ମେଟ୍ରୋ

ଗ୍ରାମାଞ୍ଚଳ, ଜନଜାତି ଅଞ୍ଚଳରେ ଶିକ୍ଷାର ପାର୍ଥକ୍ୟକୁ ଦୂର କରିବ ନୂଆ ଶିକ୍ଷାନୀତି: ଧର୍ମେନ୍ଦ୍ର

ଭୁବନେଶ୍ୱର,୧।୯(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନୂଆ ଶିକ୍ଷା ନୀତି ୨୦୨୦ ତଥା ଏହାର ଅଧୀନରେ ଗଠିତ ସ୍ବତନ୍ତ୍ର ଶିକ୍ଷା ଜୋନ ଗ୍ରାମାଞ୍ଚଳ ତଥା ଜନଜାତି ଅଞ୍ଚଳରେ ଥିବା ଶିକ୍ଷାର ପାର୍ଥକ୍ୟକୁ ଦୂର କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିବ। ଓଡ଼ିଶା ସମେତ…

୨୫ ଓଏଏସ୍‌ ଅଫିସର୍‌ଙ୍କ ବଦଳି

ଭୁବନେଶ୍ୱର,୧।୯ (ବ୍ୟୁରୋ): ରାଜ୍ୟ ସରକାର ସୋମବାର ଓଏଏସ୍‌ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ୨୫ ଜଣ ଓଏଏସ୍‌ ଅଧିକାରୀଙ୍କୁ ବିଭିନ୍ନ ସ୍ଥାନକୁ ବଦଳି କରାଯାଇଛି। ସେମାନଙ୍କ ମଧ୍ୟରେ ଶୈଳେନ୍ଦ୍ର କୁମାର ଦ୍ୱିବେଦୀଙ୍କୁ ପର୍ଯ୍ୟଟନ ବିଭାଗ ଅତିରିକ୍ତ ସଚିବ, କୃଷ୍ଣପ୍ରସାଦ ପତିଙ୍କୁ ଇଆଣ୍ଡ୍‌ଆଇଟି…

ଆଜିଠୁ ଜେଇଇ ମେନ୍‌

ଭୁବନେଶ୍ୱର, ୧।୯(ବ୍ୟୁରୋ): ଓଡ଼ିଶା ସମେତ ସାରା ଦେଶରେ ମଙ୍ଗଳବାରଠାରୁ ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ ମେନ୍‌) ଆରମ୍ଭ ହେଉଛି। ଏହା ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ଚାଲିବ। ଏଥିପାଇଁ ଚଳିତବର୍ଷ ରାଜ୍ୟର ମୋଟ ୭ ସହରରେ ୨୬ଟି କେନ୍ଦ୍ର କରାଯାଇଥିବାବେଳେ ପ୍ରାୟ…

ପ୍ରଶାନ୍ତ ଭୂଷଣ ରାୟ: ସାଧାରଣରେ ନାପସନ୍ଦ

ଭୁବନେଶ୍ୱର,୧।୯(ବ୍ୟୁରୋ): ଦୀର୍ଘଦିନ ଧରି ଜାତୀୟସ୍ତରଠାରୁ ଆରମ୍ଭକରି ଆଞ୍ଚଳିକ ଗଣମାଧ୍ୟମ ଏବଂ ସାଧାରଣରେ ଚର୍ଚ୍ଚାର ବିଷୟ ପାଲଟିଥିବା ସାମାଜିକ କର୍ମୀ ତଥା ଆଇନଜୀବୀ ପ୍ରଶାନ୍ତ ଭୂଷଣଙ୍କ ଅଦାଲତ ଅବମାନନା ମାମଲାର ରାୟ ସୋମବାର ପ୍ରକାଶ ପାଇଛି। ସୁପ୍ରିମକୋର୍ଟ ଶୁଣାଇଥିବା ରାୟ ବେଶ୍‌ ଆଶ୍ଚର୍ଯ୍ୟ…

ପ୍ରଣବଙ୍କ ବିୟୋଗରେ ମନ୍ତ୍ରୀ, ରାଜନେତାଙ୍କ ଶୋକ

ଭୁବନେଶ୍ୱର,୧।୯(ବ୍ୟୁରୋ): ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀ, ରାଜ୍ୟମନ୍ତ୍ରୀ ଓ ବିଭିନ୍ନ ରାଜନୈତିକ ଦଳର ନେତାମାନେ ଶୋକ ପ୍ରକାଶ କରିଛନ୍ତି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଣବଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି। ଟୁଇଟ୍‌ କରି ଧର୍ମେନ୍ଦ୍ର ଶୋକ ବାର୍ତ୍ତାରେ…

‘ଲୋକଙ୍କ ଆବଶ୍ୟକତା ପୂରଣ କର’

ଭୁବନେଶ୍ୱର,୧।୯(ବ୍ୟୁରୋ): କୋଭିଡ୍‌ ମହାମାରୀ ସମୟରେ ଲୋକମାନଙ୍କର ବଢୁଥିବା ପାୈର ସେବା ଆବଶ୍ୟକତାକୁ ପୂରଣ କର। ସୋମବାର ସ୍ବାୟତ୍ତ ଶାସନ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ସମସ୍ତ ସ୍ବାୟତ୍ତ ଶାସନ ସଂସ୍ଥାଗୁଡିକୁ ଏହି ଆହ୍ବାନ ଦେଇଛନ୍ତି। ଲୋକସେବା ଭବନରେ ଅନୁଷ୍ଠିତ…

