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?