ମେଟ୍ରୋ

ମହଙ୍ଗା ପଡ଼ିଲା ସଟ୍ ଡାଉନ ବେଳେ ବାହାରେ ବୁଲିବା : ଭୁବନେଶ୍ୱରରେ ୪୫,ଭଦ୍ରକ ରେ ୯ ଜଣଙ୍କୁ ବାଧ୍ୟତାମୂଳକ କ୍ୱାରାନଟାଇନ ରେ ପଠାଇଲା ପୋଲିସ୍, ୧୯ଙ୍କ ନାମରେ ମାମଲା

ଭୁବନେଶ୍ୱର, ୪। ୪(ବ୍ୟୁରୋ ): ସମଗ୍ର ବିଶ୍ଵରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ରାଜ୍ୟରେ ଇତି ମଧ୍ୟରେ ୨୦ ଜଣ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି । ଏଣୁ ଗୋଷ୍ଠୀ ସଂକ୍ରମଣକୁ ରୋକିବା ପାଇଁ ସରକାର...

କଟକ ସହର ପାଇଁ ହେଲ୍ପଲାଇନ ଜାରିକଲା ସିଏମସି

କଟକ ଅଫିସ,୪। ୪- ସଟ୍ ଡାଉନ୍ ଯୋଗୁଁ କଟକ ସହର ସଂପୂର୍ଣ୍ଣ ବନ୍ଦ ରହିଛି। ଘରୁ ନ ବାହାରିବା ପାଇଁ ପୋଲିସ ପକ୍ଷରୁ ଚେତାବନୀ ଦିଆଯାଇଛି। ଅନ୍ୟପଟେ ଆବଶ୍ୟକ ସହାୟତା ପାଇଁ ପ୍ରତିଶ୍ରୁତି ଦେଇଛି କଟକ ମହାନଗର ନିଗମ(ସିଏମ୍ସି)। କୌଣସି...

ବୋତଲ କଳାରେ କରୋନା ସଚେତନତା ବାର୍ତ୍ତା ଦେଲେ ଶିଳ୍ପୀ ଇଶ୍ୱର : କହିଲେ ‘ ଘରେ ରୁହନ୍ତୁ ସୁସ୍ଥ ରୁହନ୍ତୁ’

ଭୁବନେଶ୍ବର, ୪।୪(ବ୍ୟୁରୋ): ବୋତଲ କଳାରେ କରୋନା ସଚେତନତା ବାର୍ତ୍ତା ‘ ଘରେ ରୁହନ୍ତୁ ସୁସ୍ଥ ରୁହନ୍ତୁ’ l ଶିଳ୍ପୀ ଏଲ୍ ଇଶ୍ୱର ରାଓ ଏଭଳି କିଛି ବାର୍ତ୍ତା ଦେଇଛନ୍ତି ଓଡିଶାର ଜନସାଧାରଣଙ୍କୁ l ୭୫୦ ମିଲି ଲିଟର ବୋତଲ ଭିତରେ...

ନିଜ୍ଜାମୁଦ୍ଦୀନ ଫେରନ୍ତା ଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ: ୧୦୪ କୁ ତୁରନ୍ତ କଲ୍ କରନ୍ତୁ, ୨୪ ଘଣ୍ଟା ମଧ୍ୟରେ ଟେଷ୍ଟ ପାଇଁ ଆଗେଇ ଆସନ୍ତୁ

ଭୁବନେଶ୍ୱର, ୪। ୪(ବ୍ୟୁରୋ ): କରୋନା ମହାମାରୀ ସହ ମୁକାବିଲା କରିବାକୁ ହେଲେ ସଚେତନ ହେବା ଜରୁରୀ l ଏହାର ସଂକ୍ରମଣ କୁ ରୋକିବା ଦିଗରେ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପମାନ ଗ୍ରହଣ କରାଯାଉଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ...

ପୁରୀ ଜିଲାରେ ପ୍ରଥମ କରୋନା ଚିହ୍ନଟ : ଦାନଗହିର ୧୧ ଦିନ ସଟ୍ ଡାଉନ

ପୁରୀ ଅଫିସ,୪-୪_ପୁରୀ ଜିଲାରେ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ପିପିଲି ବ୍ଲକ ଦାନଗହିର ଗ୍ରାମର ଜଣେ ବ୍ୟକ୍ତି ଚିହ୍ନଟ ହେବା ପରେ ସମ୍ପୃକ୍ତ ଅଞ୍ଚଳକୁ ୧୨ ଦିନ ସଟ୍ ଡାଉନ ଘୋଷଣା କରାଯାଇଛି। ୪ ତାରିଖ ସକାଳ ୭ଟାରୁ...

ମହିଳାଙ୍କ ଫଟୋକୁ ଅଶ୍ଳୀଳ ସାଙ୍ଗକୁ ଭାଇରାଲ କରି ଯୁବକ ଅଟକ

ଓଡଗାଁ, ୪|୪(ସ୍ଵ. ପ୍ର.)- ଜଣେ ମହିଳାଙ୍କ ଫଟୋକୁ ଅଶ୍ଳୀଳ କରି ହ୍ଵାଟ୍ସଆପରେ ଭାଇରାଲ କରିବା ଅଭିଯୋଗରେ ସ୍ଥାନୀୟ ଆଦର୍ଶ ଥାନା ପୋଲିସ ଜଣେ ଯୁବକଙ୍କୁ ଅଟକ ରଖି ପଚରାଉଚୁରା କରୁଛି | ଅଭିଯୁକ୍ତ ଜଣକ ଅବିବାହିତ ଓ ତାଙ୍କ ଘର...

ସାନିଟାଇଜ୍‌ ହେଲା ବମିଖାଲ ଅଞ୍ଚଳ

କଟକ ରୋଡ,୪।୪(ଡି.ଏନ୍‌.ଏ): ରାଜଧାନୀର ବମିଖାଲ ଅଞ୍ଚଳରୁ ଶକୁବ୍ରାର ୩ଟି କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ସେଠାରେ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ୩୧ ଓ ୩୩ ନମ୍ବର ଓ୍ବାର୍ଡରେ ସାନିଟାଇଜ୍‌ ଆରମ୍ଭ କରାଯାଇଛି। ପୂର୍ବାହ୍ନରେ ସକାଳ ୯ଟାରେ ଅଗ୍ନିଶମ...

ପୁରୀ ଜିଲାରେ ପ୍ରଥମ କରୋନା ଚିହ୍ନଟ ନିଜାମୁଦ୍ଦିନରୁ ଫେରିଥିଲେ

ପୁରୀ ଅଫିସ, ୪।୪: ପୁରୀ ଜିଲାରେ ଶୁକ୍ରବାର ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି. ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ସ୍ପଷ୍ଟ କରିବା ପରେ ଜିଲାବାସୀ ଭୟଭୀତ ହୋଇପଡିଛନ୍ତି। ସମ୍ପୃକ୍ତ ଆକ୍ରାନ୍ତ ଦିଲ୍ଲୀ ନିଜାମୁଦ୍ଦିନ ଧର୍ମ ସଭାରେ ଯୋଗଦେଇ...

ଭୁବନେଶ୍ବର, କଟକ ସମେତ ଭଦ୍ରକରେ ସଟ୍ ଡାଉନ କଡାକଡି, ରାସ୍ତାଘାଟ ଜନଶୂନ୍ୟ

ଭୁବନେଶ୍ବର, ୪।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବା ପରେ ସରକାରଙ୍କ ପକ୍ଷରୁ ୩ ସହରକୁ ୪୮ ଘଣ୍ଟିଆ ସଟ୍ ଡାଉନ ଘୋଷଣା କରାଯାଇଛି । ଏହି କ୍ରମରେ ରାଜଧାନୀ ଭୁବନେଶ୍ଵର, କଟକ ଏବଂ ଭଦ୍ରକ ସହରରେ ଏହାର...

ସଚେତନତା ରୋକିପାରିବ କରୋନା ସଂକ୍ରମଣ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୪।୪(ବ୍ୟୁରୋ): କରୋନା ସଂକ୍ରମଣକୁ କେବଳ ସଚେତନତା ଦ୍ୱାରା ରୋକାଯାଇପାରିବା। କରୋନାକୁ ଡରିବାର ନାହିଁ। ଏଥିପ୍ରତି ଆମକୁ ସାବଧାନ ହେବାକୁ ପଡ଼ିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ କହିଛନ୍ତି। ଶନିବାର ଜନସାଧାରଣଙ୍କୁ ନିବେଦନ କରି ମୁଖ୍ୟମନ୍ତ୍ରୀ ଏହି ବାର୍ତ୍ତା ଦେଇଛନ୍ତି।...

ନିଜାମୁଦ୍ଦିନ ଫେରନ୍ତା: ୨୮ ରୁ ୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୪।୪ (ବ୍ୟୁରୋ): ନୂଆଦିଲ୍ଲୀ ନିଜାମୁଦ୍ଦିନରୁ ଫେରିଥିବା ୨୮ଜଣଙ୍କ ମଧ୍ୟରୁ ୩ଜଣଙ୍କର କରୋନା ପଜିଟିଭ ବାହାରିଛି। ଏହି ୩ ଆକ୍ରାନ୍ତ ହେଉଛନ୍ତି କଟକ, ପୁରୀ ଓ ଯାଜପୁରର ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଓଡ଼ିଶାରେ ପୁଣି ୧୧ : କରୋନା ସଂକ୍ରମିତ ସଂଖ୍ୟା ହେଲା ୨୦

ଭୁବନେଶ୍ୱର, ୩।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କୁ ନେଇ ଯେଉଁ ଆଶଙ୍କା ଥିଲା ତାହା ବାସ୍ତବ ରୂପ ନେବାରେ ଲାଗିଛି। ଶୁକ୍ରବାର କଟକରେ ଜଣେ ଏବଂ ଭୁବନେଶ୍ୱର ବମିଖାଲରେ ୩ ଜଣ କରୋନା ସଂକ୍ରମିତ ଜଣାପଡିଥିଲା। ଏହାକୁ ନେଇ ଏକ ଭୟର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri