ମେଟ୍ରୋ

ପୁଣି ୮ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୩।୯(ବ୍ୟୁରୋ): ରାଜ୍ୟରେ କରୋନା ଯୋଗୁ ପୁଣି ୮ଜଣଙ୍କ ମୃତ୍ୟୁ ହୋଇଥିବା ସ୍ବାସ୍ଥ୍ୟ ଏବଂ କରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ମୃତ ୮ ବ୍ୟକ୍ତିଙ୍କ ମଧ୍ୟରେ କଟକରୁ ୩, ଗଞ୍ଜାମରୁ ୨, ବାଲଶ୍ୱର, କନ୍ଧମାଳ ଏବଂ ଖୋର୍ଦ୍ଧା…

CORONAVIRUS UPDATE: ଆଜି ରାଜ୍ୟରେ ପୁଣି ୩୬୩୧ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୩।୯(ବ୍ୟୁରୋ): ରାଜ୍ୟରେ ପୁଣି ୩୬୩୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୨୧୪ କ୍ୱରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୪୧୭ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି।…

ଆଇଓସିଏଲ୍‌ ବସାଇବ ଗ୍ରାସ୍‌ରୁଟ ନିଡେଲ କୋକର ୟୁନିଟ୍‌

ଭୁବନେଶ୍ୱର,୩ା୯ : ଇଣ୍ଡିଆନ ଅଏଲ୍‌ କର୍ପୋରେଶନ ଲିମିଟେଡ(ଆଇଓସିଏଲ୍‌) ପକ୍ଷରୁ ଏହାର ପାରାଦୀପ ରିଫାଇନେରିଠାରେ ଗ୍ରାସ୍‌ରୁଟ୍‌ ନିଡେଲ କୋକର ୟୁନିଟ୍‌ ସ୍ଥାପନ କରାଯିବ। କମ୍ପାନୀ ବୋର୍ଡ ଏ ନେଇ ପ୍ରଥମ ପର୍ଯ୍ୟାୟ କାର୍ଯ୍ୟଧାରାକୁ ନିକଟରେ ମଞ୍ଜୁରୀ ପ୍ରଦାନ କରିଛି। ନିଜସ୍ବ ଗବେଷଣା ଏବଂ…

ଏସ୍‌ସିବିରେ କାର୍ଯ୍ୟକ୍ଷମ ହେବ ପ୍ରସ୍ତାବିତ କୋଭିଡ୍‌ ହସ୍ପିଟାଲ

କଟକ ଅଫିସ,୨ା୯:ଏସ୍‌ସିବି ଆଇସୋଲେଶନ ୱାର୍ଡରେ ବର୍ତ୍ତମାନ କ୍ଷମତାଠାରୁ ଅଧିକ ସଂଖ୍ୟକ କରୋନା ଆକ୍ରାନ୍ତ ଓ ସନ୍ଦିଗ୍ଧଙ୍କ ଚିକିତ୍ସା କରାଯାଉଛି। ଏଥିଯୋଗୁ ରୋଗୀ ସେବା ପ୍ରଭାବିତ ହେବା ସହ ରୋଗୀ, ରୋଗୀ ସମ୍ପର୍କୀୟ ଓ ସ୍ବାସ୍ଥ୍ୟକର୍ମୀମାନେ ଏକ ପ୍ରକାର ମାନଶିକ ଚାପ ମଧ୍ୟରେ…

ଅବଧି ୧୦ ଦିନ ବୃଦ୍ଧି ପାଇଁ ୟୁଜିସିକୁ ଅନୁରୋଧ

ଭୁବନେଶ୍ୱର, ୨।୯(ବ୍ୟୁରୋ): ୟୁଜି ଓ ପିଜି ଶେଷ ସେମିଷ୍ଟର ପରୀକ୍ଷା ସେପ୍ଟେମ୍ବର ୩୦ ସୁଦ୍ଧା ସାରିବାକୁ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ପକ୍ଷରୁ ଧାର୍ଯ୍ୟ କରାଯାଇଛି। ହେଲେ ଏହାକୁ ଅକ୍ଟୋବର ୧୦ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିବା ପାଇଁ ରାଜ୍ୟ ସରକାର…

ଖୋଲିବ ରେଷ୍ଟୁରାଣ୍ଟ, ବାର୍‌

ଭୁବନେଶ୍ୱର(ବ୍ୟୁରୋ),୩ା୯:ଦୀର୍ଘଦିନ ପରେ ପୁଣିଥରେ ରେଷ୍ଟୁରାଣ୍ଟରେ ବସି ଖାଇପାରିବେ ଲୋକେ। ଅନ୍‌ଲକ୍‌ ୪.୦ ଗାଇଲାଇନ୍‌ ଅନୁଯାୟୀ ରାଜ୍ୟରେ ରେଷ୍ଟୁରାଣ୍ଟ ଓ ବାର୍‌କୁ ସର୍ବସାଧାରଣଙ୍କ ପାଇଁ ଖୋଲିବାକୁ ଅନୁମତି ମିଳିବା ପରେ ବୁଧବାର ପର୍ଯ୍ୟଟନ ବିଭାଗ ନିର୍ଦ୍ଦେଶକ ସଚିନ ରାମଚନ୍ଦ୍ର ଯାଦବ ଏନେଇ ହୋଟେଲ…

୫୦ହଜାର ଟଙ୍କାରେ ଶିଶୁପୁତ୍ର ବିକ୍ରି ଅଭିଯୋଗ

ଭୁବନେଶ୍ୱର,୩ା୯(ବ୍ୟୁରୋ):ଜନ୍ମପୂର୍ବରୁ ମା’ର ଗର୍ଭ ନଷ୍ଟ କରିବାକୁ ଚାହୁଁଥିଲେ ବାପା। ହେଲେ ଜନ୍ମ ପରେ ଶିଶୁପୁତ୍ରଙ୍କୁ ଅନ୍ୟଜଣଙ୍କୁ ୫୦ହଜାର ଟଙ୍କାରେ ବିକ୍ରି କରିଦେଲେ। ଗତ କିଛିମାସ ତଳେ ରାଜଧାନୀରେ ଏହି ସ୍ପର୍ଶକାତର ଘଟଣା ଘଟିଥିଲା। ପୋଲିସଠାରୁ ନ୍ୟାୟ ନ ପାଇ ଶିଶୁପୁତ୍ରର ମା’…

ଓଡ଼ିଶୀ ସଙ୍ଗୀତ’ ପାଇଁ ବାଟ ଖୋଲିଲା

ଭୁବନେଶ୍ୱର,୩ା୯(ବ୍ୟୁରୋ):ଦୀର୍ଘଦିନ ଧରି ନିଜ ହକ୍‌ ପାଇପାରୁ ନ ଥିବା ଓଡ଼ିଶୀ ସଙ୍ଗୀତକୁ ମିଳିବ ଶାସ୍ତ୍ରୀୟ ମାନ୍ୟତା। ଓଡ଼ିଶୀକୁ ଶାସ୍ତ୍ରୀୟ ମାନ୍ୟତା ଦେବାଲାଗି ନିଆଯିବ ତ୍ୱରିତ ପଦକ୍ଷେପ। ଓଡ଼ିଶୀକୁ ଶାସ୍ତ୍ରୀୟ ମାନ୍ୟତା ପାଇଁ କେନ୍ଦ୍ରକୁ ଅନୁରୋଧ ପ୍ରସ୍ତାବ ବୁଧବାର ରାଜ୍ୟ କ୍ୟାବିନେଟ୍‌ରେ ପାରିତ…

୭ ପ୍ରକଳ୍ପ ଲାଗି ଖର୍ଚ୍ଚ ହେବ ୩୨୦୫.୬୭ କୋଟି

ଭୁବନେଶ୍ୱର,୩ା୯(ବ୍ୟୁରୋ): ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ ଷ୍ଟେଟ ଲେବେଲ ସିଙ୍ଗିଲ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି(ଏସ୍‌ଏଲ୍‌ଏସଡବ୍ଲ୍ୟୁସିଏ)ବୈଠକରେ ୭ ପୁଞ୍ଜି ବିନିଯୋଗ ପ୍ରସ୍ତାବକୁ ଅନୁମୋଦନ ମିଳିଛି। ଏଗୁଡ଼ିକର ମୋଟ ମୂଲ୍ୟ ୩୨୦୫.୬୭ କୋଟି ଟଙ୍କା। ଏହାଦ୍ୱାରା ୨୪୯୪ଙ୍କ…

‘ଆୟକର ପ୍ରଶାସନକୁ ପାରଦର୍ଶୀ କରିବ ନୂଆ ବ୍ୟବସ୍ଥା’

ଭୁବନେଶ୍ୱର,୩ା୯:ଲୋକ ଚରିତ୍ର ମହାନ୍‌ ହେଲେ ପ୍ରଶାସନିକ କଟକଣା ଓ ଆଇନର ଛାଟ ଅନାବଶ୍ୟକ। ଟିକସ ପଇଠ କରିବାକୁ ସକ୍ଷମ ବ୍ୟକ୍ତିବିଶେଷ ସ୍ବେଚ୍ଛାକୃତ ଭାବେ ଆଗେଇ ଆସିବାର ଆବଶ୍ୟକତା ରହିଛି। ନୂଆ ବ୍ୟବସ୍ଥା ଆୟକର ପ୍ରଶାସନକୁ ସ୍ବଚ୍ଛ ଏବଂ ପାରଦର୍ଶୀ କରିବା ସହ…

ବିଶ୍ୱବିଦ୍ୟାଳୟ ପାଇଁ ଗୋଟିଏ ଆଇନ

ଭୁବନେଶ୍ୱର,୩ା୯(ବ୍ୟୁରୋ):ରାଜ୍ୟରେ ସମସ୍ତ ବିଶ୍ୱବିଦ୍ୟାଳୟ ପାଇଁ ଗୋଟିଏ ଆଇନ ହେବ। ପୂର୍ବରୁ ପ୍ରଚଳିତ ଓଡ଼ିଶା ବିଶ୍ୱବିଦ୍ୟାଳୟ ଆଇନ-୧୯୮୯କୁ ସଂଶୋଧନ କରାଯିବ। ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଦିଆଯାଇଥିବା ଏହି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ ଅନୁମୋଦନ କରିଛି। ବୁଧବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ…

କଟକ ସହରରୁ ୨୧୦ କରୋନା ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ,୨।୯-କଟକ ସହରରୁ ବୁଧବାର ୨୧୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କ୍ବାରାଣ୍ଟାଇନରୁ ୧୩୮ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୭୨ ଲୋକାଲ କଣ୍ଟାକ୍ଟ କେସ ରହିଛି। ୧୫ ଜଣ କୋଭିଡ ଯୋଦ୍ଧା ଚିହ୍ନଟ ହୋଇଛନ୍ତି। ଏହାସହିତ ଏସ୍‌ସିବି ମେଡିକାଲ ଆଇସୋଲେଶନର୧୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?