CORONAVIRUS UPDATE: ଭୁବନେଶ୍ୱରର ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ, ଆରୋଗ୍ୟ ସଂଖ୍ୟା ୩୩ରେ ପହଞ୍ଚିଲା
ଭୁବନେଶ୍ୱର,୨୩।୪(ବ୍ୟୁରୋ): ରାଜ୍ୟରେ ପୁଣି ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେ ଭୁବନେଶ୍ୱରର ଏବଂ ତାଙ୍କୁ ଡିସ୍ଚାର୍ଜ କରାଯିବ। ଏହାକୁ ମିଶାଇ ୩୩ଜଣ ସଂକ୍ରମିତ ସୁସ୍ଥ ହୋଇଥିବା ନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଗୁରୁବାର ଟୁଇଟ୍ କରି ସୂଚନା...
ଚିନ୍ତା ବଢ଼ାଇଲାଣି କରୋନା: ୩ ବରିଷ୍ଠ ସଚିବଙ୍କୁ ୩ ଜିଲାର ଦାୟିତ୍ୱ; କୋଭିଡ ମୁକାବିଲାର ତଦାରଖ କରିବେ
ଭୁବନେଶ୍ୱର,୨୩।୪(ବ୍ୟୁରୋ): ରାଜ୍ୟର ଭଦ୍ରକ, ବାଲେଶ୍ୱର, ଯାଜପୁର ଜିଲାରେ ହଠାତ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି। ଏହିସବୁ ଜିଲାରୁ ଅଧିକ କରୋନା ପଜିଟିଭ୍ ମାମଲା ଆସିବା ପରେ ରାଜ୍ୟ ସରକାର ପଦକ୍ଷେପ ନିଆଯାଇଛି। ରାଜ୍ୟର ୩ ଜଣ ବରିଷ୍ଠ ସଚିବଙ୍କୁ...
୫ଦିନ ମଧ୍ୟରେ ବହି ବଣ୍ଟା ଶେଷ କର
ଭୁବନେଶ୍ୱର, ୨୩ା୪(ବ୍ୟୁରୋ): ଲକ୍ଡାଉନ୍ ଯୋଗୁ ପିଲାମାନଙ୍କ ପାଠପଢା ଏକ ପ୍ରକାର ଠପ୍ ହୋଇଯାଇଛି। ଦଶମ ପିଲାଙ୍କ ପରୀକ୍ଷା ମୂଲ୍ୟାୟନ ଶେଷ ହୋଇପାରି ନ ଥିବାବେଳେ ଯୁକ୍ତ୨ ପରୀକ୍ଷା ମଧ୍ୟ ଶେଷ ହୋଇନାହିଁ। ଏସବୁକୁ ନେଇ ସରକାର ଚିନ୍ତାରେ ଥିବାବେଳେ ପ୍ରଥମ...
ବଢ଼ିବନି ବିଦ୍ୟୁତ୍ ଶୁଳ୍କ, ଉପଭୋକ୍ତା ଆଶ୍ୱସ୍ତ
ଭୁବନେଶ୍ୱର,୨୩ା୪(ବ୍ୟୁରୋ): ଚଳିତବର୍ଷ ବିଦ୍ୟୁତ ଶୁଳ୍କ ବଢ଼ିବ ନାହିଁ। କରୋନା(କୋଭିଡ୍-୧୯) ମହାମାରୀ ମୁକାବିଲା କରୁଥିବା ରାଜ୍ୟବାସୀଙ୍କ ଉପରେ ଓଡିଶା ବିଦ୍ୟୁତ ନିୟାମକ ଆୟୋଗ(ଓଇଆର୍ସି) ଏବେ ଆଉ ଶୁଳ୍କ ବୋଝ ଲଦିବାକୁ ଚାହୁଁ ନାହାନ୍ତି। ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ଓଇଆର୍ସି ବିଦ୍ୟୁତ...
