ଇତିହାସମୁଖୀ ଐତିହ୍ୟ ପ୍ରାଣୀ
ଭୁବନେଶ୍ୱର, ୧୨।୮(ଅସମାପିକା ସାହୁ): ପୃଥିବୀର ବୃହତ୍ତମ ସ୍ଥଳଚର ପ୍ରାଣୀ ହେଉଛି ହାତୀ। ଏହି ଜୀବ ସହ ଭଗବାନ ଗଣେଶଙ୍କ ମୁଖମଣ୍ଡଳର ସାମଞ୍ଜସ୍ୟ ରହିଥିବା କାରଣରୁ ଏହାକୁ ଦେଖିଲେ ମନରେ ଏକ ପ୍ରକାର ଭକ୍ତିଭାବ ସୃଷ୍ଟି ହୋଇଥାଏ। ହେଲେ ଅନେକ ସମୟରେ ଭୟ…
୧୫ ଯାଏ ପ୍ରବଳ ବର୍ଷା
ଭୁବନେଶ୍ୱର, ୧୨।୮(ବ୍ୟୁରୋ): ବଙ୍ଗୋପସାଗର ଏବଂ ତତ୍ସଂଲଗ୍ନ ଓଡ଼ିଶା ଉପକୂଳରେ ରହିଥିବା ଲଘୁଚାପ ବଳୟ ଏବେ ଉତ୍ତର-ପୂର୍ବ ମଧ୍ୟପ୍ରଦେଶ ଓ ତତ୍ସଂଲଗ୍ନ ଅଞ୍ଚଳ ଉପରେ ପରିବ୍ୟାପ୍ତ ହୋଇ ରହିଛି। ଏଥିସହ ଜଡ଼ିତ ଘୂର୍ଣ୍ଣିବଳୟ ବର୍ତ୍ତମାନ ସମୁଦ୍ର ପତ୍ତନଠାରୁ ୨.୧ କିମି ଉଚ୍ଚତା ପର୍ଯ୍ୟନ୍ତ…
କ୍ୟାବିନେଟ୍ ବୈଠକ ଆଜି
ଭୁବନେଶ୍ୱର,୧୨।୮(ବ୍ୟୁରୋ): ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍ ବୈଠକ ବୁଧବାର ୫ଟା ୩୦ମିନିଟ୍ ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ। ଭିଡିଓ କନ୍ଫରେନ୍ସରେ ହେବାକୁ ଥିବା ଏହି ବୈଠକରେ ୧୮ ପ୍ରସ୍ତାବକୁ ମଞ୍ଜୁରୀ ମିଳିବ ବୋଲି ବିଶେଷ ସୂତ୍ରରୁ ଜଣାପଡ଼ିଛି।…
୨୯୬ ଛୁଇଁଲା କରୋନା ମୃତ୍ୟୁ
ଭୁବନେଶ୍ୱର,୧୨।୮(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୧୨ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏମାନଙ୍କ ମଧ୍ୟରୁ ୧୦ଜଣଙ୍କର କରୋନାଜନିତ ମୃତ୍ୟୁ ଘଟିଥିବାବେଳେ ୨ଜଣ ଆକ୍ରାନ୍ତଙ୍କର ଅନ୍ୟ ରୋଗରେ ଜୀବନ ଯାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କୁହାଯାଇଛି। ୧୦ ମୃତକଙ୍କ…
ରାଜ୍ୟରେ ଆଜି ସୁସ୍ଥ ହୋଇ ଘରକୁ ଫେରିଲେ ୧୭୮୫ କରୋନା ଆକ୍ରାନ୍ତ, ଅଛନ୍ତି ଗଞ୍ଜାମର ସର୍ବାଧିକ
ଭୁବନେଶ୍ୱର,୧୧।୮(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୧୭୮୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେଥିରୁ ସର୍ବଧିକ ୪୦୪ଜଣ ଗଞ୍ଜାମର ଅଛନ୍ତି। ଏହାଛଡ଼ା ଖୋର୍ଦ୍ଧାରୁ ୨୬୩, କଟକରୁ ୧୨୬, ସମ୍ବଲପୁରରୁ ୧୨୬, କେନ୍ଦୁଝରରୁ ୧୦୧, ମାଲକାନଗିରିରୁ ୯୧, କନ୍ଧମାଳରୁ ୮୪, ରାୟଗଡ଼ାରୁ ୮୧, ଗଜପତିରୁ ୮୦,…
ରାଜଧାନୀରେ ବଢ଼ୁଛି ସଂକ୍ରମଣ: ଆଜି ଆଉ ୧୦୯ କରୋନା ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୧୧।୮(ବ୍ୟୁରୋ): ରାଜଧାନୀରେ ବଢ଼ି ଚାଲିଛି କରୋନା ସଂକ୍ରମଣ। ମଙ୍ଗଳବାର ଏଠାରେ ଆଉ ୧୦୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ କରୋନା ଆକ୍ରାନ୍ତ ସଂଖ୍ୟାେ ୪୧୭୧କୁ ବୃଦ୍ଧି ପାଇଛି। ତେବେ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୬୦ କ୍ୱାରାଣ୍ଟାଇନ୍…
ସେପ୍ଟେମ୍ବର ୯ରୁ ଓଜେଇଇ ପରୀକ୍ଷା
ଭୁବନେଶ୍ୱର, ୧୧।୮(ବ୍ୟୁରୋ): କରୋନା ମହାମାରୀ ଯୋଗୁ ଗତ ମାର୍ଚ୍ଚ ମାସରୁ ରାଜ୍ୟର ସମସ୍ତ ସ୍କୁଲ, କଲେଜ ବନ୍ଦ ରହିଛି। ଫଳରେ ଅନ୍ଲାଇନ୍ ପାଠପଢ଼ା ଜାରି ରହିଛି। ଏପରି ସ୍ଥିତିରେ ସେପ୍ଟେମ୍ବର ୯ରୁ ୧୫ ତାରିଖ ଯାଲ ଓଜେଇଇ ପରୀକ୍ଷା ଅନୁଷ୍ଠିତ ହେବ।…
ସ୍ବାଧୀନତା ଦିବସ ପାଇଁ ଗାଇଡ୍ଲାଇନ୍ ଜାରି: ଜାଣନ୍ତୁ କ’ଣ କରିବେ ନାହିଁ…
ଭୁବନେଶ୍ୱର, ୧୧।୮(ବ୍ୟୁରୋ): ଚଳିତବର୍ଷ କୋଭିଡ୍ ନିୟମ ମାନି ପାଳିତ ହେବ ସ୍ବାଧୀନତା ଦିବସ। ଏଥିନିମନ୍ତେ ରାଜ୍ୟ ସରକାରଙ୍କ ପକ୍ଷରୁ ଗାଇଡ୍ଲାଇନ୍ ଜାରି କରାଯାଇଛି। କୋଭିଡ୍ ନିୟମ ମାନି ସମସ୍ତ କାର୍ଯ୍ୟ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସରକାରଙ୍କ ଗାଇଡ୍ଲାଇନ୍ ଅନୁଯାୟୀ, ଏଥର ସ୍ବାଧୀନତା…
ପୁଣି ରାଜ୍ୟରେ ୧୦ ମୁଣ୍ଡ ନେଲା କରୋନା: ଜାଣନ୍ତୁ କେଉଁ ଜିଲାରୁ କେତେ
ଭୁବନେଶ୍ୱର,୧୧।୮(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୧୦ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୯୬ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ୯ ମୃତକଙ୍କ…
CORONAVIRUS UPDATE: ୨୯ ଜିଲାରୁ ୧୩୪୧ ନୂଆ କରୋନା ପଜିଟିଭ୍ ଚିହ୍ନଟ, ଜାଣନ୍ତୁ କେଉଁ ଜିଲାରୁ କେତେ
ଭୁବନେଶ୍ୱର,୧୧।୮(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୨୯ ଜିଲାରୁ ୧୩୪୧ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୪୮୭୯୬କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ…
‘କାଳିଆ ଟଙ୍କା ଆଦାୟ ସମ୍ପୂର୍ଣ୍ଣ ସ୍ଥଗିତ ହେଉ’
ଭୁବନେଶ୍ୱର,୧୧।୮ (ବ୍ୟୁରୋ): ଗତ ମାସରେ ରାଜ୍ୟ ସରକାରଙ୍କ କୃଷି ବିଭାଗ କାଳିଆ ଟଙ୍କା ହାତେଇଥିବା ଅଯୋଗ୍ୟ ହିତାଧିକାରୀମାନଙ୍କଠାରୁ ଅର୍ଥ ଆଦାୟ ସକାଶେ ଜିଲା କୃଷି ଅଧିକାରୀମାନଙ୍କୁ ଚିଠି କରିଥିଲା। ଏହା ମିଳିବାପରେ ରାଜ୍ୟର ଲକ୍ଷେ ଚାଷୀଙ୍କଠାରୁ ଟଙ୍କା ଆଦାୟ ଲାଗି ନିଷ୍ପତ୍ତି…
ଏମ୍ଆର୍ୟୁଟି ସ୍କିମ୍ କାର୍ଯ୍ୟକାରୀ କରିବାରେ ଓଡ଼ିଶା ପ୍ରଥମ
ଭୁବନେଶ୍ୱର୧୧।୮(ବ୍ୟୁରୋ): କେନ୍ଦ୍ରୀୟ ଯୋଜନା କାର୍ଯ୍ୟକାରୀ କରିବା ହେଉ କିମ୍ବା ବିପର୍ଯ୍ୟୟ ପରିଚାଳନା କରିବା କ୍ଷେତ୍ରରେ ଓଡ଼ିଶା ଅନ୍ୟ ରାଜ୍ୟଗୁଡ଼ିକ ପାଇଁ ଅନେକ ସମୟରେ ଦୃଷ୍ଟାନ୍ତ ପାଲଟିଛି। ଅଟଳ ମିଶନ ଫର୍ ରିଜୁଭେନ୍ଶନ ଆଣ୍ଡ ଅର୍ବାନ ଟ୍ରାନ୍ସଫରମେଶନ(ଏମ୍ଆର୍ୟୁଟି) ସ୍କିମ୍ କାର୍ଯ୍ୟକାରୀ ହେଉଥିବା ୨୦ଟି…

