୧୯ ନଦୀ ଜଳ ପ୍ରଦୂଷଣ ପ୍ରସଙ୍ଗ: ସିପିସିବିକୁ ରିପୋର୍ଟ ଦେଲା ଏସ୍ପିସିବି
ଭୁବନେଶ୍ୱର,୨୩।୮(ବ୍ୟୁରୋ): ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଏସ୍ପିସିବି) ରାଜ୍ୟର ୧୯ ନଦୀର ପ୍ରଦୂଷଣ ରୋକିବା ନେଇ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ କେନ୍ଦ୍ର ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ(ସିପିସିବି)କୁ ଅବଗତ କରାଇଛି। ୧୯ ନଦୀ ପାଇଁ ପ୍ରସ୍ତୁତ କରାଯାଇଥିବା ସଂଶୋଧିତ ଆକ୍ସନ ପ୍ଲାନ ସିପିସିବି…
ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ: ୨୪ରୁ ବଡ଼ ବର୍ଷା, ବନ୍ୟା ଆଶଙ୍କା
ଭୁବନେଶ୍ୱର,୨୩।୮(ବ୍ୟୁରୋ): ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ଦାନା ବାନ୍ଧୁଛି। ଆସନ୍ତା ୨୪ରେ ଏହା ଲଘୁଚାପରେ ପରିଣତ ହେବା ଯୋଗୁ ୨୭ ତାରିଖ ଯାଏ ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ…
ଭୁବନେଶ୍ୱରରେ ପିକ୍ ସ୍ତରରେ ସଂକ୍ରମଣ: ବିଏମ୍ସି କମିଶନର
ଭୁବନେଶ୍ୱର, ୨୨ା୮ (ବ୍ୟୁରୋ): ଭୁବନେଶ୍ୱରରେ ଏବେ କରୋନା ସଂକ୍ରମଣ ପିକ୍ରେ ଅଛି। ଦିନକୁ ଦିନ ଅଧିକରୁ ଅଧିକ ଲୋକଙ୍କ ଟେଷ୍ଟ ହେଉଥିବାରୁ ଅଧିକ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ବର୍ତ୍ତମାନର ସ୍ଥିତିକୁ ଦୃଷ୍ଟିରେ ରଖି ସଂକ୍ରମଣ ନିୟନ୍ତ୍ରଣ କରିବାକୁ ମାସକ ପାଇଁ ଆଗୁଆ…
ରାଜ୍ୟରେ ସୁସ୍ଥ ହେଲେ ୧୭୭୩ କରୋନା ଆକ୍ରାନ୍ତ : ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସୁସ୍ଥ
ଭୁବନେଶ୍ୱର,୨୨।୮(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ଆଉ ୧୭୭୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୫୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଗଞ୍ଜାମରୁ ୨୧୬, କଟକରୁ ୧୪୭, ସମ୍ବଲପୁରରୁ ୧୨୫, କନ୍ଧମାଳରୁ ୯୨, ଯାଜପୁରରୁ ୮୭, ମୟୂରଭଞ୍ଜରୁ ୮୦, ରାୟଗଡାରୁ ୭୭,…
ଭୁବନେଶ୍ୱରରେ ଆଜି ୨୯୫ ପଜିଟିଭ ଚିହ୍ନଟ: ଚନ୍ଦକାର ଏକ ବିସ୍କୁଟ କାରଖାନାରୁ ୨୮ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୨୨।୮(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଶନିବାର ୨୯୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କ୍ୱାରାଣ୍ଟାଇନରୁ ୧୫୩ ଜଣ ଚିହ୍ନଟ ହୋଇଥିବାବେଳେ ୧୪୨ ଲୋକାଲ କଣ୍ଟାକ୍ଟ କେସ ରହିଛି। ପୋଲିସ ସିକ୍ୟୁରିଟି ଓ୍ବିଙ୍ଗରୁ ୩୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଚନ୍ଦକାର ଏକ…
ଏବେ କରୋନା ସଂକ୍ରମଣରେ ପିକ୍ରେ ରହିଛି ଭୁବନେଶ୍ୱର, ସତର୍କ ରୁହନ୍ତୁ..
