ମେଟ୍ରୋ

ବିଧାନସଭାରେ ପାରିତ ହେଲା ବ୍ୟୟ ମଞ୍ଜୁରୀ ବିଲ୍‌; ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ୧.୫ ଲକ୍ଷ କୋଟି ଅନୁମୋଦିତ, ଅନିର୍ଦ୍ଦିଷ୍ଟ କାଳ ପାଇଁ ଗୃହ ମୁଲତବୀ ଘୋଷଣା

ଭୁବନେଶ୍ୱର, ୩୦।୩(ବ୍ୟୁରୋ): ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ୧.୫ ଲକ୍ଷ କୋଟି ଟଙ୍କାର ବ୍ୟୟ ମଞ୍ଜୁରୀ ବିଲ୍‌ ସୋମବାର ବିଧାନସଭାରେ ଅନୁମୋଦନ ହୋଇଛି। ସର୍ବ ସମ୍ମତି କ୍ରମେ ବାଚନିକ ମତଦାନରେ ଏହାକୁ ପାରିତ କରାଯାଇଛି। ଏଥିସହିତ ୩୮ଟି ବିଭାଗର ଖର୍ଚ୍ଚ...

ଆମିଷ ଦୋକାନରେ ଭିଡ଼, ମାନିଲେନି କଟକଣା

ଭୁବନେଶ୍ୱର,୩୦ା୩(ବ୍ୟୁରୋ): ଭିଡ଼ ନ କରିବା ଓ ସାମାଜିକ ଦୂରତ୍ୱ ବଜାୟ ରଖିବା ପାଇଁ ରାଜଧାନୀର ବିଭିନ୍ନ ପରିବା ହାଟକୁ ଖୋଲା ସ୍ଥାନ ଓ ରାସ୍ତା ପାର୍ଶ୍ୱକୁ ଉଠାଇ ଦିଆଯାଇଛି। ସେହିଭଳି ହାଟ ବଜାର ଉପରେ ମଧ୍ୟ କଟକଣା ଲଗାଯାଇଛି। ଦୋକାନ...

ଜୀବନ ନେଇପାରେ ଦେଶୀ, ନକଲି ମଦ

ଭୁବନେଶ୍ୱର,୩୦ା୩(ବ୍ୟୁରୋ): ମହାମାରୀ କରୋନାକୁ ନେଇ ଏବେ ସମସ୍ତେ ଆତଙ୍କିତ। ଘାତକ ଭୂତାଣୁ ‘କୋଭିଡ୍‌-୧୯’ କବଳରୁ ରକ୍ଷା ପାଇବା ପାଇଁ ଏଯାଏ ସଫଳ ଔଷଧ ବାହାରି ନାହିଁ। ଏପରିସ୍ଥିତିରେ ଜୀବନମୃତ୍ୟୁର ଦୋଛକିରେ ପଡ଼ିଥିବା ମଣିଷ ଏବେ ନାନା ଗୁଜବ ଓ ଚର୍ଚ୍ଚାକୁ...

ଦିନକର ଦରମା ଦେବେ ସଚିିବାଳୟ କର୍ମଚାରୀ

ଭୁବନେଶ୍ୱର,୩୦ା୩(ବ୍ୟୁରୋ): ରାଜ୍ୟ ସରକାର କରୋନା ମୁକାବିଲା ପାଇଁ ସ୍ବତନ୍ତ୍ର ପାଣ୍ଠି ସଂଗ୍ରହ କରୁଛନ୍ତି। ବିଭିନ୍ନ ସଂସ୍ଥା ଓ ବ୍ୟକ୍ତିବିଶେଷ ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସିଧାସଳଖ ସହାୟତା ପ୍ରଦାନ କରୁଛନ୍ତି। ଏହି କ୍ରମରେ ଓଡ଼ିଶା ସଚିବାଳୟ ସେବା ସଂଘ(ଓସା)ର କର୍ମକର୍ତ୍ତାମାନେ...

ଓଡ଼ିଶାରେ ଅଟକିଛନ୍ତି ୧୫,୬୦୦ ଶ୍ରମିକ

ଭୁବନେଶ୍ୱର,୩୦ା୩(ବ୍ୟୁରୋ): ଲକ୍‌ଡାଉନ୍‌ ଫଳରେ ଓଡ଼ିଶାରେ ରାଜ୍ୟ ବାହାରର ୧୫ହଜାର ୬ଶହରୁ ଊର୍ଦ୍ଧ୍ୱ ଶ୍ରମିକ ଫସି ରହିଛନ୍ତି। ଏମାନେ ପଶ୍ଚିମବଙ୍ଗ, ରାଜସ୍ଥାନ, ହରିୟାଣା, ଉତ୍ତରପ୍ରଦେଶ, ବିହାର, ଆନ୍ଧ୍ରପ୍ରଦେଶ, ମଧ୍ୟପ୍ରଦେଶ ଆଦି ରାଜ୍ୟର ବୋଲି ଜଣାପଡିଛି। ଏମାନଙ୍କୁ ୧୦୪ଟି କ୍ୟାମ୍ପରେ ରଖାଯାଇ ଖାଦ୍ୟ...

ଦିନକୁ ୮ଘଣ୍ଟା ଡ୍ୟୁଟି କରିବେ ପୋଲିସ କର୍ମଚାରୀ: ସପ୍ତାହରେ ଦିନେ ଛୁଟି

କଟକ ଅଫିସ,୩୦ା୩: କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ସାରା ଦେଶରେ ଲକ୍‌ଡାଉନ୍‌ ଜାରି ହୋଇଛି। ଓଡ଼ିଶାରେ ବି ଏହାର ପ୍ରଭାବ ଦେଖିବାକୁ ମିଳୁଛି। ଲକ୍‌ଡାଉନ୍‌କୁ କାର୍ଯ୍ୟକାରୀ କରିବାର ଗୁରୁଦାୟିତ୍ୱ ପୋଲିସ କର୍ମଚାରୀଙ୍କ ଉପରେ ରହିଛି। ଦିନତମାମ୍‌ ସେମାନଙ୍କୁ ବିଭିନ୍ନ...

ଜରୁରୀ ସାମଗ୍ରୀ ପରିବହନ କରିବ ପୂର୍ବତଟ ରେଳପଥ

ଭୁବନେଶ୍ୱର,୩୦ା୩(ବ୍ୟୁରୋ): କରୋନା ସଂକ୍ରମଣ ମୁକାବିଲା ଲାଗି ସମଗ୍ର ଦେଶରେ ୨୧ ଦିନିଆ ଲକ୍‌ଡାଉନ୍‌ ଜାରି ରହିଥିବାବେଳେ ଅତ୍ୟାବଶ୍ୟକ ସାମଗ୍ରୀର ପରିବହନରେ ସମସ୍ୟା ସୃଷ୍ଟି ହୋଇଛି। ଏଭଳିସ୍ଥିତିରେ ପୂର୍ବତଟ ରେଳପଥ ଜରୁରୀକାଳୀନ ସାମଗ୍ରୀର ପରିବହନ ଲାଗି ସହଯୋଗର ହାତ ବଢାଇଛି। ରେଳପଥ...

ଦିନିକିଆ ଅଧିବେଶନ, ଯୋଗଦେବେ ୩୦% ସଦସ୍ୟ

ଭୁବନେଶ୍ୱର,୩୦ା୩(ବ୍ୟୁରୋ): ବିଧାନସଭାର ବଜେଟ ଅଧିବେଶନ ସୋମବାର ଲୋକସେବା ଭବନର ନୂତନ କନ୍‌ଭେନ୍‌ଶନ ବିଲ୍ଡିଂରେ ଅନୁଷ୍ଠିତ ହେବ। ଏହି ଅଧିବେଶନରେ ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ବ୍ୟୟ ମଞ୍ଜୁରୀ ବିଲ ପାରିତ ହେବ। ଏଥିଲାଗି ରବିବାର ଲୋକସେବା ଭବନକୁ ସମ୍ପୂର୍ଣ୍ଣ ସାନିଟାଇଜ...

ଦୁଇଦିନ ବର୍ଷା ସହ ବଜ୍ରପାତ: ତାପମାତ୍ରା ଆହୁରି ବଢ଼ିବ

ଭୁବନେଶ୍ୱର,୩୦ା୩(ବ୍ୟୁରୋ): ସାରା ରାଜ୍ୟରେ ଏବେ ତାପମାତ୍ରା ବଢ଼ିବାରେ ଲାଗିଛି। ଦିନବେଳା ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ୁଛି। ହେଲେ ଅପରାହ୍ନରୁ ହଠାତ ପାଗରେ ପରିବର୍ତ୍ତନ ଘଟୁଛି। ରବିବାର ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସହିତ ବଜ୍ରପାତ ମଧ୍ୟ ହୋଇଛି। ଆସନ୍ତା ଦୁଇଦିନ ଏହିଭଳି...

ଅଂଶୁଘାତ ଆଶଙ୍କା, ଜିଲାପାଳଙ୍କୁ ସତର୍କ କଲେ ଏସ୍‌ଆର୍‌ସି

ଭୁବନେଶ୍ୱର,୩୦ା୩(ବ୍ୟୁରୋ): କରୋନା ମୁକାବିଲା ପାଇଁ ସରକାରଙ୍କଠାରୁ ଆରମ୍ଭ କରି ସାଧାରଣ ଜନତା ସମସ୍ତେ ଲଢ଼େଇ ଜାରି ରଖିଛନ୍ତି। ଏପରି ସ୍ଥିତିରେ ରାଜ୍ୟରେ ତାପମାତ୍ରା ବୃଦ୍ଧି ଚିନ୍ତା ବଢ଼ାଇ ଦେଇଛି। ଅଂଶୁଘାତ ଆଶଙ୍କା ଦେଖାଦେଇଥିବାରୁ ଆବଶ୍ୟକ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ...

ପୋଲିସଙ୍କୁ ମାଗଣାରେ ଚା, ବିସ୍କୁଟ୍‌ ବାଣ୍ଟିଲେ ଧୀରେନ

ଭୁବନେଶ୍ୱର,୨୯ା୩(ବ୍ୟୁରୋ): କରୋନା ଭୂତାଣୁର ସଂକ୍ରମଣରୁ ରୋକିବା ଲାଗି ସାରା ଦେଶରେ ୨୧ଦିନିଆ ଲକ୍‌ଡାଉନ ଘୋଷଣା କରାଯାଇଛି। ଫଳରେ ଦୋକାନ, ବଜାର ସବୁ ବନ୍ଦ ରହିଛି। ଏହି ସମୟରେ ଜନସାଧାରଣଙ୍କୁ ଘରେ ରହିବାକୁ ନିବେଦନ କରାଯାଇଥିବାବେଳେ ପୋଲିସ, ଡାକ୍ତର, ସ୍ବାସ୍ଥ୍ୟକର୍ମୀ ଓ...

୯୦ ଡାଲା ଅଟୋରେ ବିକ୍ରି ହେଲା ପରିବା

ଭୁବନେଶ୍ୱର,୨୯ା୩(ବ୍ୟୁରୋ): ୨୧ଦିନର ଲକ୍‌ଡାଉନ୍‌କୁ ଲକ୍ଷ୍ୟ କରି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ତା’ର ୩ଟି ଜୋନରେ ୩୦ଟି ଲେଖାଏ ୯୦ଟି ଡାଲା ଅଟୋରେ ପରିବା ବିକ୍ରି କରିବା ପାଇଁ ଅନୁମତି ଦେଇଛି। ଇଚ୍ଛୁକ ପରିବା ବ୍ୟବସାୟୀମାନେ ଭୁବନେଶ୍ୱରର ବିଭିନ୍ନ ଅଞ୍ଚଳରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri