ପୂର୍ବତଟ ରେଳପଥର ୨୬୧ କୋଚ୍ ହେବ ଆଇସୋଲେଶନ ସେଣ୍ଟର
ଭୁବନେଶ୍ୱର,୩।୪(ବ୍ୟୁରୋ): କରୋନା ଭାଇରସ୍ କୋଭିଡ୍-୧୯ ବିରୋଧରେ ଲଢେଇ ପାଇଁ ଭାରତୀୟ ରେଳପଥ ଯୁଦ୍ଧକାଳୀନ ଭିତ୍ତିରେ ପଦକ୍ଷେପ ଗ୍ରହଣ କରିଛି। ଅତ୍ୟାବଶ୍ୟକ ସାମଗ୍ରୀ ପରିବହନଠାରୁ ଆରମ୍ଭ କରି ଅସହାୟଙ୍କୁ ଖାଦ୍ୟ ଯୋଗାଇବା ସହ ମାସ୍କ ଓ ସାନିଟାଇଜର ଯୋଗାଣ ଉପରେ ଗୁରୁତ୍ୱ...
ଓଡ଼ିଆଙ୍କ ସମସ୍ୟା ବୁଝିବାକୁ କର୍ନାଟକ, ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ
ଭୁବନେଶ୍ୱର,୩।୪(ବ୍ୟୁରୋ): କରୋନା ଲକ୍ ଡାଉନ କାରଣରୁ କର୍ନାଟକ ଓ ମହାରାଷ୍ଟ୍ରରେ ଓଡିଆ ଲୋକମାନେ ଅଟକି ରହିଥିବାବେଳେ ସେମାନଙ୍କ ଉପଯୁକ୍ତ ଯତ୍ନ ନେବା ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଅନୁରୋଧ କରିଛନ୍ତି। ଧର୍ମେନ୍ଦ୍ର କର୍ନାଟକ ମୁଖ୍ୟମନ୍ତ୍ରୀ ବି.ଏସ୍ ୟେଦୁରୁପ୍ପା ଏବଂ ମହାରାଷ୍ଟ୍ର...
ଆହୁରି ୩ ସଂସ୍ଥାରେ ପରୀକ୍ଷା ପାଇଁ ଅନୁମତି ମାଗିଲା ରାଜ୍ୟ: ୫୦,୦୦୦ ନମୁନା ପରୀକ୍ଷା ପାଇଁ ପ୍ରସ୍ତୁତି
ଭୁବନେଶ୍ୱର,୩।୪(ବ୍ୟୁରୋ): ବ୍ୟାପକ ପରିମାଣରେ ବ୍ୟକ୍ତିବିଶେଷଙ୍କ ନମୁନା ପରୀକ୍ଷା ଦ୍ୱାରା ରାଜ୍ୟରେ କରୋନା ସମ୍ପର୍କିତ ସ୍ପଷ୍ଟ ଚିତ୍ର ମିଳିପାରିବ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସମସ୍ତ ପଦକ୍ଷେପ ନେଉଛି। ବର୍ତ୍ତମାନ ଭୁବନେଶ୍ୱରସ୍ଥିତ ଏମ୍ସ,...
କରୋନା ମୁକାବିଲା: ସ୍ଥାନାନ୍ତର ହେଲେ ୯୮୯ କଏଦୀ
ଭୁବନେଶ୍ୱର,୩।୪(ବ୍ୟୁରୋ): ଓଡିଶା କାରାଗାର ନିର୍ଦ୍ଦେଶାଳୟ ପକ୍ଷରୁ କୋଭିଡ-୧୯ ମୁକାବିଲା ପାଇଁ ସ୍ବତନ୍ତ୍ର ପଦକ୍ଷେପ ଗ୍ରହଣ କରାଯାଇଛି। ରାଜ୍ୟର ୯୦ ଜେଲରେ ୧୮ ହଜାର ୧୨ ଜଣ କଏଦୀ ରହିବା ପାଇଁ ବ୍ୟବସ୍ଥା ରହିଥିବାବେଳେ ଏବେ ୧୭ ହଜାର ୫୧୯ ଜଣ...
