ମେଟ୍ରୋ

‘କରୋନା’ ମୁକାବିଲାରେ ଷ୍ଟାର୍ଟଅପ୍‌

ଭୁବନେଶ୍ୱର, ୧୪ା୪: କରୋନା ମୁକାବିଲା ପାଇଁ ଏବେ ସାମୂହିକ ଲଢ଼େଇ ଚାଲିଛି। ଲକ୍‌ଡାଉନ୍‌ ପାଇଁ ବର୍ତ୍ତମାନ ଉପୁଜୁଥିବା ବିଭିନ୍ନ ସମସ୍ୟାର ସମାଧାନ ସବୁଠୁ ଗୁରୁତ୍ୱପୂର୍ଣ୍ଣ ହୋଇପଡିଛି। ଏଭଳିସ୍ଥଳେ ସ୍ବାସ୍ଥ୍ୟ ସେବା, ଟେକ୍ନୋଲୋଜି ଇଣ୍ଡଷ୍ଟ୍ରି, ସାମାଜିକ ଓ ସରକାରୀ କ୍ଷେତ୍ରରେ କାର୍ଯ୍ୟ...

ଆଉ ଜଣେ କରୋନା ପଜିଟିଭ ଚିହ୍ନଟ: ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୫୬କୁ ବୃଦ୍ଧି

ଭୁବନେଶ୍ୱର,୧୪।୪(ବ୍ୟୁରୋ): ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସୋମବାର ପରୀକ୍ଷା କରାଯାଇଥିବା ନମୁନା ମଧ୍ୟରୁ ଜଣଙ୍କଠାରେ କରୋନା ପଜିଟିଭ ଆସିଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ୱେବସାଇଟରୁ ଏହି ସୂଚନା ମିଳିଛି। ତେବେ ଏହି...

ରାଜ୍ୟରେ ୫ମାସ ପାଇଁ ଔଷଧ, ଚିକିତ୍ସା ଉପକରଣ ଉପଲବ୍ଧ

ଭୁବନେଶ୍ୱର, ୧୪ା୪(ବ୍ୟୁରୋ): ରାଜ୍ୟ ସରକାର କରୋନା ମୁକାବିଲା ପାଇଁ ସମସ୍ତ ପଦକ୍ଷେପ ନେଇଛନ୍ତି। ୯ ମାସ ପାଇଁ ଆବଶ୍ୟକ ଔଷଧ ଓ ଚିକିତ୍ସା ଉପକରଣ ମହଜୁଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ତେବେ ୫ମାସ ପାଇଁ ଯଥେଷ୍ଟ ପରିମାଣର ଆବଶ୍ୟକ ଔଷଧ...

୧୧୪୫ ଗାଡି ଜବତ, ମାସ୍କ ନ ପିନ୍ଧି ତଣ୍ଡ ଗଣିଲେ ୧୬୭

ଭୁବନେଶ୍ୱର,୧୪ା୪(ବ୍ୟୁରୋ): ଟୁଇନ ସିଟି କଟକ ଓ ଭୁବନେଶ୍ୱରରେ ବାରମ୍ବାର ସଚେତନ ସତ୍ତ୍ୱେ ଲକ୍‌ଡାଉନକୁ ଲୋକେ ମାନୁନାହାନ୍ତି। ଘରେ ରହିବା ବଦଳରେ ବିନା କାର୍ଯ୍ୟରେ ବାହାରେ ବୁଲୁଛନ୍ତି। ପୋଲିସକୁ ମିଛ କହି ଧରାପଡିବା ପରେ ବାଇକ୍‌, କାର ଜବତ ସାଙ୍ଗକୁ ମାସ୍କ...

‘ବାହାର ରାଜ୍ୟରେ ଫସିଥିବା ଓଡ଼ିଆ ଶ୍ରମିକଙ୍କୁ ଖାଦ୍ୟ ଯୋଗାଇ ଦିଆଯାଉ’

ଭୁବନେଶ୍ୱର,୧୪ା୪(ବ୍ୟୁରୋ): ଲକ୍‌ଡାଉନ ଯୋଗୁ ବାହାର ରାଜ୍ୟରେ ଫସିଯାଇଥିବା ଓଡ଼ିଆ ଶ୍ରମିକଙ୍କ ପାଇଁ ଖାଦ୍ୟ ବ୍ୟବସ୍ଥା କରିବାକୁ କେନ୍ଦ୍ରମନ୍ତ୍ରୀ ରାମ ବିଳାସ ପାଶ୍ବାନଙ୍କୁ ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଅନୁରୋଧ କରିଛନ୍ତି। ଖାଉଟି...

ଶ୍ରମିକ ନେତା ସୌରିବନ୍ଧୁ କରଙ୍କ ପରଲୋକ

ଭୁବନେଶ୍ୱର,୧୪ା୪ (ବ୍ୟୁରୋ): ବିଶିଷ୍ଟ ଟ୍ରେଡ୍‌ ୟୁନିୟନ ନେତା ତଥା ଲେଖକ ସୌରିବନ୍ଧୁ କରଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ୭୨ ବର୍ଷ ହୋଇଥିଲା। ସେ ଅସୁସ୍ଥତା କାରଣରୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ। ୧୯୪୮ରେ ଯାଜପୁର...

ଆଜିଠୁ ବସ୍ତିବାସିନ୍ଦାଙ୍କ ସ୍ବାସ୍ଥ୍ୟ ପରୀକ୍ଷା

ଭୁବନେଶ୍ୱର, ୧୪ା୪(ବ୍ୟୁରୋ): ଭୁବନେଶ୍ୱରରେ ବସବାସ କରୁଥିବା ବସ୍ତିବାସିନ୍ଦାଙ୍କ ସ୍ବାସ୍ଥ୍ୟ ପରୀକ୍ଷା ମଙ୍ଗଳବାରଠାରୁ ଆରମ୍ଭ ହେବ। ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଦ୍ୱାରା ଏହି କାର୍ଯ୍ୟ ହାତକୁ ନିଆଯାଇଥିବା ବେଳେ ରାଜଧାନୀର ୩୭୦ ଅଙ୍ଗନଓ୍ବାଡି କେନ୍ଦ୍ରର ତଥ୍ୟ ଅନୁସାରେ ବସ୍ତିରୁ ବସ୍ତି...

ଶ୍ରୀଲିଙ୍ଗରାଜ ମାର୍କେଟରେ ସାମାଜିକ ଦୂରତ୍ୱ ଅମାନ୍ୟ

ଭୁବନେଶ୍ୱର, ୧୪ା୪(ବ୍ୟୁରୋ): କରୋନା ସଂକ୍ରମଣକୁ ଏଡ଼ାଇବାକୁ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଲୋକଙ୍କୁ ସଚେତନ କରିବାରେ ଲାଗିପଡିଛି। ହେଲେ ହାଟଗୁଡିକରେ ସାମାଜିକ ଦୂରତ୍ୱକୁ ବ୍ୟବସାୟୀ ଓ ଲୋକେ ଅମାନ୍ୟ କରି ଗହଳି କରୁଛନ୍ତି। ବିଏମ୍‌ସି ରାଜଧାନୀର ମୁଖ୍ୟ ହାଟକୁ ୬୮ ଭାଗରେ...

କରୋନା ପାଇଁ କମିଲା ବିଏମ୍‌ସିର ରାଜସ୍ବ

ଭୁବନେଶ୍ୱର, ୧୪ା୪(ବ୍ୟୁରୋ): ୨୦୧୯-୨୦ ଆର୍ଥିକ ବର୍ଷରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ର ରାଜସ୍ବ ଆଦାୟ ଲକ୍ଷ୍ୟ ଅପେକ୍ଷାକୃତ ହ୍ରାସ ପାଇଛି। ବିଏମ୍‌ସି ୨୦୧୯-୨୦ ଆର୍ଥିକ ବର୍ଷ ଶେଷ ସୁଦ୍ଧା ୧୫୦ କୋଟିର ରାଜସ୍ବ ଲକ୍ଷ୍ୟ ରଖିଥିଲା। ହେଲେ ରାଜସ୍ବ ୧୦୦...

ସୁନ୍ଦରପଦା, ଯଦୁପୁରରୁ ହଟିଲା ଆବଦ୍ଧାଞ୍ଚଳ କଟକଣା

ଭୁବନେଶ୍ୱର, ୧୩ା୪(ବ୍ୟୁରୋ): ଭୁବନେଶ୍ୱରର ଦୁଇଟି ଅଞ୍ଚଳ ସୁନ୍ଦପରଦା ଓ ଯଦୁପୁର-ବେଗୁନିଆରୁ କଣ୍ଟେନ୍‌ମେଣ୍ଟ ଅଞ୍ଚଳ ବା ଆବଦ୍ଧାଞ୍ଚଳ କଟକଣା ହଟଛି। ସମ୍ପୃକ୍ତ ଅଞ୍ଚଳରେ ନିୟୋଜିତ ଡାକ୍ତରୀ ଟିମ୍‌ଙ୍କ ସର୍ଭେ ଏବଂ ପରୀକ୍ଷା ରିପୋର୍ଟ ଆସିବା ପରେ ଆବଦ୍ଧାଞ୍ଚଳ ନିୟମ ହଟାଯାଇଥିବା ଭୁବନେଶ୍ବର...

ପୁଣି ଜଣେ କରୋନା ପଜିଟିଭ ଚିହ୍ନଟ : ରାଜ୍ୟରେ ଆକ୍ରାନ୍ତ ସଂଖ୍ୟା ହେଲା ୫୫

ଭୁବନେଶ୍ୱର,୧୩।୪: (ବ୍ୟୁରୋ)- ରାଜ୍ୟରେ ପୁଣି ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୫୫ରେ ପହଁଚିଛି।ସୋମବାର କରୋନା ପଜିଟିଭ ଚିହ୍ନଟ ହୋଇଥିବା ୩୫ ବର୍ଷୀୟ ଯୁବକ ଜଣଙ୍କ ବମିଖାଲ ଅଂଚଳର ହୋଇଥିବା ରାଜ୍ୟ କରୋନା ସଚେତନତା...

ସାଲେପୁର, ନିଶ୍ଚିନ୍ତକୋଇଲି ଅଞ୍ଚଳରୁ ହଟିଲା କଣ୍ଟେନମେଣ୍ଟ

କଟକ ଅଫିସ, ୧୩।୪: କଟକ ଜିଲା ସାଲେପୁର ଓ ନିଶ୍ଚିନ୍ତକୋଇଲି ଅଞ୍ଚଳରୁ କଣ୍ଟେନମେଣ୍ଟ କଟକଣାକୁ ସୋମବାର ହଟାଇ ଦିଆଯାଇଛି। ସାଲେପୁର ତହସିଲ ମିର୍ଜାପୁର ପଞ୍ଚାୟତ ୧୨ ଓ ୧୩ ନମ୍ବର ଓ୍ବାର୍ଡରୁ କଣ୍ଟେମେଣ୍ଟ ହଟାଯାଇଥିବା ବେଳେ ନିଶ୍ଚିନ୍ତକୋଇଲି ତହସିଲ ଜୟରାମପୁର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri