୨ଲକ୍ଷ ରାପିଡ୍ ଟେଷ୍ଟିଂ ପାଇଁ ଚାଲିଛି କିଟ୍ ସଂଗ୍ରହ
ଭୁବନେଶ୍ୱର,୧୧ା୪(ବ୍ୟୁରୋ): ରାଜ୍ୟରେ କରୋନା ମୁକାବିଲା ପାଇଁ ୨ଟି ପ୍ରମୁଖ ଅସ୍ତ୍ର ରହିଛି। ଗୋଟିଏ ହେଉଛି ସତର୍କତା ଏବଂ ଅନ୍ୟଟି ହେଉଛି ନମୁନା ପରୀକ୍ଷା କରି ଆକ୍ରାନ୍ତଙ୍କୁ ଚିହ୍ନଟ କରିବା। ଏହି ୨ଟିକୁ ଯଦି ଆମେ ସତର୍କତାର ସହ ପାଳନ କରିବା...
ଜେଲରୁ ମୁକୁଳିଲେ ୨୯୬୩ କଏଦୀ
ଭୁବନେଶ୍ୱର,୧୧ା୪ (ବ୍ୟୁରୋ): ଜେଲ୍ ବିଭାଗକୁ ଘାରିଛି କରୋନା ଭୟ। ଏପଟେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ସାମାଜିକ ଦୂରତ୍ୱ ରକ୍ଷା ଓ ସଂକ୍ରମଣ ଏଡ଼ାଇବା ପାଇଁ ରାଜ୍ୟର ବିଭିନ୍ନ ଜେଲରେ ବନ୍ଦୀ ଜୀବନ କାଟୁଥିବା ୨୯୬୩ ଜଣ କଏଦୀଙ୍କୁ ଛାଡ଼ି ଦିଆଯାଇଛି। ମାର୍ଚ୍ଚ...
କରୋନା ମୁକାବିଲା: ଆଜି ପ୍ରଧାନମନ୍ତ୍ରୀଙ୍କ ସହ କଥା ହେବେ ନବୀନ
ଭୁବନେଶ୍ୱର,୧୧ା୪(ବ୍ୟୁରୋ): କରୋନା ମୁକାବିଲା ନେଇ ଆଗକୁ କିପରି ରଣନୀତି କରାଯିବ, ସେ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ କଥାବାର୍ତ୍ତା ହେବେ। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ(ପିଏମ୍ଓ)ରୁ ଭିଡିଓ କନ୍ଫରେନ୍ସିଂ ଜରିଆରେ ଏହି ଆଲୋଚନା କରାଯିବ। ମୁଖ୍ୟମନ୍ତ୍ରୀ...
ବାଇଗଣରେ ପୋକ ଥାଉ, ଭୂତାଣୁ ନ ଥାଉ: ବାଗ୍ଚୀ
ଭୁବନେଶ୍ୱର, ୧୧ା୪(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତିକୁ ନେଇ କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍ଚୀ ପ୍ରତିଦିନ ସୂଚନା ପ୍ରଦାନ କରୁଛନ୍ତି। ଶୁକ୍ରବାର ମଧ୍ୟ ଜନସାଧାରଣଙ୍କୁ ଦୁଇଟି ପରାମର୍ଶ ଦେଇଛନ୍ତି। ଗୋଟିଏ ଉଦାହରଣରେ ସେ ବାଇଗଣର...
ଓଡ଼ିଶାରେ କରୋନା ଆକ୍ରାନ୍ତ ସଂଖ୍ୟା ୫୦ ଛୁଇଁଲା
ଭୁବନେଶ୍ୱର,୧୧।୪: (ବ୍ୟୁରୋ)- ରାଜ୍ୟରେ ପୁଣି ୨କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୫୦ରେ ପହଁଚିଛି।ଶୁକ୍ରବାର ଏ ସମ୍ପର୍କରେ ସ୍ୱାସ୍ଥ୍ୟ ବିଭାଗ ୱେବସାଇଟରେ ସୂଚନା ଦିଆଯାଇଛି।ତେବେ ଏହି ୨ ଆକ୍ରାନ୍ତଙ୍କ ବିଷୟରେ ସବିଶେଷ ସୂଚୀତ କରାଯାଇନାହିଁ। ଅପରପକ୍ଷରେ...
