ମେଟ୍ରୋ

‘ସରପଞ୍ଚଙ୍କ ଭଲ କାମ ଦେଶକୁ ବାଟ ଦେଖାଇବ’

ଭୁବନେଶ୍ୱର,୧୧।୮(ବ୍ୟୁରୋ): ସରପଞ୍ଚମାନଙ୍କ ନିଷ୍ଠା ଓ ପରିଶ୍ରମ ଯୋଗୁ କରୋନା ପଜିଟିଭ୍‌ ସଂଖ୍ୟା କମୁଛି। ଆରୋଗ୍ୟ ହାର ବଢୁଛି। ମୃତ୍ୟୁହାର ମଧ୍ୟ କମିବାରେ ଲାଗୁଛି। ସରପଞ୍ଚମାନଙ୍କ ଭଲ କାମ ପାଇଁ ସେ ଗର୍ବିତ। ସେମାନଙ୍କ ଭଲ କାମ ଆଗକୁ କୋଭିଡ୍‌ ପରିଚାଳନାରେ ସାରା…

ଚିହ୍ନଟ ହେବ ନୂଆ ଲଘୁ ଖଣିଜ ପଦାର୍ଥ ଉତ୍ସ

ଭୁବନେଶ୍ୱର,୧୧।୮(ବ୍ୟୁରୋ): ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁଦାମ ମାରାଣ୍ଡି ଲୋକସେବା ଭବନରୁ ସୋମବାର ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ରାଜ୍ୟର ଲଘୁ ଖଣିଜ ପଦାର୍ଥର ସମୀକ୍ଷା କରିଥିଲେ। ସମସ୍ତ ଜିଲାପାଳ, ଅତିରିକ୍ତ ଜିଲାପାଳ, ଉପଜିଲାପାଳ, ତହସିଲଦାର ତଥା ଅତିରିକ୍ତ ତହସିଲଦାରମାନଙ୍କୁ ନେଇ…

କୋଭିଡ୍‌ ହସ୍ପିଟାଲ ଅବ୍ୟବସ୍ଥାକୁ ନେଇ ଅଡିଓ ଭାଇରାଲ ଘଟଣା: ୨ ଗିରଫ, ୩ ଦିନିଆ ରିମାଣ୍ଡରେ ଆସିବେ

ଭୁବନେଶ୍ୱର,୧୧।୮(ବ୍ୟୁରୋ): କୋଭିଡ୍‌ ହସ୍ପିଟାଲରେ ଚିକିତ୍ସା ବ୍ୟବସ୍ଥାକୁ ନେଇ ଏକ ବାର୍ତ୍ତାଳାପର ଅଡିଓ ଭାଇରାଲ ହୋଇଥିଲା। ଏହାକୁ ନେଇ ବାଦବିବାଦ ସୃଷ୍ଟି ହେବାପରେ କ୍ୟାପିଟାଲ ଥାନା ପୋଲିସ ସମ୍ପୃକ୍ତ ୨ଜଣ ଯୁବକଙ୍କୁ ସୋମବାର ଗିରଫ କରିଛି। ସେମାନେ ହେଲେ ପଳାଶୁଣି ନିଉ କଲୋନୀର…

ଅଭିଯୁକ୍ତଙ୍କୁ କରୋନା ଶୁଣି ସ୍ପେଶାଲ ସ୍କ୍ବାଡ୍‌ରେ ଛନକା

ଭୁବନେଶ୍ୱର,୧୧।୮(ବ୍ୟୁରୋ): ରାଜଧାନୀରେ ଭିଜିଲାନ୍ସ ଡିଏସ୍‌ପି ତନୁଜା ମହାନ୍ତିଙ୍କ ମୁଣ୍ଡରେ ବନ୍ଧୁକ ଲଗାଇ ସୁନା ଅଳଙ୍କାର ଲୁଟ୍‌ ଘଟଣା ପୋଲିସର ଚିନ୍ତା ବଢ଼ାଇ ଦେଇଛି। ଖାରବେଳନଗର ଥାନା ଅଞ୍ଚଳରେ ଗତ ୨୬ ତାରିଖରେ ଘଟିଥିବା ଏହି ହାଇପ୍ରୋଫାଇଲ୍‌ ଲୁଟ୍‌ ପରେ କମିଶନରେଟ ପୋଲିସର…

ଚଳିତ ବର୍ଷ ୭ ଲକ୍ଷ ପକ୍କାଘର ଟାର୍ଗେଟ୍‌

ଭୁବନେଶ୍ୱର,୧୧।୮(ବ୍ୟୁରୋ)ଚଳିତ ଆର୍ଥିକ ବର୍ଷ ଶେଷ ସୁଦ୍ଧା ରାଜ୍ୟରେ ୭ ଲକ୍ଷ ପକ୍କା ଘର ନିର୍ମାଣ କରାଯିବ। ଅଗଷ୍ଟ ୫ ସୁଦ୍ଧା ରାଜ୍ୟରେ ୧ ଲକ୍ଷ ଘର ନିର୍ମାଣ ଶେଷ ହୋଇଛି। ଗତ ଆର୍ଥିକ ବର୍ଷ ଏହି ସମୟ ସୁଦ୍ଧା ୪୪ ହଜାର…

ଡାଲି, ତୈଳବୀଜ ସଂଗ୍ରହ ୨୦% ବୃଦ୍ଧି

ଭୁବନେଶ୍ୱର,୧୧।୮(ବ୍ୟୁରୋ): ଚଳିତ ବର୍ଷ ଡାଲି ଜାତୀୟ ଓ ତୈଳବୀଜ ସଂଗ୍ରହ ବୃଦ୍ଧି ପାଇଛି। ୨୦୧୮-୧୯ରେ ରାଜ୍ୟରେ ସମୁଦାୟ ୭୫୯୩.୨୮୦ ମେଟ୍ରିକ୍‌ ଟନ୍‌ ଡାଲି ଓ ତୈଳବୀଜ ଜାତୀୟ ଫସଲ ସଂଗ୍ରହ କରାଯାଇଛି। ୨୦୧୯-୨୦ ରବି ଋତୁରେ ୯୧୨୭.୭୯୬ ମେଟ୍ରିକ୍‌ ଟନ ସଂଗ୍ରହ…

ଭରସା ହରାଉଛି ଅଭିଯୋଗ ବାକ୍ସ

ଭୁବନେଶ୍ୱର,୧୧।୮(ବ୍ୟୁରୋ): ସଂକ୍ରମଣରୁ ଥାନା ଓ ପୋଲିସ କର୍ମଚାରୀଙ୍କୁ ଦୂରେଇ ରଖିବା ପାଇଁ କମିଶନରେଟ ପୋଲିସ ପକ୍ଷରୁ କେତେକ ପଦକ୍ଷେପ ଗ୍ରହଣ କରାଯାଇଛି। ଅଭିଯୋଗକାରୀଙ୍କୁ ଆଉ ଥାନା ଭିତରକୁ ଛଡ଼ାଯାଉନି। ଅନ୍ୟତମ ବିକଳ୍ପ ସ୍ବରୂପ ଥାନା ପରିସରରେ ଅଭିଯୋଗ ବାକ୍ସର ବ୍ୟବସ୍ଥା ହୋଇଛି।…

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସାଢେ ୭ କୋଟି ଦାନ କଲେ ବାଗ୍‌ଚୀ ଦମ୍ପତି

ଭୁବନେଶ୍ୱର,୧୦।୮(ବ୍ୟୁରୋ)-ମୋ ସ୍କୁଲ ଅଧ୍ୟକ୍ଷା ସୁସ୍ମିତା ବାଗ୍‌ଚୀ ଏବଂ ଓଡ଼ିଶା ଦକ୍ଷତା ବିକାଶ ପରିଷଦର ଅଧ୍ୟକ୍ଷ ସୁବ୍ରୋତ ବାଗ୍‌ଚୀ ସୋମବାର ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୭କୋଟି ୫୦ଲକ୍ଷ ଟଙ୍କା ଦାନ କରିଛନ୍ତି। କୋଭିଡ୍‌-୧୯ ଦ୍ୱାରା ପ୍ରଭାବିତ ପୁରୀ ଜିଲାର ଅସହାୟ ବୃଦ୍ଧା, ମହିଳାମାନଙ୍କ…

ରାଜ୍ୟରେ ଆଉ ୧୨୩୬ କରୋନା ଆକ୍ରାନ୍ତ ସୁସ୍ଥ: ଜାଣନ୍ତୁ କେଉଁ ଜିଲାରୁ କେତେ…

ଭୁବନେଶ୍ୱର,୧୦।୮(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୧୨୩୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୪୬୧ ଜଣ ଅଛନ୍ତି। ସେହିପରି ଗଞ୍ଜାମରୁ ୧୮୨, ରାୟଗଡାରୁ ୮୩, କନ୍ଧମାଳରୁ ୭୪, ମାଲକାନଗିରିରୁ ୫୧, ଅନୁଗୋଳରୁ…

ପିଜି ନାମଲେଖା ପାଇଁ ଏକକ ପ୍ରବେଶିକା ପରୀକ୍ଷା: ଜାଣନ୍ତୁ କେବେଠାରୁ କରିବେ ଆବେଦନ…

ଭୁବନେଶ୍ୱର(ବ୍ୟୁରୋ),୧୦ା୮-ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟ ଓ କଲେଜର ସ୍ନାତକୋତ୍ତର(ପିଜି) ପାଠ୍ୟକ୍ରମରେ ନାମଲେଖା ଲାଗି ଆସନ୍ତା ୧୨ ତାରିଖରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ। କରୋନା ସଂକ୍ରମଣ ପରିସ୍ଥିତିକୁ ଦୃଷ୍ଟିରେ ରଖି ଚଳିତବର୍ଷ ଏକକ ପ୍ରବେଶିକା ପରୀକ୍ଷା କରାଯାଇ ଯୋଗ୍ୟତା ଭିତ୍ତିରେ ଛାତ୍ରୀଛାତ୍ରଙ୍କ…

୭ ଶିଳ୍ପୀଙ୍କୁ ଧର୍ମପଦ ପୁରସ୍କାର

ଭୁବନେଶ୍ୱର(ବ୍ୟୁରୋ),୧୦ା୮- ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧୀନ ଓଡ଼ିଶା ଲଳିତକଳା ଏକାଡେମୀ ପକ୍ଷରୁ ଚିତ୍ରକଳା, ସ୍ଥାପତ୍ୟ ଓ ଭାସ୍କର୍ଯ୍ୟକଳା କ୍ଷେତ୍ରରେ ପ୍ରଦାନ କରାଯାଉଥିବା ରାଜ୍ୟର ସର୍ବୋଚ୍ଚ ସମ୍ମାନ ‘ଧର୍ମପଦ ପୁରସ୍କାର’ ସୋମବାର ପ୍ରଦାନ କରାଯାଇଛି। ଜୀବନବ୍ୟାପୀ ସାଧନା ଓ…

ସେପ୍ଟେମ୍ବର ୧୪ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା

ଭୁବନେଶ୍ୱର,୧୦।୮(ବ୍ୟୁରୋ)-ସେପ୍ଟେମ୍ବର ୧୪ରୁ ୨୨ ଯାଏ ହେବ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଅନୁଷ୍ଠିତ ହେବ। ସେହିପରି ସେପ୍ଟେମ୍ବର ୧୪ରୁ ୨୪ ଯାଏ ଓପନ ଲର୍ଣ୍ଣିଂ ସ୍କୁଲର ସପ୍ଲିମେଣ୍ଟାରୀ ପରୀକ୍ଷା ହେବ। ଏ ନେଇ ସୋମବାର ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?