ଯୁକ୍ତ ୨ କଳା ରେଜଲ୍ଟ ପ୍ରକାଶିତ: ପାସହାର ୬୭.୫୬%
ଭୁବନେଶ୍ୱର, ୫।୯(ବ୍ୟୁରୋ) – ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍ଏସ୍ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ କଳା ଓ ଧନ୍ଦାମୂଳକ ଶିକ୍ଷା ପରୀକ୍ଷାଫଳ ଶନିବାର ପ୍ରକାଶ ପାଇଛି। ସିଏଚ୍ଏସ୍ଇ କାର୍ଯ୍ୟାଳୟରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ପରୀକ୍ଷା ଫଳ ଘୋଷଣା…
କଟକ ସହରରୁ ଆଜି ୧୮୪ କରୋନା ପଜିଟିଭ ଚିହ୍ନଟ
କଟକ ଅଫିସ,୫।୯-କଟକ ସହରରୁ ଶନିବାର ୧୮୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରେ ୧୦୭ ଜଣ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୭୭ ଲୋକାଲ କଣ୍ଟାକ୍ଟ କେସ ରହିଛି। ଏ ନେଇ କଟକ ମହାନଗର ନିଗମ (ସିଏମସି) ପକ୍ଷରୁ ଟୁଇଟ କରି…
ଭୋଜି ସାରି ଫେରୁଥିବାବେଳେ ପୋଲ ତଳକୁ ଖସି ପଡିଲା ବାଇକ: ୨ ମୃତ
ପରଜଙ୍ଗ,୫ା୯(ଡି.ଏନ.ଏ.)-ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଭାଲୁମୁଣ୍ଡା-ଆଳୁଅଝରଣ ପୂର୍ତ୍ତ ବିଭାଗ ରାସ୍ତାର ପୋଲ ତଳକୁ ଏକ ବାଇକ୍ ଖସି ଶନିବାର ୨ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ପାଟରପଦା ଗ୍ରାମର ସରୋଜ ନାୟକ ଓ ବସନ୍ତପଡା ଗ୍ରାମର ସୁବ୍ରତ ସାହୁ। ପାଟରପଦା…
ଭୁବନେଶ୍ୱରରୁ ପୁଣି ବାହାରିଲେ ୪୦୯ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୫।୯(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଶନିବାର ୪୦୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରେ ୨୪୨ ଜଣ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୧୬୭ ଲୋକାଲ କଣ୍ଟାକ୍ଟ କେସ ରହିଛି। ସେହିପରି ଆଜି ୩୪୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ ବିଏମସି ପକ୍ଷରୁ…
ଆଜି ଆଉ ୭ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୫୩୮ରେ ପହଞ୍ଚିଲା
ଭୁବନେଶ୍ୱର,୫।୯(ବ୍ୟୁରୋ): ଶନିବାର ରାଜ୍ୟରୁ ଆଉ ୭ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୫୩୮କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଖୋର୍ଦ୍ଧା ଜିଲାରୁ ୨ କରୋନା…
CORONAVIRUS UPDATE: ରାଜ୍ୟରୁ ଆଜି ୩,୫୪୩ ପଜିଟିଭ୍ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୧,୨୦,୨୨୧କୁ ବୃଦ୍ଧି
ଭୁବନେଶ୍ୱର,୫ା୯(ବ୍ୟୁରୋ): ଶନିବାର ମୋଟ୍ ୩୦ ଜିଲାରୁ ୩୫୪୩ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧, ୨୦, ୨୨୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ…
ଗଞ୍ଜାମରୁ ସୁରଟ ଯାଉଥିବା ବସ୍ ଦୁର୍ଘଟଣାଗ୍ରସ୍ତ ଘଟଣା: ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୫ା୯(ବ୍ୟୁରୋ): ଗଞ୍ଜାମରୁ ସୁରଟ ଯାଉଥିବା ଏକ ବସ୍ ଶୁକ୍ରବାର ବିଳମ୍ବିତ ରାତିରେ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଖବର ମିଳିଛି। ଏଥିରେ ୮ ଜଣଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମବେଦନା ଜଣାଇବା ସହ ୨ ଲକ୍ଷ ଟଙ୍କା…
ଏନ୍ଡିଏ ଓ ନାଭାଲ ଏକାଡେମୀ ପରୀକ୍ଷା ପାଇଁ ୮ ସ୍ବତନ୍ତ୍ର ଟ୍ରେନ
ଭୁବନେଶ୍ୱର(ବ୍ୟୁରୋ),୫।୯: ଆସନ୍ତା ୬ ତାରିଖରେ ଏନ୍ଡିଏ ଓ ନାଭାଲ ଏକାଡେମୀ ପରୀକ୍ଷା ଅନୁଷ୍ଠିତ ହେବ। କଟକ, ସମ୍ବଲପୁର ଓ ବିଶାଖାପାଟଣାରେ ପରୀକ୍ଷା କେନ୍ଦ୍ରକୁ ପରୀକ୍ଷାର୍ଥୀଙ୍କ ଯାତାୟାତ ସୁବିଧା ପାଇଁ ପୂର୍ବତଟ ରେଳପଥ ସ୍ବତନ୍ତ୍ର ଟ୍ରେନ୍ ଚଳାଇବାକୁ ନିଷ୍ପତ୍ତି ନେଇଛି। ସେପ୍ଟେମ୍ବର ୫…
ଗୋପାଳପୁରରେ ହେବ ବୃହତ୍ ଔଷଧୀୟ ପାର୍କ
ଭୁବନେଶ୍ୱର,୫।୯(ବ୍ୟୁରୋ): ଗୋପାଳପୁର ସ୍ଥିତ ଟାଟା ସ୍ବତନ୍ତ୍ର ଅର୍ଥନୈତି ଜୋନ(ଏସଇଜେଡ୍)ରେ ବୃହତ ଔଷଧୀୟ ପାର୍କ ପ୍ରତିଷ୍ଠା ହେବ। ଶୁକ୍ରବାର ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ଅସୀତ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଏହି ପାର୍କରେ…
ଭୁବନେଶ୍ୱରରେ ସଂକ୍ରମଣ ଆହୁରି ବଢ଼ିବ
ଭୁବନେଶ୍ୱର,୫।୯(ବ୍ୟୁରୋ): ଭୁବନେଶ୍ୱରରେ ସଂକ୍ରମଣ ଆହୁରି ବଢ଼ିବାର ଆଶଙ୍କା ରହିଛି। ଏଠାରେ ଲୋକଙ୍କ ଆଣ୍ଟିବଡି ପ୍ରିଭେଲାନ୍ସ କମ୍ ଯୋଗୁ ଆଗକୁ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିପାରେ ବୋଲି ବିଏମ୍ସି କମିଶନର ପ୍ରେମଚନ୍ଦ୍ର ଚୌଧାରୀ କହିଛନ୍ତି। ବର୍ତ୍ତମାନ ସୁଦ୍ଧା ପାଖାପାଖି ୧୬୦୦ କମ୍ୟୁନିଟି ସାମ୍ପଲ ଟେଷ୍ଟ…
୮ରୁ ଯୁକ୍ତ୩ ଇ-ନାମଲେଖା ପାଇଁ ଆବେଦନ
ଭୁବନେଶ୍ୱର,୫।୯(ବ୍ୟୁରୋ): ରାଜ୍ୟରେ ଡିଗ୍ରୀ କଲେଜଗୁଡ଼ିକରେ ଇ-ନାମଲେଖା ପାଇଁ ଆସନ୍ତା ୮ ତାରିଖ ପୂର୍ବାହ୍ନ ୧୧ଟାରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇ ୨୨ ତାରିଖ ରାତି ୧୧ଟା ୪୫ ପର୍ଯ୍ୟନ୍ତ ଚାଲିବ। ଏନେଇ ଶୁକ୍ରବାର ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ…
ଆଜି ଯୁକ୍ତ୨ କଳା ପରୀକ୍ଷାଫଳ
ଭୁବନେଶ୍ୱର,୫।୯(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ କଳା ପରୀକ୍ଷା ଫଳ ଆଜି ପ୍ରକାଶ ପାଇବ। ଏଥିସହିତ ଧନ୍ଦାମୂଳକ ଶିକ୍ଷା ପରୀକ୍ଷା ଫଳ ମଧ୍ୟ ବାହାରିବ ବୋଲି ଶୁକ୍ରବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ…

