ମେଟ୍ରୋ

ଆଉ ୫ କରୋନା ଆକ୍ରାନ୍ତ ସୁସ୍ଥ: ଏହାକୁ ମିଶାଇ ରାଜ୍ୟରେ ସୁସ୍ଥ ହେଲେଣି ୨୯ ଆକ୍ରାନ୍ତ

ଭୁବନେଶ୍ୱର, ୨୧।୪(ବ୍ୟୁରୋ): ଓଡ଼ିଶା ପାଇଁ ଖୁସି ଖବର। ମଙ୍ଗଳବାର ଆଉ ୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କୁ ମିଶାଇ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨୯ଜଣ ସୁସ୍ଥ ହୋଇଛନ୍ତି। ମଙ୍ଗଳବାର ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରେ ଭୁବନେଶ୍ୱର, ଢେଙ୍କାନାଳ,...

୨ ମାସରେ ୨୮ଶହ ଲୋକ ସୀମା ଡେଇଁ ବାଲେଶ୍ୱରରେ ପଶିଛନ୍ତି: ଆର୍‌ଡିସି

ଭୁବନେଶ୍ୱର, ୨୧।୪(ବ୍ୟୁରୋ): ବାଲେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ କେନ୍ଦ୍ରାଞ୍ଚଳ ଆର୍‌ଡିସି ଅନୀଲ ସାମଲ ମଙ୍ଗଳବାର ବାଲେଶ୍ୱରରେ ପହଞ୍ଚି କରୋନା ସ୍ଥିତି ତଦାରଖ କରିଛନ୍ତି। ସ୍ଥିତି ସମୀକ୍ଷା ପରେ ଆରଡିସି ଅନୀଏ ସାମଲ କହିଛନ୍ତି, ପଡୋଶୀ ରାଜ୍ୟରେ କାମ...

କରୋନା ଯୋଦ୍ଧାଙ୍କ ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: କରୋନା ଚିକିତ୍ସା ବେଳେ ଡାକ୍ତର, ସ୍ବାସ୍ଥ୍ୟକର୍ମୀଙ୍କ ମୃତ୍ୟୁ ଘଟିଲେ ପରିବାରକୁ ମିଳିବ ୫୦ ଲକ୍ଷ

ଭୁବନେଶ୍ୱର, ୨୧।୪(ବ୍ୟୁରୋ): କରୋନା(କୋଭିଡ-୧୯) ସଂକ୍ରମଣକୁ ପ୍ରତିରୋଧ କରିବା ପାଇଁ କାର୍ଯ୍ୟକରୁଥିବା ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଏକ ବଡ଼ ଘୋଷଣା କରିଛନ୍ତି। ଏକ ଭିଡିଓ ବାର୍ତ୍ତାରେ ସେ କହିଛନ୍ତି ଯେ, ଆଗଧାଡ଼ିରେ କାର୍ଯ୍ୟ କରୁଥିବା...

ବାଲେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି: ସ୍ଥିତି ତଦାରଖ କଲେ କେନ୍ଦ୍ରାଞ୍ଚଳ ଆର୍‌ଡିସି

ଭୁବନେଶ୍ୱର, ୨୧।୪(ବ୍ୟୁରୋ): ବାଲେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ କେନ୍ଦ୍ରାଞ୍ଚଳ ଆର୍‌ଡିସି ଅନୀଲ ସାମଲ ମଙ୍ଗଳବାର ବାଲେଶ୍ୱରରେ ପହଞ୍ଚି କରୋନା ସ୍ଥିତି ତଦାରଖ କରିଛନ୍ତି। କଣ୍ଟେନମେଣ୍ଟ ଜୋନ୍‌ ସମ୍ପର୍କରେ ତଦାରଖ କରିବା ସହ କଣ୍ଟାକ୍ଟ ଟ୍ରେସିଂ କିଭଳି ହେଉଛି...

ମେ’ ୩ ଯାଏ ବନ୍ଦ ରହିବ ୫ ଆଞ୍ଚଳିକ ନିର୍ଦ୍ଦେଶାଳୟ

ଭୁବନେଶ୍ୱର, ୨୧।୪(ବ୍ୟୁରୋ): ଭୁବନେଶ୍ୱର, ସମ୍ବଲପୁର, ବ୍ରହ୍ମପୁର, ବାଲେଶ୍ୱର, ଜୟପୁର ଆଦି ୫ ଆଞ୍ଚଳିକ ନିର୍ଦ୍ଦେଶାଳୟ ମେ’ ୩ ତାରିଖ ଯାଏ ବନ୍ଦ ରହିବ। ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ମଙ୍ଗଳବାର ବିଜ୍ଞପ୍ତି ପ୍ରକାଶ ପାଇଛି। ପୂର୍ବରୁ ନିର୍ଦ୍ଦେଶାଳୟ...

ମେ ୩ ଯାଏ ଜିଏମ୍‌, ରେଭେନ୍ସା ବିଶ୍ୱବିଦ୍ୟାୟ ବନ୍ଦ: ୨ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ପକ୍ଷରୁ ବିଜ୍ଞପ୍ତିି ପ୍ରକାଶ

ଭୁବନେଶ୍ୱର, ୨୧।୪(ବ୍ୟୁରୋ): ସମ୍ବଲପୁର ଗଙ୍ଗଧର ମେହେରା ବିଶ୍ୱବିଦ୍ୟାଳୟ ଓ କଟକ ରେଭେନ୍ସା ବିଶ୍ୱବାଦି୍ୟାଳୟ ମେ’ ୩ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ। ଏ ନେଇ ଏହି ୨ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ପକ୍ଷରୁ ବିଜ୍ଞପ୍ତିି ପ୍ରକାଶ ପାଇଛି। ରେଭେନ୍ସାରେ ଜୁନ୍‌ ୧୭...

ବାଲେଶ୍ୱର, ଭଦ୍ରକ, ଯାଜପୁର ପାଇଁ ଷ୍ଟେଟ୍‌ ର଼୍ୟାପିଡ୍‌ ରେସପନ୍ସ ଟିମ୍‌ ଗଠିତ

ଭୁବନେଶ୍ୱର, ୨୧।୪(ବ୍ୟୁରୋ): ବାଲେଶ୍ୱର, ଭଦ୍ରକ, ଯାଜପୁରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଗତ ୨ ଦିନ ଭିତରେ ୧୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ଦୃଷ୍ଟିରେ ରଖି ୩ଟି ଷ୍ଟେଟ୍‌ ରାପିଡ୍‌ ରେସପନ୍ସ ଟିମ୍‌ ଗଠନ କରାଯାଇଛି।...

ଆୟୁଷ୍ମାନ ଯୋଜନା ଲାଗୁ କରିବାକୁ ଅନୁରୋଧ

ଭୁବନେଶ୍ୱର, ୨୧ା୪(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ସୋମବାର ୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଦୃଷ୍ଟିଦେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି। ସାମ୍ପ୍ରତିକ ସ୍ଥିତିରେ କରୋନା ବ୍ୟତୀତ ଅନ୍ୟ କିଛି ଗୁରୁତର ରୋଗରେ ପୀଡ଼ିତଙ୍କୁ ଅଧିକାଂଶ ସରକାରୀ ଏବଂ ଘରୋଇ ଡାକ୍ତରଖାନା...

କୋଭିଡ୍‌-୧୯ ମୁକାବିଲା: ଓଡ଼ିଶା ଆଗରେ

ଭୁବନେଶ୍ୱର,୨୧ା୪(ବ୍ୟୁରୋ): ରାଜ୍ୟ ସରକାର କରୋନା ମୁକାବିଲା ନେଇ ଦୁଇପାଦ ଆଗକୁ ଯାଇଛନ୍ତିି। କୋଭିଡ୍‌-୧୯ ଆକ୍ରାନ୍ତଙ୍କ ଚିକିତ୍ସା ପାଇଁ ରାଜ୍ୟରେ ଆଉ ୫ ହସ୍ପିଟାଲ କାର୍ଯ୍ୟକ୍ଷମ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ କେନ୍ଦ୍ର...

ବାଲେଶ୍ୱରର ୫ କରୋନା ଆକ୍ରାନ୍ତଙ୍କ ତଥ୍ୟ ପ୍ରକାଶ: ପଜିଟିଭ୍‌ଙ୍କ ମଧ୍ୟରେ ଜଣେ ନାବାଳକ

ଭୁବନେଶ୍ୱର, ୨୧।୪(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୭୯ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ଥାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ୍ବେବ୍‌ସାଇଟ୍‌ ଜରିଆରେ ତଥ୍ୟ ପ୍ରକାଶ ପାଇଛି।...

ଅଧିକାରୀଙ୍କ ଅଫିସ୍‌ ଆସିବା ନିୟମ ବଦଳିଲା

ଭୁବନେଶ୍ୱର, ୨୧ା୪(ବ୍ୟୁରୋ): ସୋମବାରଠାରୁ ଆରମ୍ଭ ହୋଇଛି ରାଜ୍ୟ ସରକାରଙ୍କ ବିଭିନ୍ନ ଅଫିସ୍‌ କାର୍ଯ୍ୟ। ଏଥିପାଇଁ କ୍ରିଟିକାଲ ବିଭାଗର ସମସ୍ତ ଗ୍ରୁପ୍‌-ଏ ଅଧିକାରୀ ଓ ୫୦% କର୍ମଚାରୀ ଏବଂ ଆଂଶିକ କ୍ରିଟିକାଲ ବିଭାଗର ୩୩% କର୍ମଚାରୀଙ୍କୁ କାର୍ଯ୍ୟରେ ଯୋଗଦେବାକୁ ରାଜସ୍ବ ବିଭାଗ...

କଟକଣା ସହ ଖୋଲିବ ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର, ୨୧ା୪(ବ୍ୟୁରୋ): ଲକ୍‌ଡାଉନ୍‌ ଯୋଗୁ ରାଜ୍ୟର ସବୁ ବିଶ୍ୱବିଦ୍ୟାଳୟ ବନ୍ଦ ରହିଛି। ଏଥିଯୋଗୁ ଉଚ୍ଚଶିକ୍ଷା କ୍ଷେତ୍ର ଓ ଛାତ୍ରୀଛାତ୍ରଙ୍କ ପାଠପଢ଼ା ଗୁରୁତର ପ୍ରଭାବିତ ହୋଇଛି। ତେଣୁ ବିକଳ୍ପ ବ୍ୟବସ୍ଥା ସ୍ବରୂପ କେତେକ କଟକଣା ସହିତ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri