ମେଟ୍ରୋ

୧୩ରେ ଲଘୁଚାପ: ୨ ଦିନ ଯାଏ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା

ଭୁବନେଶ୍ୱର,୭ା୯(ବ୍ୟୁରୋ): ଆସନ୍ତା ୧୩ ତାରିଖରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର, ଆନ୍ଧ୍ର ଏବଂ ଦକ୍ଷିଣ ଓଡ଼ିଶା ଉପକୂଳରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ସେପ୍ଟେମ୍ବର ୧୨ ତାରିଖରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବ ଏବଂ ୧୩ ତାରିଖରେ ଏହା ଲଘୁଚାପ ରୂପ…

ଚଳିତ ସପ୍ତାହରେ ଆସିବ କେନ୍ଦ୍ରୀୟ ଟିମ୍‌

ଭୁବନେଶ୍ୱର,୭।୯(ବ୍ୟୁରୋ): ଅଗଷ୍ଟରେ ଲଘୁଚାପଜନିତ ବର୍ଷା ଯୋଗୁ ରାଜ୍ୟରେ ଭୟଙ୍କର ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ବନ୍ୟା କ୍ଷୟକ୍ଷତି ଆକଳନ କରିବାକୁ ଆସନ୍ତା ୧୦ ତାରିଖ ସୁଦ୍ଧା ୮ ଜଣିଆ କେନ୍ଦ୍ରୀୟ ଟିମ୍‌ ଓଡ଼ିଶା ଗସ୍ତରେ ଆସିବେ । ଏ ନେଇ କେନ୍ଦ୍ର…

ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୪୮୩ ପଜିଟିଭ

ଭୁବନେଶ୍ୱର, ୬।୯ (ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅଞ୍ଚଳରୁ ରବିବାର ୪୮୩ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ବିଏମ୍‌ସି ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ସେଥିମଧ୍ୟରୁ ୨୦୫ ଜଣ କ୍ୱାରାଣ୍ଟାଇନରୁ ଏବଂ ୨୭୮ ଜଣ ଲୋକାଲ କେସ୍‌…

ବର୍ଷାଙ୍କ ପରେ ଏବେ ଅନୁଭବ: ଦିଲ୍ଲୀ ପଟିଆଲା କୋର୍ଟରେ ଛାଡ଼ପତ୍ର ପିଟିଶନ୍‌ ଦାଖଲ; ଆଣିଲେ ଏଭଳି ସଙ୍ଗିନ ଅଭିଯୋଗ

ଭୁବନେଶ୍ୱର,୬।୯(ବ୍ୟୁରୋ): ଓଲିଉଡ୍‌ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶନୀଙ୍କ ପରେ ଏବେ ସ୍ବାମୀ ଏମ୍‌ପି ଅନୁଭବ ମହାନ୍ତି କୋର୍ଟର ଦ୍ୱାରସ୍ଥ ହୋଇଛନ୍ତି। ଦିଲ୍ଲୀ ପଟିଆଲା ହାଉସ୍‌ କୋର୍ଟରେ ଅନୁଭବ ଛାଡପତ୍ର ପିଟିଶନ୍‌ ଦାଖଲ କରିଥିବା ଜଣାପଡ଼ିଛି। ୪୭ ପୃଷ୍ଠାର ଉକ୍ତ ପିଟିଶନ୍‌ରେ ବହୁ ଗୁରୁତ୍ୱପୂର୍ଣ୍ଣ…

ନୂଆ ବନ୍ଦର ଆଇନକୁ ବିରୋଧ କରିବ ଓଡ଼ିଶା

ଭୁବନେଶ୍ୱର,୬ା୯(ବ୍ୟୁରୋ): କେନ୍ଦ୍ର ସରକାର ଦୀର୍ଘବର୍ଷ ପରେ ପୁରାତନ ବନ୍ଦର ଆଇନକୁ ପରିବର୍ତ୍ତନ କରି ନୂତନ ଆଇନ-୨୦୨୦ ପ୍ରସ୍ତୁତ କରିବାକୁ ଯାଉଛନ୍ତି। ଏ ନେଇ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକଠାରୁ ମତାମତ ଲୋଡ଼ାଯାଇଛି। ତେବେ ଏହି ନୂତନ ବନ୍ଦର ଆଇନରେ ରାଜ୍ୟଗୁଡ଼ିକର ଅଧିକାରକୁ…

ଆଜି ଆଉ ୮ ମୁଣ୍ଡ ନେଲା କରୋନା: ଅଛନ୍ତି ୨ ବୃଦ୍ଧ, ୬ କମ୍‌ ବୟସ୍କ ବ୍ୟକ୍ତି

ଭୁବନେଶ୍ୱର,୬।୯(ବ୍ୟୁରୋ): ରାଜ୍ୟରେ ଆଉ ୮ ମୁଣ୍ଡ ନେଇଛି କରୋନା। ସେମାନଙ୍କ ମଧ୍ୟରେ ଭୁବନେଶ୍ୱରର ଜଣେ ୪୮ ବର୍ଷୀୟ ବ୍ୟକ୍ତି, ଗଞ୍ଜାମର ଜଣେ ୪୮ ବର୍ଷୀୟ ବ୍ୟକ୍ତି, ୪୫ ବର୍ଷୀୟ ବ୍ୟକ୍ତି, ୭୮ ବର୍ଷୀୟ ବୃଦ୍ଧ, ୫୬ ବର୍ଷୀୟ ବ୍ୟକ୍ତି, କୋରାପୁଟର ୪୯…

ରାଜ୍ୟରେ ବେକାବୁ କରୋନା: ଆଜି ଚିହ୍ନଟ ହେଲେ ୩୮୧୦ ଆକ୍ରାନ୍ତ, କେବଳ ଖୋର୍ଦ୍ଧାରୁ ୭୯୭

ଭୁବନେଶ୍ୱର,୬।୯(ବ୍ୟୁରୋ): ରାଜ୍ୟରେ ଆଉ ୩୮୧୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୨୨୮୬ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୧୫୨୪ ଲୋକାଲ କଣ୍ଟାକ୍ଟ ରହିଛି। ଏହାକୁ ମିଶାଇ ଓଡ଼ିଶାରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧,୨୪୦,୩୧କୁ ବୃଦ୍ଧି ପାଇଥିବା ରବିବାର ପୂର୍ବାହ୍ନରେ ରାଜ୍ୟ ସୂଚନା…

ରାଜଧାନୀରେ ନାବାଳିକାଙ୍କୁ ଗଣବଳାତ୍କାର ମାମଲା; ୨ ପୋଲିସ କର୍ମଚାରୀ, ୨ ଗଣମାଧ୍ୟମ ପ୍ରତିନିଧି ସମ୍ପୃକ୍ତ : ଡିସିପି

ଭୁବନେଶ୍ୱର,୬।୯(ବ୍ୟୁରୋ): ଲକ୍‌ଡାଉନ୍‌ ସମୟରେ ରାଜଧାନୀରେ ଜଣେ ନାବାଳିକା ଗଣବଳାକତ୍ାରର ଶିକାର ହୋଇଥିଲେ। ଏହି ମାମଲାକୁ କମିଶନରେଟ ପୋଲିସ ଗୁରୁତର ସହ ନେଇଛି। ମହିଳା ଥାନା ପୋଲିସ ପୋକ୍‌ସୋ ଆକ୍ଟରେ କେସ୍‌ ନଂ-୪୪/୨୦ ରୁଜୁ କରି ମାମଲା ତଦନ୍ତ କରୁଥିଲା। କିନ୍ତୁ ଏହି…

ଏକାଧିକ ଟ୍ରେନ୍‌ ସମ୍ପୂର୍ଣ୍ଣ, ଆଂଶିକ ବାତିଲ

ଭୁବନେଶ୍ୱର,୬।୯ (ବ୍ୟୁରୋ): ପଶ୍ଚିମବଙ୍ଗରେ ଲକ୍‌ଡାଉନ ଓ ଶଟ୍‌ଡାଉନ୍‌ ପାଇଁ ପୂର୍ବତଟ ରେଳପଥର ଟ୍ରେନ ଚଳାଚଳ ପ୍ରଭାବିତ ହୋଇଛି। କେତେକ ଟ୍ରେନକୁ ବାତିଲ କରାଯାଇଥିବାବେଳେ ଆଉକିଛି ଆଂଶିକ ବାତିଲ ଓ ରହଣି ପ୍ରତ୍ୟାହାର କରାଯିବାକୁ ନିଷ୍ପତ୍ତି ନିଆଯାଇଛି। ଆସନ୍ତା ୭, ୧୧ ଓ…

୭ଜଣଙ୍କୁ ‘ଦଧୀଚି ପ୍ରତିଭା ସମ୍ମାନ’

ଭୁବନେଶ୍ୱର,୬।୯(ବ୍ୟୁରୋ): ଦଧୀଚି ଏଜୁକେଶନାଲ ଟ୍ରଷ୍ଟ ପକ୍ଷରୁ ଶନିବାର ଭର୍ଚୁଆଲ୍‌ ପ୍ଲାଟ୍‌ଫର୍ମରେ ୩ୟ ‘ଦଧୀଚି ପ୍ରତିଭା ସମ୍ମାନ-୨୦୨୦’ ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବରେ ମୋଟ ୭ଜଣଙ୍କୁ ‘ଦଧିଚି ପ୍ରତିଭା ସମ୍ମାନ’ରେ ସମ୍ମାନିତ କରାଯାଇଛି। ସାହିତ୍ୟ କ୍ଷେତ୍ରରେ ଉତ୍କର୍ଷ ପାଇଁ କେନ୍ଦ୍ର ସାହିତ୍ୟ ଏକାଡ଼େମୀ…

ଓଡ଼ିଶାରେ ସରକାର ଗଠନ ପାଇଁ କାର୍ଯ୍ୟକର୍ତ୍ତାଙ୍କୁ ନଡ୍ଡାଙ୍କ ଆହ୍ବାନ: ୫୦ ପ୍ରତିଶତ ଭୋଟ ହାସଲ କରିବାକୁ ସଂକଳ୍ପ

ଭୁବନେଶ୍ୱର,୬।୯(ବ୍ୟୁରୋ): ଓଡ଼ିଶାରେ ଦୀର୍ଘ ସମୟ ରାଜନୈତିକ ଲଢ଼େଇ ପରେ ଭାଜପାକୁ ମୁଖ୍ୟ ବିରୋଧୀ ଦଳର ମାନ୍ୟତା ମିଳିଛି । ୨୦୧୯ ଲୋକ ସଭା ନିର୍ବାଚନରେ ପାଖାପାଖି ୧ କୋଟି ଭୋଟ ଭାଜପା ସପକ୍ଷରେ ପଡିଛି । ୩୩ଟି ଅନୁସୂଚିତ ଜାତି ଓ…

ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଆରମ୍ଭ: ଡିଜିଟାଲ ପ୍ଲାଟଫର୍ମରେ ନୃତ୍ୟ-ସଙ୍ଗୀତର ସମ୍ଭାର

ଭୁବନେଶ୍ୱର, ୬।୯(ବ୍ୟୁରୋ): ଭାରତୀୟ ଶାସ୍ତ୍ରୀୟ ନୃତ୍ୟ ଓ ସଙ୍ଗୀତର ମହାକୁମ୍ଭ ‘ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ-୨୦୨୦’ ଶନିବାରଠାରୁ ଆରମ୍ଭ ହୋଇଛି। ନୃତ୍ୟାନୁଷ୍ଠାନ ‘ସୃଜନ’ ପକ୍ଷରୁ ଆୟୋଜିତ ଏହି ଉତ୍ସବ ଚଳିତବର୍ଷ ୨୬ବର୍ଷରେ ପଦାର୍ପଣ କରିଥିବାବେଳେ କରୋନା କଟକଣାଲାଗି ପ୍ରଥମଥର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?