କରୋନା ମୁକାବିଲା: ପ୍ରସ୍ତୁତ ହେଲା ୬୫୦ ଶଯ୍ୟା ବିଶିଷ୍ଟ ୨ ହସ୍ପିଟାଲ
ଭୁବନେଶ୍ୱର,୨।୪(ବ୍ୟୁରୋ)- ରାଜ୍ୟରେ କରୋନା ସଂକ୍ରମିତଙ୍କ ସ୍ବତନ୍ତ୍ର ଚିକିତ୍ସା ପାଇଁ ୬୫୦ ଶଯ୍ୟା ବିଶିଷ୍ଟ ୨ଟି ହସ୍ପିଟାଲ ପ୍ରସ୍ତୁତ ହୋଇଛି। ଏହା ମଧ୍ୟରେ ରାଜଧାନୀ ଭୁବନେଶ୍ୱରର କଳିଙ୍ଗ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍ସ(କିମ୍ସ) ପରିସରରେ ୫୦୦ ଶଯ୍ୟା ରହିଛି। ଏହା ବ୍ୟତୀତ...
ନିଜାମୁଦ୍ଦିନ ଧର୍ମସଭା ଖୋଳତାଡ଼: ପୁରୀ ଜିଲାର ଯୋଗଦେଇଥିଲେ ୩
ପୁରୀ ଅଫିସ,୨ା୪: କରୋନାକୁ ନେଇ ବିଶ୍ୱ ଥରହର। ଦିନକୁ ଦିନ ଅଧିକ ଉଗ୍ରରୂପ ଧାରଣ କରି ନୂଆ ନୂଆ ଦେଶକୁ ମାଡ଼ୁଛି ଏହି ପ୍ରାଣଘାତୀ ଭୂତାଣୁ । କରୋନା କବଳରୁ ରକ୍ଷା ପାଇବା ବିଶ୍ୱବାସୀ ତ୍ରାହି ତ୍ରାହି ଡାକୁଛନ୍ତି। ଭାରତରେ...
ପଞ୍ଚମ କରୋନା ଆକ୍ରାନ୍ତଙ୍କ ପରିଚୟ ପ୍ରକାଶ କଲା ବିଏମ୍ସି, ନିଷିଦ୍ଧାଞ୍ଚଳ ହେଲା ସୂର୍ଯ୍ୟନଗର
ଭୁବନେଶ୍ୱର, ୨ା୪(ବ୍ୟୁରୋ): ଭୁବନେଶ୍ୱରରୁ ବୁଧବାର ଚିହ୍ନଟ ହୋଇଥିବା ଓଡ଼ିଶାର ୫ମ କରୋନା ଆକ୍ରାନ୍ତଙ୍କ ପରିଚୟ ଲୋକଲୋଚନକୁ ଆଣିଛି ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି)। ସେ ହେଲେ ପ୍ରଦୀପ୍ତ ଦଳବେହେରା। ୟୁନିଟ୍-୭ ଅନ୍ତର୍ଗତ ଓ୍ବାର୍ଡ ନଂ. ୪୬ସ୍ଥିତ ସୂର୍ଯ୍ୟନଗରର ପ୍ଲଟ୍ ନଂ.୩୭ରେ...
୫ ସନ୍ଦିଗ୍ଧଙ୍କ ସ୍ବାବ ସଂଗ୍ରହ: ପରୀକ୍ଷା ପାଇଁ ପଠାଗଲା ଏମ୍ସ
ବାଳକାଟୀ,୨ା୪(ଡି.ଏନ୍.ଏ.):ବାଳକାଟୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ ଗୁରୁବାର ୫ଜଣ କରୋନା ସନ୍ଦିଗ୍ଧଙ୍କ ସ୍ବାବ ସଂଗ୍ରହ କରାଯାଇଛି। ପରେ ସ୍ବାବଗୁଡ଼ିକୁ ପରୀକ୍ଷା ପାଇଁ ଭୁବନେଶ୍ୱର ଏମ୍ସ କରୋନା ଟେଷ୍ଟ ସେଣ୍ଟରକୁ ପଠାଇ ଦିଆଯାଇଛି। ଏହି ୫ ସନ୍ଦିଗ୍ଧଙ୍କ ମଧ୍ୟରୁ ଜୟଦେବ ନିର୍ବାଚନମଣ୍ଡଳୀର ବାଲିଅନ୍ତା...
କରୋନା UPDATE: ବିଶ୍ୱରେ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୩୭ହଜାର ୯୭୬, ଭାରତରେ ୧୯୬୫, ଓଡ଼ିଶାରେ ୫ ପଜିଟିଭ
ଭୁବନେଶ୍ୱର,୨।୪(ବ୍ୟୁରୋ): ସମଗ୍ର ବିଶ୍ୱ ଏବେ ମହାମାରୀ କରୋନା କବଳରେ। ବୁଧବାର ୨୦୩ ଦେଶ ଏବଂ ଦୁଇଟି ଜାହାଜରେରେ କରୋନା ଚିହ୍ନଟ ହୋଇଥିବା ବେଳେ ଗୁରୁବାର ଏହା ସମାନ ରହିଛି। ସେହିଭଳି ଆକ୍ରାନ୍ତଙ୍କ ସଂଖ୍ୟା ୮ଲକ୍ଷ ୬୨ହଜାର ୪୯୫ଜଣ ଥିବା ବେଳେ...
୧୪ ଦିନ ମଧ୍ୟରେ ବିଦେଶରୁ କିମ୍ବା ଓଡ଼ିଶା ବାହାରୁ ଫେରିଥିଲେ ଘରେ ରହିବାକୁ ପରାମର୍ଶ, ସ୍ବାସ୍ଥ୍ୟ ସମସ୍ୟା ହେଲେ ୧୦୪ନଂ ଫୋନ କରିବାକୁ ନିର୍ଦ୍ଦେଶ
ଭୁବନେଶ୍ୱର,୨।୪(ବ୍ୟୁରୋ): ଯେଉଁମାନେ ବିଦେଶରୁ କିମ୍ବା ଓଡ଼ିଶା ବାହାର ରାଜ୍ୟରୁ ଗସ୍ତ ସାରି ଗତ ୧୪ ଦିନ ମଧ୍ୟରେ ଫେରିଛନ୍ତି, ସେମାନଙ୍କୁ ଘରେ ରହିବାକୁ ପରାମର୍ଶ। ଅଲଗା ଘରେ ରୁହନ୍ତୁ। ନିଜ ପରିବାର ସଦସ୍ୟଙ୍କ ସହ ୧ ମିଟର ଦୂରରେ ରହି...
କରୋନା କଟକଣା ଭାଙ୍ଗିବା ଅଭିଯୋଗ: ୨୪୫ ମାମଲା ରୁଜୁ
ଭୁବନେଶ୍ୱର,୨।୪(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟରେ ୨୧ ଦିନିଆ କଟକଣା ନିୟମକୁ କଡ଼ାକଡ଼ି ଭାବେ ପାଳନ କରାଯାଉଛି। ବିଭିନ୍ନ ଛକ ସ୍ଥାନରେ ପୋଲିସମାନେ ଗାଡ଼ିମୋଟର ଯାତାୟାତ ଉପରେ ନଜର ରଖିଛନ୍ତି। ଏସବୁ ମଧ୍ୟରେ କରୋନା ସମ୍ପର୍କିତ କଟକଣା ଭାଙ୍ଗିବା...
ବଢ଼ିଲା ପାରଦ: ୩ ଜିଲାରେ ତାପମାତ୍ରା ୪୦ ଡିଗ୍ରୀ ଉପରେ, ବର୍ଷାପବନକୁ ନେଇ ୮ଜିଲାକୁ ୟେଲୋ ଓ୍ବାର୍ଣ୍ଣିଂ
ଭୁବନେଶ୍ୱର,୨।୪(ବ୍ୟୁରୋ): ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଇଛି। ଗୁରୁବାର ରାଜ୍ୟର ୩ଟି ଜିଲାର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି। ଟିଟଲାଗଡ଼ରେ ତାପମାତ୍ରା ୪୦.୫ ଡିଗ୍ରୀ, ମାଲକାନଗିରି ୪୦.୨ ଡିଗ୍ରୀ, ବଲାଙ୍ଗୀର ୪୦ ଡିଗ୍ରୀ ରହିଥିଲା। ସେହିଭଳି କଟକ ଏବଂ ବୌଦ୍ଧରେ...
ନିଜାମୁଦ୍ଦିନ ଯାଇଥିବା ଲୋକେ ନିଜ ଆଡ଼ୁ ଆସି ସରକାରଙ୍କୁ ସହଯୋଗ କରନ୍ତୁ: ଡିଏମ୍ଇଟି
ଭୁବନେଶ୍ୱର,୨।୪(ବ୍ୟୁରୋ): ନୂଆଦିଲ୍ଲୀର ନିଜାମୁଦ୍ଦିନରେ ଅନୁଷ୍ଠିତ ଧର୍ମସଭାରୁ ଓଡ଼ିଶାରୁ ଫେରିଥିବା ଲୋକଙ୍କୁ ଅନୁଧ୍ୟାନ କରାଯାଉଛି। ତେବେ ଏହା ଅନ୍ୟମାନଙ୍କୁ ବ୍ୟାପିବାର ସମ୍ଭାବନା ରହିଛି। ଏଣୁ ନିଜର ପରୀକ୍ଷା କରାଇ ନିଅନ୍ତୁ। ଏପରିକି ଲୋକମାନେ ନିଜ ଆଡ଼ୁ ଆସି ସରକାରଙ୍କୁ ସହଯୋଗ କରନ୍ତୁ...
୬୨୫ ଶଯ୍ୟା ସହ ଦୁଇ କୋଭିଡ-୧୯ ହସ୍ପିଟାଲ ପ୍ରସ୍ତୁତ
ଭୁବନେଶ୍ୱର,୨।୪(ବ୍ୟୁରୋ): ଭୁବନେଶ୍ୱର ଓ କଟକରେ ଦୁଇଟି କୋଭିଡ-୧୯ ହସ୍ପିଟାଲ ପ୍ରସ୍ତୁତ ହୋଇଛି। ଭୁବନେଶ୍ୱରରେ କିମ୍ସ ଏବଂ କଟକରେ ଅଶ୍ୱିନୀ ହସ୍ପିଟାଲ ପ୍ରସ୍ତୁତ ହୋଇଛି। କିମ୍ସରେ ୫୦୦ ଓ ଅଶ୍ୱିନୀରେ ୧୨୫ ଶଯ୍ୟା ପ୍ରସ୍ତୁତ ହୋଇଛି। ଆଗାମୀ ୩ ଦିନରେ ୫...
ଭାବବିହ୍ବଳ କଲା କୁନିଝିଅଙ୍କ ନିବେଦନ
ଭୁବନେଶ୍ୱର,୨।୪(ବ୍ୟୁରୋ): କରୋନା ସଂକ୍ରମଣ ବ୍ୟାପିବାକୁ ରୋକିବା ଲାଗି କେନ୍ଦ୍ର ସରକାର ଘୋଷଣା କରିଥିବା ୨୧ ଦିନିଆ ଲକ୍ଡାଉନ୍କୁ ମାନି ନିଜ ନିଜ ଘରେ ସୁରକ୍ଷିତ ରହିବାକୁ ଅନୁରୋଧ କରିଛନ୍ତି ଅରୁଣାଚଳ ପ୍ରଦେଶର ଜଣେ ୯ ବର୍ଷର ଝିଅ। ହେଲେ ତାଙ୍କ...
ଲିଙ୍ଗରାଜଙ୍କ ନୀତି ବନ୍ଦ
ପୁରୁଣା ଭୁବନେଶ୍ୱର, ୨।୪ (ଡି.ଏନ୍.ଏ.): ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ବର୍ଷ ବର୍ଷ ଧରି ପାଳିତ ହେଉଥିବା ବହୁ ପରମ୍ପରାରେ ପୂର୍ଣ୍ଣଚ୍ଛେଦ ପଡ଼ିବାରେ ଲାଗିଛି। ପୂର୍ବରୁ ୯ଶହ ବର୍ଷର ହାଣ୍ଡିଭଙ୍ଗା ଯାତ୍ରା ବନ୍ଦ ହୋଇଯାଇଥିବାବେଳେ ଚଳିତବର୍ଷ ରୁକୁଣା ରଥଯାତ୍ରା ଲକ୍ଡାଉନ୍ ପାଇଁ ବୁଧବାର...
Archives


