ଶହୀଦନଗର ଥାନାରେ ପଶିଲା କରୋନା
ଭୁବନେଶ୍ୱର,୧୬।୮(ବ୍ୟୁରୋ): କ୍ୟାପିଟାଲ, ନୟାପଲ୍ଲୀ ଓ ଜିଆର୍ପି ଥାନା ପରେ ଏବେ ଶହୀଦନଗର ଥାନାରେ ପଶିଛି କରୋନା। ଗିରଫ ହୋଇଥିବା ଜଣେ ଅଭିଯୁକ୍ତ ଓ ତାଙ୍କ ସଂସ୍ପର୍ଶରେ ଆସିଥିବା ଜଣେ କନଷ୍ଟେବଳ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏଥିସହ ଅନ୍ୟଜଣେ ଅଭିଯୁକ୍ତଙ୍କ ସହ ଥାନାର…
ଖୁଲମ୍ଖୁଲା ବିକ୍ରି ହେଉଥିଲା ମଦ: ସିଲ ହେଲା ହୋଟେଲ ଉତ୍କଳ ଇନ୍
ଭୁବନେଶ୍ୱର, ୧୬।୮(ବ୍ୟୁରୋ)/ ପୁରୁଣା ଭୁବନେଶ୍ୱର (ଡି.ଏନ୍.ଏ.) : ଶଟ୍ଡାଉନ୍ ଓ କଟକଣା ସତ୍ତ୍ୱେ ଭୁବନେଶ୍ୱରରେ ଖୁଲମ୍ଖୁଲା ବିକ୍ରି ହେଉଥିଲା ମଦ। ଏହାର ଭିଡିଓ ଭାଇରାଲ ହେବା ପରେ ପୋଲିସ ଓ ବିଏମ୍ସିର ଚେତା ପଶିଥିଲା। ରବିବାର ଗ୍ୟାରେଜ ଛକରେ ଥିବା ହୋଟେଲ…
ରାଜ୍ୟରେ ସୁସ୍ଥ ହେଲେ ୧୫୫୦ କରୋନା ଆକ୍ରାନ୍ତ: ଗଞ୍ଜାମରୁ ସର୍ବାଧିକ
ଭୁବନେଶ୍ୱର,୬।୮(ବ୍ୟୁରୋ)-ରାଜ୍ୟରେ ରବିବାର ପୁଣି ୧୫୫୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୩୫୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ ୨୪୧, ସୁନ୍ଦରଗଡରୁ ୧୧୮, କଟକରୁ ୯୯, ସମ୍ବଲପୁରରୁ ୮୯, ଢେଙ୍କାନାଳରୁ ୭୨, ମାଲକାନଗିରିରୁ ୬୪, ବାଲେଶ୍ୱରରୁ ୬୩, କନ୍ଧମାଳରୁ…
ଭୁବନେଶ୍ୱରରେ ୧୭୦ କରୋନା ଆକ୍ରାନ୍ତ ଚିହ୍ନଟ: ସେଥିରୁ ୭୮ ଲୋକାଲ କଣ୍ଟାକ୍ଟ କେସ୍
ଭୁବନେଶ୍ୱର,୧୬।୮(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ରବିବାର ପୁଣି ୧୭୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୭୦ ମଧ୍ୟରୁ କ୍ୱାରାଣ୍ଟାଇନରୁ ୯୨ ଜଣ ଚିହ୍ନଟ ହୋଇଥିବାବେଳେ ୭୮ ଲୋକାଲ କଣ୍ଟାକ୍ଟ କେସ ରହିଛି। ଗୋଟିଏ ଘରୋଇ ହସ୍ପିଟାଲରୁ ୩ ଜଣ, ପଟିଆରୁ ୫ ଜଣ, ବୁଦ୍ଧେଶ୍ୱର…
ରାଜ୍ୟରେ ଆଉ ୧୦ ମୁଣ୍ଡ ନେଲା କରୋନା: ପ୍ରଥମ ଥର ପାଇଁ ଛୁଇଁଲା ଏହି ଦୁଇ ଜିଲାକୁ
ଭୁବନେଶ୍ୱର,୧୬।୮(ବ୍ୟୁରୋ): ରାଜ୍ୟରେ ଆଉ ୧୦ ମୁଣ୍ଡ ନେଇଛି କରୋନା। ରବିବାର ଭଦ୍ରକର ଜଣେ ୭୫ ବର୍ଷୀୟ ବୃଦ୍ଧା, ଭୁବନେଶ୍ୱରର ୩୨ ବର୍ଷର ଜଣେ ମହିଳା, ୫୫ ବର୍ଷୀୟ ବ୍ୟକ୍ତି, ବଲାଙ୍ଗୀରର ୬୨ ବର୍ଷୀୟ ବୃଦ୍ଧ, କଟକର ୬୦ ବର୍ଷୀୟ ବୃଦ୍ଧ, ଗଞ୍ଜାମର…
କରୋନାର ଲମ୍ବ ଡିଆଁ: ନୂଆ ୨୯୨୪ ଆକ୍ରାନ୍ତ ସହ ରାଜ୍ୟରେ ୬୦,୦୦୦ ପାର ହେଲା ସଂଖ୍ୟା
ଭୁବନେଶ୍ୱର,୧୬।୮(ବ୍ୟୁରୋ): ରାଜ୍ୟରେ ହୁ ହୁ ହୋଇ ବଢ଼ୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ରବିବାର ୩୦ ଜିଲାରୁ ସର୍ବାଧିକ ୨୯୨୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୮୧୫ଜଣ କ୍ୱାରାଣ୍ଟାଇନ୍ର ଥିବା ବେଳେ ୧୧୦୯ ଲୋକାଲ କେସ୍ ରହିଛି। ଏହାକୁ ମିଶାଇ ରାଜ୍ୟରେ…
