ମେଟ୍ରୋ

ଭୁବନେଶ୍ୱରରେ ଏବେ ୩୦ କରୋନା ଆକ୍ରାନ୍ତ ଚିକିତ୍ସିତ: ବମିଖାଲର ସବୁ ଆକ୍ରାନ୍ତ ଗୋଟିଏ ପରିବାରର

ଭୁବନେଶ୍ୱର, ୬।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ୩୯ରେ ପହଞ୍ଚିଛି। ଏଥିରୁ ୨ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୩୭ଜଣ ରାଜ୍ୟର ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ତେବେ ଏହି ଆକ୍ରାନ୍ତଙ୍କ ମଧ୍ୟରୁ ଭୁବନେଶ୍ୱରର ୩୦ଜଣ ରହିଛନ୍ତି। ଗତ ୩ଦିନ...

୧୬ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ବମିଖାଲ ଅଞ୍ଚଳର ୧୫ ଚିହ୍ନଟ

ଭୁବନେଶ୍ୱର,୫।୪(ବ୍ୟୁରୋ): ଭୁବନେଶ୍ୱର ବମିଖାଲ ଅଞ୍ଚଳରେ ରବିବାର ୧୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସକାଳେ ଜଣେ ଚିହ୍ନଟ ହୋଇଥିବା ବେଳେ ରାତିରେ ଆଉ ୧୫ଜଣଙ୍କ ରିପୋର୍ଟ ପଜିଟିଭ ଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟୁଇଟ୍‌ କରିଛି। ରାତିରେ...

ରାଜ୍ୟରେ ପୁଣି ୧୬ କରୋନା ଆକ୍ରାନ୍ତ ଚିହ୍ନଟ: ଗୋଟିଏ ଦିନରେ ୧୮ ପଜିଟିଭ

ଭୁବନେଶ୍ୱର, ୫।୪(ବ୍ୟୁରୋ): ରାଜ୍ୟରେ ପୁଣି ୧୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନେ ସମସ୍ତେ ଭୁବନେଶ୍ୱରର ବୋଲି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ସେମାନଙ୍କ ଟ୍ରାଭେଲ ହିଷ୍ଟ୍ରି ଅଛି କି ନାହିଁ, ସେ ସମ୍ପର୍କରେ ଏ...

ନିଆରା କରୋନା ସଚେତନତା ବାର୍ତ୍ତା : ଘର ଆଗରେ ‘ଅତିଥିଙ୍କୁ ମନା’ ପୋଷ୍ଟର ଲଗାଇଲେ ମହିଳା

କଟକ ଅଫିସ, ୫।୪: କରୋନା ସହ ଲଢିବାକୁ ହେଲେ ସାମାଜିକ ଦୂରତା ରକ୍ଷା କରିବାକୁ ପଡ଼ିବ। ଏହାକୁ ନେଇ ସରକାରଙ୍କ ପକ୍ଷରୁ ବ୍ୟାପକ ସଚେତନତା କରାଯାଉଛି । ଏପରିସ୍ଥଳେ କଟକର କିଛି ମହିଳା କରୋନାକୁ ନେଇ ସଚେତନ କରିବାକୁ ଭିନ୍ନ...

ରାଜ୍ୟରେ ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୫।୪(ବ୍ୟୁରୋ): ରାଜ୍ୟରେ ଆଉ ଦୁଇଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ଭୁବନେଶ୍ୱର କପିଳ ପ୍ରସାଦ ହାଉସିଂ ବୋର୍ଡ଼ କଲୋନୀ ଫେଜ-୨ର ୭୦ ବର୍ଷୀୟ ବୃଦ୍ଧ ଅଟନ୍ତି। ସେ ଗତ ୨୨ରେ ଅଷ୍ଟ୍ରେଲିଆରୁ ଫେରିଥିଲେ। ସେଠାରୁ...

୨ ହଜାରରୁ ଊର୍ଦ୍ଧ୍ୱ ନିରାଶ୍ରୟଙ୍କୁ ରନ୍ଧା ଖାଦ୍ୟ ଦେଲା ବିଏମ୍‌ସି

ଭୁବନେଶ୍ୱର, ୫ା୪ (ବ୍ୟୁରୋ): ଭୁବନେଶ୍ୱରରେ ଥିବା ୨ ହଜାରରୁ ଊର୍ଦ୍ଧ୍ୱ ଭୂମିହୀନ, ନିରାଶ୍ରୟ ଓ ଭିକାରୀଙ୍କୁ ରନ୍ଧ୍ୟା ଖାଦ୍ୟ ବଂଟାଯାଇଛି । ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଦ୍ୱାରା ପରିଚାଳିତ ସ୍ୱତନ୍ତ୍ର ଦଳ ରବିବାର ମଧ୍ୟାହ୍ନରେ ବିଭିନ୍ନ ସ୍ଥାନରେ ରନ୍ଧ୍ୟା...

