ବିଜେଡିରେ ଲିଡରସିପ୍ କ୍ରାଇସିସ: ଦଳ ଚଳାଉଥିବା ଡାଇରେକ୍ଟର ପାର୍ଟି ଛାଡ଼ି ପଳାଇବା ଯୋଜନାରେ କାହିଁକି ଏମିତି କହିଲେ କୃଷ୍ଣ
ଭୁବନେଶ୍ୱର,୫।୪: ବିଜେଡି କନ୍ଦଳକୁ ନେଇ ବଡ଼ ବୟାନ ଦେଲେ ଯୋଗାଣ ମନ୍ତ୍ରୀ କୃଷ୍ଣ ପାତ୍ର। ବିଜେଡି ଭବିଷ୍ୟତ ଏବେ ଅନ୍ଧାର ବୋଲି ସେ କହିଛନ୍ତି। ମନ୍ତ୍ରୀ ଆହୁରି କହିଛନ୍ତି, ଦଳରେ ନେତୃତ୍ୱ ଅଭାବ ରହିଛି। ବିଜେଡିରେ ଲିଡରସିପ କ୍ରାଇସିସ ଚାଲିଛି।...
ସରିଲା ବିଜ୍ନେସ୍ ଏମିନେନ୍ସ ଆଓ୍ବାର୍ଡ -୨୦୨୫
ଭୁବନେଶ୍ୱର,୫ା୪: ଓଡ଼ିଶାପୋଷ୍ଟ ଏବଂ ଧରିତ୍ରୀର ମିଳିତ ଆନୁକୂଲ୍ୟରେ ଶନିବାର ସ୍ବସ୍ତି ପ୍ରିମିୟମରେ ଆୟୋଜିତ ହୋଇଥିବା ବିଜ୍ନେସ୍ ଏମିନେନ୍ସ ଆଓ୍ବାର୍ଡ-୨୦୨୫ ଇତିମଧ୍ୟରେ ଉଦ୍ଯାପିତ ହୋଇଯାଇଛି। କାର୍ଯ୍ୟକ୍ରମ ଶେଷରେ ଧରିତ୍ରୀ ଏବଂ ଓଡ଼ିଶାପୋଷ୍ଟ ମୁଖ୍ୟ କାର୍ଯ୍ୟନିର୍ବାହୀ ଆଦ୍ୟାଶା ସତପଥୀ ଧନ୍ୟବାଦ ଦେଇଥିଲେ। କାର୍ଯ୍ୟକ୍ରମରେ...
ବଦ୍ରିଙ୍କ ତେର୍ଚ୍ଛା ବାଣ: ସସ୍ମିତ ଏତେ ବଡ଼ ସାହସ କଲେ କେମିତି? ତାଙ୍କ ପଛରେ କିଏ?
ଭୁବନେଶ୍ୱର, ୫।୪: ବିଜେଡିରେ ଓ୍ବକଫ ବିଲକୁ ନେଇ ଅସ୍ପଷ୍ଟ ନୀତି ଦଳ ଭିତରେ ଅସ୍ଥିରତା ସୃଷ୍ଟି କରିଛି। ଏହି ବିଲ ଶୁକ୍ରବାର ସକାଳେ ରାଜ୍ୟ ସଭାରେ ପାରିତ ହୋଇଥିବା ସମୟରେ ଦଳୀୟ ଏମପିଙ୍କ ମଧ୍ୟରେ ମତଭେଦ ଦେଖାଦେଇଛି। କୁହାଯାଉଛି ଯେ,...
ଆରମ୍ଭ ହେଲା ବିଜ୍ନେସ୍ ଏମିନେନ୍ସ ଆଓ୍ବାର୍ଡ୍ସ-୨୦୨୫: ଉଦ୍ଘାଟନ କଲେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ
ଭୁବନେଶ୍ୱର,୫ା୪: ଧରିତ୍ରୀ ଏବଂ ଓଡ଼ିଶାପୋଷ୍ଟର ମିଳିତ ଆନୁକୂଲ୍ୟରେ ଶନିବାର ହୋଟେଲ ସ୍ବସ୍ତି ପ୍ରିମିୟମରେ ବିଜ୍ନେସ୍ ଏମିନେନ୍ସ ଆଓ୍ବାର୍ଡସ ୨୦୨୫ ଆରମ୍ଭ ହୋଇଛି। ଉକ୍ତ କାର୍ଯ୍ୟକ୍ରମକୁ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ ପ୍ରଦୀପ ପ୍ରଜ୍ୱଳନ କରି ଉଦ୍ଘାଟନ କରିଛନ୍ତି। ଏହି ଅବସରରେ ସିଂଦେଓ...
Live updates: ବିଜ୍ନେସ୍ ଏମିନେନ୍ସ ଆଓ୍ବାର୍ଡ୍ସ-୨୦୨୫
ଭୁବନେଶ୍ୱର: ଧରିତ୍ରୀ ଏବଂ ଓଡ଼ିଶାପୋଷ୍ଟ ଆନୁକୂଲ୍ୟରେ ଶନିବାର ହୋଟେଲ ସ୍ବସ୍ତି ପ୍ରିମିୟମରେ ବିଜ୍ନେସ୍ ଏମିନେସ୍ସ ଆଓ୍ବାର୍ଡ୍ସ-୨୦୨୫ ଆରମ୍ଭ ହେବାକୁ ଯାଉଛି। ଏହି ଅବସରରେ ଯୋଗ ଦେବାକୁ ଥିବା ସମସ୍ତ ବ୍ୟବସାୟୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଧରିତ୍ରୀ ତଥା ଓଡ଼ିଶା ପୋଷ୍ଟର କାର୍ଯ୍ୟନିର୍ବାହୀ...
ବିଦେଶ ମାଟିରେ ଓଡ଼ିଆ ଖାଦ୍ୟର ଆଦର ବଢୁଛି
ଭୁବନେଶ୍ୱର,୫।୪ (ସୌମ୍ୟରଞ୍ଜନ ରାଉତ): ଓଡ଼ିଆ ଖାଦ୍ୟର ଆଦର ବିଦେଶ ମାଟିରେ ବଢ଼ିବାରେ ଲାଗିଛି। କଳାହାଣ୍ଡି କଲମ୍ପୁରର କଦଳୀ, ଢେଙ୍କାନାଳର ଆମ୍ବ ଓ ପନିପରିବା ସହ ଉପକୂଳ ଏବଂ ପଶ୍ଚିମ ଓଡ଼ିଶାରୁ ମଧ୍ୟ ପରିବା ରପ୍ତାନି ହେଉଛି। ସେହିପରି ବଲାଙ୍ଗୀର ପାଟଣାଗଡ଼ରୁ...
କଇଁଛ ପିଠିରେ ରାସାୟନିକ ରଙ୍ଗରେ ଶ୍ରୀଜଗନ୍ନାଥ
ଭୁବନେଶ୍ୱର,୫।୪ (ବନ୍ଦନା ସେଠୀ)ସୋସିଆଲ୍ ମିଡିଆରେ ଚର୍ଚ୍ଚାକୁ ଆସିବା ସହିତ ଭିୟୁର୍ସ ବଢାଇବା ପାଇଁ ବ୍ଲଗରମାନେ କିଛି ବି କରିବାକୁ ପଛାଉ ନାହାନ୍ତି। ଏପରିକି ନିରୀହ ବନ୍ୟପ୍ରାଣୀଙ୍କୁ ଅତ୍ୟାଚାର କରିବା ତଥା ସେମାନଙ୍କୁ ମାରିବା ପାଇଁ ମଧ୍ୟ କୁଣ୍ଠାବୋଧ କରୁନାହାନ୍ତି। ନିକଟରେ...
ଏତିକି ଟଙ୍କାରେ ମରୀଚି କୁଣ୍ଡ ପାଣି ନିଲାମ ନେଲେ ଜ୍ୟୋତ୍ସ୍ନା
ପୁରୁଣା ଭୁବନେଶ୍ୱର,୫ା୪(ସୁବାସ ଚନ୍ଦ୍ର ପ୍ରଧାନ):ରୁକୁଣା ରଥ ପ୍ରତିଷ୍ଠା ପାଇଁ ମୁକ୍ତେଶ୍ୱର ମନ୍ଦିର ପରିସରରେ ଥିବା ମରୀଚି କୁଣ୍ଡରୁ ପାଣି ଆସିଥିଲା। ଶୁକ୍ରବାର ବିଳମ୍ବିତ ରାତିରେ ଏହି ପାଣି ନିଲାମ କରାଯାଇଛି। ଏହି ନିଲାମର ପ୍ରଥମ ଗରାପାଣିକୁ କଟକ ଦାମୋଦରପୁରର ଜ୍ୟୋତ୍ସ୍ନା...
ଆଜି ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା
ପୁରୁଣା ଭୁବନେଶ୍ୱର,୫ା୪(ସୁବାସ ଚନ୍ଦ୍ର ପ୍ରଧାନ): ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ଶନିବାର ଅନୁଷ୍ଠିତ ହେବ। ଏନେଇ ମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଶୁକ୍ରବାର ବିଳମ୍ବିତ ରାତିରେ ରଥଖଳାରେ ଥିବା ରୁକୁଣା ରଥ ପ୍ରତିଷ୍ଠା କାର୍ଯ୍ୟ ମଧ୍ୟ...
ବର୍ଗର ସାମ୍ରାଜ୍ୟରେ ଓଡ଼ିଆ ଉଦ୍ୟୋଗୀ ବିରଜା
ଦେଶରେ ମ୍ୟାକ୍ଡୋନାଲ୍ଡସ୍, ଡୋମିନସ୍ ଏବଂ କେଏଫ୍ସି ଭଳି ଫାଷ୍ଟଫୁଡ୍ ବ୍ରାଣ୍ଡ୍ର ଚାହିଦା ରହିଥିବାବେଳେ ବର୍ଗର୍ ବଜାରରେ ହୋମଗ୍ରୋନ୍ ବ୍ରାଣ୍ଡ୍ ‘ବିଗିଜ୍ ବର୍ଗର୍’ ନିଜର ସ୍ଥିତି ସୁଦୃଢ଼ କରିପାରିଛି। ଓଡ଼ିଆ ଉଦ୍ୟୋଗୀ ବିରଜା ରାଉତଙ୍କ ବର୍ଗର୍ ନିଶା ତାଙ୍କୁ ଏହି ବ୍ୟବସାୟିକ...
ଓଡ଼ିଶାରେ ୧୧ରୁ ‘ଆୟୁଷ୍ମାନ’
ଭୁବନେଶ୍ୱର, ୫।୪(ସୁନିତ୍ ମିଶ୍ର): ଆସନ୍ତା ୧୧ ତାରିଖରେ ଓଡ଼ିଶାରେ ଆୟୁଷ୍ମାନ୍-ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା କାର୍ଯ୍ୟକାରୀ ହେବ। କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ୩ ଦିନିଆ ଓଡ଼ିଶା ଗସ୍ତରେ ଆସି ଏହି ଯୋଜନାର ଶୁଭାରମ୍ଭ କରିବେ ବୋଲି ଭାଜପା ରାଜ୍ୟ ସଭାପତି ମନମୋହନ...
ସସ୍ମିତଙ୍କ ବିରୋଧରେ ଆକ୍ସନ? BJDରେ ହଇଚଇ
ଭୁବନେଶ୍ୱର,୪।୪: ବିଜୁ ଜନତା ଦଳ (ବିଜେଡି)ର ବରିଷ୍ଠ ନେତା ତଥା ରାଜ୍ୟ ସଭା ଏମପି ସସ୍ମିତ ପାତ୍ରଙ୍କ ବିରୋଧରେ ପଦକ୍ଷେପ ନେବା ପାଇଁ ଦାବି ଉଠିଛି। ଏହି ଦାବି ପଛରେ ରହିଛି ସମ୍ପ୍ରତି ସଂସଦରେ ଘଟିଥିବା ଘଟଣା, ଯେଉଁଠାରେ ସସ୍ମିତ...
Archives