ଭୁବନେଶ୍ୱର କୋର୍ଟକୁ ସମ୍ପୂର୍ଣ୍ଣ ସାନିଟାଇଜ୍ କରିବାକୁ ଦାବି: ଆଇନଜୀବୀ ଆତଙ୍କିତ
ଭୁବନେଶ୍ୱର,୩।୪(ବ୍ୟୁରୋ): ପଞ୍ଚମ କରୋନା ସଂକ୍ରମିତ ସୂର୍ଯ୍ୟନଗରରେ ରହୁଥିବା ପ୍ରଦୀପ୍ତ ଦଳବେହେରାଙ୍କ ନାମକୁ ସାର୍ବଜନୀନ କରାଯିବା ପରେ ଏବେ ଭୁବନେଶ୍ୱର ବାର୍ର ଆଇନଜୀବୀମାନେ ଆତଙ୍କିତ ଅବସ୍ଥାରେ ଅଛନ୍ତି। କାରଣ ସଂକ୍ରମିତଙ୍କ ଭାଇ ଭୁବନେଶ୍ୱର କୋର୍ଟରେ ନୋଟାରି ଭାବେ କାର୍ଯ୍ୟ କରୁଛନ୍ତି। ସେ...
ଶିଳ୍ପୀ, ବୁଣାକାରଙ୍କ ଉପରେ ଚଡ଼କ: ମୁଖ୍ୟମନ୍ତ୍ରୀ ଦୃଷ୍ଟି ଦେବାକୁ ଓଡିଶା ଶିଳ୍ପୀ ମହାସଂଘର ନିବେଦନ
ଭୁବନେଶ୍ୱର,୩।୪(ବ୍ୟୁରୋ): କରୋନା ଲାଗି ବହୁ ଲୋକ ରୋଜଗାର ହରାଇଥିବାବେଳେ ଅନେକ ବେଉସା ବୁଡିଯାଇଛି। ୨୧ଦିନିଆ ଲକ୍ଡାଉନ ରାଜ୍ୟ ଶିଳ୍ପୀ ଓ ବୁଣାକାରଙ୍କ ନିଦ ହଜାଇ ଦେଇଛି। ମାର୍ଚ୍ଚ ୨୨ରେ ଜନତା କର୍ଫ୍ୟୁ ଓ ଏହାପରଠାରୁ ଲକ୍ଡାଉନ୍ ଯୋଗୁ ହସ୍ତତନ୍ତ ଓ...
କରୋନା ମୁକାବିଲା ପାଇଁ ଏକାଠି ହେବାକୁ ଆହ୍ବାନ
ନୂଆଦିଲ୍ଲୀ/ଭୁବନେଶ୍ୱର,୩।୪(ବ୍ୟୁରୋ): ମହାମାରୀ କରୋନା ମୁଣ୍ଡ ପରେ ମୁଣ୍ଡ ନେଇଚାଲିଛି। ଏହାର ମୁକାବିଲା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବ୍ୟାପୀ ୨୧ ଦିନିଆ ଲକ୍ଡାଉନ୍ ଘୋଷଣା କରିଛନ୍ତି। ସାମାଜିକ ଦୂରତ୍ୱ ବଜାୟ ରଖିବା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରମାନଙ୍କ...
୩ ମାସର ଭଡ଼ା ଆଦାୟ ନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ
ଭୁବନେଶ୍ୱର,୩।୪(ବ୍ୟୁରୋ): କରୋନା ସଂକ୍ରମଣ ଦ୍ୱାରା ସାରା ବିଶ୍ୱର ଅର୍ଥନୀତି ପ୍ରଭାବିତ ହୋଇଛି। ଉଭୟ ସଙ୍ଗଠିତ ଏବଂ ଅସଙ୍ଗଠିତ କ୍ଷେତ୍ରରେ କାର୍ଯ୍ୟରତ ସବୁ ବର୍ଗର ଲୋକ ଆର୍ଥିକ ଭାବେ ପ୍ରଭାବିତ ହୋଇଛନ୍ତି। ଓଡ଼ିଶାରେ ମଧ୍ୟ ସମାନ ଅବସ୍ଥା ଉପୁଜିଛି। ଏହି ସମୟରେ...