ଶଟଡାଉନରେ ଭୋକିଲା ଷଣ୍ଢ ଓ କୁକୁରଙ୍କ ବିକଳ ଦୃଶ୍ୟ: ଖାଇବାକୁ ଦେଇ ହୃଦୟ ଜିଣିଲେ ପୋଲିସ ଆଉ ସ୍ଥାନୀୟ ବାସିନ୍ଦା

ଭୁବନେଶ୍ୱର, ୫ା୪ (ବ୍ୟୁରୋ): ରାଜଧାନୀରେ ଲାଗୁ ହୋଇଥିବା ୪୮ ଘଣ୍ଟିଆ ଶଟଡାଉନରେ ପ୍ରଭାବିତ ସାଧାରଣ ମଣିଷଠାରୁ ଆରମ୍ଭ କରି ପଶୁ ଓ ପକ୍ଷୀକୂଳ। ରାସ୍ତା ଘାଟରେ ପୋଲିସର କଡା ତାଗିଦି ଯୋଗୁ ସବୁଠାରେ ଅଭୂତ ନିରାବତା । ପୋଲିସର ମାଡ...

ଲିଙ୍ଗରାଜ ମନ୍ଦିରରେ ବସିଲା ଚିଲ: ସେବାୟତ ଆତଙ୍କିତ

ଭୁବନେଶ୍ୱର, ୫ା୪ (ବ୍ୟୁରୋ): ମହାପ୍ରଭୁ ଲିଙ୍ଗରାଜ ମନ୍ଦିର ଉପରେ ହଠାତ ଏକ ମାଟିଆ ଚିଲ ବସି ରହିବା ଘଟଣାକୁ ନେଇ ସେବାୟତମାନେ ଆତଙ୍କିତ ହୋଇଛନ୍ତି । ଶନିବାର ଅପରାହ୍ନରେ ଏକ ମାଟିଆ ଚିଲ ଦୀର୍ଘ ସମୟ ଧରି ମନ୍ଦିର ଚୂଡ଼ା...

ଜନସାଧାରଣଙ୍କୁ ରାଜ୍ୟ ସରକାରଙ୍କ ଚେତାବନୀ: ବଜାରରେ ଭିଡ଼ କଲେ ସଟ୍ ଡାଉନ୍‌ଠାରୁ ନିଆଯିବ ବଡ଼ ପଦକ୍ଷେପ

ଭୁବନେଶ୍ୱର, ୫ା୪ (ବ୍ୟୁରୋ): ଜନସାଧାରଣଙ୍କୁ ରାଜ୍ୟ ସରକାର ଚେତାବନୀ ଦେଇଛନ୍ତି। ଭୁବନେଶ୍ୱର, କଟକ ଓ ଭଦ୍ରକ ୩ଟି ସହରରେ ରବିବାର ରାତି ୮ଟା ରେ ସଟ୍ ଡାଉନ୍ ହଟିବ। ସଟ୍ ଡାଉନ୍ ହଟିବା ପରେ ଅଯଥାରେ ହାଟ ବଜାରରେ ଲୋକମାନେ...

ଶଟ୍‌ଡାଉନ୍‌ରେ ଲୋକଙ୍କୁ ମିଳିପାରି ଲାନି ଅତ୍ୟାବଶ୍ୟକ ସାମଗ୍ରୀ : ୨ ନିଷିଦ୍ଧା ଅଂଚଳରୁ ଆସିଛି ୬ ଫୋନ୍ କଲ୍‌

ଭୁବନେଶ୍ୱର, ୫ା୪ (ବ୍ୟୁରୋ): ଭୁବନେଶ୍ୱରର ବମିଖାଲ ଓ ସୂର୍ଯ୍ୟନଗରରୁ ୧୧ ଜଣ କରୋନାରେ ଆକ୍ରାନ୍ତ ଚିହ୍ନଟ ହେବା ପରେ ଉଭୟ ଅଞ୍ଚଳକୁ ସିଲ୍ କରିବା ସହ ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ନିଷିଦ୍ଧାଞ୍ଚଳ ଘୋଷଣା କରାଯାଇଛି । ସିଲ୍ ସମୟରେ ଲୋକଙ୍କୁ...

ଭୁବନେଶ୍ୱରରେ ଗୋଷ୍ଠୀ ସଂକ୍ରମଣ ହୋଇନାହିଁ : ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର, ୫ା୪ (ବ୍ୟୁରୋ): ଭୁବନେଶ୍ୱର, କଟକ ଓ ଭଦ୍ରକ ୩ଟି ସହରରେ ରବିବାର ରାତି ରାତି ୮ଟା ରେ ସଟ୍ ଡାଉନ୍ ହଟିବ। ସଟ୍ ଡାଉନ୍ ସମୟରେ ଯେଉଁ ସର୍ଭେ ହୋଇଥିଲା ଓ ଟ୍ରାକିଂ କରାଗଲା ସେଥିରୁ ସୂର୍ଯ୍ୟନଗର ଓ...

ଜନସାଧାରଣଙ୍କୁ ଶକ୍ତି ବିଭାଗର ନିବେଦନ:ମେନ୍ ସୁଇଜ୍ ନୁହେଁ, କେବଳ ଲାଇଟ୍ ସୁଇଜ୍ ବନ୍ଦ କରନ୍ତୁ

ଭୁବନେଶ୍ୱର, ୫ା୪ (ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ରାତି ୯ଟାରେ ସ୍ୱେଚ୍ଛାକୃତ ଭାବେ ଘର ଲାଇଟ ବନ୍ଦ କରିବା ପାଇଁ ଅନୁରୋଧ କରିଛନ୍ତି। ଏହି ସମୟରେ କେବଳ ଲାଇଟ ସୁଇଜ ବନ୍ଦ କରିବା ପାଇଁ ରାଜ୍ୟ ଶକ୍ତି ବିଭାଗ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri