ମାସ୍କ ନାହିଁ ତ ପେଟ୍ରୋଲ ନାହିଁ
ଭୁବନେଶ୍ୱର,୧୧ା୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ରୋକିବା ପାଇଁ ରାଜ୍ୟ ସରକାର ସବୁ ପ୍ରକାର କଟକଣା ଲଗାଉଛନ୍ତି। ଏପରି କି ଅନ୍ୟ ରାଜ୍ୟ ପରି ଓଡ଼ିଶାରେ ମଧ୍ୟ ମାସ୍କ ପିନ୍ଧିବା ସରକାର ବାଧ୍ୟତାମୂଳକ କରିଛନ୍ତି। ଯେଉଁମାନେ ମାସ୍କ ନ ପିନ୍ଧି ଘରୁ...
ରାଜ୍ୟର ସ୍ଥିତି ସମ୍ପର୍କରେ ସୋନିଆଙ୍କ ସହ କଥାହେଲେ ନିରଞ୍ଜନ
ଭୁବନେଶ୍ୱର,୧୧ା୪(ବ୍ୟୁରୋ): ଦେଶରେ ମହାମାରୀ କରୋନା ଭୂତାଣୁ(କୋଭିଡ-୧୯) ସଂକ୍ରମଣ ବଢ଼ିବାରେ ଲାଗିଛି। ଜନସାଧାରଣଙ୍କ ଜୀବନ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଲକ୍ଡାଉନ ଅବଧିକୁ ଏପ୍ରିଲ ୩୦ଯାଏ ମଧ୍ୟ ବୃଦ୍ଧି କରିଛନ୍ତି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ଓ ପିସିସି ସଭାପତି ନିରଞ୍ଜନ...
ଶତାଧିକ ନିରାଶ୍ରୟଙ୍କୁ ଜଳଖିଆ ଦେଲା ବିଏମ୍ସି
ଭୁବନେଶ୍ୱର, ୧୧ା୪(ବ୍ୟୁରୋ): ବିଏମ୍ସି ପକ୍ଷରୁ ଶୁକ୍ରବାର ସକାଳେ ସହରରେ ଥିବା ନିରଶ୍ରୟଙ୍କୁ ଜଳଖିଆ ପ୍ରଦାନ କରାଯାଇଛି। ମାଷ୍ଟରକ୍ୟାଣ୍ଟିନ୍ ଓ ରାମ ମନ୍ଦିର ପାର୍ଶ୍ୱରେ ଥିବା ୫୦୦ ନିରାଶ୍ରୟଙ୍କୁ ଜଳଖିଆ ଦିଆଯାଇଛି। ସ୍ବେଚ୍ଛାସେବୀ ଅନୁଷ୍ଠାନ ‘ସେଣ୍ଟର ଫର୍ ସୋସିଆଲ୍ ସର୍ଭିସ ଆଣ୍ଡ...
କରୋନା ମୁକାବିଲା ଲାଗି କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା
ଭୁବନେଶ୍ୱର, ୧୧ା୪(ବ୍ୟୁରୋ): କରୋନା ମୁକାବିଲା କରିବା ଲାଗି କେନ୍ଦ୍ର ସରକାର ଓଡ଼ିଶାକୁ ୪୬.୩୫କୋଟି ଟଙ୍କାର ଆର୍ଥିକ ସହାୟତା ରାଶି ପ୍ରଦାନ କରିଛନ୍ତି। ହେଲେ ଏହା ଯଥେଷ୍ଟ ନୁହେଁ, ଅଧିକ ଅନୁଦାନ ଦେବା ଲାଗି ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ...
କଟକର ଏକମାତ୍ର କରୋନା ଆକ୍ରାନ୍ତ ଏବେ ସୁସ୍ଥ
କଟକ ଅଫିସ,୧୧।୪: କଟକର ଏକମାତ୍ର କରୋନା ଭୂତାଣୁ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଶୁକ୍ରବାର ରାତିରେ ଏ ନେଇ ସୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆକ୍ରାନ୍ତ ବ୍ୟକ୍ତି ଜଣକ ମାର୍ଚ୍ଚ ୩ ତାରିଖରେ ଦିଲୀ ଯାଇଥିଲେ। ସେଠାରେ ଏକ କାର୍ଯ୍ୟକ୍ରମରେ...
ସୁସ୍ଥ ହେଲେ ପୁରୀର ଏକମାତ୍ର କରୋନା ଆକ୍ରାନ୍ତ
ପୁରୀ ଅଫିସ,୧୧।୪: କରୋନାକୁ ନେଇ ପୁରୀ ଜିଲାବାସୀଙ୍କ ମଧ୍ୟରେ ଯେଉଁ ଆଶଙ୍କା ରହିଥିଲା ସେଥିରେ କିଛି ମାତ୍ରାରେ ଆସ୍ବସ୍ଥ ହୋଇଛନ୍ତି ଜିଲାବାସୀ। ଜିଲାର ପ୍ରଥମ କରୋନା ଆକ୍ରାନ୍ତ ସୁସ୍ଥ ହେବା ନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଶୁକ୍ରବାର ସ୍ପଷ୍ଟ...
ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା ୫୦: ୧୨ ସୁସ୍ଥ, ୧ ମୃତ, ବିଭିନ୍ନ ହସ୍ପିଟାଲରେ ୩୭ ଚିକିତ୍ସାଧୀନ
ଭୁବନେଶ୍ୱର,୧୧।୪(ବ୍ୟୁରୋ): ଶୁକ୍ରବାର ୨ କରୋନା ପଜିଟିଭ ଚିହ୍ନଟ ହେବା ପରେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୫୦କୁ ବୃଦ୍ଧି ପାଇଛି। ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍ ମାଧ୍ୟମରେ ଦିଆଯାଇଥିବା ସୂଚନା ଅନୁସାରେ ଶୁକ୍ରବାର ମୋଟ ୨୯୮ ଜଣଙ୍କ...
ଭଡ଼ାଟିଆଙ୍କୁ ୬୨ ହଜାର ଛାଡ଼ କଲେ ଘର ମାଲିକ
ଭୁବନେଶ୍ୱର,୧୧ା୪ (ବ୍ୟୁରୋ): ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନକ୍ରମେ ଆଉଜଣେ ଘର ମାଲିକ ବଦାନ୍ୟତା ଦେଖାଇଛନ୍ତି। ସେ ମାସକର ଘର ଭଡ଼ା ବାବଦକୁ ୬୨ ହଜାର ଟଙ୍କା ଛାଡ କରିଛନ୍ତି। ଘର ମାଲିକ ଜଣକ ହେଲେ ରସୁଲଗଡ଼ର ପ୍ରଶାନ୍ତ କୁମାର ଶ୍ରୀଚନ୍ଦନ। ତାଙ୍କର ଏହି...
ଘରେ ‘ଗୁଡ୍ ଫ୍ରାଇଡେ’ ସେଲିବ୍ରେଶନ
ଭୁବନେଶ୍ୱର, ୧୧ା୪(ବ୍ୟୁରୋ): କରୋନା କଟକଣା ପାଇଁ ସମଗ୍ର ଦେଶରେ ପୂଜାପାଠ, ପର୍ବପର୍ବାଣି ସବୁକିଛି ପ୍ରଭାବିତ ହୋଇଥିବାବେଳେ ମନ୍ଦିରରୁ ଆରମ୍ଭକରି ଚର୍ଚ୍ଚ ଓ ମସ୍ଜିଦ୍ ସବୁଠି ତାଲା ଝୁଲୁଛି। ଭୁବନେଶ୍ୱରର ୟୁନିୟନ୍ ଚର୍ଚ୍ଚ ସମେତ ରାଜ୍ୟର ଅନ୍ୟ ସମସ୍ତ ଚର୍ଚ୍ଚ ବନ୍ଦ...
ଲକ୍ଡାଉନ୍ ପାଇଁ ସମସ୍ୟାରେ ବରିଷ୍ଠ ନାଗରିକ
ଭୁବନେଶ୍ୱର,୧୧ା୪ (ବ୍ୟୁରୋ): କରୋନା ସଂକ୍ରମଣ ରୋକିବା ପାଇଁ ସରକାର ଏପ୍ରିଲ ୩୦ ପର୍ଯ୍ୟନ୍ତ ଲକ୍ଡାଉନ୍କୁ ବୃଦ୍ଧି କରିଛନ୍ତି। ଏବେ ଏହି ଲକ୍ଡାଉନ୍ ପାଇଁ ଅଧିକ ସମସ୍ୟା ଭୋଗୁଛନ୍ତି ବରିଷ୍ଠ ନାଗରିକ। ଅନେକ ବରିଷ୍ଠ ନାଗରିକଙ୍କ ପୁଅ, ବୋହୂ ଏବଂ ପରିବାରର...
ୟୁନିଟ୍-୧ ମାର୍କେଟରୁ ହୋମ୍ ଡେଲିଭରି ସୁବିଧା
ଭୁବନେଶ୍ୱର, ୧୧ା୪(ବ୍ୟୁରୋ): ଖୁଚୁରା ବେପାରୀ ଅଧିକ ଦର ନେଉଥିବା ଅଭିଯୋଗ ପରେ ବିଏମ୍ସି ଭୁବନେଶ୍ୱରବାସୀଙ୍କ ପାଇଁ ନୂଆ ବ୍ୟବସ୍ଥା କରିଛି। ୟୁନିଟ୍-୧ ହୋଲ୍ସେଲ୍ ମାର୍କେଟରୁ ସିଧାସଳଖ ସାମଗ୍ରୀ ଲୋକଙ୍କ ଘରେ ପହଞ୍ଚତ୍ବ। ଏନେଇ କେତେଜଣ ବ୍ୟବସାୟୀ ହୋମ୍ ଡେଲିଭରି ପାଇଁ...
ରାଜଧାନୀରେ ବିଭିନ୍ନ ସ୍ଥାନରେ ମାସ୍କ ଯାଞ୍ଚ
ଭୁବନେଶ୍ୱର,୧୧ା୪(ବ୍ୟୁରୋ): ବାୟୁରେ କୋଭିଡ୍-୧୯ ସଂକ୍ରମଣ ସମ୍ଭାବନା ଥିବାରୁ ମାସ୍କ ବ୍ୟବହାରକୁ ଗୁରୁବାରଠାରୁ ବାଧ୍ୟତାମୂଳକ କରାଯାଇଛି। ତେବେ ପ୍ରଥମ ଦିନରେ କମିଶନରେଟ ପୋଲିସ ଲୋକଙ୍କୁ ସଚେତନ କରିବା ସହ ମାସ୍କ ବାଣ୍ଟିଥିଲା। ଦ୍ୱିତୀୟ ଦିନ ଅର୍ଥାତ୍ ଶୁକ୍ରବାରଠାରୁ ଯାଞ୍ଚକୁ କଡାକଡି କରାଯାଇଛି।...
Archives


