ଆଜିଠୁ ରାଜମହଲରୁ ମାଷ୍ଟରକ୍ୟାଣ୍ଟିନ୍ ରାସ୍ତା ପାର୍ଶ୍ୱରେ ବସିବେ ୩୫ ବ୍ୟବସାୟୀ
ଭୁବନେଶ୍ୱର,୯ା୪(ବ୍ୟୁରୋ): ଗୁରୁବାରଠାରୁ ରାଜ ମହଲଠାରୁ ମାଷ୍ଟରକ୍ୟାଣ୍ଟିନ୍ ରାସ୍ତା ପାର୍ଶ୍ୱରେ ୩୫ ବ୍ୟବସାୟୀଙ୍କୁ ବ୍ୟବସାୟ କରିବାକୁ ଅନୁମତି ମିଳିଛି। ଏଥିମଧ୍ୟରେ ୨୨ ପରିବା ଦୋକାନ, ୯ ଗ୍ରସେରି ଦୋକାନ ଏବଂ ୨ଟି ଲେଖାଏ ଫଳ ଓ କ୍ଷୀର ଦୋକାନ ରହିବ ବୋଲି...
ଲକ୍ଡାଉନ: ଅସହାୟଙ୍କ ପାଇଁ ଅଭିଶାପ
ଭୁବନେଶ୍ୱର,୯ା୪(ବ୍ୟୁରୋ): ସମଗ୍ର ଦେଶରେ ୨୧ଦିନିଆ ଲକ୍ଡାଉନ ବଳବତ୍ତର ରହିଛି। ରାଜ୍ୟ ତଥା ବାହାର ରାଜ୍ୟର ପ୍ରାୟ ୪୭ହଜାର ଅତିଥି ଶ୍ରମଜୀବୀ ଏବଂ ଅସହାୟଙ୍କୁ ବିଭିନ୍ନ ଜିଲାର ୧୭୬୫ ଶିବିରରେ ରଖାଯାଇଛି। ସେମାନଙ୍କ ରହିବା ଏବଂ ଖାଇବା ବ୍ୟବସ୍ଥା ସରକାରଙ୍କ ତରଫରୁ...
ରିଲିଫ ପାଣ୍ଠିକୁ ଡାଲମିଆ ସିମେଣ୍ଟର ଦାନ
ଭୁବନେଶ୍ୱର,୯ା୪: ଡାଲମିଆ ସିମେଣ୍ଟ ଭାରତ ଲିମିଟେଡ ପକ୍ଷରୁ କୋଭିଡ-୧୯ ବିରୋଧୀ ଲଢେଇ ଲାଗି ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୨ କୋଟି ଟଙ୍କାର ସହାୟତା ପ୍ରଦାନ କରାଯାଇଛି। ସୁନ୍ଦରଗଡ ଜିଲାର ରାଜଗାଙ୍ଗପୁର ଏବଂ କଟକ ଜିଲାର ବିଶ୍ୱାଳୀଠାରେ ଥିବା ମାନୁଫାକଚରିଂ ୟୁନିଟ...
ନାଲ୍କୋ ପକ୍ଷରୁ ୧୦.୨ କୋଟି ପ୍ରଦାନ
ଭୁବନେଶ୍ୱର,୯ା୪: ରାଷ୍ଟ୍ରାୟତ୍ତ ଆଲୁମିନିୟମ କମ୍ପାନୀ ଲିମିଟେଡ ନାଲ୍କୋ ପକ୍ଷରୁ କୋଭିଡ-୧୯ ଲଢେଇ ଲାଗି ୧୦.୨ କୋଟି ଟଙ୍କା ସରକାରଙ୍କୁ ପ୍ରଦାନ କରାଯାଇଛି। କମ୍ପାନୀ ପକ୍ଷରୁ ପିଏମ୍ କେୟାର୍ସ ପାଣ୍ଠିକୁ ୫ କୋଟି ଟଙ୍କା ପ୍ରଦାନ କରାଯାଇଛି। କମ୍ପାନୀର କର୍ମଚାରୀମାନେ ସେମାନଙ୍କ...
ଟେଲିକମ୍ ସଚିବଙ୍କୁ ମୁଖ୍ୟ ଶାସନ ସଚିବଙ୍କ ଚିଠି: ମୋବାଇଲ୍ ସଂଯୋଗ ନ କାଟିବାକୁ ଅନୁରୋଧ
ଭୁବନେଶ୍ୱର,୯ା୪: କରୋନା ଭୂତାଣୁ ସଂକ୍ରମଣ ଲାଗି କରାଯାଇଥିବା ଲକ୍ଡାଉନ୍ ଯୋଗୁ ମୋବାଇଲ୍ ବିଲ୍ ପଇଠ ଏବଂ ରିଚାର୍ଜ କରିବାରେ ଉପଭୋକ୍ତାମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏଣୁ ବିଲ୍ ପଇଠ ନ କାରିପାରିଲେ ମଧ୍ୟ ସଂଯୋଗ ନ କାଟିବା ପାଇଁ ବୁଧବାର...
ସ୍ବତନ୍ତ୍ର କାର୍ଗୋ ବିମାନରେ ଆସିଲା କୋଭିଡ୍-୧୯ କିଟ୍
ଭୁବନେଶ୍ୱର, ୯ା୪(ବ୍ୟୁରୋ): ଲକ୍ଡାଉନ୍ ଜାରି ରହିଥିବାରୁ କାର୍ଗୋ ବିମାନ ଯୋଗେ ଓଡ଼ିଶାକୁ ଔଷଧ ଓ ମେଡିକାଲ ସାମଗ୍ରୀ ପରିବହନ ଜାରି ରହିଛି। ତେବେ ବୁଧବାର ଏକ ସ୍ବତନ୍ତ୍ର କାର୍ଗୋ ବିମାନରେ କୋଭିଡ୍-୧୯ ପାଇଁ ଟେଷ୍ଟିଂ କିଟ୍ ସହ ଅନ୍ୟ ମେଡିକାଲ...
ଓଡ଼ିଶାର ୮ ଜିଲାରେ ଆବଦ୍ଧ ଅଞ୍ଚଳ
ଭୁବନେଶ୍ୱର, ୯ା୪(ବ୍ୟୁରୋ): ଓଡ଼ିଶାରେ ବୁଧବାର ସୁଦ୍ଧା ୪୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ତେଣୁ ସଂକ୍ରମଣ ରୋକିବା ପାଇଁ ରାଜ୍ୟ ସରକାର ଆବଶ୍ୟକ ପଦକ୍ଷେପ ନେଉଛନ୍ତି। ରାଜ୍ୟର ମୋଟ ୮ ଜିଲାରେ ସଂକ୍ରମିତ ଥିବା କେତେକ ଅଞ୍ଚଳକୁ ଆବଦ୍ଧ ଅଞ୍ଚଳ...
ମଧୁସୂଦନ ନଗର, ଝାରପଡ଼ା ଆବଦ୍ଧ ଅଞ୍ଚଳ ଘୋଷଣା ନେଇ ଚାଲିଛି ଆଲୋଚନା
ଭୁବନେଶ୍ୱର, ୯ା୪(ବ୍ୟୁରୋ): ଭୁବନେଶ୍ୱରର ୟୁନିଟ୍-୪ ଅନ୍ତର୍ଗତ ମଧୂସୂଦନ ନଗର ଓ ଝାରପଡ଼ା ଅଞ୍ଚଳରୁ ଜଣେ ଲେଖାଏ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ତେବେ ସମ୍ପୃକ୍ତ ଅଞ୍ଚଳକୁ ଆବଦ୍ଧ ଅଞ୍ଚଳ ଘୋଷଣା କରାଯିବ କି ନାହିଁ ସେନେଇ ଆଲୋଚନା ଚାଲିଥିବା ବିଏମ୍ସି...
