ଓଡ଼ିଶାରୁ ଦୁଇଜଣ ଶିକ୍ଷକ ପାଇବେ ଜାତୀୟ ପୁରସ୍କାର
ଭୁବନେଶ୍ୱର, ୨୫।୮(ବ୍ୟୁରୋ): ଚଳିତବର୍ଷ ଜାତୀୟ ଶିକ୍ଷକ ପୁରସ୍କାର ପାଇଁ ଓଡ଼ିଶାରୁ ଦୁଇଜଣ ଶିକ୍ଷକ ମନୋନୀତ ହୋଇଛନ୍ତି। ସେମାନେ ହେଲେ ବୌଦ୍ଧ ଜିଲାର ହାଡ଼ଭଙ୍ଗା ଅନ୍ତର୍ଗତ ସରସରାସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ବସନ୍ତ କୁମାର ସାହୁ ଓ ଖୋର୍ଦ୍ଧା ଜିଲା…
ଖାଦ୍ୟ ଚାହିଦା ପୂରଣ କରିବ ନୂଆ ଚାଷ ପ୍ରଣାଳୀ
ଭୁବନେଶ୍ୱର,୨୫।୮(ବ୍ୟୁରୋ): ଖାଦ୍ୟ ଚାହିଦା ପୂରଣ କରିବାକୁ ହେଲେ କୃଷିକ୍ଷେତ୍ରରେ ନୂତନ ଚାଷ ପ୍ରଣାଳୀ ଓ ବୈଜ୍ଞାନିକ ଜ୍ଞାନକୌଶଳର ପ୍ରୟୋଗ ଆବଶ୍ୟକ। ସୀମିତ ଚାଷ ଜମିରୁ ଅଧିକ ଖାଦ୍ୟ ସାମଗ୍ରୀ ଉପତ୍ାଦନ ଏବଂ ଓଡ଼ିଶା ପରି ଏକ ପ୍ରାକୃତିକ ବିପର୍ଯ୍ୟୟପ୍ରବଣ ରାଜ୍ୟରେ ପରିବେଶ…
୧୪ ମାସ ପରେ ୫ ଅଭିଯୁକ୍ତ ଗିରଫ
ଭୁବନେଶ୍ୱର,୨୫।୮(ବ୍ୟୁରୋ):,ନୟାପଲୀ ଥାନା ଅନ୍ତର୍ଗତ ସାଲିଆସାହିର ରିଙ୍କୁ ସ୍ବାଇଁ ହତ୍ୟା ଘଟଣାର ୧୪ ମାସ ପରେ ପୋଲିସ ୫ ଅଭିଯୁକ୍ତଙ୍କୁ ବାଲେଶ୍ୱର ଓ ଖୋର୍ଦ୍ଧାରୁ ଗିରଫ କରିଛି। ସେମାନେ ହେଲେ କଟକ ବାଙ୍କୀର ସୌମ୍ୟରଞ୍ଜନ ମହାପାତ୍ର(୨୩), ଗଞ୍ଜାମ ଦିଗପହଣ୍ଡି ଅଞ୍ଚଳର ବଳରାମ ବାରିକ(୨୪),…
ଏସ୍ଆଇଙ୍କ ବିରୋଧରେ ମହିଳାଙ୍କ ବଳାତ୍କାର ଅଭିଯୋଗ
ଭୁବନେଶ୍ୱର,୨୫।୮(ବ୍ୟୁରୋ): କନ୍ଧମାଳ ଜିଲାରେ କାର୍ଯ୍ୟରତ ଜଣେ ମହିଳା ଏସ୍ଆଇ ବଳାତ୍କାରର ଶିକାର ହୋଇଛନ୍ତି। ଏନେଇ ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନାରେ କାର୍ଯ୍ୟରତ ଜଣେ ଏସ୍ଆଇଙ୍କ ବିରୋଧରେ ଥାନାରେ ଅଭିଯୋଗ କରିଛନ୍ତି। ହେଲେ ନ୍ୟାୟ ନ ମିଳିବାରୁ ପୀଡିତା ଜଣକ ସୋମବାର ଭୁବନେଶ୍ୱର…
ଓଏଚ୍ଆର୍ସି: ପୂର୍ଣ୍ଣ ସଦସ୍ୟ ଥାଇ ମାମଲା ବଢୁଛି
ଭୁବନେଶ୍ୱର,୨୫।୮(ବ୍ୟୁରୋ): ପୋଲିସ, ପ୍ରଶାସନଠାରୁ ନ୍ୟାୟ ନ ମିଳିଲେ ସାଧାରଣ ଲୋକେ ରାଜ୍ୟ ମାନବାଧିକାର କମିଶନ (ଓଏଚ୍ଆର୍ସି)ଙ୍କ ଦ୍ୱାରସ୍ଥ ହୋଇଥାନ୍ତି। କମିଶନଙ୍କ ଉପରେ ଭରସା ଥିବାରୁ ମାମଲା ସଂଖ୍ୟା ବଢ଼ିବାରେ ଲାଗିଛି। ହେଲେ ତ୍ୱରିତ ଫଇସଲା ହୋଇପାରୁ ନ ଥିବାରୁ ଗଦାଗଦା ମାମଲା…
ଚାଷୀଙ୍କୁ ଆବଶ୍ୟକ ସାର ଦେବାକୁ କଂଗ୍ରେସର ଦାବି
ଭୁବନେଶ୍ୱର,୨୫।୮(ବ୍ୟୁରୋ): ସାରା ରାଜ୍ୟରେ ଅନୁକୂଳ ପାଣିପାଗ ଥିବା ଯୋଗୁ ଚାଷ ପାଇଁ ୟୁରିଆସାରର ଯଥେଷ୍ଟ ଚାହିଦା ରହିଛି। କିନ୍ତୁ ସରକାରଙ୍କ ପକ୍ଷରୁ ୟୁରିଆ ଯୋଗାଣ କ୍ଷେତ୍ରରେ ବିଳମ୍ବ ଯୋଗୁ ଚଳିତ ଖରିଫ୍ ଚାଷ ବାଧାପ୍ରାପ୍ତ ହେଉଛିି। ଚାଷୀମାନେ ସାର ପାଇଁ ବହୁ…
