୧୦ ଜିଲାରେ ପ୍ରବଳ ବର୍ଷିବ
ଭୁବନେଶ୍ୱର,୧୯।୮(ବ୍ୟୁରୋ)-ବଙ୍ଗୋପସାଗରେ ସୃଷ୍ଟି ହୋଇଛି ଲଘୁଚାପ। ଫଳରେ ସାରା ରାଜ୍ୟରେ ପ୍ରବଳ ବର୍ଷାର ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ପକ୍ଷରୁ ବୁଧବାର ୧୦ ଜିଲାକୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି। ଜଗତସିଂହପୁର, ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା,…
ସବୁ ଜିଲାପାଳମାନଙ୍କୁ ଆଲର୍ଟ କଲେ ସ୍ବତନ୍ତ୍ର ରିଲିଫ କମିଶନର
ଭୁବନେଶ୍ୱର,୧୯।୮(ବ୍ୟୁରୋ)-ପ୍ରବଳ ବର୍ଷା ସମ୍ଭାବନାକୁ ନେଇ ବୁଧବାର ୧୦ ଜିଲାକୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି। ଏ ନେଇ ପଦକ୍ଷେପ ନେବାକୁ ସମସ୍ତ ଜିଲାପାଳମାନଙ୍କୁ ଆଲର୍ଟ କରାଯାଇଛି। ଆକସ୍ମିକ ବନ୍ୟା, ପାଣି ଜମିବା, ଭୂସ୍ଖଳନ ନେଇ ଆଲର୍ଟ କଲେ ସ୍ବତନ୍ତ୍ର ରିଲିଫ କମିଶନର…
ଆଜି ଆଉ ୧୦ ଜୀବନ ନେଲା କରୋନା, ଜାଣନ୍ତୁ କେଉଁ ଜିଲାରୁ କେତେ
ଭୁବନେଶ୍ୱର,୧୯ା୮(ବ୍ୟୁରୋ): ବୁଧବାର ରାଜ୍ୟରୁ ଆଉ ୧୦ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୩୭୨ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଗଞ୍ଜାମରୁ ସର୍ବାଧିକ ୪ କରୋନା…
ପାସ୍ ହାର: ନୟାଗଡ଼ ଆଗରେ, ଦେବଗଡ଼ ପଛରେ
ଭୁବନେଶ୍ୱର, ୧୯।୮(ବ୍ୟୁରୋ): ବୁଧବାର ଯୁକ୍ତ ୨ ବିଜ୍ଞାନ ପରୀକ୍ଷାଫଳ ପ୍ରକାଶ ପାଇଥିବା ବେଳେ ପାସ୍ ହାର ରହିଛି ୭୪.୯୫ ପ୍ରତିଶତ। ପାସ୍ ହାରରେ ନୟାଗଡ଼ ସବୁଠାରୁ ଆଗରେ ଥିବାବେଳେ ଦେବଗଡ଼ ସବୁଠୁ ପଛରେ ରହିଛି। ତେବେ ଚଳିତ ବର୍ଷ ପୁଅମାନେ ଭଲ…
CORONAVIRUS UPDATE: ରାଜ୍ୟରେ ଦିନକରେ ୨୫ଶହ ପାର କଲା ଆକ୍ରାନ୍ତ ସଂଖ୍ୟା
ଭୁବନେଶ୍ୱର, ୧୯।୮(ବ୍ୟୁରୋ): ରାଜ୍ୟରେ ବୁଧବାର ୨୯ ଜିଲାରୁ ଆଉ ୨୫୮୯ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ନୂଆ ୨୫୮୯ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରାଣ୍ଟାଇନରୁ ୧୫୭୪ ଚିହ୍ନଟ…
ପ୍ରକାଶ ପାଇଲା ଯୁକ୍ତ ଦୁଇ ବାଣିଜ୍ୟ ପରୀକ୍ଷାଫଳ: ପାସ୍ ହାର ୭୪.୯୫ ପ୍ରତିଶତ
ଭୁବନେଶ୍ୱର, ୧୯।୮(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତ ୨ ବାଣିଜ୍ୟ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇଛି। ଚଳିତବର୍ଷ ପାସ୍ ହାର ୭୪.୯୫ ପ୍ରତିଶତ ରହିଛି। କରୋନା କଟକଣା ପାଇଁ ଗତବର୍ଷ ଅପେକ୍ଷା ଏଥର ୩ ମାସ ବିଳମ୍ବରେ…
ଲଘୁଚାପ: ୮ଜିଲାରେ ପ୍ରବଳ ବର୍ଷିବ
