୧୯ରେ ଯୁକ୍ତ ୨ ବାଣିଜ୍ୟ ଓ ୩୧ ପୂର୍ବରୁ ପ୍ରକାଶ ପାଇବ କଳା ପରୀକ୍ଷା ଫଳ
ଭୁବନେଶ୍ୱର,୧୭।୮(ବ୍ୟୁରୋ)-ଆସନ୍ତା ୧୯ରେ ପ୍ରକାଶ ପାଇବ ଯୁକ୍ତ ୨ ବାଣିଜ୍ୟ ପରୀକ୍ଷା ଫଳ। ୧୯ ତାରିଖ ଦିନ ୧୧ଟା ୩୦ରେ ଏହି ପରୀକ୍ଷା ଫଳ ପ୍ରକାଶ ପାଇବ। ସେହିପରି ଅଗଷ୍ଟ ୩୧ ପୂର୍ବରୁ ପ୍ରକାଶ ପାଇବ ଯୁକ୍ତ ୨ କଳା ପରୀକ୍ଷା ଫଳ।…
ଭୁବନେଶ୍ୱରରୁ ଆଉ ୧୯୮ କରୋନା ପଜିଟିଭ ଚିହ୍ନଟ: ୯୪ ସ୍ଥାନୀୟ ସଂକ୍ରମିତ
ଭୁବନେଶ୍ୱର, ୧୭।୮(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ପୁଣି ୧୯୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୧୦୪ ରହିଥିବା ବେଳେ ୯୪ ଲୋକାଲ କେସ୍ ରହିଛି। ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୪୮୭କୁ ବୃଦ୍ଧି ପାଇଛି। ସେହିପରି…
ମନ୍ତ୍ରୀ ସୁଶାନ୍ତ ସିଂଙ୍କୁ କରୋନା
ଭୁବନେଶ୍ୱର,୧୭ା୮(ବ୍ୟୁରୋ) : ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂ ସୋମବାର କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏନେଇ ସେ ନିଜେ ଟୁଇଟ୍ କରି ଜନସାଧାରଣଙ୍କୁ ସୂଚନା ଦେଇଛନ୍ତି। ସେ କହିଛନ୍ତି, ମୁଁ କରୋନା ପଜିଟିଭ୍। ମୋ’ ସ୍ବାସ୍ଥ୍ୟାବସ୍ଥା ବର୍ତ୍ତମାନ ସ୍ଥିର ରହିଛି। ଅନ୍ୟପକ୍ଷରେ…
ବରିଷ୍ଠ କୃଷି ଅଧିକାରୀ ପ୍ରଦୀପ ମହାନ୍ତିଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ରାଜ୍ୟ ସରକାର: କାରଣ ଜାଣନ୍ତୁ…
ଭୁବନେଶ୍ୱର, ୧୭।୮(ବ୍ୟୁରୋ): ପୁଣି ଜଣେ ବରିଷ୍ଠ ଅଧିକାରୀଙ୍କୁ ରାଜ୍ୟ ସରକାର ବାଧ୍ୟତାମୂଳକ ଅବସର ଦେଇଛନ୍ତି। ସେ ହେଉଛନ୍ତି କୋରାପୁଟର ତତ୍କାଳୀନ ଜିଲା କୃଷି ଅଧିକାରୀ ପ୍ରଦୀପ ମହାନ୍ତି। ଜୁଲାଇ ୨ତାରିଖରେ ପ୍ରଦୀପଙ୍କ ଗାଡିରୁ ଭିଜିଲାନ୍ସ ଅଧିକାରୀମାନେ ୧୧ ଲକ୍ଷ ଟଙ୍କା ଜବତ…
ହୋଟେଲ ଉତ୍କଳ ଇନ୍ ସିଲ୍
ଭୁବନେଶ୍ୱର, ୧୭।୮(ବ୍ୟୁରୋ)/ପୁରୁଣା ଭୁବନେଶ୍ୱର (ଡି.ଏନ୍.ଏ.): ଶଟ୍ଡାଉନ୍ ଓ କଟକଣା ସତ୍ତ୍ୱେ ଭୁବନେଶ୍ୱରରେ ଖୁଲମ୍ଖୁଲା ବିକ୍ରି ହେଉଥିଲା ମଦ। ଏହାର ଭିଡିଓ ଭାଇରାଲ ହେବା ପରେ ପୋଲିସ ଓ ବିଏମ୍ସିର ଚେତା ପଶିଥିଲା। ରବିବାର ଗ୍ୟାରେଜ ଛକରେ ଥିବା ହୋଟେଲ ଉତ୍କଳ ଇନ୍…
ଆଜି ଆଉ ୧୦ ଜୀବନ ନେଲା କରୋନା, ଏହି ଜିଲାରୁ ଅଛନ୍ତି ସର୍ବାଧିକ
ଭୁବନେଶ୍ୱର,୧୭ା୮(ବ୍ୟୁରୋ) : ସୋମବାର ରାଜ୍ୟରୁ ଆଉ ୧୦ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୩୫୩ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକମାନଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୪,…
CORONAVIRUS UPDATE: ରାଜ୍ୟରେ ୬୨,୦୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ଚିହ୍ନଟ ହୋଇଛନ୍ତି ୨୨୪୪ ପଜିଟିଭ୍
ଭୁବନେଶ୍ୱର,୧୭ା୮(ବ୍ୟୁରୋ): ସୋମବାର ୨୯ ଜିଲାରୁ ୨୨୪୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୬୨,୨୯୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ମଧ୍ୟରୁ ୧୩୯୦ ଜଣ…
ଫେମ୍ ଇଣ୍ଡିଆ ଏସିଆ ପୋଷ୍ଟ ସର୍ଭେ: ପ୍ରଣବ, ତାରା ଶ୍ରେଷ୍ଠ ବିଧାୟକ
ଭୁବନେଶ୍ୱର,୧୭ା୮(ବ୍ୟୁରୋ): ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ ଓ ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତିଙ୍କୁ ‘ଫେମ୍ ଇଣ୍ଡିଆ ଏସିଆ ପୋଷ୍ଟ’ ପକ୍ଷରୁ ୨୦୨୦ ବର୍ଷ ପାଇଁ ଶ୍ରେଷ୍ଠ ବିଧାୟକ ଭାବେ ମନୋନୀତ କରାଯାଇଛି। ପ୍ରଣବଙ୍କୁ ଭଲ ଉଦ୍ଦେଶ୍ୟ (ଇଣ୍ଟେଣ୍ଟ) ବର୍ଗରେ ଚୟନ…
ପ୍ରବାସୀ ଶ୍ରମିକଙ୍କ ନିଯୁକ୍ତିକୁ ପ୍ରାଥମିକତା ଦେବ ଏମ୍ଏସ୍ଏମ୍ଇ
ଭୁବନେଶ୍ୱର, ୧୭ା୮(ବ୍ୟୁରୋ): ଲକ୍ଡାଉନରେ ରାଜ୍ୟକୁ ଫେରିଥିବା ପ୍ରବାସୀ କୁଶଳୀ ଶ୍ରମିକମାନେ ଏବେ କାମଧନ୍ଦା ନ ପାଇ ରୋଜଗାର ଆଶାରେ ପୁଣିଥରେ କର୍ମକ୍ଷେତ୍ରକୁ ଫେରିବା ପାଇଁ ସଜବାଜ ହେଉଛନ୍ତି। ଜୀବନକୁ ବିପଦରେ ପକାଇ ସେମାନେ ବସ୍, ଟ୍ରେନ୍ ଯୋଗେ ରାଜ୍ୟ ବାହାରକୁ ଯାଉଛନ୍ତି।…
୨୩ଶହ ଏକରରୁ ଊର୍ଦ୍ଧ୍ୱ ସରକାରୀ ଜମି ଜବରଦଖଲ
ଭୁବନେଶ୍ୱର,୧୭ା୮(ବ୍ୟୁରୋ): ରାଜଧାନୀରେ ବେଶ୍ ସକ୍ରିୟ ରହିଛି ଜମି ର଼୍ୟାକେଟ୍। କେଉଁଠି ଗୋଷ୍ଠୀଗତ ତ ଆଉ କେଉଁଠି ବ୍ୟକ୍ତିଗତ କବ୍ଜାକୁ ଚାଲିଯାଉଛି ଭୁବନେଶ୍ୱରର ବହୁ ମୂଲ୍ୟବାନ ଜମି। ଜବରଦଖଲ ସହ କିଣାବିକା ମଧ୍ୟ ହେଉଛି। ଫଳରେ ୨୩ଶହ ଏକରରୁ ଊର୍ଦ୍ଧ୍ୱ ସରକାରୀ ଜମି…
ସ୍ବାସ୍ଥ୍ୟକର୍ମୀଙ୍କୁ ଟୁଇଟ୍ ଯୋଗେ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା
ଭୁବନେଶ୍ୱର,୧୭ା୮(ବ୍ୟୁରୋ):: ରାଜ୍ୟରେ ଗୋଟିଏ ଦିନରେ ୫୦ ହଜାରରୁ ଅଧିକ କରୋନା ନମୁନା ପରୀକ୍ଷା କରି କୋଭିଡ୍-୧୯ ବିରୋଧରେ ଓଡିଶା ମାଇଲଖୁଣ୍ଟ ସ୍ଥାପନ କରିପାରିଛି। ସ୍ବାସ୍ଥ୍ୟକର୍ମୀ ଓ କରୋନା ଯୋଦ୍ଧାମାନେ ଟେଷ୍ଟ, ଟ୍ରେସ ଓ ଟ୍ରାକକୁ ଗୁରୁତ୍ୱ ଦେଇ କାର୍ଯ୍ୟ କରୁଥିବାରୁ ଲୋକଙ୍କ…
ରାଜ୍ୟରେ ବର୍ଷା, ବନ୍ୟା
ଭୁବନେଶ୍ୱର, ୧୭।୮(ବ୍ୟୁରୋ): ପଶ୍ଚିମବଙ୍ଗ ଓ ସଂଲଗ୍ନ ଝାଡ଼ଖଣ୍ଡ ଏବଂ ଉତ୍ତର ଓଡ଼ିଶା ଉପରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ସାରା ରାଜ୍ୟରେ ବର୍ଷା ହେଉଛି। ଲଗାଣ ବର୍ଷା ଯୋଗୁ ବିଭିନ୍ନ ଜିଲାରେ ବନ୍ୟା ପରିସ୍ଥିତି ଦେଖାଦେଇଛି। ନଦୀରେ ଜଳସ୍ତର ବୃଦ୍ଧି ପାଇବା…