ରାଜ୍ୟରେ ସୁସ୍ଥ ହେଲେ ୧୫୨୧ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୧୫।୮(ବ୍ୟୁରୋ)-ରାଜ୍ୟରେ ଶନିବାର ୧୫୨୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମ ଜିଲାରୁ ସର୍ବାଧିକ ୨୭୨ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଖୋର୍ଦ୍ଧାରୁ ୨୩୧, କଟକରୁ ୧୬୬, ରାୟଗଡାରୁ ୯୩, ସୁୁନ୍ଦରଗଡରୁ ୮୯, ପୁରୀରୁ ୮୦, କଳାହାଣ୍ଡିରୁ ୭୭, ବାଲେଶ୍ୱରରୁ ୬୧,…
ରାଜଧାନୀରୁ ୨୭୭ କରୋନା ପଜିଟିଭ ଚିହ୍ନଟ: ସେଥିରୁ ୯୬ ସ୍ଥାନୀୟ ସଂକ୍ରମଣ
ଭୁବନେଶ୍ୱର,୧୫।୮(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରେ ଶନିବାର ପୁଣି ୨୭୭ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ୨୭୭ ମଧ୍ୟରୁ ୧୮୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ୯୬ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମଣ। ବଡଗଡ ବ୍ରିଟ କୋଲନୀରୁ ୫ ଜଣ, ବରମୁଣ୍ଡା ଏଚ ବି…
ରାଜ୍ୟରେ ଆହୁରି ୨ ଦିନ ବର୍ଷିବ: ଏସବୁ ଜିଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି
ଭୁବନେଶ୍ୱର,୧୫।୮(ବ୍ୟୁରୋ): ଲଘୁଚାପ ପ୍ରଭାବରେ ରାଜ୍ୟର ଅନେକାଅଂଶ ସ୍ଥାନରେ ବର୍ଷା ଲାଗିରହିଛି। ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ କେନ୍ଦ୍ର ପକ୍ଷରୁ ୯ ଜିଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି ହୋଇଛି। ଏହି ଜିଲାଗୁଡ଼ିକ ହେଲା ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ବଲାଙ୍ଗୀର, ଦେବଗଡ଼,…
ଆଜି ଆଉ ୯ ମୁଣ୍ଡ ନେଲା କରୋନା: ଏହି ଜିଲାରୁ ସର୍ବାଧିକ
ଭୁବନେଶ୍ୱର,୧୫।୮(ବ୍ୟୁରୋ): ଗୋଟିଏ ପରେ ଗୋଟିଏ ମୁଣ୍ଡ ନେଇ ଚାଲିଛି କରୋନା। ରାଜ୍ୟରେ ଶନିବାର କରୋନା ସଂକ୍ରମଣରେ ୯ଜଣଙ୍କ ମୃତ୍ୟୁ ଘଟିଛି। ସେଥିରୁ ଜଣେ କଟକ ଜିଲାର(୬୭ ବର୍ଷୀୟା ବୃଦ୍ଧା, ୫୦ ବର୍ଷୀୟ ବ୍ୟକ୍ତି), ଗଞ୍ଜାମର ୫୩ବର୍ଷୀୟ ବ୍ୟକ୍ତି, କେନ୍ଦୁଝରର ୫୮ ବର୍ଷୀୟ…
ଅଗଷ୍ଟ ୧୫ରେ କରୋନାର ରେକର୍ଡ: ଆଜି ଚିହ୍ନଟ ହେଲେ ସର୍ବାଧିକ ୨୪୯୬ ଆକ୍ରାନ୍ତ; ୫୫ହଜାର ଟପିଲା ସଂଖ୍ୟା
ଭୁବନେଶ୍ୱର,୧୫।୮(ବ୍ୟୁରୋ): ଆଜି ରାଜ୍ୟରୁ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୯ ଜିଲାରୁ ୨୪୯୬ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୫୯୧ କ୍ୱାରାଣ୍ଟାଇନ୍ର ଥିବା ବେଳେ ୯୦୫ ଲୋକାଲ କେସ୍ ରହିଥିବା ଅପରାହ୍ନରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…
ଗୁଗଲ୍ ପରେ ମାଇକ୍ରୋସଫ୍ଟ ଟ୍ରାନ୍ସଲେଟରରେ ‘ଓଡ଼ିଆ’
ଭୁବନେଶ୍ୱର(ବ୍ୟୁରୋ),୧୫।୮: ଗୁଗଲ୍ ପରେ ଏବେ ମାଇକ୍ରୋସଫ୍ଟ ଟ୍ରାନ୍ସଲେଟରରେ ଯୋଡ଼ି ହୋଇଛି ଓଡ଼ିଆ। ମାଇକ୍ରୋସଫ୍ଟରେ ଓଡ଼ିଆ ଟେକ୍ସଟ୍ ଟ୍ରାନ୍ସଲେଶନକୁ ଯୋଗ କରାଯିବା ପରେ କମ୍ପାନୀ ଏନେଇ ଘୋଷଣା କରିଛି। ଓଡ଼ିଆମାନେ ଏଣିକି ମାଇକ୍ରୋସଫ୍ଟ ଟ୍ରାନ୍ସଲେଟର ଆପ୍, ମାଇକ୍ରୋସଫ୍ଟ ଅଫିସ୍, ଟ୍ରାନ୍ସଲେଟର ଫର୍ ବିଙ୍ଗ୍…