ମନ ଶାନ୍ତ ରଖିଲେ ସଂଗ୍ରାମକୁ ଜୟ କରିହେବ: ବାଗ୍ଚୀ
ଭୁବନେଶ୍ୱର,୯ା୪(ବ୍ୟୁରୋ): କରୋନା ମୁକାବିଲା ପାଇଁ ସାମାଜିକ ଦୂରତା ଓ ସ୍ବଚ୍ଛତାକୁ ଅଧିକ ଗୁରୁତ୍ୱ ଦେଇ ସାରା ଦେଶ ଏବେ ଲକ୍ଡାଉନରେ ରହିଛି। ୨୧ ଦିନିଆ ତାଲାବନ୍ଦ ଗତ ୨୪ ତାରିଖ ମଧ୍ୟରାତ୍ରିରୁ ଜାରି ରହିଛି। ଆଉ ଓଡ଼ିଶାରେ ମଧ୍ୟ କରୋନାକୁ...
କରୋନା ମୁକାବିଲା ଚିନ୍ତା: ତାଲିମ ନେବେ ୧୬୨୦ ଆୟୁଷ ଡାକ୍ତର
ଭୁବନେଶ୍ୱର,୮।୪(ବ୍ୟୁରୋ): କରୋନା ମୁକାବିଲା ଲାଗି ଏମ୍ବିବିଏସ୍ ଛାତ୍ରୀଛାତ୍ରଙ୍କୁ ତାଲିମ ଦେଇ ନିୟୋଜିତ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏହି କ୍ରମରେ ହୋମିଓପାଥିକ, ଆୟୁର୍ବେଦିକ, ଏଏନ୍ଏମ୍ଙ୍କୁ ସରକାର ତାଲିମ ଦେବେ। ଏ ନେଇ ସ୍ବାସ୍ଥ୍ୟ ସଚିବ ନିକୁଞ୍ଜ ଧଳ ସମସ୍ତ...
ଲକ୍ଡାଉନ୍ ବେଳେ ମାଲ୍ ପରିବହନରେ ବାଧା ନାହିଁ, ବ୍ୟବସାୟୀ ୧୦୦ ଡାଏଲ୍ କରିପାରିବେ: ସିପି
ଭୁବନେଶ୍ୱର,୮।୪(ବ୍ୟୁରୋ): ଛୋଟ ବ୍ୟବସାୟୀଙ୍କ ଗାଡ଼ିକୁ ତଳିଆ ପୋଲିସ କର୍ମଚାରୀ ଛାଡ଼ୁ ନ ଥିବା ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ। ଏ ନେଇ ଏକ ଟୁଇଟ୍ କରି ସେ କହିଛନ୍ତି, ଲକ୍ଡାଉନ୍ ବେଳେ ମାଲ୍ ପରିବହନ ପ୍ରସଙ୍ଗରେ...
ଆସନ୍ତା ସପ୍ତାହରୁ ଆଇଏଲ୍ଏସ୍ରେ ହେବ କରୋନା ଟେଷ୍ଟ
ଭୁବନେଶ୍ୱର,୮।୪(ବ୍ୟୁରୋ): ଭୁବନେଶ୍ୱର ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଲାଇଫ୍ ସାଇନ୍ସ(ଆଇଏଲ୍ଏସ୍)ରେ କରୋନା ଟେଷ୍ଟ କରାଯିବ। ଏନେଇ ଅନୁମତି ମିଳିଥିବା ନେଇ ରାଜ୍ୟ ସ୍ବାସ୍ଥ୍ୟ ସଚିବଙ୍କୁ ଆଇଏଲ୍ଏସ୍ ନିର୍ଦ୍ଦେଶକ ସୂଚନା ଦେଇଛନ୍ତି। ଆସନ୍ତା ସପ୍ତାହରୁ କରୋନା ଟେଷ୍ଟ କରାଯିବା ନେଇ ସେ ସ୍ପଷ୍ଟ କରିଛନ୍ତି।...
Archives