ଗଣମାଧ୍ୟମ କର୍ମଚାରୀଙ୍କୁ ସଂକ୍ରମଣ ଭୟ
ଭୁବନେଶ୍ୱର,୨୩ା୪(ବ୍ୟୁରୋ): କୋଭିଡ୍-୧୯ ମୁକାବିଲା କ୍ଷେତ୍ରରେ ସ୍ବାସ୍ଥ୍ୟ କର୍ମୀ, ପୋଲିସ ଏବଂ ସଫେଇ କର୍ମଚାରୀଙ୍କ ଭଳି ଗଣମାଧ୍ୟମ ପ୍ରତିନିଧିମାନେ ମଧ୍ୟ ନିଜ ଜୀବନ ବିପନ୍ନ କରି ଜନସାଧାରଣଙ୍କ ପାଖରେ ଖବର ପହଞ୍ଚାଉଛନ୍ତି। କରୋନା ପ୍ରଭାବିତ ଅଞ୍ଚଳରୁ ଖବର ଆଣିବା ସମୟରେ ଖବରଦାତା,...
୧୧ ଜିଲାରେ ଝଡ଼ବର୍ଷା ସମ୍ଭାବନା
ଭୁବନେଶ୍ୱର,୨୩ା୪(ବ୍ୟୁରୋ): ରାଜ୍ୟରେ ଆଉ ଗ୍ରୀଷ୍ମର ପ୍ରକୋପ ବଢ଼ିବ ନାହିଁ। ପାରଦ ୪୦ ଡିଗ୍ରୀ ସେଲସିୟସ ତଳେ ରହିବ। ଉପକୂଳରେ ସର୍ବୋଚ୍ଚ ତାପମାତ୍ରା ୩୫ ଡିଗ୍ରୀ ଏବଂ ଆଭ୍ୟରୀଣ ଓଡ଼ିଶାରେ ୪୦ ଡିଗ୍ରୀ ସେଲସିୟସ ମଧ୍ୟରେ ରହିବ। ଆସନ୍ତା ୩ତାରିଖ ଯାଏ...
‘ଇନ୍ଟାଞ୍ଜିବଲ କଲ୍ଚରାଲ ହେରିଟେଜ୍’ ତାଲିକାରେ ଓଡ଼ିଶାର ୩ ପରମ୍ପରା
ଭୁବନେଶ୍ୱର,୨୩ା୪(ବ୍ୟୁରୋ): ‘ଇନ୍ଟାଞ୍ଜିବଲ କଲ୍ଚରାଲ ହେରିଟେଜ୍’ ତାଲିକାରେ ଭାରତ ସରକାର ଓଡ଼ିଶାର ୩ ସାଂସ୍କୃତିକ ପରମ୍ପରାକୁ ସାମିଲ କରିଛନ୍ତି। ସେଗୁଡିକ ହେଲୋ ମାଣବସା ଗୁରୁବାର, ଛଉନୃତ୍ୟ ଏବଂ ରାବଣଛାୟାକୁ ଏହି ତାଲିକାରେ ସ୍ଥାନିତ କରାଯାଇଛି ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟୁଇଟ୍...
ବେସରକାରୀ ଡାକ୍ତରଖାନା କର୍ମଚାରୀ ପାଇବେ ବୀମା ସୁବିଧା
ଭୁବନେଶ୍ୱର,୨୩ା୪(ବ୍ୟୁରୋ): କରୋନା ରୋକିବା ପାଇଁ ଆଗଧାଡିରେ କାର୍ଯ୍ୟରତ ଡାକ୍ତର, ସ୍ବାସ୍ଥ୍ୟ, କର୍ମୀ ଓ ପାରାମେଡିକାଲ କର୍ମଚାରୀଙ୍କ ସକାଶେ ରାଜ୍ୟ ସରକାର ୫୦ ଲକ୍ଷ ଟଙ୍କା ପ୍ରୋତ୍ସାହନ ରାଶି ଦେବାକୁ ଘୋଷଣା କରିଛନ୍ତି। କର୍ତ୍ତବ୍ୟ ସମ୍ପାଦନ ବେଳେ ଯଦି କାହାର ମୃତ୍ୟୁ...
