ମେଟ୍ରୋ

ମାନବପ୍ରେମୀ ଆଦିତ୍ୟ ମୃତ୍ୟୁ ମାମଲା: ‘ସାଇକୋ ଲେଡି’ ପ୍ରସଙ୍ଗରେ ମୁହଁ ଖୋଲିଲେ ଯୁବତୀ

ଭୁବନେଶ୍ୱର,୪।୯ (ବ୍ୟୁରୋ): ମାନବପ୍ରେମୀ ଆଦିତ୍ୟ ମୃତ୍ୟୁ ଘଟଣାକୁ ଇତିମଧ୍ୟରେ ୨ମାସ ପାଖାପାଖି ବିତିବାକୁ ବସିଲାଣି। ଜିଆର୍‌ପି ପରେ ମାସେ ହେବ କ୍ରାଇମବ୍ରାଞ୍ଚ ତଦନ୍ତ କରୁଥିଲେ ମଧ୍ୟ କିଛି ବି ସୁରାକ ମିଳିପାରୁନି। ଏଭଳିସ୍ଥଳେ ବର୍ତ୍ତମାନ ଆଦିତ୍ୟଙ୍କ ମୃତ୍ୟୁ ପଛରେ ‘ସାଇକୋ ଲେଡି’…

୨୦ରୁ ଅକ୍ଟୋବର ୧୦ ମଧ୍ୟରେ ୟୁଜି, ପିଜି ପରୀକ୍ଷା

ଭୁବନେଶ୍ୱର,୪ା୯(ବ୍ୟୁରୋ): ରାଜ୍ୟରେ ୟୁଜି ଓ ପିଜି ଶେଷ ସେମିଷ୍ଟର ପରୀକ୍ଷା ଆସନ୍ତା ୨୦ରୁ ଆରମ୍ଭ ହୋଇ ଅକ୍ଟୋବର ୧୦ ମଧ୍ୟରେ ସରିବ। ଏନେଇ ୟୁଜିସି ଅନୁମତି ମିଳିବା ପରେ ଗୁରୁବାର ଉଚ୍ଚଶିକ୍ଷା ବିଭାଗ ସଚିବ ଶାଶ୍ୱତ ମିଶ୍ର ସମସ୍ତ ଜିଲାପାଳ ଓ…

୬ ମାସ ପରେ ୧୭ ପଇସା କମିଲା ଡିଜେଲ

ଭୁବନେଶ୍ୱର,୪ା୯: ପ୍ରାୟ ୬ ମାସ ପରେ ପ୍ରଥମ ଥର ଲାଗି ଡିଜେଲ ଦର କମିଥିବା ନଜରକୁ ଆସିଛି। ଗୁରୁବାର ଭୁବନେଶ୍ୱରରେ ଡିଜେଲ ଲିଟର ପିଛା ୧୭ ପଇସା ହ୍ରାସ ପାଇ ୭୯.୮୬ ଟଙ୍କାକୁ ଖସିଛି। ଏଠାରେ ପେଟ୍ରୋଲ ଅପରିବର୍ତ୍ତିତ ୮୨.୬୪ ଟଙ୍କା…

ଖୋର୍ଦ୍ଧା, କଟକ ପାଇଁ ସତର୍କତା ଜରୁରୀ

ଭୁବନେଶ୍ୱର,୪ା୯(ବ୍ୟୁରୋ):ରାଜ୍ୟରେ କୋଭିଡ୍‌ ପରିସ୍ଥିତି ଜାତୀୟସ୍ତର ଠାରୁ ଭଲ ରହିଛି। ତେବେ କଟକ ଓ ଖୋର୍ଦ୍ଧା ଜିଲାରେ ପଜିଟିଭ କେସ୍‌ ବଢୁଛି। ଏହି ଦୁଇ ଜିଲାରେ ରଣନୀତିକୁ ସୁଦୃଢ଼ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବରିଷ୍ଠ ଅଧିକାରୀମାନଙ୍କୁ ପରାମର୍ଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଗୁରୁବାର…

କାରଖାନା ଓ ବାଷ୍ପିତ୍ର ନିର୍ଦ୍ଦେଶାଳୟର ଡେପୁଟି ଡାଇରେକ୍ଟରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଭୁବନେଶ୍ୱର,୩ା୯ (ବ୍ୟୁରୋ)- ଭିଜିଲାନ୍ସ ଜାଲରେ ଛନ୍ଦି ହୋଇପଡିଛନ୍ତି ଆଉଜଣେ ଉଚ୍ଚପଦସ୍ଥ ସରକାରୀ ଅଫିସର। ସେ ହେଲେ ଡାଇରେକ୍ଟୋରେଟ୍‌ ଅଫ୍‌ ଫ୍ୟାକ୍ଟୋରିଜ୍‌ ଆଣ୍ଡ୍‌ ବଏଲର୍ସ ବା କାରଖାନା ଓ ବାଷ୍ପିତ୍ର ନିର୍ଦ୍ଦେଶାଳୟର ଡେପୁଟି ଡାଇରେକ୍ଟର ରମେଶ ଚନ୍ଦ୍ର ବେହେରା। ଆୟ ବହିର୍ଭୂତ ସମ୍ପତ୍ତି…

୩୦ ପୂର୍ବରୁ ବସିବ ବିଧାନସଭା ଅଧିବେଶନ

ଭୁବନେଶ୍ୱର,୩ା୯(ବ୍ୟୁରୋ)-ସେପ୍ଟେମ୍ବର ୩୦ ତାରିଖ ପୂର୍ବରୁ ବିଧାନସଭା ଅଧିବେଶନ ବସିବ। ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ବର୍ତ୍ତମାନ ରାଜସ୍ଥାନ ବିଧାନସଭା ବସିଛି। ଏନେଇ ସେ ଲୋକସଭା ବାଚସ୍ପତି ଏବଂ ସଚିବଙ୍କ ସହ ଟେଲିଫୋନ ଯୋଗେ କଥା…

ଆର୍‌ଟିଓ ଦେବେ ଆନ୍ତଃ ରାଜ୍ୟ ବସ୍‌ ପର୍‌ମିଟ୍‌

ଭୁବନେଶ୍ୱର,୩ା୯(ବ୍ୟୁରୋ)-ଆନ୍ତଃ ରାଜ୍ୟ ବସ୍‌ ପରିବହନ ପାଇଁ ଆଞ୍ଚଳିକ ପରିବହନ ଅଧିକାରୀ(ଆର୍‌ଟିଓ) ସ୍ବତନ୍ତ୍ର ଅନୁମତି(ସ୍ପେଶାଲ ପର୍‌ମିଟ୍‌) ଦେବେ। ସାଧାରଣ ପରିବହନ ସେବା ପାଇଁ ରାଜ୍ୟ ପରିବହନ କର୍ତ୍ତୃପକ୍ଷ(ଏସ୍‌ଟିଏ)ଙ୍କୁ ଅନୁମତି ଦେବାକୁ ପଡୁଥିଲା। ଅନୁମତି ପାଇବା ପାଇଁ ଏସ୍‌ଟିଏ କାର୍ଯ୍ୟାଳୟରେ ବସ୍‌ମାଲିକ ଓ ସେମାନଙ୍କର…

ଭୁବନେଶ୍ୱରରୁ ଆଜି ୫୮୦ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୩।୯(ବ୍ୟୁରୋ)-ଭୁବନେଶ୍ୱର ମହାନଗର ନିଗମ(ବିଏମସି)ରୁ ଆଜି ପୁଣି ୫୮୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ କ୍ୱାରାଣ୍ଟାଇନରୁ ୨୨୧ଜଣ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମିତଙ୍କ ସଂଖ୍ୟା ୩୫୯ ରହିଛି। ୟୁନିଟ-୮ରୁ ୭, ୟୁନିଟ-୨ରୁ ୨, ଟଙ୍କପାଣି ରୋଡରୁ ୪,…

ରାଜ୍ୟରେ ଆଜି ୩୨୭୮ କରୋନା ଆକ୍ରାନ୍ତ ସୁସ୍ଥ: ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୩।୯(ବ୍ୟୁରୋ)-ରାଜ୍ୟରେ ଗୁରୁବାର ଆଉ ୩୨୭୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୫୧୧ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଗଞ୍ଜାମରୁ ୩୬୮, କଟକରୁ ୨୩୦, ଯାଜପୁରରୁ ୧୯୫, ରାୟଗଡାରୁ ୧୮୭, ବରଗଡରୁ ୧୮୫, ବାଲେଶ୍ୱରରୁ ୧୨୪, ପୁରୀରୁ ୧୨୨,…

ସେପ୍ଟେମ୍ବର ୯ ରୁ ଭୁବନେଶ୍ୱର-ସୁରତକୁ ବିମାନ ସେବା ଆରମ୍ଭ

ଭୁବନେଶ୍ୱର,୩।୯(ବ୍ୟୁରୋ)-ସେପ୍ଟେମ୍ବର ୯ ତାରିଖରୁ ପୁଣି ସୁରତକୁ ଆରମ୍ଭ ହେବ ବିମାନ ସେବା। ସୁରତରୁ ବିମାନ ଅପରାହ୍ନ ସାଢେ ୩ଟାରେ ବାହାରି ୫ଟା ୨୦ରେ ଭୁବନେଶ୍ୱରରେ ପହଞ୍ଚିବ। ସେହିପରି ଭୁବନେଶ୍ୱରରୁ ୪ଟା ୨୦ରୁ ବାହାରି ରାତି ୮ଟା ୧୦ରେ ସୁରତରେ ପହଞ୍ଚିବ। ସପ୍ତାହର…

ଶନିବାର ପ୍ରକାଶ ପାଇବ ଯୁକ୍ତ ୨ କଳା ପରୀକ୍ଷାଫଳ

ଭୁବନେଶ୍ୱର,୩।୯(ବ୍ୟୁରୋ): ଆସନ୍ତା ଶନିବାର ଯୁକ୍ତ ୨ କଳା ପରୀକ୍ଷାଫଳ ପ୍ରକାଶ ପାଇବ। ଅପରାହ୍ନ ୪ଟାରେ ସିଏଚ୍‌ଏସ୍‌ଇର କାର୍ଯ୍ୟାଳୟରେ ଫଳ ପ୍ରକାଶ ପାଇବା ନେଇ ଗୁରୁବାର ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି। ତେବେ ପୂର୍ବରୁ ବାଣିଜ୍ୟ ଓ…

ମନ୍ତ୍ରୀ ପଦ୍ମିନୀ ଦିଆନ କରୋନା ପଜିଟିଭ୍‌

ଭୁବନେଶ୍ୱର,୩।୯(ବ୍ୟୁରୋ): ହସ୍ତତନ୍ତ ଓ ବୟନ ଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନ କରୋନା ଆକ୍ରାନ୍ତ ହୋଇଛନ୍ତି। ତାଙ୍କ ରିପୋର୍ଟ ପଜିଟିଭ୍‌ ଆସିବା ପରେ ସେ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିଥିବା ନେଇ ସେ ଗୁରୁବାର ସୂଚନା ଦେଇଛନ୍ତି। ତେବେ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?