କରୋନା ମୁକାବିଲା: ଓଡ଼ିଶା ଆସିବେ କେନ୍ଦ୍ରୀୟ ଟିମ୍‌

ଭୁବନେଶ୍ୱର, ୧।୯(ବ୍ୟୁରୋ): କରୋନା ମୁକାବିଲା ପାଇଁ କେନ୍ଦ୍ରୀୟ ଟିମ୍‌ ଓଡ଼ିଶା ଆସିବେ। କୋଭିଡ୍‌ ପରିଚାଳନାରେ ରାଜ୍ୟ ସରକାରଙ୍କୁ ଏହି ଟିମ୍‌ ସହାୟତା କରିବେ। ବିଶେଷକରି କଣ୍ଟେନମେଣ୍ଟ, ସର୍ଭେଲାନ୍ସ, ଟେଷ୍ଟିଂ ଆଦିରେ କେନ୍ଦ୍ରୀୟ ଟିମ୍‌ ପ୍ରଶାସନକୁ ଆବଶ୍ୟକ ସହାୟତା ଯୋଗାଇ ଦେବେ ବୋଲି…

ଯୁକ୍ତ୨ ନାମଲେଖା ଆବେଦନ ଅବଧି ବୃଦ୍ଧି

ଭୁବନେଶ୍ୱର, ୧।୯(ବ୍ୟୁରୋ): ଯୁକ୍ତ୨ ନାମଲେଖା ପାଇଁ ଆବେଦନ ଅବଧିକୁ ବୃଦ୍ଧି କରାଯାଇଛି। ରାଜ୍ୟରେ ବନ୍ୟା ସ୍ଥିତି ଉପୁଜିଥିବାରୁ ରାଜ୍ୟ ସରକାର ଆବେଦନ ପାଇଁ ଛାତ୍ରୀଛାତ୍ରଙ୍କୁ ଅଧିକ ସମୟ ଦେଇଛନ୍ତି। ପୂର୍ବରୁ ସେପ୍ଟେମ୍ବର ୪ ଶେଷ ତାରିଖ ରହିଥିଲା। ଏବେ ଆଉ ୭…

ରାଜ୍ୟ ସରକାରଙ୍କ ସେପ୍ଟେମ୍ବର ଗାଇଡ୍‌ଲାଇନ: ଜାଣନ୍ତୁ କ’ଣ ରହିବ ଖୋଲା, କ’ଣ ପଡିବ ତାଲା

ଭୁବନେଶ୍ୱର,୩୧।୮(ବ୍ୟୁରୋ)-ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ସେପ୍ଟେମ୍ବର ପାଇଁ ଗାଇଡଲାଇନ ଜାରି କରାଯାଇଛି। ଏହି ଗାଇଡଲାଇନ ଅନୁଯାୟୀ କଣ୍ଟେନମେଣ୍ଟ ଜୋନରେ ସେପ୍ଟେମ୍ବର ୩୦ ଯାଏ ଲକ ଡାଉନ ଜାରି ରହିବ। ତେବେ ରାଜ୍ୟରେ ଲାଗୁ ହେଉଥିବା ରାତ୍ରିକାଳୀନ କର୍ଫ୍ୟୁ ଏବଂ ସପ୍ତାହାନ୍ତ ଶଟଡାଉନ…

ରାଜ୍ୟରେ ସୁସ୍ଥ ହେଲେ ଆଉ ୪,୦୫୩ ଆକ୍ରାନ୍ତ: ରାୟଗଡାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୩୧।୮(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୪୦୫୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ରାୟଗଡା ଜିଲାରୁ ସର୍ବାଧିକ ୬୦୮ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୪୬୮, ଖୋର୍ଦ୍ଧାରୁ ୩୭୦, ଯାଜପୁରରୁ ୩୩୯, ଗଞ୍ଜାମରୁ ୨୩୩, ସୁନ୍ଦରଗଡରୁ ୨୧୭, କୋରାପୁଟରୁ ୧୭୫, ଭଦ୍ରକରୁ ୧୭୨,…

ଆକାଶ ମାର୍ଗରୁ ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ନବୀନ

ଭୁବନେଶ୍ୱର,୩୧।୮(ବ୍ୟୁରୋ)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଆକାଶ ମାର୍ଗରୁ ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କରିଛନ୍ତି। ଏହାପରେ ଏକ ଉଚ୍ଚସ୍ତରୀୟ ବୈଠକରେ ଯୋଗଦେଇ ବନ୍ୟା ପରିସ୍ଥିତି, ରିଲିଫ ଓ ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କରିଥିଲେ। ବନ୍ୟା ଯୋଗୁ ସ୍ଥାନାନ୍ତରିତ ସବୁ ଲୋକଙ୍କୁ ଆଶ୍ରୟସ୍ଥଳରେ…

ଭୁବନେଶ୍ୱରରେ ପୁଣି ୪୦୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୩୧।୮(ବ୍ୟୁରୋ): ଭୁବନେଶ୍ୱରରୁ ସୋମବାର ୪୦୪ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜଧାନୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୪୨୫ରେ ପହଞ୍ଚିଛି। ତେବେ ଆଜି ୨୭ ନଂ. ଓ୍ବାର୍ଡରୁ ସର୍ବାଧିକ ୨୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ୪୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?