ମେଟ୍ରୋ

ରାଜ୍ୟରେ ପ୍ରଥମ କରୋନା ମୃତ୍ୟୁ

ଭୁବନେଶ୍ୱର, ୭।୪(ବ୍ୟୁରୋ): ରାଜ୍ୟରେ ପ୍ରଥମ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ସେ ଭୁବନେଶ୍ୱର ଝାରପଡା ଅଞ୍ଚଳର ୭୨ବର୍ଷୀୟ ବୃଦ୍ଧ ଅଟନ୍ତି। ଗତ ୪ତାରିଖରୁ ଅସୁସ୍ଥତା ଯୋଗୁ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି ହୋଇଥିଲେ। ତାଙ୍କର ସୋମବାର ମୃତ୍ୟୁ ହୋଇଥିଲା। ନମୂନା ପରୀକ୍ଷଣ...

ଆଉ ଜଣେ କରୋନା ପଜିଟିଭ୍‌ ଚିହ୍ନଟ: ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୪୧

ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୪୫ ବର୍ଷୀୟ ଏହି ଆକ୍ରାନ୍ତ ବ୍ୟକ୍ତି ଭୁବନେଶ୍ୱରର ମଧୁସୂଦନ ନଗରର ବୋଲି ସୂଚନା ମିଳିଛି। ଏ ନେଇ ମଙ୍ଗଳବାର ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚିତ କରାଯାଇଛି। ଏହାକୁ...

ଏସ୍‌ସିବି, ସିଟି ହସ୍ପିିଟାଲରେ କେହି କରୋନା ଆକ୍ରାନ୍ତ ନାହାନ୍ତି

ଭୁବନେଶ୍ୱର, ୭।୪( ବ୍ୟୁରୋ): ଏସ୍‌ସିବି ମେଡିକାଲ କଲେଜ, ସିଟି ହସ୍ପିଟାଲ ଏବଂ ଅନ୍ୟାନ୍ୟ ଜିଲା ମୁଖ୍ୟ ଚିକିତ୍ସାଳୟଗୁଡ଼ିକରେ କୌଣସି କରୋନା(କୋଭିଡ୍‌-୧୯) ଆକ୍ରାନ୍ତଙ୍କୁ ଚିକିତ୍ସା କରାଯାଉ ନାହିଁ। ସେହି ହସ୍ପିଟାଲଗୁଡିକୁ ଅନ୍ୟାନ୍ୟ ରୋଗୀମାନେ ଚିକିତ୍ସା ପାଇଁ ଯାଇପାରିବେ। ଯଦି କୌଣସି ବ୍ୟକ୍ତିଙ୍କୁ...

ସବୁ କରୋନା ଆକ୍ରାନ୍ତ ସୁସ୍ଥ ହେବେ: ସ୍ବାସ୍ଥ୍ୟ ସଚିବ

ଭୁବନେଶ୍ୱର, ୭।୪( ବ୍ୟୁରୋ): କରୋନା ଆକ୍ରାନ୍ତଙ୍କ ପାଇଁ ରାଜ୍ୟ ସରକାର ରାଜ୍ୟରେ ୭ଟି ସ୍ବତନ୍ତ୍ର କୋଭିଡ୍‌ ହସ୍ପିିଟାଲ ପ୍ରସ୍ତୁତ କରିଛନ୍ତି। ଏହି ହସ୍ପିଟାଲଗଡ଼ିକରେ କେବଳ କରୋନା ରୋଗୀଙ୍କୁ ଚିକିତ୍ସା କରାଯିବ। ସେମାନଙ୍କ ପାଇଁ ଚିକିତ୍ସା ଓ ଖାଦ୍ୟପେୟର ସମସ୍ତ ବନ୍ଦୋବ୍ୟସ୍ତ...

ଘରୋଇ ହସ୍ପିଟାଲର ସ୍ବତନ୍ତ୍ର ଓ୍ବାର୍ଡରେ ଚିକିତ୍ସିତ ହେବେ ଥଣ୍ଡା, ଜ୍ୱର ରୋଗୀ; କରୋନା ଲକ୍ଷଣ ଦେଖାଦେଲେ ୧୦୪କୁ ଜଣାଇବେ ଡାକ୍ତରଖାନା କର୍ତ୍ତୃପକ୍ଷ

ଭୁବନେଶ୍ୱର, ୭।୪( ବ୍ୟୁରୋ): ଥଣ୍ଡା, ଜ୍ୱର କିମ୍ବା ଫ୍ଲୁ ଲକ୍ଷଣ ଦେଖାଦେଲେ ଘରୋଇ ହସ୍ପିଟାଲଗୁଡ଼ିକ ଉକ୍ତ ରୋଗୀମାନଙ୍କୁ ସ୍ବତନ୍ତ୍ର ଓ୍ବାର୍ଡରେ ଚିକିତ୍ସା କରାଇବେ। ଯଦି ସେମାନଙ୍କ ନିକଟରେ କରୋନାର କୌଣସି ଲକ୍ଷଣ ଦେଖାଯାଏ ତେବେ ଡାକ୍ତରଖାନା କର୍ତ୍ତୃପକ୍ଷ ତୁରନ୍ତ ୧୦୪କୁ...

ଏମ୍‌ଏଲ୍‌ଏ ଲାଡ୍‌ ଫଣ୍ଡ ସ୍ଥଗିତଲାଗି ପ୍ରସ୍ତାବ ଦେଲେ ବିରୋଧୀ ଦଳ ନେତା

ଭୁବନେଶ୍ୱର, ୭।୪( ବ୍ୟୁରୋ): ରାଜ୍ୟର ସବୁ ବିଧାୟକଙ୍କ ହାତପାଣ୍ଠି ବା ଏମ୍‌ଏଲ୍‌ଏ ଲାଡ୍‌ ଫଣ୍ଡକୁ ଆସନ୍ତା ୨ ବର୍ଷ ଲାଗି ବନ୍ଦ କରାଯାଉ। ଏ ନେଇ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ ମଙ୍ଗଳବାର ରାଜ୍ୟ ସରକାରଙ୍କୁ ପ୍ରସ୍ତାବ ଦେଇଛନ୍ତି।...

ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ: ରାଜ୍ୟରେ ପଜିଟିଭ ସଂଖ୍ୟା ହେଲା ୪୦

ଭୁବନେଶ୍ୱର, ୬।୪(ବ୍ୟୁରୋ): ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୩୨ବର୍ଷୀୟ ଏହି ଆକ୍ରାନ୍ତ ଯୁବକ କେନ୍ଦ୍ରାପଡ଼ାର ବୋଲି ସୂଚନା ମିଳିଛି। ସେ ଗତ ୨୪ ତାରିଖରେ ଦୁବାଇରୁ ଫେରିଥିଲେ। ସୋମବାର ତାଙ୍କର କରୋନା ପଜିଟିଭ ରିପୋର୍ଟ ଆସିଥିବା...

୪୦ତମ ପ୍ରତିଷ୍ଠା ଦିବସରେ କାର୍ଯ୍ୟକର୍ତ୍ତାଙ୍କୁ ନୂଆ ଦାୟିତ୍ୱ

ଭୁବନେଶ୍ୱର, ୬।୪(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ବ୍ୟାପୁଥିବାରୁ ସମସ୍ତ କାର୍ଯ୍ୟକର୍ତ୍ତା ସାମାଜିକ ଦୂରତା ବଜାୟ ରଖି ନିଜ ଘରେ ଦଳୀୟ ପତାକା ଉତ୍ତୋଳନ କରିବାକୁ ସୋମବାର ଭାଜପାର ୪୦ତମ ପ୍ରତିଷ୍ଠା ଦିବସ ପାଳନ ଅବସରରେ ଭାଜପା ରାଜ୍ୟ ସଭାପତି ସମୀର...

ରାଜ୍ୟର ୭ ସ୍ବତନ୍ତ୍ର କୋଭିଡ୍‌ ହସ୍ପିଟାଲ କାର୍ଯ୍ୟକ୍ଷମ

ଭୁବନେଶ୍ୱର, ୬।୪(ବ୍ୟୁରୋ): ରାଜ୍ୟରେ ବର୍ତ୍ତମାନ ୧୫୪୭ ଶଯ୍ୟା ବିଶିଷ୍ଟ ୭ଟି ସ୍ବତନ୍ତ୍ର କୋଭିଡ୍‌ ହସ୍ପିଟାଲ କାର୍ଯ୍ୟକ୍ଷମ ହୋଇସାରିଛି । କଟକରେ ଅଶ୍ବିନୀ ହସ୍ପିଟାଲ, ଯାଜପୁର ଡୁବୁରୀଠାରେ ଟାଟା ହସ୍ପିଟାଲ, କେନ୍ଦୁଝର ଜିଲାର ଯୋଡ଼ାଠାରେ ଟାଟା ହସ୍ପିଟାଲ, ଖୋର୍ଦ୍ଧା ଜିଲା ଭୁବନେଶ୍ବରସ୍ଥିତ...

ଲକ୍‌ଡାଉନ୍‌ ନିୟମ ଉଲ୍ଲଂଘନ: ଟୁଇନ୍‌ ସିଟିରୁ ପ୍ରାୟ ୨ ହଜାର ଗାଡ଼ି ଜବତ

ଭୁବନେଶ୍ୱର, ୬।୪(ବ୍ୟୁରୋ): କରୋନା (କୋଭିଡ୍‌-୧୯)ର ମୁକାବିଲା ପାଇଁ କେନ୍ଦ୍ର ସରକାର ୨୧ଦିନିଆ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏହାକୁ ଆହୁରି କଡ଼ାକଡ଼ି କରିବା ପାଇଁ ରାଜ୍ୟ ସରକାର ୪୮ ଘଣ୍ଟିଆ ସଡ୍‌ଡାଉନ୍‌ କରିଥିଲେ। ସଟ୍‌ଡାଉନ୍‌ ଉଠିଯାଇଥିଲେ ମଧ୍ୟ ଲକ୍‌ଡାଉନ୍‌ ଜାରି ରହିଛି।...

ମୁଖ୍ୟମନ୍ତ୍ରୀ ରିଲିଫ୍‌ ପାଣ୍ଠି, ପ୍ରଧାନମନ୍ତ୍ରୀ କେୟାରସ୍‌ ଫଣ୍ଡକୁ ୩୪.୨ ଲକ୍ଷ ଦାନ କଲେ ରାଜ୍ୟପାଳ

ଭୁବନେଶ୍ୱର, ୬।୪ (ବ୍ୟୁରୋ): କୋଭିଡ୍‌-୧୯ର ମୁକାବିଲା ପାଇଁ ଉଭୟ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ ଆର୍ଥିକ ସହାୟତା ଯୋଗାଇବା ପାଇଁ ଜନସାଧାରଣଙ୍କୁ ନିବେଦନ କରିଛନ୍ତି। ଏହି କ୍ରମରେ ରାଜନେତାଙ୍କଠାରୁ ଆରମ୍ଭ କରି ଶିଳ୍ପପତି, କ୍ରୀଡାବିତ୍‌, ଫିଲ୍ମ ତାରକା, ଜନପ୍ରତିନିଧି, ସାମାଜିକ ସଂଗଠନ...

କଟକ କରୋନା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିଲେ୧୯; ସମସ୍ତ ରିପୋର୍ଟ ନେଗେଟିଭ୍‌ : ଜିଲାପାଳ

କଟକ ଅଫିସ,୬।୪: କଟକ ସହରର ପ୍ରଥମ କରୋନା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ୧୯ଜଣ ଆସିଥିବା ପ୍ରାରମ୍ଭିକ ପର୍ଯ୍ୟାୟରେ ଜଣାପଡ଼ିଛି। ସେମାନଙ୍କ ନମୂନା ସଂଗ୍ରହ କରାଯାଇଥିଲା। ସମସ୍ତଙ୍କ ରିପୋର୍ଟ ନେଗେଟିଭ୍‌ ଥିବା କଟକ ଜିଲାପାଳ ଭବାନୀ ଶଙ୍କର ଚୟନୀ ସୋମବାର କହିଛନ୍ତି। ତେବେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri