କୃଷି ମନ୍ତ୍ରୀ ଅରୁଣ କୁମାର ସାହୁଙ୍କୁ କରୋନା
ଭୁବନେଶ୍ୱର,୩୧।୮(ବ୍ୟୁରୋ): କୃଷି ମନ୍ତ୍ରୀ ଅରୁଣ କୁମାର ସାହୁ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ସୋମବାର ସେ ନିଜେ ଟୁଇଟ୍ କରି ସୂଚନା ଦେଇଛନ୍ତି। ବର୍ତ୍ତମାନ ସେ ହୋମ୍ ଆଇସୋଲେଶନରେ ଥିବା ବେଳେ ନିକଟରେ ତାଙ୍କ କଣ୍ଟାକ୍ଟରେ ଆସିଥିବା ଲୋକଙ୍କୁ ଆବଶ୍ୟକ…
ରାଜ୍ୟରେ ୪ ଯାଏ ବର୍ଷା: ଏ ସବୁ ଜିଲାକୁ ଜାରି ହେଲା ୟେଲୋ ଓ୍ବାର୍ଣ୍ଣିଂ
ଭୁବନେଶ୍ୱର,୩୧।୮(ବ୍ୟୁରୋ): ମୌସୁମୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ବର୍ଷା ସେଷ୍ଟେମ୍ବର ୪ ଯାଏ ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଭୁବନେଶ୍ୱର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ସୋମବାର ପାଣିପାଗ ବିଭାଗ କେନ୍ଦୁଝର,…
ଏଥର ଝଲସିବନି ରାଜଧାନୀ: ଆଡ଼ମ୍ବରଶୂନ୍ୟ ହେବ ପୂଜା
ଭୁବନେଶ୍ୱର,୩୧ା୮(ବ୍ୟୁରୋ): କରୋନା ମହାମାରୀ ଯୋଗୁ ସମସ୍ତ ପୂଜାପର୍ବ ଉପରେ କଟକଣା ଲାଗିଛି। ସେହିପରି ଭୁବନେଶ୍ୱରେ ଦୁର୍ଗାପୂଜା କେମିତି ହେବ ସେନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ବିଭିନ୍ନ କମିଟି ସଦସ୍ୟଙ୍କ ସହ କମିଶନରେଟ ପୋଲିସର ଏହି ବୈଠକ ହୋଇଥିଲା। ଏହି ବୈଠକରେ…
ଜେଇଇ, ଏନ୍ଇଇଟି ପାଇଁ ବିଏମ୍ସିର ସ୍ବତନ୍ତ୍ର ବ୍ୟବସ୍ଥା
ଭୁବନେଶ୍ୱର, ୩୧।୮(ବ୍ୟୁରୋ): ସେପ୍ଟେମ୍ବର ୧ରୁ ୬ ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ) ଓ ୧୩ ତାରିଖରେ ଏନ୍ଇଇଟି ପରୀକ୍ଷା ଅନୁଷ୍ଠିତ ହେବ। ଭୁବନେଶ୍ୱର ସମେତ ରାଜ୍ୟର ୭ ସହରରେ ପ୍ରାୟ ୩୭ହଜାର ଛାତ୍ରୀଛାତ୍ର ଏହି ପରୀକ୍ଷା ଦେବେ। ତେବେ କରୋନା ମହାମାରୀକୁ…
ଘର ଦେବା ଆଳରେ ବହୁ କୋଟି ଠକେଇ
ଭୁବନେଶ୍ୱର,୩୧।୮ (ବ୍ୟୁରୋ): ଘର ଦେବା ଆଳରେ ଜମାକାରୀଙ୍କଠାରୁ ବହୁ କୋଟି ଟଙ୍କା ଠକି ଉଭାନ ହୋଇଯାଇଛି ଭୁବନେଶ୍ୱରର ଏକ ବିଲ୍ଡର ସଂସ୍ଥା। ଏନେଇ ଅଭିଯୋଗ ପରେ କ୍ରାଇମବ୍ରାଞ୍ଚ ଇଓଡବ୍ଲ୍ୟୁ (ଅର୍ଥନୈତିକ ଅପରାଧ ଶାଖା) ଘଟଣାର ତଦନ୍ତ କରି ସତ୍ୟାସତ୍ୟ ପାଇବା ପରେ…
ରାଜ୍ୟରୁ କରୋନା ନେଲାଣି ୪୯୨ ଜୀବନ, ଆଜି ୧୦ ଜଣଙ୍କ ମୃତ୍ୟୁ
ଭୁବନେଶ୍ୱର,୩୧ା୮(ବ୍ୟୁରୋ): ସୋମବାର ରାଜ୍ୟରୁ ଆଉ ୧୦ ଜୀବନ ନେଇଛି କରୋନା। ଏହାକୁ ମିଶାଇ କରୋନା ଜନିତ ମୃତ୍ୟୁସଂଖ୍ୟା ୪୯୨ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକମାନଙ୍କ ମଧ୍ୟରେ ଖୋର୍ଦ୍ଧା ଓ କନ୍ଧମାଳ ଜିଲାରୁ…
CORONAVIRUS UPDATE: ଆଜି ଚିହ୍ନଟ ହୋଇଛନ୍ତି ୨୬୦୨ ପଜିଟିଭ୍, ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧,୦୩,୫୩୬କୁ ବୃଦ୍ଧି