ଭୁବନେଶ୍ୱର, ୧୯।୮(ବ୍ୟୁରୋ): ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ପ୍ରଭାବରେ ବର୍ଷାଜାରି ରହିଛି । ଉତ୍ତର, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାର ଲଘୁଚାପ ବର୍ଷା ଲାଗିରହିବ। ତେବେ ୮ଟି ଜିଲାରେ ପ୍ରବଳ ବର୍ଷା ହେବା ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।…
ଆର୍ଟିଓ ସ୍ତରରେ ଅଦଳବଦଳ
ଭୁବନେଶ୍ୱର,୧୯ା୮(ବ୍ୟୁରୋ): ପରିବହନ ବିଭାଗର କେତେକ ଅଧିକାରୀଙ୍କୁ ପଦୋନ୍ନତି ଦିଆଯିବା ସହ କେତେକ ଆର୍ଟିଓଙ୍କୁ ବଦଳି କରାଯାଇଛି। ଏ ନେଇ ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଯୁଗ୍ମ ସଚିବ ପରିବହନ (ବୈଷୟିକ) ମନୋରଞ୍ଜନ ଲୋଧାଙ୍କୁ ଅତିରିକ୍ତ କମିଶନର…
ପୂଜା ଅନୁମତି ପାଇଁ ଜନସ୍ବାର୍ଥ ମାମଲା
କଟକ ଅଫିସ,୧୯ା୮: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଭୁବନେଶ୍ୱର-କଟକ କମିଶନରେଟ୍ ପୋଲିସ ଦ୍ୱୈତନଗରୀରେ ଗଣେଶ ପୂଜା ଉପରେ କଟକଣା ଲଗାଇଛି। ପୋଲିସର ଏହି ପଦକ୍ଷେପକୁ ଚ୍ୟାଲେଞ୍ଜ କରି ମଙ୍ଗଳବାର ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ରୁଜୁ କରାଯାଇଛି। କଟକ ନଗର ବୁଢ଼ା…
କୋଭିଡ୍ କେୟାର ହୋମ୍ ପାଇଁ ବିଏମ୍ସିର ନୂଆ ଏସ୍ଓପି
ଭୁବନେଶ୍ୱର,୧୯ା୮(ବ୍ୟୁରୋ): କୋଭିଡ୍ କେୟାର ହୋମ୍ (ସିସିଏଚ୍) ବନ୍ଦୋବସ୍ତ କରିବା ପାଇଁ ବିଏମ୍ସି ନୂଆ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜୁଅର (ଏସ୍ଓପି) ଜାରି କରିଛି। ଗାଇଡ୍ଲାଇନ୍ସକୁ ଅନୁପାଳନ କରି ସିସିଏଚ୍ କରିବାକୁ ବିଭିନ୍ନ ଆବାସିକ କଲ୍ୟାଣ ସଂଘ ଏବଂ ଆବାସିକ ସମାଜକୁ ବିଏମ୍ସି ପକ୍ଷରୁ…
୪ ଜିଲା ପାଇଁ ସ୍ବତନ୍ତ୍ର ରଣନୀତି: କୋରାପୁଟରେ ହେବ ପ୍ଲାଜ୍ମା ବ୍ୟାଙ୍କ
ଭୁବନେଶ୍ୱର,୧୯ା୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭିଡିଓ କନ୍ଫରେନ୍ସ ଜରିଆରେ ଅନୁଷ୍ଠିତ ଉଚ୍ଚସ୍ତରୀୟ ବୈଠକରେ ରାଜ୍ୟର କୋଭିଡ୍ ପରିସ୍ଥିତି ଓ ରଣନୀତି ନେଇ ସମୀକ୍ଷା କରିଛନ୍ତି। ଖୋର୍ଦ୍ଧା, କଟକ, ସୁନ୍ଦରଗଡ଼ ଓ ରାୟଗଡ଼ା ଜିଲାରେ ଆଞ୍ଚଳିକଭିତ୍ତିକ ରଣନୀତି ଅବଲମ୍ବନ କରିବା ପାଇଁ…
ଆଜି ଯୁକ୍ତ୨ ବାଣିଜ୍ୟ ପରୀକ୍ଷାଫଳ
ଭୁବନେଶ୍ୱର,୧୯।୮(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତ ୨ ବାଣିଜ୍ୟ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇବ। ପୂର୍ବାହ୍ନ ସାଢ଼େ ୧୧ଟାରେ ପରିଷଦର କାର୍ଯ୍ୟାଳୟରେ ଏହି ରେଜଲ୍ଟ ସମ୍ପର୍କରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଘୋଷଣା କରିବେ। ଛାତ୍ରୀଛାତ୍ରମାନେ www.orissaresults.nic.in…

