ମହିଳା ଉଦ୍ୟୋଗୀଙ୍କ ପାଇଁ ‘ଉଦ୍ୟମୀ ଶକ୍ତି’ ଜାତୀୟ ସେମିନାର
ଭୁବନେଶ୍ୱର, ୨୧।୮: ମହିଳା ଉଦ୍ୟୋଗୀଙ୍କୁ ବଜାର ସହ ଯୋଡ଼ିବା, ଡିଜିଟାଲ ପ୍ଲାଟଫର୍ମରେ ସୁଯୋଗ ସୃଷ୍ଟି କରିବା ଏବଂ ସରକାରୀ ଯୋଜନାର ଲାଭ ପହଞ୍ଚାଇବା ଲକ୍ଷ୍ୟରେ ‘ଉଦ୍ୟମୀ ଶକ୍ତି’ ଶୀର୍ଷକ ଜାତୀୟ ସେମିନାର ଆୟୋଜିତ ହୋଇଛି। ଭାରତ ସରକାରଙ୍କ ଏମଏସଏମଇ ମନ୍ତ୍ରଣାଳୟ ଅଧୀନ…
ବରିଷ୍ଠ IPS ସ୍ତରରେ ଅଦଳବଦଳ: ଜାଣନ୍ତୁ କାହାକୁ କେଉଁ ଦାୟିତ୍ୱ
ଭୁବନେଶ୍ୱର,୨୧।୮: ରାଜ୍ୟ ସରକାର ବରିଷ୍ଠ IPS ସ୍ତରରେ ଅଦଳବଦଳ କରିଛନ୍ତି। ପୋଲିସ ପ୍ରଶାସନକୁ ଅଧିକ ସୁଦୃଢ଼ ଓ ସକ୍ରିୟ କରିବା ଲକ୍ଷ୍ୟରେ ବରିଷ୍ଠ IPS ଅଧିକାରୀମାନଙ୍କୁ ବିଭିନ୍ନ ପଦବୀରେ ନୂତନ ଦାୟିତ୍ୱ ଦିଆଯାଇଛି। ଏହି ଅଦଳବଦଳରେ ଗୋଇନ୍ଦା ବିଭାଗ, ଆର୍ଥିକ ଅପରାଧ…
୨୭ ନା ୨୮ କେବେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ କ’ଣ କହିଲେ ପ୍ରଭାତୀ ପରିଡ଼ା
ଭୁବନେଶ୍ୱର,୨୧ା୮: ଚଳିତ ବର୍ଷ ରକ୍ଷାବନ୍ଧନ ପର୍ବକୁ ନେଇଥିବା ଦ୍ୱନ୍ଦ୍ୱ ଦୂର ହୋଇଛି। ୨୭ରେ ରକ୍ଷାବନ୍ଧନ ପର୍ବ ପାଳନ କରାଯିବାକୁ ଥିବାବେଳେ ରାଖୀପୂର୍ଣ୍ଣିମା ୨୮ରେ। ତେଣୁ ଏହି ଦିନ ରାଜ୍ୟ ସରକାରଙ୍କ ସୁଭଦ୍ରା ଯୋଜନାର ୫ମ କିସ୍ତି ଟଙ୍କା ହିତାଧିକାରୀଙ୍କ ଆକାଉଣ୍ଟକୁ ପଠାଯିବ।…
ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ପରଲୋକ
ଭୁବନେଶ୍ୱର,୨୧ା୮: ଓଡ଼ିଆ ସଙ୍ଗୀତ ଜଗତର ସୁନାମଧନ୍ୟ ତଥା ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ପରଲୋକ ଘଟିଛି। ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଶୁକ୍ରବାର ପୂର୍ବାହ୍ନରେ ପରଲୋକ ଘଟିଛି। ଦେହାନ୍ତ ବେଳକୁ ତାଙ୍କୁ ୮୮ ବର୍ଷ ହୋଇଥିଲା। ୧୯୫୮ରେ ‘ମା’ ଚଳଚ୍ଚିତ୍ରରୁ ପ୍ରଚ୍ଛଦପଟ୍ଟ…
ଖାଉଟିଙ୍କୁ ମହଙ୍ଗା ମାଡ଼: ହୁ ହୁ ହୋଇ ବଢୁଛି ଚିନି ଦର
ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ):ରାଜ୍ୟରେ ଗତ କିଛିଦିନ ଧରି ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀ ଓ ପନିପରିବା ଦର ହୁ ହୁ ହୋଇ ବଢ଼ିଚାଲିଛି। ପିଆଜ, ରସୁଣ, ଅଦା ଓ ରୋଷେଇ ତେଲ ଦର ଉପରେ କୌଣସି ନିୟନ୍ତ୍ରଣ ନ ଥିବାବେଳେ ଏବେ ଚିନି…
ଅସମ୍ଭାଳ ସ୍ଥିତିରେ ଝାରପଡ଼ା ଜେଲ: ଡ୍ରାଇଭର ଗିରଫ ପରେ…
ଭୁବନେଶ୍ୱର,୨୧।୮(ତ୍ରିନାଥ ମହାନ୍ତି):ମାଷ୍ଟରକ୍ୟାଣ୍ଟିନ ହିଂସା ଘଟଣାରେ ୧୧୩ ଜଣ ଅନ୍ଲାଇନ୍ ଅଟୋ ଡ୍ରାଇଭର ଗିରଫ ହୋଇ ଜେଲ ଯାଇଛନ୍ତି। ଜେଲ ଯିବା ପରେ ଏବେ ଝାରପଡ଼ା ଜେଲ କର୍ତ୍ତୃପକ୍ଷଙ୍କ ଚିନ୍ତା ବଢିଛି। କାରଣ ଝାରପଡ଼ା ଜେଲରେ ଥିବା ଆବଶ୍ୟକୀ କ୍ଷମତାଠାରୁ ଅଧିକ ବିଚାରାଧୀନ…
କିମ୍ସ ଡାକ୍ତରଙ୍କୁ ବଡ଼ ସଫଳତା: ୧୦ ମାସ ଶିଶୁର ଖାଦ୍ୟ ନଳୀରୁ ବାହାରିଲା ପିନ୍
ଭୁବନେଶ୍ୱର, ୨୧ା୮:ରାଉରକେଲାର ଜଣେ ୧୦ ମାସର ଶିଶୁ ଭୁଲ୍ବଶତଃ ଏକ ଧାତବ ପିନ୍ ଗିଳିଦେବା ପରେ ତାହା ଖାଦ୍ୟନଳୀରେ ଅଟକିଯାଇଥିଲା। ଭୁବନେଶ୍ୱରସ୍ଥିତ କିମ୍ସ ହସ୍ପିଟାଲରେ ଡାକ୍ତରମାନେ ଆଡ୍ଭାନ୍ସ ଏଣ୍ଡୋସ୍କୋପି ପଦ୍ଧତିରେ ପିନ୍ଟିକୁ ସଫଳତାର ସହ ବାହାର କରିିଛନ୍ତି। ଲଗାତର ବାନ୍ତିହେବା ପରେ…
ଆସୁଛି ଆଉ ଏକ ଲଘୁଚାପ: ଆଜିଠୁ ସପ୍ତାହେ ଯାଏ ବର୍ଷା
ଭୁବନେଶ୍ୱର, ୨୧ା୮:ରାଜ୍ୟରେ ଏବେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶା ଜାରି ରହିଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ। ତିନିଦିନ ହେବ ଶୁଖିଲା ପାଗ ସହ ଖରା ଓ ଗୁଳୁଗୁଳି ଅନୁଭୂତ ହୋଇଥିଲା। ହେଲେ ଆସନ୍ତା ୨୨ ତାରିଖ ବେଳକୁ ବଙ୍ଗୋପସାଗରରେ…
ଶୁକ୍ରବାରଠୁ ସପ୍ତାହେ ଯାଏ ବର୍ଷା, ୟେଲୋ ଓ୍ବାର୍ନିଂ ଜାରି
ଭୁବନେଶ୍ୱର, ୨୦ା୮(ବନ୍ଦନା ସେଠୀ) – ରାଜ୍ୟରେ ଏବେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶା ଜାରି ରହିଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ। ତିନିଦିନ ହେବ ଶୁଖିଲା ପାଗ ସହ ଖରା ଓ ଗୁଳୁଗୁଳି ଅନୁଭୂତ ହୋଇଥିଲା। ହେଲେ ଆସନ୍ତା ୨୨…
ବଙ୍ଗୋପସାଗରରେ ହେଲାଣି ହଲଚଲ; ଓଡ଼ିଶାରେ ଆସିବ ବଡ଼ ଭୂମିକମ୍ପ! ଥରିବ ଏସବୁ ଜିଲା…
ଭୁବନେଶ୍ୱର, ୨୦।୮: ସମ୍ପ୍ରତି ପ୍ରକାଶିତ ରିପୋର୍ଟ ଅନୁଯାୟୀ, ଓଡ଼ିଶାରେ ନିକଟ ଭବିଷ୍ୟତରେ ଭୂକମ୍ପ ଆସିବାର ସମ୍ଭାବନା ନେଇ ଭୂବିଜ୍ଞାନୀ ଏବଂ ବିଶେଷଜ୍ଞମାନେ ସତର୍କତା ଜାରି କରିଛନ୍ତି। ପୃଥିବୀ ଭିତରେ ଥିବା ଟେକ୍ଟୋନିକ୍ ପ୍ଲେଟ୍ଗୁଡ଼ିକର କ୍ରମାଗତ ଚଳନ ଏବଂ ଭୂତଳ ଚାପ ଯୋଗୁଁ…
ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଜେଲ କର୍ମଚାରୀଙ୍କ ପୋଷାକ ଭତ୍ତା ୨ ଗୁଣା ବୃଦ୍ଧି
ଭୁବନେଶ୍ୱର,୨୦।୮: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଏକ ବଡ଼ ଘୋଷଣା କରିଛନ୍ତି। ଜେଲ କର୍ମଚାରୀ ଏବଂ ଅଧିକାରୀଙ୍କ ବାର୍ଷିକ ପୋଷାକ ଭତ୍ତାକୁ ୨ ଗୁଣା ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ । ସୂଚନା ମୁତାବକ, ୩୭୮ ଅଧିକାରୀଙ୍କ ପୋଷାକ ଭତ୍ତା ୩୦୦୦ରୁ…
SRCଙ୍କ କଡ଼ା ନିର୍ଦ୍ଦେଶ, ବନ୍ୟା ପ୍ରଭାବିତ ଏହି ୪ ଜିଲାକୁ ମିଳିବ ଚାଉଳ…
ଭୁବନେଶ୍ବର ୨୦।୮: ପ୍ରବଳ ବର୍ଷା ଓ ବିଭିନ୍ନ ନଦୀର ଜଳସ୍ତର ବୃଦ୍ଧି ଯୋଗୁଁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବା ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାକୁ ତୁରନ୍ତ ଅତିରିକ୍ତ ରିଲିଫ୍ ଚାଉଳ ଯୋଗାଇବାକୁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର…

