ମଣିଷ ପଣିଆ ଦେଖାଇଲେ ଭୁବନେଶ୍ୱରର ଘର ମାଲିକ: ଛାଡ଼ କଲେ ମାସକର ଭଡ଼ା
ଭୁବନେଶ୍ୱର,୨୯ା୩ (ବ୍ୟୁରୋ): କରୋନା ପାଇଁ ସରକାର ସାରାଦେଶରେ ୨୧ ଦିନ ପାଇଁ ଲକ୍ଡାଉନ୍ ଘୋଷଣା କରିଛନ୍ତି। ଏହି ସମୟରେ ଘରୋଇ କମ୍ପାନୀ ଏବଂ ଅନ୍ୟ ସଂସ୍ଥାଗୁଡିକ ବନ୍ଦ ରହିଛି। ଏଭଳି ସ୍ଥିତିରେ କର୍ମଚାରୀଙ୍କ ଦରମା ମିଳିବା ଅସମ୍ଭବ ହୋଇପଡ଼ିଛି। କେମିତି...
ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ବନ୍ଦ ହେଲେ ୧୨ବର୍ଷ ଅପେକ୍ଷା
ପୁରୁଣା ଭୁବନେଶ୍ୱର,୨୯ା୩(ଡି.ଏନ୍.ଏ.): ଆସନ୍ତା ୧ ତାରିଖରେ ହେବାକୁ ଥିବା ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରାକୁ ନେଇ ଆଶଙ୍କା ପ୍ରକାଶ ପାଇଛି। କରୋନା କଟକଣା ଓ ଲକ୍ଡାଉନ୍ ପାଇଁ ଏଯାଏ ରଥ ନିର୍ମାଣ ଅଧା ହୋଇ ନାହିଁ। ଅନ୍ୟପକ୍ଷରେ ରଥଯାତ୍ରା ହେବ...
ଗ୍ରୀଷ୍ମପ୍ରବାହ: ପାରଦ ଛୁଇଁଲା ୪୦ ଡିଗ୍ରୀ, ଆଜିଠୁ ୩୧ ଯାଏ ଝଡ଼ବର୍ଷା ସମ୍ଭାବନା
ଭୁବନେଶ୍ୱର,୨୯ା୩(ବ୍ୟୁରୋ): ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଆରମ୍ଭ ହୋଇଛି। ପାରଦ ୪୦ ଡିଗ୍ରୀ ସେଲ୍ସିୟସକୁ ଛୁଇଁଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଶନିବାର ମାଲକାନଗିରିରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲ୍ସିୟସ ରେକର୍ଡ କରାଯାଇଥିବା ବେଳେ...
କରୋନା ରୋଗୀଙ୍କ ସହ କଣ୍ଟାକ୍ଟ କ’ଣ, କାହାକୁ ରହିଛି ସଂକ୍ରମିତ ହେବାର ଆଶଙ୍କା
ଭୁବନେଶ୍ୱର,୨୮।୩(ବ୍ୟୁରୋ): କରୋନା ଆକ୍ରାନ୍ତଙ୍କ ସହ କଣ୍ଟାକ୍ଟ ବା ସମ୍ପର୍କ ନେଇ ଶନିବାର ଗୀତଗୋବିନ୍ଦ ସଦନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଡାକ୍ତର ବିଜୟ ମହାପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଯେଉଁମାନେ ସଂକ୍ରମିତ ବ୍ୟକ୍ତି, ସଂକ୍ରମିତ ପରିବେଶ ସମ୍ପର୍କରେ ଆସିଥିବେ, ସେମାନେ...
ତୃତୀୟ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ୧୧୨ ଜଣ: ବିମାନର ୩୨ଜଣ, ୭ ବିଧାନସଭା କର୍ମଚାରୀ….
ଭୁବନେଶ୍ୱର,୨୮।୩(ବ୍ୟୁରୋ): ରାଜ୍ୟରେ ୩ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଶନିବାର ଅପରାହ୍ନ ସୁଦ୍ଧା ମୋଟ ୨୫୬ଟି ସାମ୍ପୁଲ ପରୀକ୍ଷା ପାଇଁ ପଠାଯାଇଛି। ସେଥିରୁ ପୂର୍ବଭଳି ୩ଜଣ ପଜିଟିଭ୍ ହିଁ ଅଛନ୍ତି। ପ୍ରଥମ ଦୁଇ କରୋନା ଆକ୍ରାନ୍ତଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି।...
କରୋନା ସଂକ୍ରମିତଙ୍କ ସଂଖ୍ୟା: ଭାରତରେ ୯୦୮, ରାଜ୍ୟରେ ବଢ଼ିନାହିଁ
ଭୁବନେଶ୍ୱର,୨୮।୩(ବ୍ୟୁରୋ): କରୋନା ଭୂତାଣୁ ସଂକ୍ରମିତ ରାଷ୍ଟ୍ର ସଂଖ୍ୟା ୧୯୯ରେ ପହଞ୍ଚିଛି। ରୋଗରେ ଆକ୍ରାନ୍ତଙ୍କ ସଂଖ୍ୟା ଶୁକ୍ରବାର ୫ଲକ୍ଷ ୩୭ହଜାର ୧୭୧ ଥିବା ବେଳେ ଶନିବାର ଏହା ୬ଲକ୍ଷ ୧ ହଜାର ୫୨୦ରେ ପହଞ୍ଚିଛି। ଏଥିରେ ଶୁକ୍ରବାର ୨୪,୧୨୬ ଜଣଙ୍କ ମୃତ୍ୟୁ...
କୋଭିଡ-୧୯ ନିୟମ ଉଲ୍ଲଂଘନ: ୨୪ ଘଣ୍ଟାରେ ୩୨୪ ମାମଲା
ଭୁବନେଶ୍ୱର,୨୮।୩(ବ୍ୟୁରୋ): ରାଜ୍ୟରେ କୋଭିଡ-୧୯ ନିୟମ ଉଲ୍ଲଂଘନ କରିବା ଅଭିଯୋଗରେ ୨୭ ମାର୍ଚ୍ଚରୁ ୨୮ ମାର୍ଚ୍ଚ ସକାଳ ପର୍ଯ୍ୟନ୍ତ ୨୪ ଘଣ୍ଟା ମଧ୍ୟରେ ୩୨୪ ମାମଲା ଦାୟର ହୋଇଛି। ସେଥିମଧ୍ୟରୁ୩୦୮ଟି ମାମଲା ଲକ୍ଡାଉନ୍ ସମ୍ପର୍କିତ ହୋଇଥିବା ବେଳେ ୧୫ଟି ହୋମ କ୍ୱାରେଣ୍ଟାଇନ୍...
ଖୋଲା ରହିପାରିବ ପଶୁଖାଦ୍ୟ ଦୋକାନ, ତେଜରାତି ଦୋକାନୀ ବି ରଖିପାରିବେ: ବାଗ୍ଚୀ
ଭୁବନେଶ୍ୱର,୨୮।୩(ବ୍ୟୁରୋ): ବିଦେଶ ଫେରନ୍ତାଙ୍କ ପଞ୍ଜିକରଣ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ୧୦୪ ନଂ. ଜାରି କରାଯାଇଛି। ତେବେ ରବିବାର ଏହି ନମ୍ବର ବନ୍ଦ ରହିବ। ଏହାର କ୍ଷମତା ବୃଦ୍ଧି, ରକ୍ଷଣାବେକ୍ଷଣ ଏବଂ ବୈଷୟିକ ଉନ୍ନତିିକରଣ କାର୍ଯ୍ୟ ପାଇଁ ୨୯ ସକାଳ...
ହେଲ୍ପଲାଇନ୍ ନଂ. ଜାରି: ଫସି ରହିଥିବା ଓଡ଼ିଆ, ଓଡ଼ିଶାରେ ଥିବା ବାହାର ରାଜ୍ୟର ଶ୍ରମଜୀବୀଙ୍କୁ ଯୋଗାଯୋଗ କରିବାକୁ ଅନୁରୋଧ
ଭୁବନେଶ୍ୱର,୨୮।୩(ବ୍ୟୁରୋ): କରୋନା ଭୂତାଣୁ ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଭାରତରେ ଏହାର ପ୍ରଭାବକୁ ରୋକିବା ଲାଗି ସରକାର ୨୧ ଦିନିଆ ଲକ୍ଡାଉନ୍ ଘୋଷଣା କରିଛନ୍ତି। ଏଥିଯୋଗୁ ବିଭିନ୍ନ ରାଜ୍ୟରେ ଓଡ଼ିଆମାନେ ଫସି ରହିଛନ୍ତି। ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ...
ଭୁବନେଶ୍ୱରର ୧୨ ହୋଟେଲରେ ଅଛନ୍ତି ୧୫, ହୋମ କ୍ୱାରାଣ୍ଟାଇନ୍ରେ ୧୦୦୦ ସନ୍ଦିଗ୍ଧ
ଭୁବନେଶ୍ୱର,୨୮ା୩(ବ୍ୟୁରୋ): ଭୁବନେଶ୍ୱର ତଥା ବାହାରୁ ଆସୁଥିବା ନାଗରିକଙ୍କ ପାଇଁ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଓ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ କ୍ୱାରାଣ୍ଟାଇନ ବ୍ୟବସ୍ଥା କରାଯାଇଛି। ଏଥିପାଇଁ ସହରର କେତେକ ହୋଟେଲ ଏବଂ ବିଭିନ୍ନ ସରକାରୀ କୋଠାକୁ ଚୟନ କରାଯାଇଛି।...
ରବିବାର ସକାଳ ୬ରୁ ୭ଟା ଯାଏ ବନ୍ଦ ରହିବ ହେଲ୍ପଲାଇନ୍ ୧୦୪
ଭୁବନେଶ୍ୱର,୨୮ା୩(ବ୍ୟୁରୋ)- ବିଶ୍ୱ ମହାମାରୀ କରୋନା ଭୂତାଣୁ(କୋଭିଡ-୧୯) ବିଷୟରେ କୌଣସି ପ୍ରକାରର ସହାୟତା ପାଇଁ ରାଜ୍ୟ ସରକାର ପକ୍ଷରୁ ହେଲ୍ପ ଲାଇନ ୧୦୪ ନମ୍ବର ଜାରି କରାଯାଇଛି। ଯେ କେହି ବି ନିଜ ସ୍ବାସ୍ଥ୍ୟ ସମ୍ପର୍କରେ ଥଣ୍ଡା, ଜ୍ୱର, କାଶ କିମ୍ବା...
ପଞ୍ଚାୟତର ଗରିବଙ୍କୁ ମିଳିବ ରନ୍ଧାଖାଦ୍ୟ, ପଞ୍ଜୀକୃତ ଉଠାଦୋକାନୀ ପାଇବେ ୩ ହଜାର ଟଙ୍କାର ସହାୟତା
ଭୁବନେଶ୍ୱର,୨୮ା୩(ବ୍ୟୁରୋ)- ମହାମାରୀ କରୋନା ଯୋଗୁ ଲକଡାଉନ ଘୋଷଣା ପରେ ନିମ୍ନଶ୍ରେଣୀର ଗରିବଙ୍କ ମୁଣ୍ଡରେ ଚଡ଼କ ପଶିଯାଇଛି। ଦିନ ମଜୁରିଆ, ଶ୍ରମିକ, ମଜଦୁର ଭଉଣୀଭାଇମାନେ ରୋଜଗାର ନ ପାଇ ଏକରକମ ଭାଙ୍ଗି ପଡ଼ିଛନ୍ତି। ତେବେ ଏମାନଙ୍କ ସୁବିଧା କରିବାକୁ ଯାଇ ମୁଖ୍ୟମନ୍ତ୍ରୀ...
Archives