ବିଦ୍ୟାଶ୍ରୀଙ୍କ ସମେତ ୪ଜଣଙ୍କ ଲାଏ ଡିଟେକ୍ସନ ହେବ
ଭୁବନେଶ୍ୱର,୨୫।୮(ବ୍ୟୁରୋ): ମାନବପ୍ରେମୀ ଆଦିତ୍ୟ ଦାସ ମୃତ୍ୟୁ ମାମଲାରେ କ୍ରାଇମ୍ବ୍ରାଞ୍ଚ ତଦନ୍ତକୁ ଦେଢ ମାସରୁ ଊର୍ଦ୍ଧ୍ୱ ବିତିଛି। ହେଲେ ଜିଆର୍ପି ଭଳି କ୍ରାଇମବ୍ରାଞ୍ଚ କିଛି ବି ସୁରାକ ପାଇପାରୁନି। ଆଦିତ୍ୟଙ୍କ ସ୍ତ୍ରୀ ବିଦ୍ୟାଶ୍ରୀ,ସହଯୋଗୀ ବିକାଶ, ପପୁ ଓ ପ୍ରୀତମ୍ଙ୍କୁ ପଚରାଉଚରାବେଳେ ପରସ୍ପର ଉପରେ…
କମୁଛି ଗଞ୍ଜାମରେ, ବଢ଼ୁଛି ଖୋର୍ଦ୍ଧାରେ
ଭୁବନେଶ୍ୱର,୨୫।୮(ବ୍ୟୁରୋ): ଏକ ପ୍ରକାର ଗଞ୍ଜାମରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମ୍ ରହୁଥିବା ବେଳେ ବର୍ତ୍ତମାନ ଚିନ୍ତା ବଢ଼ାଇଛି ଖୋର୍ଦ୍ଧା ଜିଲା। ମଙ୍ଗଳବାର ରାଜ୍ୟରେ ୩୦ ଜିଲାରୁ ୨୭୫୨ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ୪୨୩ ଖୋର୍ଦ୍ଧା ଜିଲାରୁ ଚିହ୍ନଟ…
ପୁଣି ରାଜ୍ୟରେ ୯ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୨୫।୮(ବ୍ୟୁରୋ): ରାଜ୍ୟରେ ମଙ୍ଗଳବା ଆଉ ୯ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୨୮ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ୯ ମୃତକଙ୍କ…
CORONAVIRUS UPDATE: ୩୦ ଜିଲାରୁ ୨୭୫୨ ନୂଆ ପଜିଟିଭ୍ ଚିହ୍ନଟ, ଜାଣନ୍ତୁ କେଉଁ ଜିଲାରୁ କେତେ
ଭୁବନେଶ୍ୱର,୨୫।୮(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୩୦ ଜିଲାରୁ ୨୭୫୨ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୮୪୨୩୧କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ…
ଉଚ୍ଚସ୍ତରୀୟ ତଦନ୍ତ ଦାବିକଲା କଂଗ୍ରେସ
ଭୁବନେଶ୍ୱର,୨୫।୮(ବ୍ୟୁରୋ): ପୁରୀ ବଗଲା ଧର୍ମଶାଳା ଜମି ବିକ୍ରିରେ ଆଇନକାନୁନକୁ ଜଳାଞ୍ଜଳି ଦିଆଯାଇ ନାହିଁ, ଶ୍ରୀମନ୍ଦିର ସୁରକ୍ଷା କରିଡର ନଁାରେ ସରକାର ଅଧିଗ୍ରହଣ କରିଥିବା ସମସ୍ତ ଜମି ବିବାଦୀୟ ଏବଂ ବେଆଇନ। ବଗଲା ଧର୍ମଶାଳା ଜମି ଲୋଭ ଦେଖାଇ ସରକାର ଏବଂ ଜିଲା…
ଖୁବ୍ଶୀଘ୍ର ଜଟାଧାର ମୁହାଣ ଇସ୍ପାତ ପ୍ରକଳ୍ପ ନିର୍ମାଣ
ଭୁବନେଶ୍ୱର,୨୫।୮(ବ୍ୟୁରୋ): ଜଗତ୍ସିଂହପୁର ଜିଲାର ଜଟାଧାର ମୁହାଣରେ ଜେଏସ୍ଡବ୍ଲ୍ୟୁ ୧୩.୨ ନିୟୁତ ଟନର ଷ୍ଟିଲ ପ୍ଲାଣ୍ଟ ନିର୍ମାଣ କରିବ। ଖୁବ୍ଶୀଘ୍ର ଏହାର ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ। ଆସନ୍ତା ୧୦ ବର୍ଷ ମଧ୍ୟରେ ଜେଏସ୍ଡବ୍ଲ୍ୟୁ ଓଡିଶାରେ ୧ ଲକ୍ଷ କୋଟିରୁ ଊର୍ଦ୍ଧ୍ୱ ପୁଞ୍ଜିନିବେଶ…