ଭୁବନେଶ୍ୱର,୨୨।୮(ବ୍ୟୁରୋ): ରାଜଧାନୀରେ କରୋନା ସ୍ଥିତି ଦିନକୁ ଦିନ ଜଟିଳ ହୋଇପଡ଼ୁଛି। ତେବେ ଜୁଲାଇରେ ଭୁବନେଶ୍ୱରରେ ସେରୋଲୋଜିକାଲ ସର୍ଭେ କରାଯାଇଥିଲା। ସର୍ଭେ ଅନୁସାରେ ବହୁତ ଅଳ୍ପ ଲୋକଙ୍କ ଦେହରେ ଆଣ୍ଟିବଡ଼ି ରହିଛି। ସ୍ବଳ୍ପ ଆଣ୍ଟିବଡ଼ି ଆଧାରରେ ଆମର ସଂକ୍ରମଣ ନିୟନ୍ତ୍ରଣାଧୀନ ରହିଛି। ଅନ୍ୟ…
ରାଜ୍ୟରେ ଆଉ ୯ଜଣଙ୍କ ଜୀବନ ନେଲା କରୋନା: ମୃତ୍ୟୁ ସଂଖ୍ୟା ୩୯୯କୁ ବୃଦ୍ଧି
ଭୁବନେଶ୍ୱର,୨୨।୮(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତି ଉଦ୍ବେଗଜନକ ହେବାରେ ଲାଗିଛି। ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ଓ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ଶନିବାର ରାଜ୍ୟରେ ପୁଣି କରୋନାଜନିତ ୯ଜଣଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୩୯୯କୁ ବୃଦ୍ଧି…
CORONAVIRUS UPDATE: ରାଜ୍ୟରେ ୭୫ହଜାର ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ସୁସ୍ଥ ହେଲେ ୫୦ହଜାର
ଭୁବନେଶ୍ୱର,୨୨।୮(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତି ଧୀରେ ଧୀରେ ଅଣାୟତ ହେବାରେ ଲାଗିଛି। ପ୍ରତିଦିନ ହଜାର ହଜାର ସଖ୍ୟାରେ ନୂଆ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଶନିବାର ରାଜ୍ୟରେ ପୁଣି ୨୮୧୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା…
ସଫଳତା ଦେଲା ନୂତନ ମିସୋନିକ୍ସ ଡିଭାଇସ୍
ଭୁବନେଶ୍ୱର,୨୨।୮(ବ୍ୟୁରୋ): ପ୍ରାୟ ୧୫ ଦିନ ତଳେ ଦୁର୍ଘଟଣାରେ ମେରୁଦଣ୍ଡରେ ଗଭୀର ଆଘାତ ଯୋଗୁ ପଶ୍ଚିମବଙ୍ଗର ଜଣେ ୪୫ ବର୍ଷୀୟ ବ୍ୟକ୍ତି ପକ୍ଷାଘାତର ଶିକାର ହେବା ସହ ତାଙ୍କର ମଳ ଓ ମୂତ୍ର ପ୍ରକ୍ରିୟା ପ୍ରଭାବିତ ହୋଇଥିଲା। ଏଭଳି ଜଣେ ଜଟିଳ ରୋଗୀ…
ଜୀବନ ସହ ଜୀବିକାକୁ ଗୁରୁତ୍ୱ ଦେଲେ ବିକାଶ ହୋଇପାରିବ: ନବୀନ
ଭୁବନେଶ୍ୱର,୨୨।୮(ବ୍ୟୁରୋ): କରୋନା ଯୁଦ୍ଧରେ ଜୀବନ ପାଇଁ ଚାଲିଥିବା ଲଢ଼େଇ ସାଙ୍ଗକୁ ଲୋକଙ୍କ ଜୀବିକା ମଧ୍ୟ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ରାଜ୍ୟରେ ସବୁ କ୍ଷେତ୍ରରେ ବିକାଶ ପ୍ରକ୍ରିୟାକୁ ଜୋରଦାର କରାଯିବ। ସଡ଼କ, ସେତୁ, କୃଷି, ଶିକ୍ଷା, ସ୍ବାସ୍ଥ୍ୟ ସବୁ କ୍ଷେତ୍ରରେ ଉନ୍ନୟନ କାର୍ଯ୍ୟକ୍ରମକୁ ତ୍ୱରାନ୍ବିତ…
ଆସୁଛି ଲଘୁଚାପ: ୨୪, ୨୫ ଅତି ପ୍ରବଳ ବର୍ଷା
ଭୁବନେଶ୍ୱର,୨୨।୮(ବ୍ୟୁରୋ): ଆସନ୍ତା ୨୩ ତାରିଖରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଓ ୨୫ ତାରିଖରେ ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ…
କୋଭିଡ୍ ଟେଷ୍ଟରେ ଓଡ଼ିଶା ଦେଶରେ ଦ୍ୱିତୀୟ
ଭୁବନେଶ୍ୱର,୨୨।୮(ବ୍ୟୁରୋ): କୋଭିଡ୍-୧୯ ଟେଷ୍ଟରେ ଓଡ଼ିଶା ସମଗ୍ର ଦେଶରେ ଦ୍ୱିତୀୟ ସ୍ଥାନ ହାସଲ କରିଛି। ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ ନେଇ ଦୈନିକ ପ୍ରତି ନିୟୁତ(୧୦ ଲକ୍ଷ)ରେ ୧୪୦ରୁ ଅଧିକ କରାଯାଉଥିବା ଟେଷ୍ଟ ସୂଚକାଙ୍କରେ ଉକ୍ତ ସ୍ଥାନ ହାସଲ କରିଥିବା ଭାରତ ସରକାରଙ୍କ…