ଭୁବନେଶ୍ୱର,୩୧ା୮(ବ୍ୟୁରୋ): ସୋମବାର ୩୦ ଜିଲାରୁ ୨୬୦୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧,୦୩,୫୩୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ…
ୟୁଜି, ପିଜି ଶେଷ ସେମିଷ୍ଟର ପରୀକ୍ଷା ନେଇ ଆଜି ବୈଠକ
ଭୁବନେଶ୍ୱର,୩୧ା୮(ବ୍ୟୁରୋ): ୟୁଜି ଓ ପିଜି ଶେଷ ସେମିଷ୍ଟର ପରୀକ୍ଷା ନେଇ ସୋମବାର ବୈଠକ ବସିବ। ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଭିଡିଓ କନ୍ଫରେନ୍ସରେ ହେବାକୁ ଥିବା ଏହି ବୈଠକରେ ସବୁ ବିଶ୍ୱବିଦ୍ୟାଳୟ କୁଳପତି, ପରୀକ୍ଷା ନିୟନ୍ତ୍ରକ ଏବଂ ସମସ୍ତ…
ଆଜି ସ୍ବାୟତ୍ତ ଶାସନ ଦିବସ
ଭୁବନେଶ୍ବର, ୩୧।୮(ବ୍ୟୁରୋ)ଆଜି ହେଉଛି ସ୍ବାୟତ୍ତ ଶାସନ ଦିବସ। ଏହି ଦିନରେ ରାଜଧାନୀ ଭୁବନେଶ୍ୱରରେ ପ୍ରତିବର୍ଷ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମ ସହ ୩ଦିନ ଧରି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଉଦ୍ଘାଟନ, ସଭା ଓ ବୈଠକ ଚାଲିଥାଏ। କିନ୍ତୁ ଏବର୍ଷ ସେପରି କିଛି ସ୍ବତନ୍ତ୍ର କାର୍ଯ୍ୟକ୍ରମ…
ଆଜିଠାରୁ ସେପ୍ଟେମ୍ବର ୨ ଯାଏ ବର୍ଷା
ଭୁବନେଶ୍ୱର,୩୧।୮(ବ୍ୟୁରୋ): ରାଜ୍ୟରେ ବନ୍ୟା ଦାଉ ସାଜିଥିବାବେଳେ ସୋମବାରଠାରୁ ବର୍ଷା ହେବାର ସମ୍ଭାବନା ରହିଛି। ଫଳରେ ବିପନ୍ନଙ୍କ ଦୁର୍ଦ୍ଦଶା ଆହୁରି ବଢ଼ିବ। ପାଣିପାଗ ବିଭାଗ ପକ୍ଷରୁ କରାଯାଇଥିବା ପୂର୍ବାନୁମାନ ଅନୁଯାୟୀ ରାଜ୍ୟରେ ଦକ୍ଷିଣପଶ୍ଚିମ ମାୈସୁମୀ ବାୟୁ ସକ୍ରିୟ ରହିଛି। ଏଥିସହିତ ମଧ୍ୟ ପ୍ରଦେଶ…
ବନ୍ୟାବିପନ୍ନଙ୍କୁ ପୂର୍ଣ୍ଣିମା ଭୟ
ଭୁବନେଶ୍ୱର,୩୧।୮(ବ୍ୟୁରୋ): ରାଜ୍ୟରେ ଦୁଇ ତିନି ଦିନ ହେବ ବର୍ଷା ନାହିଁ। ତେବେ ଗତ ଲଘୁଚାପଜନିତ ବର୍ଷା ଉତ୍ତର ଓ ଉପକୂଳ ଓଡିଶା ପାଇଁ ଭୟଙ୍କର ଜଳ ପ୍ରଳୟ ସୃଷ୍ଟି କରିଛି। ବ୍ରାହ୍ମଣୀ, ବୈତରଣୀ, ବୁଢାବଳଙ୍ଗ, ଖରସ୍ରୋତା, ଜଳକା ନଦୀରେ ବନ୍ୟା ସୁଧାର…
ଭୁବନେଶ୍ୱରରୁ ପୁଣି ୫୧୫ କରୋନା ଆକ୍ରାନ୍ତ ଚିହ୍ନଟ: ୧୦ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା
ଭୁବନେଶ୍ୱର,୩୦।୮(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ରବିବାର ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ହୋଇଛନ୍ତି। ୨୪ ଘଣ୍ଟା ମଧ୍ୟରେ ମୋଟ ୬୭ ଓ୍ବାର୍ଡରୁ ୫୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜଧାନୀରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦୨୧ରେ ପହଞ୍ଚିଛି। ଓ୍ବାର୍ଡ ନଂ.୨ ରୁ…