୫ମ ସଂକ୍ରମିତଙ୍କ ସ୍ବାସ୍ଥ୍ୟ ଯାଞ୍ଚ ରିପୋର୍ଟ ଦେଲା ସ୍ବାସ୍ଥ୍ୟ ବିଭାଗ
ଭୁବନେଶ୍ୱର,୨।୪(ବ୍ୟୁରୋ): ୫ମ କରୋନା ଆକ୍ରାନ୍ତ ପ୍ରଦୀପ୍ତ ଦଳବେହେରାଙ୍କ ଚିକିତ୍ସା ଏବଂ ଯାତାୟତ ବିବରଣୀ ରାଜ୍ୟ ସ୍ବାସ୍ଥ୍ୟବିଭାଗ ଗୁରୁବାର ପ୍ରକାଶ କରିଛି। ପ୍ରଦୀପ୍ତ କେବେ କେଉଁ ମେଡିକାଲକୁ ସ୍ବାସ୍ଥ୍ୟ ପରୀକ୍ଷା କରିବାକୁ ଯାଇଥିଲେ, କେତେ ଦିନତଳେ ପରୀକ୍ଷା କରିଥିଲେ ତାହାର ବିବରଣୀ...
ପ୍ରଫୁଲ୍ଲଙ୍କ ନିଆରା ପ୍ରୟାସ : ସୁପରହିରୋଙ୍କୁ ସଂକ୍ରମଣରୁ ବଞ୍ଚାଇବା ଲକ୍ଷ୍ୟ
ଭୁବନେଶ୍ୱର,୨ା୪(ବ୍ୟୁରୋ)-କରୋନାର କରାଳ ରୂପ ସମଗ୍ର ବିଶ୍ୱକୁ ଗ୍ରାସ କରିଥିବା ବେଳେ ଚାରିଆଡେ ହାହାକାର ପରିସ୍ଥିତି ସୃଷ୍ଟି ହୋଇଛି। ରାସ୍ତାରେ ବୁଲୁଥିବା ଗାଇଗୋରୁ, କୁକୁର, ବିଲେଇ ବଞ୍ଚତ୍ବାକୁ ସଂଘର୍ଷ କରୁଛନ୍ତି। ଏଭଳିସ୍ଥଳେ ମାନବିକତା ଦେଖାଇ ସମାଜ ପାଇଁ କିଛି କରିବାକୁ ଆଗେଇ...
ଲକ୍ଡାଉନ୍ରେ ଶିଶୁ, କିଶୋରଙ୍କୁ ସୃଜନଶୀଳ କରିବାକୁ ନିଆରା ପ୍ରୟାସ: ଆରମ୍ଭ ହେବ ‘ମୋ ପ୍ରତିଭା’ କାର୍ଯ୍ୟକ୍ରମ
ଭୁବନେଶ୍ୱର,୨ା୪(ବ୍ୟୁରୋ)- କରୋନା ସଂକ୍ରମଣ ବ୍ୟାପିବାକୁ ରୋକିବା ଲାଗି ଦେଶରେ ୨୧ଦିନିଆ ଲକ୍ଡାଉନ୍ ଘୋଷଣା ହୋଇଛି। ଏହାଦ୍ୱାରା ସବୁବର୍ଗର ଲୋକେ ପ୍ରଭାବିତ ହୋଇଛନ୍ତି। ଏପରି କି କୋମଳମତି ଶିଶୁ, ଛୋଟ ପିଲା ଏବଂ ଛାତ୍ରୀଛାତ୍ର ଏଥିରୁ ବାଦ୍ ପଡ଼ି ନାହାନ୍ତି। ସ୍କୁଲ...
ସାନିଟାଇଜ୍ ହେଲା ସୂର୍ଯ୍ୟନଗର ଅଞ୍ଚଳ
ଭୁବନେଶ୍ୱର, ୨ା୪ (ବ୍ୟୁରୋ) – ମଙ୍ଗଳବାରଠାରୁ ଭୁବନେଶ୍ୱର ମହାନଗର ନିଗମ ସହାୟତାରେ ଅଗ୍ନିଶମ ବିଭାଗ ପକ୍ଷରୁ ସହରକୁ ସାନିଟାଇଜ୍ କାର୍ଯ୍ୟ ଜାରି ରହିଛି। ବୁଧବାର ୟୁନିଟ୍-୭ ଅନ୍ତର୍ଗତ ସୂର୍ଯ୍ୟନଗର ଅଞ୍ଚଳରେ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଗୁରୁବାର ସେହି...
Archives