କୋଭିଡ୍-୧୯ ନିୟମ ଉଲ୍ଲଂଘନ ଅଭିଯୋଗ: ୨୪ ଘଣ୍ଟାରେ ୨୧୩ ମାମଲା ରୁଜୁ
ଭୁବନେଶ୍ୱର,୧୦।୪(ବ୍ୟୁରୋ): ରାଜ୍ୟରେ କୋଭିଡ-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଂଘନ ଅଭିଯୋଗରେ ଏପ୍ରିଲ ୯ରୁ ଏପ୍ରିଲ ୧୦ ସକାଳ ପର୍ଯ୍ୟନ୍ତ ୨୪ ଘଣ୍ଟା ମଧ୍ୟରେ ୨୧୩ଟି ମାମଲା ରୁଜୁ ହୋଇଛି। ସେଥିରୁ ୨୦୫ ମାମଲା ଲକ୍ଡାଉନ୍ ସମ୍ପର୍କିତ ହୋଇଥିବା ବେଳେ ୩ଟି...
ରାଜଧାନୀର ୧୭ ଘରୋଇ ହସ୍ପିଟାଲରେ ହୋଇପାରିବ ଫ୍ଲୁ ପରୀକ୍ଷଣ: ବାଗ୍ଚୀ
ଭୁବନେଶ୍ୱର,୧୦।୪(ବ୍ୟୁରୋ): କୋଭିଡ୍ ଯୁଦ୍ଧରେ ରାତିଦିନ ଏକ କରି କାମ କରୁଥିବା ପ୍ରତ୍ୟେକ ଲାବରେଟୋରୀ କର୍ମଚାରୀ, ଟେକ୍ନିସିଆନ୍ ଏବଂ ଡାକ୍ତରମାନଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାତିର କୃତଜ୍ଞତା ଜ୍ଞାପନ କରିଛନ୍ତି। ଟାଟା ଷ୍ଟିଲ୍ର ସହାୟତାରେ ବ୍ରହ୍ମପୁରଠାରେ ୨୦୦ ଶଯ୍ୟା ଏବଂ ୧୫...
କରୋନା ମୁକାବିଲା: ଓଡ଼ିଶା ପାଇଁ ଅଧିକ ଅନୁଦାନ ଦାବିକଲେ ସ୍ବାସ୍ଥ୍ୟମନ୍ତ୍ରୀ
ଝାରସୁଗୁଡ଼ା ଅଫିସ,୧୦ା୪: କେନ୍ଦ୍ର ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ହର୍ଷବର୍ଦ୍ଧନ ଶୁକ୍ରବାର ଦେଶର ବିଭିନ୍ନ ରାଜ୍ୟର ସ୍ବାସ୍ଥ୍ୟମନ୍ତ୍ରୀଙ୍କ ସହ ଭିଡିଓ କନ୍ଫରେନ୍ସିଂ ଜରିଆରେ କରୋନା ମୁକାବିଲା ନେଇ ସମୀକ୍ଷା କରିଛନ୍ତି। ଏହି ପରିପ୍ରେକ୍ଷିରେ ଓଡ଼ିଶା ସରକାରଙ୍କ ସ୍ବାସ୍ଥ୍ୟ...
ମିଳିଲା ଅନୁମତି: ବ୍ରହ୍ମପୁର ଏମ୍କେସିଜିରେ ହେବ କୋଭିଡ-୧୯ ଟେଷ୍ଟ
ଭୁବନେଶ୍ୱର,୧୦।୪(ବ୍ୟୁରୋ): ଗଞ୍ଜାମ ଜିଲା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମ୍କେସିଜି)ମେଡିକାଲ କଲେଜରେ କରୋନା ଟେଷ୍ଟ କରାଯିବ। ଏଥିପାଇଁ ଦିଲ୍ଲୀ ଆଇସିଏମ୍ଆର୍ ପକ୍ଷରୁ ଅନୁମତି ମିଳିଛି। ମେଡିକାଲ କଲେଜ ଭାବେ କଟକ ଏସ୍ସିବି ପରେ ଏମ୍କେସିଜିରେ କରୋନା ଟେଷ୍ଟ କରାଯିବ। ଏ ନେଇ...
ରାଜ୍ୟର ସମସ୍ତ ଘରୋଇ ଶିକ୍ଷାନୁଷ୍ଠାନକୁ ସିଏମ୍ଓର ପରାମର୍ଶ: ଏପ୍ରିଲରୁ ଜୁନ୍ ପର୍ଯ୍ୟନ୍ତ ସ୍କୁଲ ଫି’ ହ୍ରାସ/ସ୍ଥଗିତ ରଖାଯାଉ
ଭୁବନେଶ୍ୱର,୧୦।୪(ବ୍ୟୁରୋ): କରୋନା ମୁକାବିଲାକୁ ନେଇ ରାଜ୍ୟରେ ଏବେ ଲକ୍ଡାଉନ୍ ସ୍ଥିତି ଜାରି ରହିଛି। ଏହାଫଳରେ ଆର୍ଥିକ ବୋଝ ବଢ଼ିଛି। ଏପରି କରିବା ଦ୍ୱାରା ଅଭିଭାବକମାନଙ୍କ ରୋଜଗାର ଉପରେ ପ୍ରଭାବ ପଡ଼ିଛି। ଏହାକୁ ଦୃଷ୍ଟିରେ ରଖି ଏପ୍ରିଲରୁ ଜୁନ୍ ପର୍ଯ୍ୟନ୍ତ ସ୍କୁଲ...
ଗାଡ଼ିମାଲିକଙ୍କୁ ମୋଟର ଯାନ କର ପ୍ରଦାନ କ୍ଷେତ୍ରରେ ଆଶ୍ୱସ୍ତି: ଏପ୍ରିଲ ୧୫ ସୁଦ୍ଧା ଦେଇ ନ ଥିବା କର ଜୁନ୍ ୩୦ ସୁଦ୍ଧା ଦେଇପାରିବେ
ଭୁବନେଶ୍ୱର,୧୦ା୪(ବ୍ୟୁରୋ): କରୋନା ଭୂତାଣୁ ସଂକ୍ରମଣକୁ ପ୍ରତିହତ କରିବା ଉଦ୍ଦେଶ୍ୟରେ କେନ୍ଦ୍ର ତଥା ରାଜ୍ୟ ସରକାର ଦେଶରେ ଏବଂ ରାଜ୍ୟରେ ଲକ୍ଡାଉନ୍ ଜାରି ରଖିଛନ୍ତି। ଏହି ଲକ୍ଡାଉନ ଅବଧି ଆସନ୍ତା ୧୪ତାରିଖରେ ଶେଷ ହେବାକୁ ଥିବାବେଳେ ରାଜ୍ୟ ସରକାର ଏହାକୁ ଗୁରୁବାର...
ହେବନାହିଁ ୯ମ ଶ୍ରେଣୀ ଇତିହାସ-ଭୂଗୋଳ ପରୀକ୍ଷା
ଭୁବନେଶ୍ୱର,୧୦ା୪(ବ୍ୟୁରୋ): କରୋନାର ପ୍ରଭାବ ପଡ଼ିଛି ରାଜ୍ୟର ଶିକ୍ଷା ବ୍ୟବସ୍ଥା ଉପରେ। ଚଳିତ ୧୪ରେ ଶେଷ ହେବାକୁ ଥିବା ଲକ୍ଡାଉନ୍ ଅବଧି ୩୦କୁ ବୃଦ୍ଧି ପାଇବା ପରେ ଛାତ୍ରୀଛାତ୍ରଙ୍କ ପାଠପଢ଼ାକୁ ନେଇ ଚିନ୍ତା ବଢ଼ିଛି। ଏ ପର୍ଯ୍ୟନ୍ତ ଅଧିକାଂଶ ଶ୍ରେଣୀର ପରୀକ୍ଷା...
Archives