ପଞ୍ଚାୟତରେ ହେବ ଅସ୍ଥାୟୀ ସ୍ବାସ୍ଥ୍ୟ ଶିବିର
ଭୁବନେଶ୍ୱର,୨୩ା୪(ବ୍ୟୁରୋ): ପଞ୍ଚାୟତସ୍ତରରେ କରୋନା ସଂକ୍ରମଣକୁ ରୋକିବା ପାଇଁ ସମସ୍ତ ଚେଷ୍ଟା କରାଯାଉଛି। ପଞ୍ଚାୟତୱାରୀ କ୍ୱାରାଣ୍ଟାଇନ୍ ବ୍ୟବସ୍ଥା ଉପରେ ଧ୍ୟାନ ଦିଆଯାଇଛି। ଇତି ମଧ୍ୟରେ ରାଜ୍ୟର ୬୭୯୮ ପଞ୍ଚାୟତରେ ୨,୨୨,୯୬୩ ଶଯ୍ୟା ପ୍ରସ୍ତୁତ କରାଯାଇଛି। ରାଜ୍ୟ ବାହାରେ ଶ୍ରମିକ, କର୍ମଚାରୀ, ଛାତ୍ରୀଛାତ୍ର...
ବିଧାନସଭାରେ ଖୋଲିଲା ନିୟନ୍ତ୍ରଣ କକ୍ଷ
ଭୁବନେଶ୍ୱର,୨୩ା୪(ବ୍ୟୁରୋ): କରୋନା ସଂକ୍ରମଣ ରୋକିିବା ପାଇଁ ଲକ୍ଡାଉନ ଜାରି ରହିଛି। ଓଡ଼ିଆ ଶ୍ରମିକ, କର୍ମଚାରୀ ଏବଂ ଛାତ୍ରୀଛାତ୍ରମାନେ ଭାରତର ବିଭିନ୍ନ ରାଜ୍ୟରେ ଫସି ରହିଛନ୍ତି। ସେମାନେ ଫେରିବା ସମ୍ଭବ ହେଉନାହିଁ। ସେମାନଙ୍କୁ ଯୋଗାଯୋଗ କରି ଯଥାସମ୍ଭବ ସହଯୋଗ କରିବା ପାଇଁ...
ଭୁବନେଶ୍ୱରରୁ ହଟିଲା ଆବଦ୍ଧାଞ୍ଚଳ କଟକଣା
ଭୁବନେଶ୍ୱର, ୨୨ା୪(ବ୍ୟୁରୋ): ଭୁବନେଶ୍ବରର ସମସ୍ତ କଣ୍ଟେନମେଣ୍ଟ ଜୋନ୍ ତଥା ଆବଦ୍ଧାଞ୍ଚଳ ବମିଖାଲ, ସତ୍ୟନଗର ଓ ସୂର୍ଯ୍ୟନଗରୁ ଆବଦ୍ଧାଞ୍ଚଳ କଟକଣା ହଟାଯାଇଛି। ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ଦ୍ୱାରା ଜାରି କରାଯାଇଥିବା ବିଜ୍ଞପ୍ତି ସଂଖ୍ୟା ୧୩୯୩୮ରେ ଏହା ସ୍ପଷ୍ଟ କରାଯାଇଛି। ଆଗାମୀ...
୧୩ ଆକ୍ରାନ୍ତଙ୍କ ତଥ୍ୟ ଦେଲା ସ୍ବାସ୍ଥ୍ୟ ବିଭାଗ
ଭୁବନେଶ୍ୱର,୨୨।୪(ବ୍ୟୁରୋ): ରାଜ୍ୟରେ କରୋନା ଭାଇରସ୍ ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ବୁଧବାର ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୮୩କୁ ପହଞ୍ଚିଛି। ଇତିମଧ୍ୟରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ବୁଧବାର ୧୩ କରୋନା ସଂକ୍ରମିତଙ୍କ ଟ୍ରାଭେଲ ହିଷ୍ଟ୍ରିର ତଥ୍ୟ...
Archives


