ମେଟ୍ରୋ

ଅଣ୍ଡା, କୁକୁଡା ମାଂସ ଖାଇବା ନିରାପଦ: ପ୍ରାଣୀ ଚିକିତ୍ସା ନିର୍ଦ୍ଦେଶାଳୟ

ଭୁବନେଶ୍ୱର,୩ା୬(ବ୍ୟୁରୋ)-ଚିକେନ ଓ ଅଣ୍ଡା ଖାଇବା ଦ୍ୱାରା କରୋନାଠୁ ଅଧିକ ଭୟଙ୍କର ରୋଗ ବ୍ୟାପିବା ନେଇ ଚାଲିଥିବା ଚର୍ଚ୍ଚା ଏକ ପ୍ରକାର ଗୁଜବ। ଏ ନେଇ ବୁଧବାର ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ପଷ୍ଟ କରାଯାଇଛି। ଅଣ୍ଡା ଓ ଚିକେନ ଖାଇବା ସମ୍ପୂର୍ଣ୍ଣ ନିରାପଦ…

ରାଜଧାନୀରେ ଚାଞ୍ଚଲ୍ୟ: ଶିଶୁର ତଣ୍ଟି ଚିପି ହତ୍ୟା ପରେ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ

ଭୁବନେଶ୍ୱର,୩ା୬ (ବ୍ୟୁରୋ)-ଖଣ୍ଡଗିରି ଥାନା ଅନ୍ତର୍ଗତ ଆଇଗିଣିଆ ରାଜୀବନଗରରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଉକ୍ତ ଅଞ୍ଚଳରେ ରହୁଥିବା ଜଣେ ମହିଳା ଅତି ନୃଶଂସ ଭାବେ ଜଣେ ୪ ବର୍ଷର ଶିଶୁ ପୁତ୍ରକୁ ତଣ୍ଟିଚିପି ହତ୍ୟା କରିବା ପରେ ଆତ୍ମହତ୍ୟା ଉଦ୍ୟମ…

ନୂଆ ଚିହ୍ନଟ ୧୪୩ ଆକ୍ରାନ୍ତ ମଧ୍ୟରେ ଗଞ୍ଜାମର ସର୍ବାଧିକ

ଭୁବନେଶ୍ୱର,୩।୬(ବ୍ୟୁରୋ): ରାଜ୍ୟରେ ବୁଧବାର ଚିହ୍ନଟ ନୂଆ ୧୪୩ ଆକ୍ରାନ୍ତଙ୍କ ବିଷୟରେ ତଥ୍ୟ ଦେଇଛନ୍ତି ରାଜ୍ୟ ସରକାର। କେନ୍ଦ୍ରାପଡ଼ାରୁ ଚିହ୍ନଟ ସମସ୍ତ ୯ କ୍ୱାରାଣ୍ଟାଇନ୍‌ ସେଣ୍ଟରର। ସେଥିରୁ ୫ ଗୁଜରାଟ, ୨ ମହାରାଷ୍ଟ୍ର ଓ ୨ଜଣ ତାମିଲନାଡ଼ୁ ଫେରନ୍ତା। ନୂଆପଡ଼ାର ସମସ୍ତ ୮…

କୋଚିଂ ସେଣ୍ଟର ଖୋଲିବାକୁ ସର୍ତ୍ତମୂଳକ ଅନୁମତି ଦାବି: ଆନ୍ଦୋଳନ ଚେତାବନୀ ଦେଲେ ଘରୋଇ ଶିକ୍ଷକ

ଭୁବନେଶ୍ୱର, ୩।୬(ବ୍ୟୁରୋ): କରୋନା ମହାମାରୀ ଲକ୍‌ଡାଉନ୍‌ ଯୋଗୁ ୩ମାସ ହେଲା ଟ୍ୟୁଶନ ଓ କୋଚିଂସେଣ୍ଟର ବନ୍ଦ ରହିଛି। ଏହା ଛାତ୍ରୀଛାତ୍ରଙ୍କ ଶିକ୍ଷାର ବିକାଶ ଉପରେ ଘୋର ପ୍ରଭାବ ପକାଇଛି। ସେହିପରି କୋଚିଂ ସେଣ୍ଟର ବନ୍ଦ ଯୋଗୁ ଏହାର ମାଲିକମାନେ ଘର ଭଡ଼ା…

ମହିଳାଙ୍କୁ ଅଟୋରେ ଅପହରଣ ପରେ ଅସଦାଚରଣ ଘଟଣା: କନ୍‌ଷ୍ଟେବଳ ସମେତ ୩ ଗିରଫ

ଭୁବନେଶ୍ୱର,୩ା୬(ବ୍ୟୁରୋ): ଖାକିରେ ପୁଣି ଲାଗିଲା ଦାଗ। ମହିଳାଙ୍କୁ ଥାନାରେ ଛାଡ଼ି ଦେବାକୁ କହି ଖଣ୍ଡଗିରି ପିସିଆର କନ୍‌ଷ୍ଟେବଳ ଓ ତାଙ୍କର ଦୁଇ ସହଯୋଗୀ ଅଟୋରେ ଅପହରଣ କରିବା ସହ ଅସଦାଚରଣ କରିବା ଘଟଣା ରାଜଧାନୀରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ଏହି ମାମଲାକୁ…

ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସମ୍ଭାବନା: ଅଧିକ ସକ୍ରିୟ ହେବ ମୌସୁମୀ

ଭୁବନେଶ୍ୱର,୨।୬(ବ୍ୟୁରୋ): ଆସନ୍ତା ୮ ତାରିଖରେ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଅପରପକ୍ଷେ ଦକ୍ଷିଣ-ପଶ୍ଚିମ ମୌସୁମୀ ସୋମବାର କେରଳ ଛୁଇଁଛି। ଆଉ ୯ ଦିନ ପରେ ତାହା ଓଡ଼ିଶାରେ ପାଦ ଥାପିବ। ସେଥିପାଇଁ ପାଗ ଅନୁକୂଳ ରହିଛି। ତେବେ…

ଜାରି ହେଲା ସଂଶୋଧିତ ଗାଇଡଲାଇନ: ଜୁଲାଇ ୩୧ ଯାଏ ସ୍କୁଲ, କଲେଜ ବନ୍ଦ; ପରୀକ୍ଷା ପାଇଁ ଅନୁମତି

ଭୁବନେଶ୍ୱର,୨ା୬(ବ୍ୟୁରୋ)-ରାଜ୍ୟରେ କୋଭିଡ-୧୯ ସଂକ୍ରମଣ ନିୟନ୍ତ୍ରଣକୁ ଆସି ନ ଥିବାରୁ ରାଜ୍ୟ ସରକାର ଆସନ୍ତା ଜୁନ ୩୦ ତାରିଖ ଯାଏ କେତେକ କ୍ଷେତ୍ରରେ କଟକଣା ଘୋଷଣା କରିଛନ୍ତି। ଏପରିକି ଚଳିତ ମାସର ଶନିବାର ଓ ରବିବାର ଦୁଇଦିନ ସଟଡାଉନ ଘୋଷଣା କରାଯାଇଛି। ଏ…

ପଙ୍ଗପାଳ ଚିନ୍ତା: ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଉଚ୍ଚସ୍ତରୀୟ ବୈଠକ; ୧୦ ଦିନ ତୀକ୍ଷ୍ଣ ନଜର ରଖିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨ା୬(ବ୍ୟୁରୋ)-ପାକିସ୍ତାନରୁ ଆସିଥିବା ପଙ୍ଗପାଳ ଭାରତର ବିଭିନ୍ନ ରାଜ୍ୟରେ ଭୟଙ୍କର ଭାବେ ଫସଲକୁ ଉଜାଡିବାରେ ଲାଗିଛନ୍ତି। ରାଜସ୍ଥାନରୁ ପଞ୍ଜାବ, ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ ଦେଇ ଲକ୍ଷ ଲକ୍ଷ ପଙ୍ଗପାଳ ମଧ୍ୟପ୍ରଦେଶ ଏବଂ ଓଡ଼ିଶା ସୀମା ଛତିଗଡ଼ରେ ପହଞ୍ଚିଲେଣି। ଆଉ କେଇଦିନ ପରେ ଓଡ଼ିଶାରେ ପହଞ୍ଚିଯିବା…

ରାଜ୍ୟ ଭିତରେ ଚାଲିବ ୫ ସ୍ପେଶାଲ ଟ୍ରେନ୍‌: ଜୁନ୍‌ ୮ରୁ ୩୦ ଯାଏ କରିପାରିବେ ଯାତ୍ରା

ଭୁବାନେଶ୍ୱର,୨।୬(ବ୍ୟୁରୋ): ରାଜ୍ୟ ଭିତରେ ଚାଲିବ ୫ଟି ସ୍ପେଶାଲ ଟ୍ରେନ୍‌। ଜୁନ୍‌ ୮ରୁ ଜୁନ୍‌ ୩୦ ଯାଏ ଏହି ଟ୍ରେନ୍‌ ଚଳାଚଳ କରିବ। ଏନେଇ ପୂର୍ବତଟ ରେଲଓ୍ବେ ପକ୍ଷରୁ ମଙ୍ଗଳବାର ଘୋଷଣା କରାଯାଇଛି। ଭୁବନେଶ୍ୱର-ବଲାଙ୍ଗୀର-ଭୁବନେଶ୍ୱର ମଧ୍ୟରେ ସ୍ପେଶାଲ ଟ୍ରେନ୍‌ ଚାଲିବ। ଏହାଛଡ଼ା ଭୁବନେଶ୍ୱର-ଭଦ୍ରକ-ଭୁବନେଶ୍ୱର,…

ଭାଜପା ଛାଡ଼ିଲେ ଜଗନ୍ନାଥ ପ୍ରଧାନ

ଭୁବାନେଶ୍ୱର,୨।୬(ବ୍ୟୁରୋ): ଭାରତୀୟ ଜନତା ପାର୍ଟୀ(ଭାଜପା)ରୁ ଇସ୍ତଫା ଦେଇଛନ୍ତି ଜଗନ୍ନାଥ ପ୍ରଧାନ। ଭୁବନେଶ୍ୱର ସଭାପତି ଚୟନରେ ଅସନ୍ତୁଷ୍ଟ ହୋଇ ସେ ମଙ୍ଗଳବାର ଇସ୍ତଫା ଦେଇଥିବା ସୂଚନା ମିଳିଛି। ତେବେ ସେ ସଭାପତି ଚୟନ ନେଇ ମତାମତ ନିଆଯାଇ ନ ଥିବା କହିଛନ୍ତି। ସେ…

ବାବୁ ସିଂ ହେଲେ ଭୁବନେଶ୍ୱର ଭାଜପା ସଭାପତି

ଭୁବାନେଶ୍ୱର,୨।୬(ବ୍ୟୁରୋ): ଭୁବନେଶ୍ୱର ଭାଜପା ସାଂଗଠନିକ ଜିଲା ସଭାପତି ହୋଇଛନ୍ତି ବାବୁ ସିଂ। ସେହିଭଳି କଳାହାଣ୍ଡି ଜିଲା ଭାଜପା ସଭାପତି ଭାବେ ଦେବେନ୍ଦ୍ର ମହାନ୍ତିଙ୍କୁ ନିଯୁକ୍ତି ମିଳିଛି। ଉଭୟଙ୍କ ନିଯୁକ୍ତି ନେଇ ରାଜ୍ୟ ଭାଜପା ପକ୍ଷରୁ ପ୍ରେସ୍‌ ବିଜ୍ଞପ୍ତି ଜରିଆରେ ସୂଚନା ଦିଆଯାଇଛି।

୧୯ ଜିଲାକୁ ୟେଲୋ ଓ୍ବାର୍ଣ୍ଣିଂ: ସତର୍କ ରହିବାକୁ ପରାମର୍ଶ

ଭୁବନେଶ୍ୱର,୨।୬(ବ୍ୟୁରୋ): ବିହାରରୁ ଛତିଶଗଡ଼ ମଧ୍ୟରେ ଟ୍ରପ୍‌ ଲାଇନ୍‌ ସୃଷ୍ଟି ହୋଇଥିବା ଯୋଗୁ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇଛି। ମଙ୍ଗଳବାର ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାରେ ବର୍ଷା ଲାଗି ରହିବ। ତେବେ ଏ ନେଇ ୧୯ ଜିଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri